Home Left

ତିର୍ତ୍ତୋଲ ଉପନିର୍ବାଚନ: ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା

ଜଗତ୍‌ସିଂହପୁର ଅଫିସ, ୨୭।୭: ଜୁଲାଇ ୬ରେ ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁ ଚରଣ ଦାସଙ୍କ ପରଲୋକ ହୋଇଯାଇଛି। ଏହାପରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ପରିବେଶ ଚଳଚଞ୍ଚଳ ହୋଇଉଠିଛି। କାରଣ ୬ ମାସ ଭିତରେ ଉପନିର୍ବାଚନ ହେବା…

କାଳିଆ ଟଙ୍କା ନ ଫେରାଇବାକୁ କହିଲେ ପ୍ରଦୀପ୍ତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ ସବୁ ବ୍ଲକ କୃଷି ଅଧିକାରୀଙ୍କ ପାଖକୁ ଚିଠି ଦିଆଯାଇ ଅଯୋଗ୍ୟ କାଳିଆ ଯୋଜନା ହିତାଧିକାରୀମାନଙ୍କ ନିକଟରୁ ଅର୍ଥ ଫେରସ୍ତ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହି ଅନୁଯାୟୀ ସବୁ ଅଯୋଗ୍ୟ ହିତାଧିକାରୀଙ୍କ ନିକଟକୁ ଚିଠି…

ନକଲି କୋଭିଡ୍‌ ପାସ୍‌ ଲଗାଇ ପୁରୀରେ କାର୍‌

ପୁରୀ ଅଫିସ/ପିପିଲି (ସ୍ବ. ପ୍ର/ଡି.ଏନ.ଏ.),୨୭।୭: ପୁରୀ ଜିଲାରୁ ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ କରିଛି। ସୀମା ସିଲ୍‌ ସହ ଜିଲାର ସବୁ ପ୍ରବେଶ ପଥରେ ଆସନ୍ତା ୩୧ ପର୍ଯ୍ୟନ୍ତ…

ଅରୁଣାଚଳ ସୀମାରେ ଚାଇନା ସୈନ୍ୟ

ନୂଆଦିଲ୍ଲୀ,୨୭ା୭(ଆଇଏଏନ୍‌ଏସ୍‌): ପୂର୍ବ ଲଦାଖରେ ଚାଇନା ସୈନ୍ୟ ପ୍ରବେଶ କରି ଭାରତୀୟ ଅଞ୍ଚଳକୁ ଅକ୍ତିଆର କରିବାକୁ ଯୋଜନା ଚଳାଇଥିବାବେଳେ ଏହାକୁ ନେଇ ୩ ମାସ ହେଲା ସୀମାରେ ଉତ୍ତେଜନା ଲାଗି ରହିଛି। ଦୁଇଦେଶର ସୈନ୍ୟ ମୁହାଁମୁହିଁ ହେବା ସହ ରକ୍ତାକ୍ତ ସଂଘର୍ଷ ମଧ୍ୟ…

ରାଜସ୍ଥାନରେ ଅଚଳାବସ୍ଥା ଜାରି

ଜୟପୁର,୨୭ା୭(ପି.ଟି.): ରାଜସ୍ଥାନରେ ସରକାର ବଞ୍ଚାଇବାକୁ ଆପ୍ରାଣ ଉଦ୍ୟମ ଚଳାଇଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବିଧାନସଭା ଅଧିବେଶନ ଡାକିବା ଲାଗି ରାଜ୍ୟପାଳଙ୍କ ପାଖକୁ ଦ୍ୱିତୀୟ ପ୍ରସ୍ତାବ ପଠାଇଛନ୍ତି। ଜୁଲାଇ ୩୧ରେ ବିଧାନସଭା ଅଧିବେଶନ ଡାକିବା ଲାଗି ରାଜ୍ୟ କ୍ୟାବିନେଟ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଉତ୍କୋଚ ଦାବି

ଖୋର୍ଦ୍ଧା ଅଫିସ,୨୭।୭କରୋନା ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରୁ ପ୍ରବାସୀଙ୍କୁ ସରକାର ଫେରାଇ ଆଣି କ୍ୱାରାଣ୍ଟାଇନ୍‌ରେ ରଖାଉଛନ୍ତି। ଏଥିଲାଗି ବିଭିନ୍ନ ବ୍ୟବସ୍ଥା କରିଛନ୍ତି। ତେବେ ଖୋର୍ଦ୍ଧା ଜିଲା ଚିଲିକା ବ୍ଲକର ଏକ ରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ପ୍ରବାସୀଙ୍କଠାରୁ ଟଙ୍କା ଆଦାୟ କରାଯାଉଥିବା ନେଇ…

ଚାଇନାକୁ ଦୁଃଖ ଦେଇଛି ୟାଙ୍ଗ୍‌ଜି

ବେଜିଂ/ଓ୍ବାଶିଂଟନ,୨୭ା୭ :କେନ୍ଦ୍ରୀୟ ଚାଇନାରେ ଦେଶର ଦୀର୍ଘତମ ନଦୀ ‘ୟାଙ୍ଗଜି’ ପ୍ରୟଙ୍କରୀ ବନ୍ୟା ଆଣିଛି। ଜୁନ୍‌ ପହିଲାରୁ ଲଗାଣ ବର୍ଷା ଫଳରେ ନଦୀର ଜଳସ୍ତର ୫୦ ଫୁଟ ବୃଦ୍ଧି ପାଇଛି। ଏଥିରେ ୨୪ଟି ରାଜ୍ୟର ୪୦ ନିୟୁତ ଲୋକ ପ୍ରଭାବିତ ଓ ୨୦୦ରୁ…

ଧାର ଧରୁନାହିଁ ସରକାରଙ୍କ ପଦକ୍ଷେପ

ଯାଜପୁର ଅଫିସ,୨୭।୭: ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣକୁ ରୋକାଯାଇ ଅଧିକ ରାଜସ୍ବ ଆଦାୟ କରିବା ଉଦ୍ଦେଶ୍ୟରେ ଗତ ୧ ବର୍ଷ ମଧ୍ୟରେ ରାଜ୍ୟ ସରକାର ଏକାଧିକ ପଦକ୍ଷେପ ଗ୍ରହଣ କରିଛନ୍ତି। କିନ୍ତୁ ପ୍ରଶାସନିକ ଅଧିକାରୀଙ୍କ ଦୁର୍ନୀତିକୁ ପରୋକ୍ଷ ପ୍ରୋତ୍ସାହନ ଯୋଗୁ ଏଠାରେ…

ଭଙ୍ଗାଘରେ ଦିନ କାଟୁଛନ୍ତି ତାଳଧ୍ୱଜ ରଥର ବିଶ୍ୱକର୍ମା

ପୁରୀ ଅଫିସ,୨୭।୭:ସେ ହେଉଛନ୍ତି ବିଶ୍ୱକର୍ମା। ତାଳଧ୍ୱଜ ରଥର ମୁଖ୍ୟ ବିନ୍ଧାଣୀ। ତାଙ୍କ ନେତୃତ୍ୱରେ ନିର୍ମାଣ ହେଉଛି ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ଭବ୍ୟ ରଥ। ତାଙ୍କ ହାତ ତିଆରି ରଥକୁ ବିଶ୍ୱବାସୀ ଦେଖି ଓଡ଼ିଆ ଜାତିର କଳା କାରିଗରିକୁ ବାହାବା ଦେଉଛନ୍ତି। ହେଲେ ଏହି…

ସ୍ବିଡେନ୍‌ ସରକାରଙ୍କ ଆର୍ଟ ଆଡ୍‌ଭାଇଜର୍‌ ହେଲେ ମହାନନ୍ଦିଆ: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ସ୍ବିଡେନ୍‌ ସରକାରଙ୍କ କଳା ବିଭାଗର ପରାମର୍ଶଦାତା ତଥା ଆର୍ଟ ଆଡ୍‌ଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି ଓଡ଼ିଆ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଇକ୍ରୋ ବ୍ଲଗିଂ ସାଇଟ୍‌ ଟୁଇଟରରେ ମହାନନ୍ଦିଆଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଭିନନ୍ଦନ…

ରୋଗୀଙ୍କୁ ଘୃଣା କରି ପୁଷ୍ପ ବୃଷ୍ଟି

ଭୁବନେଶ୍ୱର,୨୭।୭ (ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମତିଙ୍କ ଚିକିତ୍ସା ନିମନ୍ତେ କିମ୍ସ ହସ୍ପିଟାଲକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିଲେ। ୫୦୦ ସାଧାରଣ ଶଯ୍ୟା ସହ ୪୫ ଆଇସିୟୁ ଶଯ୍ୟାକୁ ନେଇ ଭୁବନେଶ୍ୱର କିମ୍ସ ଦେଶର ପ୍ରଥମ କୋଭିଡ୍‌ ହସ୍ପିଟାଲ ଭାବେ ଗୌରବ ହାସଲ…

ସଙ୍କଟରେ ବଜେଟ ହୋଟେଲ ଶିଳ୍ପ: ନିଯୁକ୍ତି ହରାଇଲେଣି ୨୦ ହଜାର କର୍ମଚାରୀ

ଭୁବନେଶ୍ୱର,୨୭।୭(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ପାଇଁ ଟ୍ରାଭେଲ ଓ ହସ୍ପିଟାଲିଟି ଶିଳ୍ପ ବିଶେଷଭାବେ କ୍ଷତିଗସ୍ତ ହୋଇଛି। ୩ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହି ଶିଳ୍ପରେ ତାଲା ଝୁଲୁଥିବାବେଳେ ଗତ ପ୍ରାୟ ମାସେ ହେବ ରାଜ୍ୟ ସରକାର ୩୦% ଅକୁପାନ୍ସିରେ ହୋଟେଲ ଖୋଲିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri