ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…
ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ନେଇ ବଧୂର ବାପା ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ,…
ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ…
ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ ମଙ୍ଗଳବାର ମଧ୍ୟାହ୍ନ ରୁ ୧୦ ଜଣ ଛାତ୍ର ହଷ୍ଟେଲ ଛାଡି କେଉଁଆଡେ ପଳାଇଥିବା ଅଭିଯୋଗ ହୋଇଛି।…
ଶିକ୍ଷକ ନାଁରେ କଳଙ୍କ: ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ
ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର କରିଛନ୍ତି। ଏ ନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।…
ଯୁଦ୍ଧ ମଝିରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ବିଶ୍ୱଯୁଦ୍ଧ ପାଇଁ…
ଓ଼୍ବାଶିଂଟନ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ମଙ୍ଗଳବାର (୩ ମାର୍ଚ୍ଚ) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ଆସିଛି ଯେ ଇରାନ ଏବେ ଆଲୋଚନା କରିବାକୁ ଚାହୁଁଛି, କିନ୍ତୁ ସେ ବିଶ୍ୱାସ କରନ୍ତି ଯେ ଏହା…
ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ
ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ଜୁନାଗଡ଼ ପୋଲିସ। ଅଭିଯୁକ୍ତ ମାନେ ହେଲେ ଜୁନାଗଡ଼ ଥାନା ବୁଢ଼ୀପଦର…
HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା
ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି ଏବଂ ATM ରୁ ଟଙ୍କା ଉଠାଇବା ପାଇଁ ନିୟମକୁ ମଧ୍ୟ କଡ଼ାକଡ଼ି କରିଛି।…
T୨୦ ବିଶ୍ୱକପ୍ ସେମିଫାଇନାଲ ପୂର୍ବରୁ ଟିମ୍ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…
ମୁମ୍ବାଇ,୩।୩: T୨୦ ବିଶ୍ୱକପ୍ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି ସାରିଛି। କିନ୍ତୁ ଏହି ସମୟରେ ଏକ ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି। ଦଳର…
ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ
ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ସେହିପରି ଦ୍ୱିତୀୟ ସେମିଫାଇନାଲ ୫ ମାର୍ଚ୍ଚରେ ଭାରତ ଏବଂ…
‘ମୋ ପାଇଁ ସରପ୍ରାଇଜ୍’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର
ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଏନେଇ ମଙ୍ଗଳବାର ଭାଜପା କେନ୍ଦ୍ରୀୟ କମିଟି ନାଁ ଘୋଷଣା କରିଛି। ପ୍ରାର୍ଥୀ ଘୋଷଣା…
କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି
ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ ସୋମବାର ରାତିରେ ଉଦ୍ଯାପିତ ହୋଇଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୂର୍ବାଞ୍ଚଳ ସାଂସ୍କୃତିକ…
ଆମେରିକା-ଇରାନ ଯୁଦ୍ଧ ମଧ୍ୟରେ ଅଶୋଧିତ ତେଲର ମୂଲ୍ୟ ବୃଦ୍ଧି! ଭାରତରେ ମହଙ୍ଗା ହେବ ପେଟ୍ରୋଲ ଏବଂ ଡିଜେଲ?
ନୂଆଦିଲ୍ଲୀ,୩।୩: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଏବେ ସିଧାସଳଖ ବିଶ୍ୱ ଶକ୍ତି ବଜାର ବା ଗ୍ଲୋବାଲ ଏନର୍ଜି ମାର୍କେଟକୁ ପ୍ରଭାବିତ କରୁଛି। Strait of Hormuz ବା ହରମୁଜ ପ୍ରଣାଳୀ ବନ୍ଦ ହେବା ପରିସ୍ଥିତିକୁ ଆହୁରି ଖରାପ କରିଛି। ଏହି ସମୁଦ୍ର…
ପାକିସ୍ତାନ ଖେଳାଳିଙ୍କ ପାଇଁ ବୋଲି ଲଗାଇବେ ଭାରତୀୟ ମାଲିକ? ଦି ହଣ୍ଡ୍ରେଡ ଅକ୍ସନରେ ୧୪ ପାକିସ୍ତାନୀ ଖେଳାଳି ସାମିଲ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୩।୩: ଇଂଲଣ୍ଡର ଲୋକପ୍ରିୟ ଟି-୨୦ ଲିଗ, ଦି ହଣ୍ଡ୍ରେଡ, ଆଗାମୀ ସିଜିନ ପାଇଁ ଖେଳାଳିଙ୍କ ଲମ୍ବା ତାଲିକା ପ୍ରକାଶ ପାଇଛି। ଏଥର ନିଲାମରେ ୨୪୭ ଜଣ ଖେଳାଳି ସାମିଲ ହୋଇଛନ୍ତି ଏବଂ ୧୪ ଜଣ ପାକିସ୍ତାନୀ କ୍ରିକେଟରଙ୍କ ପ୍ରବେଶ ସବୁଠାରୁ ବଡ଼…

