ଏହି ୪ ଜିନିଷ କରିଥାଏ ସମ୍ପର୍କକୁ ସୁଦୃଢ଼, ଜୀବନସାଥୀଙ୍କଠାରୁ ମିଳେ ଭରପୂର ପ୍ରେମ
ସମ୍ପର୍କକୁ ମଜବୁତ କରିବା ପାଇଁ ଦମ୍ପତିଙ୍କୁ ଛୋଟ ଛୋଟ ଜିନିଷରେ ଧ୍ୟାନ ଦେବାକୁ ପଡିଥାଏ। ଯଦି ଏସବୁକୁ ଅଣଦେଖା କରାଯାଏ, ତେବେ ସମ୍ପର୍କର ଦୂରତା ବଢ଼ିବା ଆରମ୍ଭ ହୋଇଥାଏ ବୋଲି କୁହାଯାଏ। ଗୋଟିଏ ସମ୍ପର୍କକୁ ସୁଦୃଢ଼ କରିବାପାଇଁ ଅନେକ ଜିନିଷ ପ୍ରତି…
ଏହି ସହରରେ ପୁଣି ଥରେ ବ୍ୟାପିଲା କରୋନା ସଂକ୍ରମଣ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ସମଗ୍ର ବିଶ୍ୱ କରୋନା ବିରୋଧରେ ଯୁଦ୍ଧ କରୁଛି। ଦିନକୁ ଦିନ ଅବସ୍ଥା ଅଧିକ ଜଟିଳ ହେବାରେ ଲାଗିଛି। କରୋନା ସଂକ୍ରମିତଙ୍କ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ିଚାଲିଛି। କିଛି ମାସର ଲକ୍ଡାଉନ୍ ପରେ ଏବେ ଧୀରେ ଧୀରେ ସବୁ…
ରାସ୍ତାରେ ଅଣ୍ଡା ବିକ୍ରି କରୁଥିବା ସମୟରେ ନାବାଳକଙ୍କ ସହ ଘଟିଲା କିଛି ଏଭଳି
ଇନ୍ଦୋର,୨୪।୭କରୋନା ସଙ୍କଟ ଯୋଗୁ ସାରା ବିଶ୍ୱରେ ବେରୋଜଗାର ସମସ୍ୟା ଆହୁରି ବୃଦ୍ଧି ପାଇଛି। ଏହା ଅସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇଛି। ଯେଉଁମାନେ ପ୍ରତିଦିନ ଠେଲା ଲଗାଇ ପରିବାର ପ୍ରତିପୋଷଣ କରୁଛନ୍ତି ସେମାନଙ୍କ ଉପରେ ଏହାର ବିଶେଷ ପ୍ରଭାବ…
ଘରେ ବସି ଆଧାର ସଂଶୋଧନ କରିବାକୁ ଚାହୁଁଥିଲେ, ଆପଣାନ୍ତୁ ଏହି ଉପାୟ
କରୋନା ସମୟରେ ଅନେକ ଲୋକଙ୍କୁ ନିଜ ସହର ପରିବର୍ତ୍ତନ କରିବାକୁ ପଡିଛି। ଏଭଳି ପରିସ୍ଥିତିରେ କୋଟି କୋଟି ଲୋକ ସରକାରୀ କାମ ପାଇଁ ଠିକଣାକୁ ନେଇ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାକୁ ଦୂର କରିବା ପାଇଁ, UIDAI ଆଧାରରେ…
ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ସମ୍ପୃକ୍ତ କର୍ମଚାରୀଙ୍କୁ ହୋମ୍ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କିଛିଦିନ ତଳେ ବିଧାନସଭାରେ ଏକ…
ନିରାଶ ହୋଇ ଘରକୁ ଫେରିଯାଉଥିବା ବିଗ୍ବିଙ୍କୁ ଚଳଚ୍ଚିତ୍ରରେ ସୁଯୋଗ ଦେଇଥିଲେ ଏହି ଅଭିନେତା
ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ମନୋଜ କୁମାର ୨୪ ଜୁଲାଇରେ ଜନ୍ମଦିନ ପାଳନ କରନ୍ତି। ସେ ଅନେକ ଚଳଚ୍ଚିତ୍ର, କରି ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଜନ୍ମଦିନର ଅବସରରେ ମନୋଜ କୁମାରଙ୍କ ଜୀବନ ଏବଂ ଚଳଚ୍ଚିତ୍ର ଯାତ୍ରା ବିଷୟରେ କିଛି ରୋଚକ…
ଖୋର୍ଦ୍ଧାରେ ଆଜି ୭୯ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ବ୍ଲକରୁ କେତେ
ଖୋର୍ଦ୍ଧା ଅଫିସ,୨୪ା୭: ଖୋର୍ଦ୍ଧା ଜିଲାରେ ଉଦ୍ବେଗଜନକ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗଞ୍ଜାମ ଜିଲା ପରେ ଅଧିକ ସଂକ୍ରମିତ ଜିଲା ହେଉଛି ଖୋର୍ଦ୍ଧା। ଶୁକ୍ରବାର ଏହି ଜିଲାରେ ବିଏମ୍ସିକୁ ବାଦ୍ ଦେଇ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପୌରାଞ୍ଚଳରୁ…
ପ୍ରସବ ପରେ ମହିଳାଙ୍କ କୋଭିଡ ରିପୋର୍ଟ ପଜିଟିଭ୍
କଟକ ଅଫିସ,୨୪।୭: କଟକ ଜିଲାର ଜଣେ ଗର୍ଭବତୀଙ୍କ କୋଭିଡ ରିପୋର୍ଟ ଶୁକ୍ରବାର ପ୍ରସବ ପରେ ପଜିଟିଭ୍ ଆସିିଛି। ଏବେ ଉଭୟ ମା’ ଓ ନବଜାତ ଶିଶୁକୁ ଆଇସୋଲେଶନରେ ରଖାଯାଇ ଚିକିତ୍ସା କରାଯାଉଥିବା ସୂଚନା ମିଳିଛି। ସକାଳ ୯ଟାରେ ପ୍ରସବ ଯନ୍ତ୍ରଣା ହେବାରୁ…
ପାଇଲଟଙ୍କୁ ଆଶ୍ୱସ୍ତି, ରାଜସ୍ଥାନ ହାଇକୋର୍ଟ ନେଲେ ବଡ ନିଷ୍ପତ୍ତିି
ଜୟପୁର,୨୪।୭: ସଚିନ ପାଇଲଟ ଏବଂ ତାଙ୍କ ୧୮ ସହଯୋଗୀ ବିଧାୟକଙ୍କ ବିରୋଧରେ ଏବେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ବୋଲି ରାଜସ୍ଥାନ ହାଇକୋର୍ଟ ରାୟ ଦେଇଛନ୍ତି। ମାମଲାର ସ୍ଥିତାବସ୍ଥା ବଜାୟ ରଖିବାକୁ ରାଜସ୍ଥାନ ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏବେ ମାମଲାର…
କରୋନାରେ ସଂକ୍ରମିତ ହେବାକୁ ଆୟୋଜିତ ହେଉଛି ପାର୍ଟି
କରୋନା ସଂକ୍ରମଣ ଯୋଗୁ ଏବେ ସମଗ୍ର ବିଶ୍ୱ ଚିନ୍ତାରେ। ତେବେ କରୋନା ଦ୍ୱାରା ଆମେରିକା ସବୁଠାରୁ ଅଧିକ କ୍ଷତି ସହିଛି। ଏଠାରେ କରୋନା ସଂକ୍ରମିତଙ୍କ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ସବୁଠାରୁ ଅଧିକ। ତେବେ ଯୁବକମାନେ ସବୁବେଳେ ବିପଦକୁ ସାମ୍ନା କରିବାକୁ…
କରୋନାକୁ ନେଇ ବୋମାମାଡ଼, ଜଣେ ଆହତ
ବ୍ରହ୍ମଗିରି,୨୪ା୭(ଡି.ଏନ୍.ଏ.): ବ୍ରହ୍ମଗିରି ବ୍ଲକରେ ଜଣେ କରୋନା ପଜିଟିଭ୍ ବାହାରିବା ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ବୋମାମାଡ଼ରେ ଜଣେ ଆହତ ହୋଇଛନ୍ତି। ଗାଁରେ ପୋଲିସ ମୁତୟନ ରହିଛି। ଏଭଳି ଘଟଣା ଘଟିଛି ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ନିଶିଭଅଁର…
କରୋନାରେ ସ୍ବାମୀଙ୍କ ମୃତ୍ୟୁ ହେବା ପରେ ପିପିଇ କିଟ୍ ପିନ୍ଧି ମୁଖାଗ୍ନି ଦେଲେ ପତ୍ନୀ
ଜବଲପୁର,୨୪।୭: ଦେଶରେ ମହାମାରୀ କରୋନା ଯୋଗୁ ବିଭିନ୍ନ କ୍ଷେତ୍ରରେ ପ୍ରଭାବ ପଡ଼ିଛି। ଏପରିକି ସମ୍ପର୍କରେ ମଧ୍ୟ ଫାଟ ସୃଷ୍ଟି ହେଉଥିବା ଘଟଣା ସାମ୍ନାକୁ ଆସୁଛି। କିନ୍ତୁ ମଧ୍ୟପ୍ରଦେଶରୁ ସମ୍ପର୍କର ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। କରୋନାରେ ସ୍ବାମୀଙ୍କ ମୃତ୍ୟୁ ହେବାରୁ…
Archives


