Home Left

ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା: ମାଟିତଳୁ ମିଳିଲା ମୃତଦେହ

ବ୍ରହ୍ମଗିରି,୨୬।୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍‌ଭିନ୍‌ କରି ମାଟି…

ବମିଖାଲ ଓଭରବ୍ରିଜରେ ଝୁଲୁଛି ବିପଦ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ଅଧିକାରୀଙ୍କ ଅବହେଳା ପାଇଁ ନିର୍ମାଣ ସମୟରେ ବମିଖାଲ ଓଭରବ୍ରିଜ୍‌ ୨ ଜୀବନ ନେଇଥିଲା। ଜଣେ ଶିଶୁ ସମେତ ୧୧ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଏବେ ଦାୟିତ୍ୱରେ ରହୁଥିବା ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ପୁଣି ଏକ ଦୁର୍ଘଟଣା ଘଟିବାର ଆଶଙ୍କା ଦେଖାଦେଇଛି।…

କ୍ରିକେଟ ନିୟମାବଳୀର ହିନ୍ଦୀ ଅନୁବାଦ

ଇନ୍ଦୋର, ୨୬ା୭ (ପି.ଟି.)-କ୍ରିକେଟ ନିୟମାବଳୀର ହିନ୍ଦୀ ଅନୁବାଦ କରିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ପୂର୍ବତନ ଅମ୍ପାୟର ରାଜୀବ ରିସୋଦକର। ମର୍ଯ୍ୟାଦାପୂର୍ଣ୍ଣ ମେରିଲ୍‌ବୋନ୍‌ କ୍ରିକେଟ କ୍ଲବ(ଏମ୍‌ସିସି)ର ୱେବସାଇଟ୍‌ରେ ଏହାର ଅପ୍‌ଲୋଡ୍‌ କରାଯାଇଛି। ଏମ୍‌ସିସି ହେଉଛି କ୍ରିକେଟ ଆଇନର ସଂରକ୍ଷକ। ମଧ୍ୟପ୍ରଦେଶ କ୍ରିକେଟ…

ଆଉ ୫ ସହରରେ ଓଜେଇଇ ପରୀକ୍ଷା କେନ୍ଦ୍ର: ଆବେଦନ ଦାଖଲ ତାରିଖ ୩୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କର୍ତ୍ତୃପକ୍ଷ ଆଉ ୫ଟି ସହରରେ ଅନ୍‌ଲାଇନ୍‌ ପରୀକ୍ଷା କେନ୍ଦ୍ର ବୃଦ୍ଧି କରିଛନ୍ତି। ସେହି ସହରଗୁଡ଼ିକ ହେଲା ଅନୁଗୋଳ, ବାରିପଦା, ବରଗଡ଼, ଜୟପୁର ଓ କେନ୍ଦୁଝର। ଏ…

କାରଗିଲ ବିଜୟ ଦିବସକୁ ପୂରଣ ହେଲା ୨୧ ବର୍ଷ

ନୂଆଦିଲ୍ଲୀ,୨୬।୭: କାରଗିଲ ବିଜୟ ଦିବସକୁ ୨୧ ବର୍ଷ ପୂରଣ ହୋଇଥିବା ବେଳେ ଏବେ ସାରା ଦେଶ ଏହି ବିଜୟ ଗାଥାକୁ ମନେପକାଇ ଗୌରାବାନ୍ବିତ ହେଉଛି। ଆଜକୁ ଠିକ୍‌ ୨୧ ବର୍ଷ ତଳେ ଜମ୍ମୁ-କଶ୍ମୀରର କାରଗିଲ, ତ୍ରାସ, ବଟାଲିକରେ ପଡିଥିଲା ଶତ୍ରୁଙ୍କ ନଜର।…

ଅନ୍ତିମ ସଂସ୍କାରରେ ସାମିଲ ହୋଇଥିବା ୧୬ ଲୋକ କରୋନା ପଜିଟିଭ୍‌

ପାଟନା, ୨୬।୭: ଅନ୍ତିମ ସଂସ୍କାରରେ ଯୋଗଦେଇଥିବା ଲୋକଙ୍କ ମଧ୍ୟରୁ ୧୬ ଜଣଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ବିହାରର ପାଟନାଠାରୁ ୩୦ କିମି ଦୂରରେ ଥିବା ମନେରର ଦେବୀସ୍ଥାନଠାରେ ଏଭଳି ଘଟିଛି। ଅନ୍ତିମ ସଂସ୍କାରରେ ୩୮ ଜଣ ଲୋକ ଯୋଗଦେଇଥିଲେ।…

ଶ୍ୱାସରୁଦ୍ଧ ହୋଇ ୪୩ ଗାଈ ମୃତ

ବିଳାସପୁର,୨୬ା୭(ପି.ଟି.): ଛତିଶଗଡ଼ର ବିଳାସପୁର ଜିଲା ଅନ୍ତର୍ଗତ ଏକ ପଞ୍ଚାୟତ ବିଲ୍ଡିଂର ଛୋଟ କୋଠରିରେ ୬୦ଟି ଗାଈଙ୍କୁ ବନ୍ଦ କରି ରଖାଯାଇଥିଲା। ସେଥିରୁ ୪୩ ଗାଈ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ଶନିବାର ସକାଳେ ଉକ୍ତ ବିଲ୍ଡିଂରୁ ଦୁର୍ଗନ୍ଧ ଆସିବାରୁ ଗ୍ରାମବାସୀ ସେଠାକୁ…

ଆଉ ୬ ପୋସେଇଡନ୍‌ ବିମାନ କିଣିବ ଭାରତ

ନୂଆଦିଲ୍ଲୀ,୨୬ା୭: ଚାଇନା ସହ ସାମରିକ ବିବାଦ ଲାଗି ରହିଥିବାବେଳେ ଭାରତ ଆଉ ୬ଟି ପୋସେଇଡନ୍‌-୮ଆଇ ବିମାନ ଆମେରିକାରୁ କିଣିବାକୁ ଯାଉଛି। ଏଥିସହିତ ୬ଟି ପ୍ରେଡାଟର-ବି ସଶସ୍ତ୍ର ଡ୍ରୋନ୍‌ କିଣିବା ଲାଗି ଯୋଜନା କରାଯାଉଛି। ୨୦୦୯ ଜାନୁୟାରୀରେ ନୌସେନାରେ ୮ଟି ପୋସେଇଡନ୍‌-୮ଆଇ ସାମିଲ…

ଗଭର୍ନରଙ୍କ ଗିରଫ ପ୍ରତିବାଦରେ ରୁଷିଆରେ ବିକ୍ଷୋଭ

ଖବରୋଭସ୍କ,୨୬ା୭: ଏକ ହତ୍ୟା ଅଭିଯୋଗରେ ରୁଷିଆର ଆଞ୍ଚଳିକ ଗଭର୍ନର ସେର୍‌ଗେଇ ଫୁର୍‌ଗାଲଙ୍କୁ ଗିରଫ କରାଯିବା ପ୍ରତିବାଦରେ ଶନିବାର ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ରାଜରାସ୍ତାକୁ ଓହ୍ଲାଇଥିଲେ। ଚାଇନା ସୀମାକୁ ଲାଗିଥିବା ରୁଷିଆର ଖବରରୋଭସ୍କ ସହରରେ ସେମାନେ ବିଶାଳ ପ୍ରତିବାଦ ଶୋଭାଯାତ୍ରା କରିଥିଲେ।…

କନ୍ଦାଇପାରେ ଦରଦାମ ବୃଦ୍ଧି

ନୂଆଦିଲ୍ଲୀ,୨୬।୭: କରୋନା ପାଇଁ ଲାଗୁ ହୋଇଥିବା କଟକଣା ଧୀରେ ଧୀରେ କୋହଳ ହେଉଛି। ହେଲେ ଦେଶର କଳକାରଖାନାଗୁଡ଼ିକରେ ଉତ୍ପାଦନ ହେଉକି କରୋନା ମାଡ଼ରେ କ୍ଷତିଗ୍ରସ୍ତ ହୋଇଥିବା ସମଗ୍ର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ଟ୍ରାକ୍‌କୁ ଫେରିପାରିନାହିଁ। ଏଭଳି ସ୍ଥିତିରେ ଚାହିଦା ମଧ୍ୟ କ୍ଷତିଗ୍ରସ୍ତ…

ପକ୍ଷୀ ପ୍ରେମରେ ‘ନୂଆ ରେକୁଳା’

କାମାକ୍ଷାନଗର, ୨୬।୭ (ସୁଧୀର କୁମାର ପରିଡ଼ା):  ‘ଉଡ଼ିଗଲେ ଗେଣ୍ଡାଳିଆ ଝାଡ଼ିଦେଇ ପର…’ କବି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ଉପରେ ଆଧାରିତ କଥାଚିତ୍ର ‘ମାଟିର ମଣିଷ’ରେ ଖୋକାଭାଇ ଅକ୍ଷୟ ମହାନ୍ତିଙ୍କ କଣ୍ଠରୁ ଝରି ଆସିଥିଲା ଏହି ଅଭୁଲା…

ସଂକ୍ରମଣ ସତ୍ତ୍ୱେ ସ୍କୁଲ ଖୋଲୁ

ଓ୍ବାଶିଂଟନ,୨୬ା୭: ଆମେରିକାରେ କରୋନା ଭୟଙ୍କର ରୂପ ନେଇଥିବାବେଳେ ସ୍କୁଲ୍‌ ଖୋଲିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚାହୁଁଛନ୍ତି। ମାର୍ଚ୍ଚ ମାସରୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବାରୁ ପିଲାଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ସଂକ୍ରମଣ ସତ୍ତ୍ୱେ ପିଲାମାନେ ସ୍କୁଲ ଯିବା ଆବଶ୍ୟକ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri