Home Left

ଭାଜପା ସରକାରକୁ ଆସିଲେ ଜୋତା ଚାଟିବ ପୋଲିସ

କୋଲକତା,୨୫।୧୧: ଆସନ୍ତା ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ଭାରତୀୟ ଜନତା ପାର୍ଟି ଏବଂ ଶାସକ ଦଳ ତୃଣମୂଳ କଂଗ୍ରେସ ମଧ୍ୟରେ ଆରୋପପ୍ରତ୍ୟାରୋପ ଲାଗି ରହିଛି। ପଶ୍ଚିମବଙ୍ଗର ଭାଜପା ଉପାଧ୍ୟକ୍ଷ ରାଜୁ ବାନାର୍ଜୀ ପଶ୍ଚିମବଙ୍ଗ ସରକାର ଏବଂ ପୋଲିସକୁ…

ଗାଙ୍ଗୁଲି ହୋଇପାରନ୍ତି ଭାଜପାର ନୂଆ ଚେହେରା: ଗରିବଙ୍କ କଥା ବୁଝିପାରିବେ ନାହିଁ ଦାଦା

କୋଲକତା, ୨୫।୧୧: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଦୀର୍ଘ ଦିନ ଧରି ଚର୍ଚ୍ଚା ହେଉଛି ଯେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ରାଜନୀତିରେ ପ୍ରବେଶ କରି…

ସରକାରୀ ବାବୁଙ୍କୁ ସିଭିସି ଛାଟ: ୩୦ ନଭେମ୍ବର ସୁଦ୍ଧା ଦେବାକୁ ହେବ ସମ୍ପତ୍ତି ତାଲିକା, ଅନ୍ୟଥା ଦୃଢ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୫।୧୧: ସେଣ୍ଟ୍ରାଲ ଭିଜିଲାନ୍ସ୍‌ କମିଶନ(ସିଭିସି) ପକ୍ଷରୁ ସରକାରୀ ବାବୁମାନଙ୍କୁ ତାଗିଦ୍‌ କରାଯାଇଛି। ନଭେମ୍ବର ୩୦ ସୁଦ୍ଧା ସମସ୍ତ ସରକାରୀ ଅଫିସରଙ୍କୁ ସେମାନଙ୍କର ସମ୍ପତ୍ତି ତାଲିକା ଦାଖଲ କରିବାକୁ ପଡ଼ିବ। ଅନ୍ୟଥା ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଭିସି…

ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ: ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ ରହିଛି। ପାଗ ଶୁଖିଲା ରହିବା ସହ ବୁଧବାର ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ତଳକୁ ଖସିଆସିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ସମଗ୍ର ଜିଲାରେ ଏବେ ଶୀତର ପ୍ରକୋପ ଦିନକୁ ଦିନ…

ପାକିସ୍ତାନ ସୈନ୍ୟ ବାହିନୀ-ଆଇଏସ୍‌ଆଇର ଶକ୍ତି ହେବ ବୃଦ୍ଧି

ଇସଲାମାବାଦ୍‌,୨୫।୧୧: ପାକିସ୍ତାନରେ ସୈନ୍ୟ ବାହିନୀ ଏବଂ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଶକ୍ତିରେ ଏବେ ବୃଦ୍ଧି ଘଟିବ। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ନ୍ୟାଶନାଲ ଇଣ୍ଟେଲଜେନ୍ସ୍‌ କୋର୍ଡିନେଶନ କମିଟି ଗଠନ ପ୍ରସ୍ତାବକୁ ସବୁଜ ସଙ୍କେତ ଦେଇଛନ୍ତି। ସରକାରଙ୍କ ସ୍ବୀକୃତି ମିଳିବା ପରେ ଏବେ ଦେଶର…

ବଳାତ୍କାରୀଙ୍କୁ କରାଯିବ ନପୁଂସକ: କଡ଼ା ଆଇନକୁ ମଞ୍ଜୁରୀ  !

ଇସଲାମାବାଦ୍‌,୨୫।୧୧: ଏବେ ବଳାତ୍କାରୀଙ୍କୁ କଡ଼ା ଦଣ୍ଡ ମିଳିବ। ସେମାନଙ୍କୁ ନପୁଂସକ କରି ଦିଆଯିବ। ଏନେଇ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ନୂଆ ଆଇନକୁ ମଞ୍ଜୁରୀ ଦେଇଛନ୍ତି। ସେହିପରି ଏଭଳି ମାମଲାର ଶୁଣାଣି ଶୀଘ୍ର କରାଯିବା ଲାଗି ସରକାର ନିର୍ଦ୍ଦେଶ ଦେଇଛନ୍ତି।…

ଭିଜିଲାନ୍ସ ଜାଲରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏଫ୍‌

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅତିରିକ୍ତ ପିସିସିଏଫ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏପ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜାଲାନ୍ସ ଚଢ଼ାଉ କରିଛ। ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି ସ୍ଥାନରେ…

ଲଭ୍‌ ଜେହାଦ: ଯୋଗୀ ସରକାର ଜାରି କଲେ କଡ଼ା ଅଧ୍ୟାଦେଶ

ଲକ୍ଷ୍ନୌ,୨୫।୧୧: ଲଭ୍‌ ଜେହାଦ୍‌ ନେଇ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର କଡ଼ା ଆଧ୍ୟାଦେଶ ଜାରି କରିଛନ୍ତି। ଏହାକୁ ଅନୁମୋଦନ ଲାଗି ଆଇନ ମନ୍ତ୍ରଣାଳୟ ପାଖକୁ ପଠାଇ ଦିଆଯାଇଛି। ଧୋକା ଦେଇ ଧର୍ମପରିବର୍ତ୍ତନ କରୁଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେଲେ…

ପ୍ରେମିକାଙ୍କ ଡ୍ୟାନ୍ସ ଭିଡିଓ ଦେଖି ଏମିତି ପ୍ରତିକ୍ରିୟା ଦେଲେ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ’ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛନ୍ତି। ସେଠାରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। ମାତ୍ର ୧୮ ବର୍ଷୀୟ ଚମତ୍କାର ଶତକ ସହ ଟେଷ୍ଟ ଡେବ୍ୟୁ କରିଥିବା ଶ’ଙ୍କୁ ଦେଶର ଭବିଷ୍ୟତ କୁହାଯାଏ। ଏବେ…

ସାଢେ ୪ ମାସରେ ୨୨ଥର କରୋନା ଟେଷ୍ଟ କରିସାରିଲେଣି ସୌରଭ ଗାଙ୍ଗୁଲି

କୋଲକତା,୨୫।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଭାରତର ପୂର୍ବତନ ଅଧନାୟକ ସୌରଭ ଗାଙ୍ଗୁଲି ମଧ୍ୟ ଥରେ କି ଦୁଇଥର ନୁହେଁ, ପାଖାପାଖି ୨୨ଥର ନିଜର କୋଭିଡ ଟେଷ୍ଟ କରାଇ ସାରିଲେଣି। ଗାଙ୍ଗୁଲି ନିଜେ ଏକଥା ଖୁଲାସା କରିଛନ୍ତି। ‘ଲିଭିଙ୍ଗାର୍ଡ…

ହିମ ପାହାଡ଼ ତରଳିଲେ ଭୟଙ୍କର ସଙ୍କଟ

ଓ୍ବାଶିଂଟନ: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼ ତରଳିଲେ ମାନବ ସଭ୍ୟତା ପ୍ରତି ବିପଦ ମାଡ଼ି ଆସିବ ବୋଲି ବୈଜ୍ଞାନିକ କହିଛନ୍ତି।…

ଇଲେକ୍‌ଟ୍ରିକ୍‌ ମସ୍‌ରୁମ୍‌

ପୁଷ୍ଟିକର ଖାଦ୍ୟ ତାଲିକାରେ ଛତୁ ବା ମସ୍‌ରୁମ୍‌ର ସ୍ଥାନ ସ୍ବତନ୍ତ୍ର। ଭୋଜିଭାତ, ପାର୍ଟି, ଫଙ୍କସନ୍‌ରେ ଖାଇବା ଥାଳିରେ ପ୍ରଥମେ ଖୋଜା ପଡ଼ିଥାଏ ସ୍ବାଦିଷ୍ଠ ଛତୁ ବ୍ୟଞ୍ଜନ। ତେବେ ପୂର୍ବ ଭାରତୀୟ ରାଜ୍ୟ ମେଘାଳୟର ବାଉଁଶ ବଣରେ ଏକ ଆଶ୍ଚର୍ଯ୍ୟଜନକ ଛତୁର ସନ୍ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?