Home Left

୪୦୦ ବର୍ଷ ପୁରୁଣା ବରଗଛ ପାଇଁ ବଦଳିଲା ହାଇଓ୍ବେ ନକ୍ସା…

ମୁମ୍ବାଇ, ୨୫।୭: ମହାରାଷ୍ଟ୍ରର ସାଙ୍ଗଲି ଜିଲାରେ ସରକାର ଏକ ବରଗଛ ପାଇଁ ହାଇଓ୍ବେ ନକ୍ସାକୁ ପରିବର୍ତ୍ତନ କରିଛନ୍ତି। ସ୍ଥାନୀୟ ଭୈସେ ଗାଁରେ ୪୦୦ ବର୍ଷର ବରଗଛ ହାଇଓ୍ବେ ନିର୍ମାଣ ବାଟରେ ଆସୁଥିଲା। ଏହାକୁ କାଟି ରାସ୍ତା ନିର୍ମାଣ ଲାଗି ଯୋଜନା କରାଯାଇଥିଲା।…

ଘାତକ ମିଶାଇଲ ‘ହାମର’

ନୂଆଦିଲ୍ଲୀ: ଲାଇନ୍‌ ଅଫ୍‌ କଣ୍ଟ୍ରୋଲ୍‌ (ଏଲ୍‌ଓସି)ରେ ପାକିସ୍ତାନ ଏବଂ ଆକ୍ଚ୍ୟୁଆଲ ଲାଇନ୍‌ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଏସି)ରେ ଚାଇନା ସହ ମୁହଁାମୁହିଁ ପରିସ୍ଥିତି ଭାରତ ପାଇଁ ସତର୍କ ଘଣ୍ଟି ବଜାଇଛି। ଏକା ସମୟରେ ଦୁଇ ଶତ୍ରୁ ଦେଶ କବଳରୁ ସୀମାକୁ ସୁରକ୍ଷା ଦେବାକୁ…

ମାସ୍କ୍‌ ବାଣ୍ଟିବା ବାହାନାରେ ୫ ବର୍ଷ ବାଳକଙ୍କୁ ଅପହରଣ କରି ୪ କୋଟି ଟଙ୍କା ମାଗିଲେ ମହିଳା…

ଲକ୍ଷ୍ନୌ, ୨୫।୭: ଜଣେ ୫ ବର୍ଷ ବାଳକଙ୍କୁ ଅପହରଣ କରି ୪ କୋଟି ମାଗୁଥିବା ମହିଳାଙ୍କୁ ପୋଲିସ ଗିରଫ କରିଛି। ଉତ୍ତରପ୍ରଦେଶର ଗୋଣ୍ଡା ଅଞ୍ଚଳରେ ଏହା ଘଟିଛି। ମହିଳାଙ୍କ ଅନ୍ୟ ୩ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ମଧ୍ୟାହ୍ନରେ କରନେଲ୍‌ଗଞ୍ଜ…

ଗୋବିନ୍ଦପୁର ପଞ୍ଚାୟତ ୭୨ ଘଣ୍ଟିଆ ଶଟ୍‌ଡାଉନ

ଧାମନଗର, ୨୫।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଜଣେ କୋରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଉକ୍ତ ଆକ୍ରାନ୍ତ ଜଣକ ଗାଁର ଅନ୍ୟମାନଙ୍କ ସହ ସଂପର୍କରେ ଆସିଥିବାରୁ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ସରପଞ୍ଚ ଜିଲାପାଳ କ୍ଷମତା ବ୍ୟବହାର…

୩ ବ୍ୟାଙ୍କ ସିଲ୍‌ କଲା ପ୍ରଶାସନ

ଭଦ୍ରକ ଅଫିସ, ୨୫ା୭: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଶନିବାର ୩ଟି ବ୍ୟାଙ୍କକୁ ସିଲ୍‌ କରାଯାଇଛି। କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବା ପରେ ବ୍ୟାଙ୍କକୁ ବିଶୋଧନ କରିବା ଲାଗି ଏହି ସିଲ୍‌ କରାଯାଇଥିବା କୁହାଯାଇଛି। ଡାହାଣୀଗଡ଼ିଆ ଛକ ସ୍ଥିତ ଆଇସିଆଇସିଆଇ…

ସୁଶାନ୍ତଙ୍କ ସହିତ ସମ୍ପର୍କକୁ ନେଇ ଏପରି କହିଲେ ଅଙ୍କିତା…

ମୁମ୍ବାଇ, ୨୫।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ଦିଲ୍‌ ବେଚାରା ଇତିମଧ୍ୟରେ ରିଲଜ୍‌ ହୋଇଛି। ଏହାକୁ ନେଇ ପ୍ରଶଂସକ ବେଶ୍‌ ଭାବୁକ ମନ୍ତବ୍ୟମାନ ଦେବାରେ ଲାଗିଛନ୍ତି। ଏପରିସ୍ଥଳେ ସୁଶାନ୍ତ ସିଂଙ୍କ ଏକ୍ସ୍‌ ଗର୍ଲ ଫ୍ରେଣ୍ଡ୍‌ ଅଙ୍କିତା ଲୋଖଣ୍ଡେଙ୍କ…

ଥାନାକୁ ମନା, ଡିସିପି ଅଫିସ୍‌ରେ ଭିଡ଼

କଟକ ଅଫିସ,୨୫ା୭: କରୋନା ସଂକ୍ରମଣ ରୋକିବା ପାଇଁ ବାହାରେ ବୁଲୁଥିବା ଲୋକଙ୍କୁ ପୋଲିସ ଟିକିନିଖି ଜେରା କରୁଛି। ଅମାନିଆଙ୍କୁ ଲାଠି ଉଠାଇବାକୁ ହେଳା କରୁନି। କଟକରେ ଦିନକୁ ଦିନ କରୋନା ସ୍ଥିତି ଉଦ୍‌ବେଗଜନକ ହେଲାଣି। ଅଥଚ ଏ ପରିସ୍ଥିତିରେ ଡିସିପିଙ୍କ କାର୍ଯ୍ୟାଳୟରେ…

ମୀନକେତନଙ୍କୁ ‘ଗ୍ରେଟ୍‌ ଇଭାନଜେଲିଷ୍ଟ ଅଫ୍‌ ଇଣ୍ଡିଆ’ ସମ୍ମାନ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତୀର ଶିକ୍ଷା କ୍ଷେତ୍ରରେ ସ୍ବତନ୍ତ୍ର ଅବଦାନ ଲାଗି ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ‘ଗ୍ରେଟ୍‌ ଇଭାନଜେଲିଷ୍ଟ ଅଫ୍‌ ଇଣ୍ଡିଆ’ ସମ୍ମାନ ମିଳିଛି। ଅନ୍ତର୍ଜାତୀୟ ସଂଗଠନ ଫୋର୍ବସ ଇଣ୍ଡିଆ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ପୁରସ୍କାର ପାଇଥିବା ଦେଶର…

ଚେଙ୍ଗ୍‌ଡୁ କନ୍‌ସୁଲେଟ ବନ୍ଦ କରିବାକୁ ଆମେରିକାକୁ କହିଲା ଚାଇନା

ବେଜିଂ,୨୫ା୭: ହ୍ୟୁଷ୍ଟନରେ ଥିବା ଦୂତାବାସ ବନ୍ଦ କରିବାକୁ ଆମେରିକା ଚାଇନାକୁ ନିର୍ଦ୍ଦେଶ ଦେବା ପରେ ବେଜିଂ ଯେସାକୁ ତେସା ନୀତି ଆପଣାଇଛି। ଚେଙ୍ଗ୍‌ଡୁରେ ଥିବା ଦୂତାବାସ ବନ୍ଦ କରିଦେବାକୁ ବେଜିଂ ଶୁକ୍ରବାର ଓ୍ବାଶିଂଟନକୁ କହିଛି। ଫଳରେ ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ…

ଝାରପଡ଼ା ଜେଲରେ ଗ୍ୟାଙ୍ଗ୍‌ଷ୍ଟର ରାଜ୍‌

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଜେଲରେ ଚାଲୁଛି ଗ୍ୟାଙ୍ଗଷ୍ଟର୍‌ଙ୍କ ରାଜୁତି। ବାହାରେ ଯେପରି ରାଜ୍‌ କରୁଥିଲେ, ଜେଲ ଭିତରେ ବି ସେମିତି ଚାଲିଛି। ବଡ଼ ବଡ଼ ଅପରାଧୀମାନେ ଗୋଷ୍ଠୀ କରି ସେଥିରେ କଏଦୀଙ୍କୁ ସାମିଲ କରୁଛନ୍ତି। ଗୋଷ୍ଠୀ କରି ଖଟି କରୁଛନ୍ତି, ଆଉ ନିଜର ଦବ୍‌ଦବା…

ପ୍ଲାଜ୍‌ମା ଦେବାକୁ ଲୋକେ ଅନାଗ୍ରହୀ

ନୂଆଦିଲ୍ଲୀ,୨୫ା୭(ପି.ଟି.): କରୋନା ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସହାୟକ ହେଉଥିବାବେଳେ ଏଥିପାଇଁ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟରେ ପ୍ଲାଜ୍‌ମା ବ୍ୟାଙ୍କ ଖୋଲାଯାଇଛି। କରୋନାରୁ ଆରୋଗ୍ୟ ହୋଇଥିବା ଲୋକଙ୍କୁ ପ୍ଲାଜ୍‌ମା ଦାନ କରିବା ଲାଗି ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି। ଏହା ସତ୍ତ୍ୱେ ପ୍ଲାଜ୍‌ମା…

ମାନିଲେନି କଟକଣା: ପୁରୀରେ ମହାରାଷ୍ଟ୍ରର ଡାକ୍ତର ପରିବାର

ପୁରୀ ଅଫିସ,୨୫ା୭: କରୋନା ସଂକ୍ରମଣ ଏବେ ଦ୍ରୁତଗତିରେ ମାଡୁଛି। ପୁରୀ ଜିଲାରେ ବି ପଜିଟିଭଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ କରିଛି। ସୀମା ସିଲ୍‌ କରାଯିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri