Home Left

ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା

ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ‘ଆଶ୍ରୟ’ ଯୋଜନା ଅନୁଗୋଳ ଜିଲାରେ ଏଯାଏ ସଫଳତା ପାଇପାରି…

ଛିଣ୍ଡିଯାଇଛି ସମ୍ପର୍କର ରିଲ୍‌

ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ ଜଣାଇ ଦିଆଯାଉଥିଲା ସରକାରୀ ଯୋଜନା। ଲୋକେ ବୁଝୁଥିଲେ। କାମରେ ବି ଲଗାଉଥିଲେ। ହେଲେ ଏବେ…

କରୋନା କାଳରେ ପିଏଫ୍‌ ଟଙ୍କା ଦେଲା ସାହାରା: ୪ ମାସରେ ଉଠାଇଲେଣି ୩୦ ହଜାର କୋଟି

ନୂଆଦିଲ୍ଲୀ,୨୮।୭:କରୋନା ସମୟରେ ଲୋକଙ୍କୁ ଜରୁରୀ ଅର୍ଥର ଆବଶ୍ୟକତା ବଢ଼ିଯାଇଛି। ଏଭଳି ସମୟରେ ଭବିଷ୍ୟନିଧି ପାଣ୍ଠିଂ ବା ପିଏଫ୍‌ ଟଙ୍କା ଲୋକଙ୍କର ସାହାରା ପାଲଟିଥିବା ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରେ ଖବର ଆସିଛି। ରିପୋର୍ଟ ମୁତାବକ ଏପ୍ରିଲ ଠାରୁ ଜୁଲାଇ ମାସ ମଧ୍ୟରେ…

ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌: ଇଂଲଣ୍ଡ ତୃତୀୟ ସ୍ଥାନକୁ ଉନ୍ନୀତ

ଦୁବାଇ, ୨୯ା୭ (ପି.ଟି.)-ମଙ୍ଗଳବାର ଓ୍ବେଷ୍ଟଇଣ୍ଡଜି ବିପକ୍ଷ ୩ମ୍ୟାଚ ବିଶିଷ୍ଟ ସିରିଜ ୨-୧ରେ ଜିତିବା ପରେ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ଇଂଲଣ୍ଡ ତୃତୀୟ ସ୍ଥାନକୁ ଉନ୍ନୀତ ହୋଇଛି। ଇଂଲଣ୍ଡର ପଏଣ୍ଟ ସଂଖ୍ୟା ବର୍ତ୍ତମାନ ୨୨୬ରେ ପହଞ୍ଚତ୍ଛି। ଟେବୁଲରେ ଭାରତ…

ରିୟଲ ମାଡ୍ରିଡ୍‌ ଫରଓ୍ବାର୍ଡ ମାରିଆନୋ ପଜିଟିଭ୍‌

ମାଡ୍ରିଡ୍‌, ୨୯ା୭ (ଏପି)-କରୋନା ଭାଇରସ୍‌ ପାଇଁ ହୋଇଥିବା ଟେଷ୍ଟରେ ରିୟଲ ମାଡ୍ରିଡ୍‌ ଫରଓ୍ବାର୍ଡ ମାରିଆନୋଙ୍କ ଫଳାଫଳ ପଜିଟିଭ୍‌ ଆସିଛି। ଅଗଷ୍ଟ ୭ରେ ମାଞ୍ଚେଷ୍ଟର ସିଟି ବିପକ୍ଷ ଚାମ୍ପିୟନ୍ସ ଲିଗ୍‌ ମ୍ୟାଚ ପାଇଁ ଦଳ ଅଭ୍ୟାସ ପୂର୍ବରୁ ଏହି ଟେଷ୍ଟ ହୋଇଥିଲା। ପ୍ରି-କ୍ୱାର୍ଟର…

ଯୁବତୀଙ୍କ ଚୁଟି ଘୋଷାରୀ ଥାନା ଭିତରେ ପିଟିଲେ ଅଧିକାରୀ

ସାହେବଗଞ୍ଜ: ଝାଡ଼ଖଣ୍ଡର ସାହେବଗଞ୍ଜ ଜିଲାରେ ଜଣେ ଯୁବତୀଙ୍କୁ ଥାନା ପରିସରରେ ଥାନା ଅଧିକାରୀ ବାଡ଼େଇଛନ୍ତି। ଏହି ଘଟଣାର ଭିଡିଓ ଭାଇରାଲ ହେବାପରେ ଝାଡ଼ଖଣ୍ଡ ପୋଲିସ ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଉକ୍ତ ଥାନା ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏହି ଘଟଣାକୁ…

ଏସ୍‌ବିଆଇ କାର୍ଡ-ଆଇଆର୍‌ସିଟିସିର ନୂଆ କ୍ରେଡିଟ କାର୍ଡ

ଭୁବନେଶ୍ୱର,୨୮।୭: ଏସ୍‌ବିଆଇ କାର୍ଡ ଓ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ କର୍ପୋରେସନ ଲିମିଟେଡ୍‌ (ଆଇଆର୍‌ସିଟିସି) ପକ୍ଷରୁ ଆଇଆର୍‌ସିଟିସି-ଏସ୍‌ବିଆଇ କୋ ବ୍ରାଣ୍ଡେଡ ସ୍ପର୍ଶବିହୀନ କ୍ରେଡିଟ କାର୍ଡ ଆସିଛି। ଏହାକୁ ରୂପେ ପ୍ଲାଟଫର୍ମରେ ଉନ୍ମୋଚନ କରାଯାଇଛି। ଟ୍ରେନରେ ନିୟମିତ ଯାତ୍ରା କରୁଥିବା ଯାତ୍ରୀଙ୍କ…

ଅଧିକ ଚାଇନା ସାମଗ୍ରୀ ଉପରେ ଲାଗିବ କଟକଣା

ନୂଆଦିଲ୍ଲୀ,୨୮।୭: ଗଲ୍‌ଓ୍ବାନ ଘାଟିରେ ଚାଇନା ସେନା ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଚାଇନା ବିରୋଧରେ ଆର୍ଥତ୍କ କାର୍ଯ୍ୟାନୁଷ୍ଠାନ ଅନ୍ତର୍ଗତ ସେଠାରୁ ଆସୁଥିବା ଗୁଣବତ୍ତାହୀନ ପ୍ରଡକ୍ଟ ଉପରେ କଟକଣା ଲଗାଇବା…

ବର୍ତ୍ତମାନ ଅବସର ନେଉଥିଲେ ପେନ୍‌ସନରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୮।୭: କରୋନା ମହାମାରୀ ସମୟରେ ଅବସର ନେଉଥିବା ସରକାରୀ କର୍ମଚାରୀଙ୍କୁ ଆଶ୍ୱସ୍ତି। ବର୍ତ୍ତମାନ ସମୟରେ ଯେଉଁମାନେ ସରକାରୀ କର୍ମଚାରୀ ଅବସର ନେବେ ସେମାନଙ୍କୁ ପ୍ରୋଭିଜନାଲ ପେନ୍‌ସନ ବା ଏକ ନିର୍ଦ୍ଦିଷ୍ଟ ସମୟ ଯାଏ ପେନ୍‌ସନ ସୁବିଧା ପ୍ରଦାନ ନେଇ ସରକାର ବ୍ୟବସ୍ଥା…

ଓଡ଼ିଆ ଉଦ୍ୟୋଗୀ ବିକଶିତ କଲେ କରୋନା ଆପ୍‌

ଲଣ୍ଡନ,୨୮।୭: କରୋନା ମହମାରୀ ବର୍ତ୍ତମାନ ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି। ଏଥିରୁ ନିଜକୁ ଦୂରେଇ ରଖିବା ପାଇଁ ସାମାଜିକ ଦୂରତା ଏକ ପ୍ରମୁଖ ଅସ୍ତ୍ର ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ନିର୍ଦ୍ଦଷ୍ଟ ମାର୍ଗ ଦର୍ଶିକା ଜାରି କରାଯାଇଛି। ଉକ୍ତ…

ଶୋଇବା ବେଳେ ଜିନ୍ସରେ ପଶିଗଲା ସାପ: ୭ ଘଣ୍ଟା କାଳ ଖୁଣ୍ଟକୁ ଧରି ଛିଡ଼ା ହୋଇ ରହିଲେ ଏହି ବ୍ୟକ୍ତି, ଆଉ ତା’ ପରେ..

ସାପ ସହ ୭ଘଣ୍ଟା। କଥାଟି ଯେତିକି ଭୟଙ୍କର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ପିନ୍ଧିଥିବା ଜିନ୍ସରେ ପଶିଥିବା ସାପକୁ ନେଇ ଉତ୍ତରପ୍ରଦେଶ ମିର୍ଜାପୁର ଜିଲା ସିକନ୍ଦରପୁର ଗ୍ରାମର ଜଣେ ବ୍ୟକ୍ତି ରାତି ତମାମ ଏକ ଖୁଣ୍ଟକୁ ଧରି ଛିଡ଼ା ହୋଇ ରହିଥିଲେ। ଏହା…

ଭାରତ ଆସୁଛି ରାଫାଲ: ବାୟୁରେ ଭରାଯାଉଛି ଇନ୍ଧନ; ଦେଖନ୍ତୁ ଫଟୋ

ନୂଆଦିଲ୍ଲୀ,୨୮।୭: ପ୍ରଥମ ପର୍ଯ୍ୟାୟରେ ଫ୍ରାନ୍ସରୁ ଭାରତ ଆସୁଛି ୫ଟି ରାଫାଲ ଯୁଦ୍ଧବିମାନ। ପ୍ରାୟ ୭ ହଜାର କିଲୋମିଟର ପାର କରିବା ପରେ ବୁଧବାର ଏହି ଶକ୍ତିଶାଳୀ ଯୁଦ୍ଧବିମାନଗୁଡ଼ିକ ଅମ୍ବାଲା ବାୟୁସେନା ଘାଟିରେ ପହଞ୍ଚିବ। ଏହାର ଅବ୍ୟବହିତ ପୂର୍ବରୁ ବାୟୁରେ ଇନ୍ଧନ ଭରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri