Home Left

ଶେରଗଡ଼ରେ ପ୍ରଧାନଶିକ୍ଷକଙ୍କର କରୋନାରେ ମୃତ୍ୟୁ: ଯୋଦ୍ଧା ଭାବେ ଗ୍ରହଣ କରିବାକୁ ଦାବି

ଶେରଗଡ଼,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଥୁରୁବୁରାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶିଷ୍ଠ କୁମାର ପ୍ରହରାଜଙ୍କର କରୋନାରେ ମଙ୍ଗଳବାର ସାରେ ମୃତ୍ୟୁ ଘଟିଛି। ସେ ଗତ ୧୭ତାରିଖରୁ ସିତଲାପଲି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପୂର୍ବରୁ ପ୍ରହରାଜ ଥୁରୁବୁରାଇ ପ୍ରାଥମିଜ ବିଦ୍ୟାଳୟରେ…

୬ ଫୁଟ୍‌ରୁ ଅଧିକ ଉଚ୍ଚତା ବିଶିଷ୍ଟ ଲୋକଙ୍କୁ କରୋନା ଆଶଙ୍କା ଅଧିକ ନା କମ୍‌ ଜାଣନ୍ତୁ

କରୋନା ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ତେବେ କରୋନା ଏବେ ସବୁ ବୟସର ଲୋକଙ୍କୁ ମୃତ୍ୟୁ ମୁଖକୁ ଠେଲି ଦେଉଛି। ଏକ ଗବେଷଣାରୁ ଜଣାପଡିଛି ୬ ଫୁଟରୁ ଅଧିକ ଉଚ୍ଚତାର ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ବାକି ଲୋକଙ୍କ…

ରାମମନ୍ଦିର ନିର୍ମାଣ ନେଇ ଅଧିକ ଖୁସି ହେଉଛନ୍ତି ରାବଣ

ଫରିଦାବାଦ୍‌, ୨୯।୭: ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ କରିବେ। ଏହି ଅବସରରେ ସାଧୁସନ୍ଥଙ୍କ ସମେତ ପ୍ରାୟ ୨୦୦ଜଣ ଅତିଥି ଯୋଗଦେବେ ବୋଲି କୁହାଯାଉଛି। ତେବେ ରାମମନ୍ଦିର ନିର୍ମାଣ ନେଇ ଫରିଦାବାଦ୍‌‌ର ରାବଣମାନେ ଅଧିକ ଖୁସି…

୭୦ ପିଲାଙ୍କୁ ଟିକା ଖୁଆଇଥିବା ମହିଳା କରୋନା ପଜିଟିଭ୍‌, ଗାଁରେ ଆତଙ୍କ

ଭୋପାଳ,୨୯।୭: ମଧ୍ୟପ୍ରଦେଶର ଖରଗୋନରେ ୭୦ ପିଲାଙ୍କୁ ଟିକା ଖୁଆଇବାକୁ ଦେଇଥିବା ମହିଳା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ଏକ ଟିମ୍‌ ୫ ବର୍ଷରର ୭୦ ପିଲାଙ୍କୁ ଭିଟାମିନ୍‌ ଏ ଔଷଧ ଖୁଆଇବାକୁ ଦେଇଥିଲେ। ସେହି ଟିମ୍‌ରେ ସାମିଲ ଥିଲା…

ଭାଇର ସୁରକ୍ଷା ପାଇଁ ‘କୋଭିଡ୍‌ ରାଖୀ’

କରୋନା ମହାମାରୀ ଯୋଗୁ ପୂଜା, ପର୍ବପର୍ବାଣିରେ କଟକଣାର ଟ୍ୟାଗ୍‌ ଝୁଲୁଛି। ଉତ୍ସବ ପାଳିବାକୁ ବି ସୁଯୋଗ ମିଳୁନି। ହେଲେ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଆଗକୁ ଆସୁଥିବା ରାଖୀ ପୂର୍ଣ୍ଣିମା ପାଇଁ କଟକର ଜଣେ ଯୁବକ ଭିନ୍ନ ଧରଣର ପ୍ରୟାସ କରି ଚର୍ଚ୍ଚାକୁ…

ସାନିଟାଇଜର ଷ୍ଟାଣ୍ଡ ତିଆରି କଲେ ଶୁଭ୍ରଜ୍ୟୋତି

ପୁରୀ ଅଫିସ,୨୯ା୭: ଉଗ୍ରରୂପ ଧାରଣ କରିଛି ମହାମାରୀ କରୋନା। ପ୍ରତିଦିନ ହଜାର ହଜାର ଲୋକ ଏହି ପ୍ରାଣଘାତୀ ଭୂତାଣୁର ଶିକାର ହେଉଛନ୍ତି। ମୃତ୍ୟୁ ସଂଖ୍ୟା ବି ହୁ ହୁ ହୋଇ ବଢୁଛି। ଏ ପର୍ଯ୍ୟନ୍ତ କରୋନାଠୁ ରକ୍ଷା ପାଇବା ପାଇଁ କୌଣସି…

ବସ୍ତିରୁ ବଢୁଛି ସଂଖ୍ୟା, ଚିନ୍ତାରେ ବିଏମ୍‌ସି

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ରାଜଧାନୀରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୫ଦିନ ଲଗାତର ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ଉପରେ ଥିବାବେଳେ ଦୁଇଥର ୨୦୦ ଅତିକ୍ରମ କରିଛି। କେବଳ ଜୁଲାଇରେ ଏଯାବତ୍‌ ୨୦୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୫୬…

ପାହାଡ଼ ଖୋଳି ଜମିକୁ ପାଣି ଆଣିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ, ୨୯ା୭: ପାଣି ଅଭାବରୁ ଯେଉଁ ଜମି ପଡ଼ିଆ ପଡ଼ୁଥିଲା ତାହା ଏବେ ଫସଲରେ ଭରିଯିବ ବୋଲି ଆଶା ସଞ୍ଚାର ହୋଇଛି। ଜଣେ ଯୁବ ସରପଞ୍ଚ ଜମିକୁ ଯେପରି ହେଲେ ପାଣି ନେବେ ବୋଲି ପ୍ରୟାସ ଆରମ୍ଭ କରି ସେଥିରେ…

କରୋନାରେ ପ୍ରାଣ ହରାଇଲେ ସେନକୋ ଗୋଲ୍ଡ ଚେୟାରମ୍ୟାନ୍‌

କୋଲକାତା,୨୯।୭: ଅଳଙ୍କାର ରିଟେଲିଂ କମ୍ପାନୀ ସେନକୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଚେୟାରମ୍ୟାନ ଶଙ୍କର ସେନଙ୍କର ପରଲୋକ ଘଟିଛି। ସେ କରୋନାରେ ପ୍ରାଣ ହରାଇଥିବା କମ୍ପାନୀ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା।…

ବିଧାୟକ-ପୋଲିସ ମୁହାଁମୁହିଁ

ସମ୍ବଲପୁର,୨୯।୭(ବ୍ୟୁରୋ): କରୋନା କଟକଣା ଯୋଗୁ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ ରୋକ୍‌ ଲାଗିଛି। ହେଲେ ମଙ୍ଗଳବାର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଫଳରେ କିଛି ସମୟ ପାଇଁ…

ଖୁସି ବାଣ୍ଟୁଛି ଆବିଲିଟି ବଜାର

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ଭଉଣୀ ଓ ଭାଇଙ୍କ ପବିତ୍ର ସମ୍ପର୍କକୁ ସୁଦୃଢ କରିବାକୁ ପ୍ରତିବର୍ଷ ପାଳନ କରାଯାଇଥାଏ ରାଖୀ ପୂର୍ଣ୍ଣିମା। ଭଉଣୀ ହାତରୁ ଭାଇ ରାଖୀ ପିନ୍ଧି ତା’ର ସୁରକ୍ଷା ଓ ଦୁଃଖସୁଖରେ ସାଥିରେ ଛିଡ଼ାହେବାକୁ ପ୍ରତିଜ୍ଞାବଦ୍ଧ ହୋଇଥାଏ। ଏହି ପର୍ବକୁ ପ୍ରତିବର୍ଷ ଧୁମ୍‌ଧାମରେ…

ବିବାହ କରୁଛନ୍ତି କି, ଏଣିକି ଜଗିବ ପୋଲିସ

ମନାଲି,୨୯।୭: ହିମାଚଳ ପ୍ରଦେଶର ପର୍ଯ୍ୟଟନ ସହର ମନାଲିରେ ବିବାହ ଉତ୍ସବ ଏବେ ପ୍ରଶାସନ ଏବଂ ପୋଲିସର ତତ୍ତ୍ୱାବଧାନରେ ହେବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମନାଲି ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ନିକଟରେ ମନାଲିରେ ଦୁଇଟି କରୋନା ପଜିଟିଭ୍‌ ମାମଲା ସାମ୍ନାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri