IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା
ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ ଭାବରେ ଭଲ ପ୍ରଦର୍ଶନ କରିଛନ୍ତି ଏବଂ ଏବେ ଟି୨୦ ବିଶ୍ୱକପ ଟ୍ରଫି ଜିତିବା…
ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…
ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ ମା’ ସମଲେଶ୍ୱରୀଙ୍କ ପବିତ୍ର ପୀଠ ପରିସରରେ ମଦ ଓ ମାଂସର ଆସର ଭଳି…
ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା
ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି, କିନ୍ତୁ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ତାର ରଣନୀତି ସ୍ପଷ୍ଟ…
ଜଣ୍ଡିସ୍ରେ ୬ ସ୍କୁଲ ପିଲା ଆକ୍ରାନ୍ତ
ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬ ଛାତ୍ରୀଛାତ୍ର ଆକ୍ରାନ୍ତ ହେବା ପରେ ଏବେ ପୁରା ଗ୍ରାମକୁ ଏହା ବ୍ୟାପିବାରେ ଲାଗିଛି।…
ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର
ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ ନୟାଗଡ଼ ଜେଲରେ କାର୍ଯ୍ୟରତ ସାରଥୀ ପ୍ରଧାନ। ଖବର ପାଇ ଲକ୍ଷ୍ମୀସାଗର ଥାନା ପୋଲିସ…
ଇରାନ୍ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍
ଓ୍ବାଶିଂଟନ୍/ଦୁବାଇ,୭ା୩: ଇରାନ୍ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଶୁକ୍ରବାର ଇରାନ୍ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍ ଆତ୍ମସମର୍ପଣ ନ କଲେ ଯୁଦ୍ଧର ପରିସମାପ୍ତି ପାଇଁ ଆଲୋଚନା କରାଯାଇପାରିବ ନାହିଁ ବୋଲି ସେ…
ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…
ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗର ଗବେଷକ ଶ୍ରୀରାଜ ନାହାକ, ଗୀତାଞ୍ଜଳି ଭୋଇ ଓ ସୁମନ…
ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ
ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ୪୧ ଜଣଙ୍କ ଜବରଦଖଲ ଉଚ୍ଛେଦ ପାଇଁ ଚିହ୍ନଟ କରାଯାଇଥିବା ବେଳେ…
ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?
ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ସେମିଫାଇନାଲରେ ଏକ ହାଇ-ସ୍କୋରିଂ ମ୍ୟାଚ୍ରେ ଭାରତ ୭ ରନରେ ବିଜୟୀ…
ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ପୌରହିତ୍ୟରେ ଶୁକ୍ରବାର ରାତିରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM
ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି। ଶୁକ୍ରବାର ସାରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଅନୁଷ୍ଠିତ ଜେଡିୟୁ (JDU) ର…
କେସିଙ୍ଗା ଆଦର୍ଶ ଥାନା ଉଦ୍ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ
କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା ଶୁକ୍ରବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି। ଦୀର୍ଘଦିନ ଧରି ଏହି ନୂତନ ଆଦର୍ଶ ଥାନା ନିର୍ମାଣ ହୋଇ ପଡିରହିଥିଲା।…
Archives


