କୋଭିଡ୍ ନିୟମ ଉଲ୍ଲଂଘନ: ଏକତା ମାର୍କେଟ, ଅପର୍ତିବିନ୍ଧା ଛକର ୬ ଦୋକାନ ସିଲ୍
ଭଦ୍ରକ ଅଫିସ, ୨୭।୭: କୋଭିଡ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ସୋମବାର ୬ଟି ଦୋକାନକୁ ସିଲ୍ କରାଯାଇଛି। ଏ ନେଇ ଉପଜିଲାପାଳ ପିତାମ୍ବର ସାମଲ ସୂଚନା ଦେଇଛନ୍ତି। ଏକତା ମାର୍କେଟ ଓ ଅପର୍ତିବିନ୍ଧା ଛକରେ ଥିବା…
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ
ଧାମନଗର, ୨୭।୭(ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଞ୍ଚଳର ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ସୋମବାର ସକାଳେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଥାନାରେ…
ଚିଲିକାରେ ୭ ଦିନ ବନ୍ଦ ହେଲା ଭସାପୋଲ
କୃଷ୍ଣପ୍ରସାଦ,୨୭ା୭(ଡି.ଏନ୍.ଏ.): ଚିଲିକାରେ ୭ ଦିନ ପର୍ଯ୍ୟନ୍ତ ଭସାପୋଲ ଏବଂ ଡଙ୍ଗାକୁ ବନ୍ଦ କରିଦିଆଯାଇଛି। ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିଦିନ ହେବ କରୋନା ପଜିଟିଭ୍ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବାରୁ ଏହି ପଦକ୍ଷେପ ନିଆଯାଇଛି। ଗତ ୨୪ ତାରିଖରେ ୨୨ କରୋନା…
ଅଗଷ୍ଟରେ ଯୁକ୍ତ ୨ ପରୀକ୍ଷା ଫଳ
ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଚଳିତ ମାସ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବା ବେଳେ ଅଗଷ୍ଟରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏ ନେଇ ସୋମବାର ଆୟୋଜିତ ଏକ ଖବରତାଦା ସମ୍ମିଳନୀରେ ସ୍କୁଲ ଓ ଗଣଶିକ୍ଷା…
ଅଯୋଧ୍ୟା ମୁହାଁ ମୁସଲମାନ ରାମଭକ୍ତ…
ନୂଆଦିଲ୍ଲୀ, ୨୭।୭: ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିବେ। ଏଥିପାଇଁ ଦେଶର ବିଭିନ୍ନ ଅଞ୍ଚଳରୁ ମୁସଲମାନ ରାମଭକ୍ତ ଅଯୋଧ୍ୟା ମୁହାଁ ହୋଇଛନ୍ତି। କେତେକ ଇଟା ଧରି ଅଯୋଧ୍ୟା ଯାଉଛନ୍ତି। ଲକ୍ଡାଉନ୍ ଯୋଗୁ ବସ୍…
ଘଞ୍ଚଜଙ୍ଗଲ ପାର କରି ଲୋକଙ୍କୁ ମାଗଣାରେ ଔଷଧ ପହଞ୍ଚାଉଛନ୍ତି ଏହି ମହିଳା
ରାୟପୁର,୨୭।୭: ମହାମାରୀ କରୋନା କାଳରେ ଯେଉଁଠାରେ ଲୋକମାନେ ନିଜ ସମ୍ପର୍କୀୟଙ୍କଠାରୁ ଦୂରେଇ ରହୁଛନ୍ତି। ସେଠାରେ କରୋନା ସହ ଲଢ଼ିବା ପାଇଁ ସବୁଠାରୁ ଆଗରେ ଛିଡ଼ା ହୋଇଥିବା ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀମାନେ ନିଃସ୍ବାର୍ଥପର ଭାବେ ସେବା ପ୍ରଦାନ କରୁଛନ୍ତି। ଏଭଳି…
ଏହି ବଲିଉଡ୍ ନାୟକଙ୍କ ପ୍ରେମରେ ପଡିଥିଲେ କ୍ରିତି
ମୁମ୍ବାଇ: ବଲିଉଡ୍ ନାୟିକା କ୍ରିତି ସାନନ ୨୦୧୪ରେ ଫିଲ୍ମ ହିରୋପନ୍ଥି ମାଧ୍ୟମରେ ବଲିଉଡ୍ରେ ଏଣ୍ଟ୍ରି କରିଥିଲେ। ୩୦ ବର୍ଷରେ ପଦାର୍ପଣ କରିଥିବା ଏହି ନାୟିକା ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିଲେ ମଧ୍ୟ ମଡେଲିଂକୁ ନିଜର କ୍ୟାରିୟର ଭାବେ ବାଛି ନେଇଥିଲେ। ଇଲୋକ୍ଟ୍ରନିକ୍ସ…
ପ୍ରାଇଭେଟ୍ ସ୍କୁଲ ଫି ଚାପରେ ଅତିଷ୍ଠ ହୋଇ ୪୩ ହଜାରରୁ ଅଧିକ ଛାତ୍ରୀଛାତ୍ର କଲେ ଏପରି…
ଗୁଡ଼ଗାଓଁ, ୨୭।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍ ଡାଉନ୍ ଘୋଷଣା କରାଯାଇଛ। ଏପରିସ୍ଥଳେ ସମସ୍ତ ସ୍କୁଲ ବନ୍ଦ ରହିଛି। ତେବେ ପ୍ରାଇଭେଟ୍ ସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଲଗାତାର ଫି ଦେବାକୁ କୁହାଯାଉଛି। ଏଥିରେ ବ୍ୟସ୍ତ ବିବ୍ରତ…
ସ୍ତ୍ରୀଙ୍କ ପାଇଁ ଫେସ୍ବୁକ୍ ଛାଡିଥିଲେ ଏହି କ୍ରିକେଟର୍, ଜାଣନ୍ତୁ କାହିଁକି
ଭାରତର ଷ୍ଟାର୍ ବୋଲର ଭୁବନେଶ୍ୱର କୁମାର ୨୦୧୭ରେ ପଡୋଶୀ ନୁପୁର ନାଗରଙ୍କୁ ବିବାହ କରିଥିଲେ। ନୁପୁର ପେଶାରେ ଜଣେ ଇଞ୍ଜିନିୟର। ଏମଏନସି କମ୍ପାନୀରେ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିବା ନୁପୁରଙ୍କ ପିଲାଦିନ ଡେରାଡୁନରେ କଟିଛି। ଏହାପରେ ନୋଏଡାରେ ସେ ବିଟେକ୍ କରିଥିଲେ।…
ବିନା ମାସ୍କରେ ବିମାନରେ ଯାତ୍ରା କରୁଥିଲେ ମହିଳା, ଆଉ ତା’ପରେ
କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସମଗ୍ର ବିଶ୍ୱରେ ଲକ୍ଡାଉନ୍ ଜାରି କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ଏବଂ ମାସ୍କ ବ୍ୟବହାରକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ମାସ୍କ ନ ପିନ୍ଧି ବିମାନରେ ଯାତ୍ରା କରିବା ଜଣେ ମହିଳାଙ୍କୁ ଭାରି ପଡ଼ିଛି। ମହିଳାଜଣଙ୍କ…
ଆସାମ ବନ୍ୟା ପୀଡିତଙ୍କ ପାଇଁ ସହାଯୋଗର ହାତ ବଢାଇଲେ ପ୍ରିୟଙ୍କା-ନିକ୍
ମୁମ୍ବାଇ: ଆସାମରେ ଆସିଥିବା ବନ୍ୟା ଏବେ ସେଠାକାର ଜନ ଜୀବନ ଉପରେ ଖୁବ୍ ପ୍ରଭାବ ପକାଇଛି। ଗୋଟିଏ ପଟେ କରୋନା ମହାମାରୀ ଅନ୍ୟପଟେ ସେଠାରେ ପ୍ରାୟ ୪ ଥର ଆସିଥିବା ବନ୍ୟାରେ ଲୋକେ ଅସ୍ତବ୍ୟସ୍ତ ହୋଇଗଲେଣି। ଆସାମ ବନ୍ୟାରେ ଶହ ଶହ…
ଏପ୍ରିଲ ପରେ ଚାଇନାରେ ଏବେ ଚିହ୍ନଟ ହେଲେ ସର୍ବାଧିକ କରୋନା ସଂକ୍ରମିତ
ବେଜିଂ,୨୭।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। କରୋନା ଭାଇରସ କବଳରେ ବିଶ୍ୱର କୋଟି କୋଟି ଲୋକ ପ୍ରାଣ ହରାଇଥିବା ବେଳେ କୋଟି କୋଟି ଲୋକ ସଂକ୍ରମିତ ମଧ୍ୟ ହୋଇଛନ୍ତି।…
Archives


