Home Left

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା କରାଯାଇଛି। ଉଭୟ ପୁରୁଷ ଓ ମହିଳା ବର୍ଗରେ ଭାରତୀୟ ଖେଳାଳି ବାଜି ମାରିଛନ୍ତି।…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ ତାଙ୍କ ସ୍ଥାନ ସୁନିଶ୍ଚିତ ନୁହେଁ। ଏହାର କାରଣ ହେଉଛି ଅଭିଷେକ ଶର୍ମା ଏବଂ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା ବାକି ରହିଛି। ଏହାକୁ ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଓ…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି ନାହିଁ, ତାହାକୁ ନେଇ ପ୍ରଶ୍ନ ଉଠିଥିଲା। ତେବେ ନିଜର ଉନ୍ନତ ପ୍ରଦର୍ଶନ ଜରିଆରେ…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି ବଖାଣିଛନ୍ତି। ଗର୍ଭଧାରଣର ଶେଷ ପର୍ଯ୍ୟାୟରେ ତାଙ୍କ ଗଲବ୍ଲାଡରରେ ଷ୍ଟୋନ ହୋଇଥିବା ଜଣାପଡ଼ିଥିଲା। ଏହା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି ଦେଇଥିବା ବଳେ ହତ୍ୟାକାରୀ କୋଇଡା ଥାନାରେ ଆତ୍ମସମର୍ପଣ କରିଛନ୍ତି । ଥାନାରେ ପୋଲିସ…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି ଚାଲିଥିବା ଚିକିତ୍ସା ପରେ ଅକ୍ଟୋବର ୧୨ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ;…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ ତିନି ଭାଇଙ୍କ ଜୀବନ ଚାଲିଯାଇଥିବାରୁ ପରିବାର ସହ ସ୍ଥାନୀୟ ଲୋକେ ମଧ୍ୟ ଗଭୀର…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇଥିଲେ । ଉକ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବଚାଷୀଙ୍କ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର ହସ୍ପିଟାଲରୁ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ତାଙ୍କ ଗୋଡ଼ରେ ଏକ ବ୍ରେସ…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ ରହିଥିବା ଖବର ପାଇଲା ପରେ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ଓ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ କରିଛନ୍ତି। ବାଂଲାଦେଶ ବିପକ୍ଷ ନିଜର ପ୍ରଥମ ଟେଷ୍ଟ ଅଧିନାୟକତ୍ୱ ମ୍ୟାଚ୍‌ରେ ପ୍ରଥମ ପାଳିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?