Home Left

ମା’ର ମମତା: ୫ ବର୍ଷର ରୋଗୀଣା ପୁଅକୁ ଦେଖିବାକୁ ୧୮ଶହ କିଲୋମଟିର ଗାଡ଼ି ଚଳାଇ ପହଞ୍ଚିଲେ ମହିଳା

ଜାମସେଦପୁର,୨୮।୭: କୁହାଯାଏ ମା’ର ମମତା ସବୁଠାରୁ ନିଆରା। ସେ ନିଜ ପିଲାର ସୁରକ୍ଷା ପାଇଁ ସାତ ସମୁଦ୍ର ତେର ନଈ ପାର କରିପାରେ। ଏବେ ଏମିତି ଏକ ଉଦାହରଣ ଦେଖିବାକୁ ମିଳିଛି ଜାମସେଦପୁରରେ। କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ…

ସତର୍କତା ଜରୁରୀ

ପରିବାରର ସୁରକ୍ଷା ଦାୟିତ୍ୱ ସାଧାରଣତଃ ଗୃହିଣୀମାନଙ୍କ ଉପରେ। ପିଲାମାନଙ୍କଠାରୁ ଆରମ୍ଭ କରି ବଡ଼ମାନଙ୍କର ବି ଦେହର ଯତ୍ନ, ଖାଦ୍ୟପେୟ, ପୋଷାକ ଆଦି ବିଷୟରେ ଟିକିନିଖି ବୁଝିବାକୁ ପଡ଼ିଥାଏ। ଏବେ କରୋନା ସଂକ୍ରମଣ ରୋକିବା ପାଇଁ ଗୃହିଣୀଙ୍କୁ ଆହୁରି ସତର୍କ ହେବାକୁ ପଡୁଛି।…

ବିସ୍କୁଟ କପ୍‌ରେ ଚା’: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମଦୁରାଇ, ୨୮।୭: ପ୍ଲାଷ୍ଟିକ୍‌ ବର୍ଜ୍ୟ ଯୋଗୁ ପୃଥିବୀ ପାଇଁ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ପ୍ଲାଷ୍ଟିକ୍‌ର ବ୍ୟବହାର କମ୍‌ କରିବା ଲାଗି ତାମିଲନାଡୁର ମଦୁରାଇରେ ଥିବା ଜଣେ ଚା’ ଦୋକାନୀ ଏକ ନିଆରା ଉପାୟ ଆପଣେଇଛନ୍ତି। ସେ ବିସ୍କୁଟରେ ତିଆରି କପ୍‌ରେ…

ରାମ ମନ୍ଦିର ନିର୍ମାଣ ପାଇଁ ୫ କୋଟି ଟଙ୍କା ଦାନ କଲେ ମୋରାରି ବାପୁ

ନୂଆଦିଲ୍ଲୀ,୨୮।୭: ଦୀର୍ଘ ୫ଶହ ବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଅଯୋଧ୍ୟାରେ ନିର୍ମାଣ ହେବାକୁ ଯାଉଛି ରାମ ମନ୍ଦିର। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଅଗଷ୍ଟ ପ୍ରଥମ ସପ୍ତାହରେ ଏହାର ଭୂମି ପୂଜା କରାଯିବାର କର୍ଯ୍ୟକ୍ରମ ରହିଛି। ଏବେ ଏହି…

କିପରି ଲଗାଇବେ ମୁଲତାନୀ ମାଟି

ମୁଲତାନୀ ମାଟି ତ୍ୱଚା ନିମନ୍ତେ ବରଦାନ ସଦୃଶ। ଏହାକୁ ସବୁ ପ୍ରକାରର ତ୍ୱଚାରେ ଲଗାଇ ହେବ। ଏହା ତ୍ୱଚାରେ କୌଣସି ସାଇଡ୍‌ ଇଫେକ୍ଟ ସୃଷ୍ଟି ନ କରି ଉଜ୍ୱଳତା ବୃଦ୍ଧି କରିଥାଏ। ତେବେ କେଉଁ ତ୍ୱଚାରେ କିଭଳି ମୁଲତାନୀ ମାଟି ଲଗାଇବାର…

୬ଟି ଆଙ୍ଗୁଠି ଥିବା ଏହି ଖେଳାଳି ମାରିଥିଲେ ୬ଟି ବଲ୍‌ରୁ ୬ଟି ଛକା

ଓ୍ବେଷ୍ଟଇଣ୍ଡିଜର ପ୍ରସିଦ୍ଧ ଖେଳାଳି ଗ୍ୟାରି ସୋବର୍ସଙ୍କ ୮୪ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମରୁ ଏହି ମହାନ କ୍ରିକେଟରଙ୍କ ଦୁଇ ହାତରେ ୧୨ ଟି ଆଙ୍ଗୁଠି ଥିଲା ଅର୍ଥାତ ଗୋଟିଏ ହାତରେ ୬ଟି ଆଙ୍ଗୁଠି ଥିଲା। ୱିସଡେନର ଶତାବ୍ଦୀର ପାଞ୍ଚଜଣ ଶ୍ରେଷ୍ଠ କ୍ରିକେଟରଙ୍କ…

୩୦ ହଜାର ଟଙ୍କାରେ ପୁରସ୍କାର କିଣିଥିଲେ ଏହି ପ୍ରସିଦ୍ଧ ଅଭିନେତା. ଜାଣନ୍ତୁ କାହିଁକି

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ବଲିଉଡର ଅନେକ ଅନ୍ଧକାର ଦିଗ ବିଷୟରେ ବାହାରକୁ ଆସୁଛନ୍ତି। ବଂଶବାଦ, ଗୋଷ୍ଠୀବାଦ ବିଷୟରେ ବିତର୍କ ଦୀର୍ଘ ଦିନ ଧରି ଚାଲିଆସୁଛି। ଏହା ବ୍ୟତୀତ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ଏ.ଆର୍‌ ରେହମାନ ମଧ୍ୟ ବଲିଉଡ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ହତ୍ୟା

ଭୁବନେଶ୍ୱର,୨୮।୭ (ବ୍ୟୁରୋ): ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ହତ୍ୟା ପରେ ଏକ ପିଜୁଳି ଗଛରେ ଟାଙ୍ଗି ଦିଆଯାଇଛି। ଖଣ୍ଡଗିରି ଥାନା ଡୁମୁଡୁମା ଫେଜ୍‌-୨ ଜଗନ୍ନାଥ ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ମୃତ ଛାତ୍ରୀ…

ଲୋକଙ୍କ ହୃଦୟର କୁଇନ୍‌

ଭୁବନେଶ୍ୱର,୨୮।୭(ବ୍ୟୁରୋ): ନବେ ଦଶକର ଶେଷ ଭାଗରେ ଓଡ଼ିଆ ଆଲବମ୍‌ର ଚର୍ଚ୍ଚିତ ଚେହେରାଙ୍କ ମଧ୍ୟରୁ ଅନ୍ୟତମ ଥିଲେ ଦୀପା ସାହୁ। ଯେତେବେଳେ ଆଲ୍‌ବମ୍‌ରେ ଅଭିନୟ କରିବାକୁ ଅନ୍ୟମାନେ ପଛଘୁଞ୍ଚା ଦେଉଥିଲେ, ସେତେବେଳେ ଦୀପା ନିଜକୁ ଜଣେ ବୋଲ୍ଡ ଅଭିନେତ୍ରୀଭାବେ ସାବ୍ୟସ୍ତ କରିଥିଲେ। ଗୋଟିଏ ପରେ…

ଓଡ଼ିଶାରେ ନକଲି ଡାକ୍ତରୀ ସାର୍ଟିଫିକେଟ ର଼୍ୟାକେଟ

ଭୁବନେଶ୍ୱର,୨୮।୭ (ବ୍ୟୁରୋ): ଓଡ଼ିଶା କାଉନ୍‌ସିଲ୍‌ ଫର୍‌ ମେଡିକାଲ ରେଜିଷ୍ଟ୍ରଶନ (ଓସିଏମ୍‌ଆର୍‌) ନାଁରେ ଜାଲ୍‌ ଓ୍ବେବ୍‌ସାଇଟ୍‌ ଖୋଲି ଦିଆଯାଉଛି ନକଲି ଡାକ୍ତରୀ ସାର୍ଟିଫିକେଟ। ଉକ୍ତ ସାର୍ଟିଫିକେଟରେ ଏକାଧିକ ଡାକ୍ତର ବାହାର ରାଜ୍ୟକୁ ଯାଇ ଚାକିରି କରିଥିବାବେଳେ ଅନେକେ ଏହି ର଼୍ୟାକେଟରେ ଫସି ଠକେଇର…

ମିଥ୍ୟା ସତ୍ୟପାଠ ପରେ ହାତଗୁଞ୍ଜା

ଯାଜପୁର ଅଫିସ/ ଧର୍ମଶାଳା,୨୮।୭(ଡି.ଏନ.ଏ.): କଥାରେ ଅଛି ଗରିବ ପାଇଁ ନୀରବ, ନୀରବ ପାଇଁ ଗରିବ। ଯାଜପୁର ଜିଲାରେ ଏଭଳି ସ୍ଥିତି ପ୍ରାୟ ଦେଖିବାକୁ ମିଳେ। ହେଲେ ଧର୍ମଶାଳା ବ୍ଲକରେ ଦୀର୍ଘଦିନ ଧରି ନୀରବ ସାଜି ରାଶନକାର୍ଡ ତାଲିକାରୁ ବାଦ୍‌ ପଡ଼ଥିବା ଗରିବ…

ଜାମିନ ଶୁଣାଣି ବେଳେ ପକ୍ଷ ରଖିବେ ବଳାତ୍କାର ପୀଡ଼ିତା

କଟକ ଅଫିସ,୨୮।୭: ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କ ନିୟମିତ ଜାମିନ ଶୁଣାଣି ବେଳେ ପୀଡ଼ିତା ନିଜେ କୋର୍ଟରେ ଉପସ୍ଥିତ ରହି ପକ୍ଷ ରଖିବେ। କୌଣସି କାରଣରୁ ସେ ଅନୁପସ୍ଥିତ ରହିଲେ, ଅଭିଯୋଗକାରୀ କିମ୍ବା ସୂଚନା ପ୍ରଦାନକାରୀଙ୍କୁ ଉପସ୍ଥିତ ରହିବାକୁ ହେବ। ପୂର୍ବରୁ ସେଥିପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri