ଅଡ଼େଇ ଲକ୍ଷ ଟଙ୍କାର ଶାଗୁଆନ ଗଣ୍ଡି ସହ ଗାଡ଼ି ଜବତ
ବୁଗୁଡ଼ା,୨୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନବିଭାଗ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଠଣାପଲୀ ନିକଟରେ ଗୋଟିଏ ଟାଟାଏସି ଗାଡି ସହିତ ସେଥିରେ ଥିବା ଅଢେଇ ଲକ୍ଷ ଟଙ୍କାର ମୂଲ୍ୟବାନ ଶାଗୁଆନ ଗଣ୍ଡି ଜବତ ହୋଇଛି। ଦଖିଣ ଘୁମୁସର…
ପରିବା ବିକୁଥିବା ସପ୍ଟଓ୍ବେୟାର ଇଞ୍ଜିନିୟରଙ୍କୁ ଚାକିରି ଦେଲେ ସୋନୁ
ମୁମ୍ବାଇ: ବଲିଉଡ୍ ଖଳନାୟକ ସୋନୁ ସୁଦ ଏବେ ଅସଲରେ ଜଣେ ନାୟକ ପାଲଟି ଯାଇଛନ୍ତି। କରୋନା ମହାମାରୀକୁ ନେଇ ଦେଶରେ ଯେଉଁଭଳି ଆର୍ଥିକ ସଙ୍କଟ ଦେଖାଦେଇଛି ସେତେବେଳେ ସେ ପ୍ରବାସୀ ଶ୍ରମିକଙ୍କଠାରୁ ଆରମ୍ଭ କରି ଅଧିକାଂଶ ସାହାଯ୍ୟ ଖୋଜୁଥିବା ଲୋକଙ୍କ ପାଇଁ…
ଗଞ୍ଜାମ ପୋଲିସ ପକ୍ଷରୁ ମାସ୍କ ପାଇଁ ୧.୫୬ ଲକ୍ଷ ଜରିମାନା ଆଦାୟ
ଛତ୍ରପୁର, ୨୮।୭(ଡି.ଏନ୍.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ପୋଲିସ ତଥା ପ୍ରଶାସନ ପକ୍ଷରୁ କୋଭିଡ୍ ନିୟମକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ପିନ୍ଧି…
ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଆଉଟ୍ ହୋଇଛନ୍ତି ଏହି କ୍ରିକେଟର
ଅନ୍ତର୍ଜାତୀୟ କ୍ରିକେଟର ସର୍ବଧିକ ଥର ଆଉଟ୍ ହୋଇଥିବା ଖେଳାଳିଙ୍କ ତାଲିକାରେ ସର୍ବାଗ୍ରେ ଅଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ୨୪ ବର୍ଷର କ୍ୟାରିୟରରେ ୨୦୦ଟି ଟେଷ୍ଟ, ୪୬୩ଟି ଏକଦିବସୀୟ ଏବଂ ଗୋଟିଏ ଟି -୨୦ ମ୍ୟାଚ ଖେଳିଥିବା ସଚିନ ୧୦୦ ଶତକ ସହିତ…
ମାସ୍କ୍ ପିନ୍ଧି ନ ଥିବା ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ…
କାନପୁର, ୨୮।୭: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶରେ ମାସ୍କ୍ ନ ପିନ୍ଧି ରାସ୍ତାରେ ବୁଲୁଥିବା ଏକ ଛେଳିକୁ ପୋଲିସ ବାବୁ ବାନ୍ଧି ଥାନାକୁ ନେଇ…
ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ
ଭଦ୍ରକ ଅଫିସ/ ଚାନ୍ଦବାଲି,୨୮।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସଦର ଆରଆଇ ସୁବ୍ରତ ମଳିକଙ୍କୁ ମଙ୍ଗଳବାର ଭଦ୍ରକ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆରଆଇ ସୁବ୍ରତ ପଣସପଡା ଗ୍ରାମର କିଶୋର କୁମାର ପଣ୍ଡାଙ୍କ ଠାରୁ ଲିଗାଲ ହେୟାର ସାର୍ଟିଫିକେଟ କରିଦେବା ନିମନ୍ତେ…
ଚଳିତ ବର୍ଷ ରାମଲଲାଙ୍କୁ ରାକ୍ଷୀ ବାନ୍ଧିବେ ମୁସଲମାନ ମହିଳା
ଅଯୋଧ୍ୟା,୨୮।୭: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ସମର୍ଥନ କରୁଥିବା ମୁସଲମାନ ମହିଳାମାନେ ଏଥର ରାକ୍ଷୀ ତିଆରି କରିଛନ୍ତି। ଏହି ରାକ୍ଷୀକୁ ରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟ ମାଧ୍ୟମରେ ରାମଲଲାଙ୍କୁ ବନ୍ଧାଯିବ ବୋଲି ଜଣାପଡିଛି। ସମସ୍ତ ମୁସଲମାନ ମହିଳା ରାମ…
ଗଞ୍ଜାମରେ ଆଇଏଏସ୍, ଓଏଏସ୍ ଅଧିକାରୀଙ୍କୁ କାଉନ୍ସିଲିଂ କଲେ ଦିଲ୍ଲୀର ମନସ୍ତତ୍ତ୍ୱ ପ୍ରଫେସର
ଛତ୍ରପୁର, ୨୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ଆଡ଼କୁ ଗଲାଣି। କରୋନା ସଂକ୍ରମଣକୁ କିଭଳି ନିୟନ୍ତ୍ରଣ କରାଯିବ ସେନେଇ ଜ଼ିଲାର ଆଇଏଏସ୍, ଓଏଏସ୍ ତଥା ବରିଷ୍ଠ ଅଧିକାରୀମାନେ ରାତି ଦିନ କାର୍ଯ୍ୟ କରୁଛନ୍ତି। ସେମାନେ କରୋନା ମୁକାବିଲା କାର୍ଯ୍ୟ କରୁଥିବାବେଳେ…
କରୋନା ମହାମାରୀ ସମୟରେ ଅବସର ନେଉଥିବା କର୍ମଚାରୀଙ୍କୁ ମିଳିବ ଅସ୍ଥାୟୀ ପେନ୍ସନ୍
ନୂଆଦିଲ୍ଲୀ,୨୮।୭: କରୋନା ମହାମାରୀକୁ ନେଇ ସାରା ବିଶ୍ୱର ସାଧାରଣ ଜୀବନଯାତ୍ରା ବିଗିଡି ଯାଇଥିବା ବେଳେ ଅର୍ଥବ୍ୟବସ୍ଥା ମଧ୍ୟ ବିଗିଡି ଯାଇଛି। ତେବେ ଦେଶର କେନ୍ଦ୍ରୀୟ କର୍ମଚାରୀଙ୍କୁ ଏବେ ସାମାନ୍ୟ ଆଶ୍ୱସ୍ତି ମିଳିଛି। କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି କରୋନା ମହାମାରୀ ସମୟରେ…
ବରଗଡ଼ ଜିଲାରୁ ୧୦ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮୬
ବରଗଡ଼ ଅଫିସ, ୨୮।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ଅତାବିରା ଏନ୍ଏସିର କଣ୍ଟେନମେଣ୍ଟ ଅଞ୍ଚଳରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ଅନ୍ୟଜଣକ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ…
ବର୍ଷିଲେ ମାୟାବତୀ: କଂଗ୍ରେସକୁ ଶିଖାଇବେ ବୁଦ୍ଧି
ଲକ୍ଷ୍ନୌ,୨୮।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସ୍ପି) ମୁଖ୍ୟ ଶୁଶ୍ରୀ ମାୟାବତୀ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଉତ୍ତର ପ୍ରଦେଶର ଆଇନ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଥିବା ବେଳେ ରାଜସ୍ଥାନର ଅଶୋକ ଗେହଲଟ ସରକାରଙ୍କୁ ମଧ୍ୟ ଟାର୍ଗେଟ…
ଏଥର ଭଦ୍ରକରୁ ଚିହ୍ନଟ ପଜିଟିଭ୍ ସ୍ଥାନୀୟ ଅଞ୍ଚଳର
ଭଦ୍ରକ ଅଫିସ,୨୮।୭: ଭଦ୍ରକ ଜିଲାରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୯ ଛୁଇଁଛି। ତେବେ ୨ ଚିହ୍ନଟ ସ୍ଥାନୀୟ ଅଞ୍ଚଳ ବୋଲି ସୂଚନା ମିଳିଛି। ଉଭୟଙ୍କ ମଧ୍ୟରୁ ଜଣେ…
Archives


