ପିପିଇ କିଟ୍ ସହ ଖେଳୁଛନ୍ତି ମାଙ୍କଡ
ପିପିଇ କିଟ୍ କରୋନା ଯୋଦ୍ଧାଙ୍କ ପାଇଁ ସବୁଠାରୁ ବଡ଼ ଅସ୍ତ୍ର। ଏହା ହେଉଛି ସେହି ଯୋଷାକ ଯାହାକି କରୋନା ରୋଗୀ ଏବଂ ଯୋଦ୍ଧାଙ୍କ ମଧ୍ୟରେ କାନ୍ଥଭଳି କାମ କରିଥାଏ। ହେଲେ ତାମିଲନାଡୁର ଏକ କୋଭିଡ୍ କେୟାର ସେଣ୍ଟରରେ ବ୍ୟବହୃତ ପିପିଇ କିଟ୍…
ଗଧ ସହ ସାକ୍ଷାତ୍କାର: କାହିଁକି ପିନ୍ଧିନ ମାସ୍କ୍ ପଚାରିଲେ ରିପୋର୍ଟର
ପାଟନା, ୨୫।୭: ଏବେ ଗଧ ସହିତ ସାକ୍ଷାତ୍କାର କରୁଥିବା ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜଣେ ରିପୋର୍ଟର ରାସ୍ତାରେ ବୁଲୁଥିବା ଏକ ଗଧକୁ କାହିଁକି ମାସ୍କ୍ ପିନ୍ଧିନ ବୋଲି ପ୍ରଶ୍ନ କରୁଛନ୍ତି। ଭିଡ଼ିଓଟି ବିହାରର ବୋଲି…
ଆତ୍ମନିର୍ଭରଶୀଳ ଭାରତର ଉଦାହରଣ ସୃଷ୍ଟି କଲେ ଏହି ମହିଳା: ଏଥିରୁ ତିଆରି କଲେ ଇକୋ ଫ୍ରେଣ୍ଡଲି ରାକ୍ଷୀ
ଇନ୍ଦୋର,୨୫।୭: ମହାମାରୀ କରୋନା ଭାଇରସ ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ‘ଆତ୍ମନିର୍ଭର ଭାରତ’ର ମନ୍ତ୍ର ଦେଇଛନ୍ତି। ଏଥିରୁ ଅନୁପ୍ରାଣିତ ହୋଇ ଜଣେ ମହିଳା ନିଆରା ଢ଼ଙ୍ଗରେ ଇକୋ ଫ୍ରେଣ୍ଡଲି ରାକ୍ଷୀ ଓ ଗଣେଶ ମୂର୍ତ୍ତି ତିଆରି କରିଥିବା ଦେଖିବାକୁ…
କୋଭିଡ୍ ନିୟମ ଉଲ୍ଲଂଘନ: ଅମାନିଆଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
ଝାରସୁଗୁଡା ଅଫିସ,୨୫।୭: କରୋନା ମୁକାବିଲା ପାଇଁ ଝାରସୁଗୁଡା ଜିଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଛି। ଜିଲାର ବିଭିନ୍ନ ସ୍ଥାନରେ କୋଭିଡ୍ କଟକଣାକୁ ମାନୁ ନ ଥିବା ତଥା ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଏହି ପାମ୍ପଡ଼ ଖାଇଲେ ହେବନି କରୋନା ସଂକ୍ରମଣ: ଭାଜପା ମନ୍ତ୍ରୀ
ନୂଆଦିଲ୍ଲୀ, ୨୫।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁ ନ ଥିବାବେଳେ ଭାଜପାର ସଂସଦୀୟ ବ୍ୟାପାର ଏବଂ ଭାରି ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘାଓ୍ବାଲଙ୍କ ଏକ ମନ୍ତବ୍ୟ ନେଇ ଏବେ ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବୁଧବାର…
ନା ଅଛି ରାସ୍ତା ନା ଅଛି ପୋଲ, ଗର୍ଭବତୀଙ୍କୁ କାନ୍ଧରେ ବୋହିକି ହସ୍ପିଟାଲ ନେଲେ ପରିବାର ଲୋକ
ହାଇଦ୍ରାବାଦ,୨୫।୭: ସ୍ବାଧିନତାର ଏତେ ବର୍ଷ ପରେ ବି ଏମିତି କିଛି ଗାଁ ଅଛି ଯେଉଁଠାରେ ଏପର୍ଯ୍ୟନ୍ତ ଲୋକେ ମୌଳିକ ଅଧିକାରରୁ ବଞ୍ଚିତ ଅଛନ୍ତି। ସରକାର ଉପାନ୍ତ ଅଞ୍ଚଳରେ ବିକାଶର ଡିଣ୍ଡିମ ପିଟୁଥିବା ବେଳେ ଏହାର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି ତେଲେଙ୍ଗାନାରେ।…
ଶନିବାରରୁ କନ୍ଧମାଳ ଶଟ୍ଡାଉନ୍: ଅନୁପସ୍ଥିତ ୨ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ
ଦାରିଙ୍ଗବାଡ଼ି,୨୫।୭(ଡି.ଏନ୍.ଏ.): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି ା ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୭ ଦିନିଆ ବ୍ୟାଙ୍କ ପ୍ରତିଷ୍ଠାନଗୁଡ଼ିକ ବନ୍ଦ କରିଦିଆଯାଇଛି। ଏଥିସହ ଶନିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜିଲାକୁ ଶଟ୍ଡାଉନ ଘୋଷଣା କରାଯାଇଛି। ଏହାକୁ କାର୍ଯ୍ୟକାରୀ…
ଇନସ୍ପେକ୍ଟରଙ୍କୁ ଗୁଳି କରି ଆତ୍ମହତ୍ୟା କଲେ ଏସ୍ଆଇ
ନୂଆଦିଲ୍ଲୀ, ୨୫।୭: ନୂଆଦିଲ୍ଲୀର ୧୨୨ ସିଆର୍ପିଏଫ୍ ବାଟାଲିୟନ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସବ୍ ଇନସ୍ପେକ୍ଟର(ଏସ୍ଆଇ) କରନେଲ୍ ସିଂ ବରିଷ୍ଠ ଇନସ୍ପେକ୍ଟର ଦଶରଥ ସିଂଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ରାତିରେ ଦୁଇଜଣଙ୍କ…
ବିଦେଶରେ ମୀନାଙ୍କ ଭାରତୀୟ ରାଖୀ
ଲକ୍ଷ୍ନୌ: ଚାଇନା ସାମଗ୍ରୀକୁ ବର୍ଜନ କରିବା ନିମନ୍ତେ ଏବେ ସବୁଆଡ଼େ ଜୋର୍ଦାର ଅଭିଯାନ ଚାଲିଛି। ଏହି ଅଭିଯାନରେ ବିଶେଷ ଭୂମିକା ନେଇ ଚର୍ଚ୍ଚାକୁ ଆସିଛନ୍ତି ମୀନା ଗୁପ୍ତା। ସ୍ବଦେଶୀ କଳା ସଂସ୍କୃତିକୁ ନେଇ ବିଭିନ୍ନ ପ୍ରକାରର ରାଖୀ ତିଆରି କରି ଏବେ…
ହଜିଲା ପୁଅ ମିଳିଲା
ଅମୃତସର: ନଅବର୍ଷର ଅପେକ୍ଷା। ନା କିଛି କହିପାରନ୍ତି ନା କିଛି ଶୁଣି ପାରନ୍ତି। କିନ୍ତୁ ଆଖି ସବୁବେଳେ ଖୋଜୁଥାଏ ଆପଣାର ଲୋକଙ୍କୁ। ଶେଷରେ ଘର ଲୋକଙ୍କୁ ଫେରି ପାଇଛନ୍ତି ଅବଦୁଲ୍। ଅବଦୁଲ୍ଙ୍କ ଘର ଉତ୍ତରପ୍ରଦେଶର ଫାରୁଖାବାଦରେ। ୨୦୧୧ ମସିହାରେ ସେ ପଞ୍ଜାବର…
ଯାଆଁଳା ଝିଅଙ୍କ ସହ ଦ୍ୱାଦଶ ଶ୍ରେଣୀ ପାସ୍ କଲେ ମା’
ମୁମ୍ବାଇ: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରେ ରହୁଥିବା ଜଣେ ମା’ ନିଜ ଯାଆଁଳା ଝିଅଙ୍କ ସହ ମିଶି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଇଥିଲେ। ଭଲ ନମ୍ବର ରଖି ସେମାନେ ପାସ୍ କରିଛନ୍ତି। ଏହି ମହିଳା ଜଣଙ୍କ ହେଉଛନ୍ତି କଳ୍ପନା ଦେବଦାସ ମାଣ୍ଡଲେ (୪୦)।…
ଏରିକାଙ୍କ ‘ଶୁଟିଂ ଫ୍ରମ୍ ହୋମ୍’
ମୁମ୍ବାଇ: ଟେଲି ଦୁନିଆରେ ଏରିକା ଫର୍ନାଡିସ୍ ହେଉଛନ୍ତି ଜଣେ ସଫଳ ଅଭିନେତ୍ରୀ। ଦେଖିବାକୁ ଯେମିତି ସେ ସୁନ୍ଦର ତାଙ୍କ ଅଭିନୟ ମଧ୍ୟ ସେତିକି ଚମତ୍କାର। ଜଣେ ସଫଳ ମଡେଲ ମଧ୍ୟ ସେ। ଖାଲି ବଲିଉଡ୍ କାହିଁକି ଟଲିଉଡ୍ରେ ମଧ୍ୟ ସେ ବେଶ୍…
Archives


