Home Left

କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-କାର୍ଯ୍ୟରେ ଅବହେଳା କରିବା ଅଭିଯୋଗରେ କଳାହାଣ୍ଡି ଉପଜିଲାପାଳ ଅନିଶା ଦାସଙ୍କୁ ନିଲମ୍ବିତ କରାଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ରବିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶ ଯେ, ପୂର୍ବରୁ ମୟୂରଭଞ୍ଜ ଜିଲା ବେତନଟିରେ ସେ ତହସିଲଦାର ଭାବେ କର୍ଯ୍ୟରତ…

ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ

ପୁରୀ ଅଫିସ୍‌,୨୬।୭: ମହାମାରୀ କରୋନାକୁ ରୋକିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପେଣ୍ଠକଟା ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଓ୍ବାର୍ଡ ନଂ ୨୫, ୨୬, ୩୧, ୩୨ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଛି। ମାତ୍ର ସମ୍ପୃକ୍ତ ଅଞ୍ଚଳରୁ କରୋନା ପଜିଟିଭ୍‌ଙ୍କୁ…

ଏମିତି ଗାଁ ଯେଉଁଠି ଶୋଇବା, ରୋଷେଇ ଘରେ ରୁହନ୍ତି ସାପ

ମଧ୍ୟପ୍ରଦେଶର ଏକ ଗାଁରେ ଏତେ ସଂଖ୍ୟକ ସାପ ଅଛି ଯେ ସେମାନଙ୍କୁ ଗୋଟିଏ ଗୋଟିଏ କରି ଧରାଯାଉଛି। ଏହି ଗାଁ ଖଣ୍ଡବା ସହରର ନିକଟବର୍ତ୍ତୀ। ବହୁ ସଂଖ୍ୟକ ସାପ ଯୋଗୁ ଏହି ଗାଁକୁ ନାଗଚୁନ କୁହାଯାଉଥିଲା। ନାଗଚୁନ ଗାଁର ସବୁଠାରୁ ଆଶ୍ଚର୍ଯ୍ୟଜନକ…

ଭାଙ୍ଗିଗଲା ବିଶ୍ୱର ନମ୍ବର ୧ ଅଲରାଉଣ୍ଡରଙ୍କ ବିବାହ

ଅଷ୍ଟ୍ରେଲିଆ କ୍ରିକେଟର ଏଲିସ୍‌ ପେରିଙ୍କ ବିବାହ ବିଚ୍ଛେଦ ଘଟିଛି। ସ୍ବାମୀ ତଥା ରଗବୀ ଖେଳାଳି ମ୍ୟାଟ୍‌ ଟୋମୁଆଙ୍କଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି ପେରି। ୨୦୧୫ରେ ମ୍ୟାଟ୍‌ ଏବଂ ପେରି ବିବାହ କରିଥିଲେ। ଦୁହଁିଙ୍କ ଛାଡପତ୍ର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗତ…

ପିପିଇ କିଟ୍‌ ତଳେ ପୋଷାକ ନ ପିନ୍ଧିବା ଯୋଗୁ ଏହି ନର୍ସଙ୍କୁ ନେଇ ହୋଇଥିଲା ହଙ୍ଗାମା: ଏବେ ହେଲେ ନ୍ୟୁଜ ଆଙ୍କର

ରୁଷର ଏକ ଡାକ୍ତରଖାନାରେ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ନର୍ସ ନାଦିଆ ଜୁକୋଭା ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ତେବେ ଏଥର ନାଦିଆଙ୍କୁ ଏକ ଚ୍ୟାନେଲରେ ନ୍ୟୁଜ ଆଙ୍କର୍‌ ଭାବେ ଦେଖିବାକୁ ମିଳିଛି। ଯାହା ଆଲୋଚନାର କାରଣ ପାଲଟିଛି। ଡେଲି ମେଲରେ…

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମହାମାରୀ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଦୈନଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚି଼ହ୍ନଟ ହେଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତରେ ଗତ ୨୪ରୁ ଆଜି…

ସୁଶାନ୍ତଙ୍କ ଶେଷ ଫିଲ୍ମ ଦେଖିଲେ କାନ୍ଦିଲେ ଏହି କ୍ରିକେଟର

ଦିବଂଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ ଗତ ଶୁକ୍ରବାର ଓଟିଟ ପ୍ଲାଟଫର୍ମରେ ରିଲିଜ୍‌ ହୋଇଛି। ରିଲିଜ୍‌ ହେବା ମାତ୍ରେ ସବୁ ରେକର୍ଡ ଭାଙ୍ଗିଛି ଏହି ଫିଲ୍ମ। ଆଇଏମ୍‌ଡିବି ପକ୍ଷରୁ ଫିଲ୍ମକୁ ୯.୭ ରେଟିଂ ମିଳିଛି। ପ୍ରଶଂସକ…

କେନ୍ଦୁଝରରେ ରେକର୍ଡ ଭାଙ୍ଗିଲା କରୋନା, ଆଜି ଗୋଟିଏ ଦିନରେ…

କେନ୍ଦୁଝର,୨୬ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକି ସବୁଦିନର ରେକର୍ଡ ଭାଙ୍ଗିଛି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୦ରେ ପହଞ୍ଚିଛି। ଶନିବାର ଦୁଇଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ସୁସ୍ଥସଂଖ୍ୟା ୩୯୧ ଥିବା…

ପ୍ରଥମଥର ପାଇଁ ପିତା ହେଲେ ଏହି କ୍ରିକେଟର

ଅଷ୍ଟ୍ରେଲିଆ କ୍ରିକେଟର ଉସ୍‌ମାନ ଖ୍ବାଜା ପ୍ରଥମଥର ପାଇଁ ପିତା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରେଚେଲ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଖ୍ବାଜା ଇନ୍‌ଷ୍ଟାଗ୍ରାମରେ ଝିଅର ଫଟୋ ଶେୟାର କରି ନିଜ ପ୍ରଶଂସକଙ୍କ ଏହି ଖୁସି ଖବର ଜଣାଇଛନ୍ତି। ଫଟୋରେ ସ୍ତ୍ରୀ…

ପ୍ରଥମଥର ପାଇଁ ୩୦ ଜିଲାରୁ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ରବିବାର ରାଜ୍ୟରେ ୧୩୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୁଖ୍ୟକଥା ହେଲା ପ୍ରଥମଥର ପାଇଁ ୩୦ ଜିଲାରୁ ଏହି ରୋଗୀମାନେ ଚିହ୍ନଟ…

ମାଉଥ୍‌ ସ୍ପ୍ରେ କରୋନା ସଂକ୍ରମଣରୁ ରଖିବ ଦୂରେଇ…

ଷ୍ଟକ୍‌ହୋମ୍‌, ୨୬।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ୭ ମାସ ବିତି ଯାଇଥିଲେ ବି ଏହାର ପ୍ରତିଷେଧକ ଟୀକା ବାହାରି ପାରିନି। ଏପରିସ୍ଥଳେ ସ୍ବିଡେନ୍‌ର କେତେକ ଗବେଷକ ଦାବି କରିଛନ୍ତି ଯେ, ସାଧାରଣ ଥଣ୍ଡା ଏବଂ…

ଦୁଇ ଦିନରେ ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri