Home Left

ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଭୁଲରେ ବି ଖାଆନ୍ତୁ ନାହିଁ ଏସବୁ..

ଆଜିକାଲି ମଧୁମେହ, ରକ୍ତଚାପ ଜନିତ ସମସ୍ୟା ସାଧାରଣ କଥା ପାଲଟିଲାଣି। ହେଲେ ଏହା ସ୍ବାସ୍ଥ୍ୟ ପ୍ରତି ହାନିକାରକ। ସାରା ଜୀବନ ଏହା ପିଛା ଛାଡ଼ି ନ ଥାଏ। କାମ ଚିନ୍ତା, ଖରାପ ଜୀବନଚର୍ଯ୍ୟା ଏବଂ ଖାଇବାର ଭୁଲ ଅଭ୍ୟାସ ଯୋଗୁ ଏହି…

ଏଠାରେ କରୋନା ଭୟ ଶୂନ: ମାତ୍ର ୭୫ ଟଙ୍କାରେ ଘର କିଣି ରହିପାରିବେ

କରୋନା ଭାଇରସ ସମଗ୍ର ବିଶ୍ୱର ହଇଚଇ ସୃଷ୍ଟି କରିଛି। ଚାଇନାରୁ ଆରମ୍ଭ ହୋଇଥିଲା ଏହି ମରାମାରୀ ଯୋଗୁ ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହାଦ୍ୱାରା ୟୂରୋପର ଇଟାଲୀ ସବୁଠାରୁ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ କର୍ମଚାରୀଙ୍କୁ କରୋନା

ଝାରସୁଗୁଡ଼ା ଅଫିସ,୨୫ା୭: ଝାରସୁଗୁଡ଼ା ବିଧାୟକ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସଙ୍କ ବ୍ୟକ୍ତିଗତ କର୍ମଚାରୀ ଶନିବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଜଗଦୀଶ…

ମୁଁ ସିଙ୍ଗଲ୍‌, ହେଲେ ବିବାହ କରିବାକୁ ଚାହୁଁଛି: ସୋନାକ୍ଷୀ

ବମ୍ବେ: ସିଙ୍ଗିଲ୍‌ ଅଛି। ହେଲେ ବିବାହ କରିବାକୁ ଚାହୁଁଛୁ। ଏଥିପାଇଁ ମୁଁ ଅପେକ୍ଷା କରିବାକୁ ମଧ୍ୟ ପ୍ରସ୍ତୁତ ଅଛି। ଏହା କହିଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା। ପୂର୍ବରୁ ଅନେକ ଥର ସୋନାକ୍ଷୀ ନିଜର ବ୍ୟକ୍ତିଗତ ଜୀବନ ବିଷୟରେ ମୁହଁ ଖୋଲିଥିଲେ…

କରୋନା ଆରମ୍ଭରୁ ସୂଚନା ଦେବ ହାତ ବ୍ୟାଣ୍ଡ: ମୂଲ୍ୟ ମାତ୍ର ୩, ୫୦୦ ଟଙ୍କା

ନୂଆ ଦିଲ୍ଲୀ, ୨୫।୭: କରୋନା ବିିଷୟରେ ସୂଚନା ଦେବ ହାତ ବ୍ୟାଣ୍ଡ। ଆଇଆଇଟି ମାଡ୍ରାସ କରୋନା ଜୀବାଣୁ ସଂକ୍ରମଣ ଚିହ୍ନଟ ପାଇଁ ଏପରି ଏକ ବ୍ୟାଣ୍ଡ ତିଆରି କରିଛି। ଏହା ସଂକ୍ରମଣ ଆରମ୍ଭ ହେବାମାତ୍ରେ ସୂଚନା ଦେବ। ଆଗାମୀ ମାସ ସୁଦ୍ଧା…

ଜାଣନ୍ତି କି ପ୍ଲାଜମା ଥେରାପି କ’ଣ, କାହିଁକି କରାଯାଏ ଏହି ଚିକିତ୍ସା

କରୋନା ମହାମାରୀ ସମୟରେ ପ୍ଲାଜମା ଥେରାପି ବେଶ୍‌ ଚର୍ଚ୍ଚାରେ ରହିଛି। ବର୍ତ୍ତମାନ କରୋନା ମହାମାରୀର ଚିକିତ୍ସା ପାଇଁ ଏହା ଏକ ପ୍ରଭାବଶାଳୀ ଉପାୟ ବୋଲି ପ୍ରମାଣ ମିଳିସାରିଛି। ପ୍ଲାଜମା ଥେରାପି ମାଧ୍ୟମରେ କରୋନା ଭାଇରସ୍‌ର ଚିକିତ୍ସା ସମ୍ଭବ କି ନାହିଁ ତାହା…

ଛେଳିର ଦାମ୍‌ ୫ ଲକ୍ଷ ଟଙ୍କା: କାନରେ ଲେଖାଅଛି ଏମିତି

ପଞ୍ଜାମର ସାଙ୍ଗରୁର ଗ୍ରାମର ଶେର ଖାନ ନାମକ ଏକ ଛେଳି ଏବେ ଚର୍ଚ୍ଚାରେ। ଇଦ୍‌ ପାଇଁ ଏହି ଛେଳିକୁ ନେବାପାଇଁ ଲୋକେ ଆଗେଇ ଆସିଛନ୍ତି। ଶେରକୁ ନେବା ପାଇଁ ନିଲାମ ଡକାଯାଇଛି। ଦେଢ଼ ବର୍ଷର ଏହି ଛେଳିକୁ ୩ ଲକ୍ଷ ଟଙ୍କାର…

କରୋନା ଆକ୍ରାନ୍ତ ହେଲେ ଏହି ବ୍ୟକ୍ତିଙ୍କ ମୃତ୍ୟୁର ସମ୍ଭାବନା ଅନ୍ୟ ତୁଳନାରେ ତିନିଗୁଣ ଅଧିକ, ଜାଣନ୍ତୁ..

ବିଶ୍ୱବାସୀଙ୍କ ନିଦ ହଜାଇ ସାରିଛି ମହାମାରୀ କରୋନା। ଭାରତରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ତେବେ ଅନ୍ୟ ରୋଗରେ ପୀଡ଼ିତ ଥିବା ବ୍ୟକ୍ତିବିଶେଷଙ୍କ କରୋନାରେ ଜୀବନହାନୀ ହେଉଥିବା ହେତୁ ସତର୍କ ରହିବାକୁ…

କଫ ସିରପ୍‌, ନିଶାବଟିକା ଚାଲାଣ ଯୋଜନା ପଣ୍ଡ: ୪ ଗିରଫ

ବରଗଡ଼ ଅଫିସ,୨୫ା୭: ବରଗଡ଼ ଜିଲା ବରପାଲି ପୋଲିସ ହାତରେ କଫ ସିରପ୍‌, ନିଶା ବଟିକା ଚାଲାଣ ଧରାପଡ଼ିଛି। ଏଥିରେ ସମ୍ପୃକ୍ତ ୪ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଜିଲା ସୋହେଲା ଥାନା ବନାବିରା ଗ୍ରାମର ଚୂଡ଼ାମଣି ସେଠ(୪୦),…

ଚିକିତ୍ସା ପାଇଁ ଯାଇଥିବା କଏଦୀ ଅଧାବାଟରୁ ଚମ୍ପଟ

ରାଇରଙ୍ଗପୁର,୨୫ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପକାରାଗାରରେ ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଜନୈକ କଏଦୀ ଚିକିତ୍ସା ପାଇଁ ବାରିପଦା ଯାଇ ଫେରିବା ବେଳେ ଚମ୍ପଟ ମାରିଥିବା ସୂଚନା ମିଳିଛି। କଏଦୀ ଜଣକ ହେଲେ ବହଳଦା ବ୍ଲକ ଝରାଡ଼ିହି…

କାନ ଦ୍ୱାରା ମଧ୍ୟ ହୋଇପାରେ କରୋନା ସଂକ୍ରମଣ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୫।୭: କରୋନା ସଂକ୍ରମଣ ଆଖି,ନାକ ଏବଂ ପାଟି ଦ୍ୱାରା ହୋଇଥାଏ ବୋଲି ପୂର୍ବରୁ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ଏବେ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କରୋନା ସଂକ୍ରମଣ କାନ ଦ୍ୱାରା ମଧ୍ୟ ହେବାର ଆଶଙ୍କା ରହିଛି। ଫଳରେ…

ପ୍ରବାସୀଙ୍କୁ ୨୦୦୦ ବଦଳରେ ୧୯୦୦ ଦେବା ଅଭିଯୋଗ: ପିଇଓ ନିଲମ୍ବିତ

ପଦ୍ମପୁର,୨୫।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଶାଶୁଭୁଆସୁଣି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଚିନ୍ମୟୀ ପଣ୍ଡାଙ୍କୁ କୋଭିଡ୍‌ ଗାଇଡ୍‌ ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ନିଲମ୍ବନ କରିଛନ୍ତି। ଏ ନେଇ ଚିଠି ନଂ ୩୫୫/୨୪/୭/୨୦ରେ ତାଙ୍କୁ ଚାନ୍ଦବାଲି ବ୍ଲକରେ ରିପୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri