Home Left

ପେଟ ପୋଷିବା ପାଇଁ ୭୫ ବଷୀୟା ବୃଦ୍ଧା କରୁଛନ୍ତି ଏମିତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବୃଦ୍ଧ ବୟସରେ ଲୋକେ ଆଶାବାଡ଼ିର ସାହାରା ନେଇଥାନ୍ତି। ହେଲେ ଜଣେ ୭୫ ବର୍ଷୀୟା ବୃଦ୍ଧା ଆଶାବାଡି ସହ ଏମିତି ମାର୍ଶଲ ଆର୍ଟ କରି ଦେଖାଇଛନ୍ତି, ଯାହାକୁ ଦେଖିବା ପରେ ଲୋକେ ଆଶ୍ଚର୍ଯ୍ୟ ହେବା ସହ ତାଙ୍କ ପ୍ରଶଂସକ ପାଲଟିଲେଣି। ପେଟ ପୋଷିବା…

ପକ୍ଷୀର ଘର ବଞ୍ଚାଇବା ପାଇଁ ୩୫ ଦିନ ଅନ୍ଧାରରେ ରହିଲା ପୁରା ଗାଁ

ମଣିଷ ନିଜର ସୁବିଧା ପାଇଁ ବନ୍ୟଜନ୍ତୁଙ୍କ ବାସସ୍ଥାନ ନଷ୍ଟ କରିବାରେ ଲାଗିଛି। ଫଳରେ ପଶୁପକ୍ଷୀମାନେ ପଣଜଙ୍ଗଲ ଛାଡି ଜନବସତି ମଧ୍ୟକୁ ପଶିଆସୁଛନ୍ତି। ଏପରି ଏକ ଘଟଣା କ୍ରମରେ ତାମିଲନାଡୁର ଶିବଗାଙ୍ଗ ନିକଟରେ ଥିବା ଏକ ଗ୍ରାମରେ ପକ୍ଷୀ ପାଇଁ ଲୋକମାନଙ୍କ ବଳିଦାନ…

ମହାକାଶରୁ ପୃଥିବୀକୁ ଆସୁଛି ଏହି ୩ ବିନାଶକାରୀ ଉଲ୍‌କାପିଣ୍ଡ

ପ୍ରାୟ ୬୬ ନିୟୁତ ବର୍ଷ ପୂର୍ବେ ପୃଥିବୀରେ ଏକ ବିପର୍ଯ୍ୟୟ ଘଟିଥିଲା, ଯାହା ଡାଇନୋସର ସମେତ ପୃଥିବୀର ପ୍ରାୟ ୮୦ ପ୍ରତିଶତ ଜୀବଜନ୍ତୁଙ୍କୁ ବିନାଶ କରିଥିଲା। ପ୍ରାୟ ୧୨ କିଲୋମିଟର ବ୍ୟାପିଥିବା ଏକ ବିଶାଳକାୟ ଉଲ୍‌କାପିଣ୍ଡ ପୃଥିବୀପୃଷ୍ଠରେ ପଡ଼ିଥିଲା। ଏହି କାରଣରୁ…

ଗଞ୍ଜାମ ଏନ୍‌ଏସିରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ଗଞ୍ଜାମ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳର ଡ୍ରେନଜ ବ୍ୟବସ୍ତା ଠିକ୍‌ ନ ଥିବା ଯୋଗୁ ଅସରାଏ ବର୍ଷାରେ ଗାଁ ଦାଣ୍ଡରେ ଜଳ ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ସହରର ବିଭିନ୍ନ ସ୍ଥାନରେ ଏହି ଜଳ ନିଷ୍କାସିତ ହୋଇ ନ ପାରି ଦୁର୍ଗନ୍ଧ ହେଉଛି।…

ଅନ୍‌ଲାଇନ୍‌ କ୍ଲାସ ପାଇଁ ପାହାଡ଼ ଚଢ଼ିବାକୁ ବାଧ୍ୟ ହୋଇଥିଲେ ହରିଶ: ଏବେ ସହଯୋଗର ହାତ ବଢ଼ାଇଲେ ସେହଓ୍ବାଗ୍‌

କରୋନା ମୁକାବିଲାକୁ ନେଇ ସାରା ଦେଶରେ ଦୀର୍ଘ ୪ ମାସରୁ ଅଧିକ ସମୟ ଧରି ସ୍କୁଲ-କଲେଜ ବନ୍ଦ ରହିଛି। ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପିଲାମାନଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏସବୁ ମଧ୍ୟରେ ଏବେ ଅନ୍‌ଲାଇନ୍‌ ଶିକ୍ଷା ପ୍ରମୁଖ ମାଧ୍ୟମ ପାଲଟିଛି।…

ଲକ୍‌ଡାଉନକୁ ବେଖାତିର: କ୍ଷୀର, ପରିବା ବିକ୍ରି ଆଳରେ ଖୋଲୁଛି ଚା’, ଭେରାଇଟ ଷ୍ଟୋର

କଣ୍ଟାପଡା,୨୪।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି କଣ୍ଟାପଡା ବ୍ଲକରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ତେବେ ରାଜ୍ୟସରକାର କେତେକ ଜିଲାକୁ ଆସନ୍ତା ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଥିବା ବେଳେ ଅତ୍ୟାବଶ୍ୟକ…

ପଞ୍ଜୁରୀ ଭିତରେ ଚଢ଼େଇ ଛୁଆଙ୍କୁ ମାରି ଖାଇଲା ନାଗସାପ: ପରେ ଅବସ୍ଥା ହେଲା ଏମିତି

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଙ୍କୀ ରଗଡ଼ି ଗ୍ରାମର ସତ୍ୟ ରଞ୍ଜନ ମହାପାତ୍ରଙ୍କ ଘରେ ଗୁରୁବାର ରାତିରେ ପୋଷା ଚଢ଼େଇମାନଙ୍କ କିଚିରିମିଚିରି ଶବ୍ଦ ଶୁଣି ପଞ୍ଜୁରୀ ଭିତରେ ଏକ ନାଗସାପ ଦେଖିବାକୁ ପାଇଥିଲେ॥ ଭୟଭୀତ ହୋଇ ସାପଟିକୁ ବାହାର କରିବାକୁ ସ୍ନେକ୍‌ ହେଲ୍ପ ଲାଇନ ସହ…

ଉତ୍ତରପ୍ରଦେଶ ସ୍ବାସ୍ଥ୍ୟମନ୍ତ୍ରୀ କରୋନାରେ ପୀଡ଼ିତ: ନିଜକୁ କଲେ ହୋମ୍‌ କ୍ୱାରାଣ୍ଟାଇନ୍‌

ଲକ୍ଷ୍ନୌ,୨୪।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଏଠାରେ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଏହାର କବଳରେ ଏବେ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ। ଉତ୍ତରପ୍ରଦେଶ ସ୍ବାସ୍ଥ୍ୟମନ୍ତ୍ରୀ…

ସେପ୍ଟେମ୍ବର ୧୯ରୁ ଆଇପିଏଲ୍‌: ନଭେମ୍ବର ୮’ ରେ ଫାଇନାଲ

ନୂଆଦିଲ୍ଳୀ,୨୪।୭(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆହେୟାଜନ ହେବା ସ୍ପଷ୍ଟ ହୋଇଛି। ୟୁନାଇଟେଡ ଆରମ୍ଭ ଏମିରାଟ୍ସ (ୟୁଏଇ)ରେ ସେପ୍ଟେମ୍ବର ୧୯ ତାରିଖରୁ ଆଇପିଏଲ୍‌ ଆରମ୍ଭ ହୋଇ ନଭେମ୍ବର ୮ ତାରିଖରେ ଶେଷ ହେବ। ଏ ନେଇ ଆଇପିଏଲ…

ଡରାଇଲାଣି ଭଦ୍ରକ, ସଙ୍ଗରୋଧ ଅପେକ୍ଷା ସ୍ଥାନୀୟ ସଂକ୍ରମିତ ବେଶି

ଭଦ୍ରକ ଅଫିସ,୨୪।୭: ଭଦ୍ରକ ଜିଲାରେ ଶୁକ୍ରବାର ୬୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ରେ ପହଞ୍ଚିଛି। ତେବେ ଏମାନଙ୍କ ମଧ୍ୟରୁ ୧୯ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୪୧ ସ୍ଥାନୀୟ ଅଞ୍ଚଳର…

କରୋନା ଆକ୍ରାନ୍ତ ଚିହ୍ନଟ ପରେ ମଲ୍ଲିକପଡି ଗ୍ରାମ କଣ୍ଟେନମେଣ୍ଟ ଜୋନ

ଜି ଉଦୟଗିରି, ୨୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ବ୍ଲକ ମଲ୍ଲିକପଡ଼ି ପଞ୍ଚାୟତ ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଉକ୍ତ ପଞ୍ଚାୟତର ମଲ୍ଲିକପଡ଼ି, ବିଲୁପଙ୍ଗା, ବାଡ଼ାନାଜୁ ଓ ବଳଦଗୁଡା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍‌ କରାଯାଇଛି। ଏଥିସହ ପାଙ୍ଗାନାଜୁ ଓ…

ବରଗଡ଼ରେ ଆଉ ୮ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା

ବରଗଡ଼ ଅଫିସ,୨୪ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ୭ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri