Home Left

ମୃତଦେହ ମେଳରେ ମହୋତ୍ସବ

ଜାକର୍ତ୍ତା: ମୃତଦେହ ମେଳରେ ପର୍ବ। ଏଥିପାଇଁ କାଠବାକ୍ସରେ ସଂରକ୍ଷିତ କରି ପାହାଡ଼ ଗୁମ୍ଫାରେ ରଖାଯାଇଥାଏ ମରଶରୀର। ପ୍ରତି ୩ବର୍ଷରେ ଥରେ ମୃତକଙ୍କ ପୁଣ୍ୟତିଥିରେ କାଠବାକ୍ସରୁ ମୃତକଙ୍କୁ ବାହାର କରାଯାଏ ଏବଂ ଏହାପରେ ଆରମ୍ଭ ହୋଇଥାଏ ମହୋତ୍ସବ ‘ମାନେନେ’। ସାଧାରଣତଃ ମୃତଦେହକୁ ନେଇ…

ପଦ୍ମପୁରରେ ଚୋରା ମଦ ବେପାରୀ ଗିରଫ

ପଦ୍ମପୁର,୨୩।୭(ଡି.ଏନ.ଏ.): ବାସୁଦେବପୁର ବ୍ଲକ ଅଧିନ ପଦ୍ମପୁର ବଜାର ନିକଟରୁ ଜଣେ ଚୋରା ମଦ ବେପାରୀଙ୍କୁ ଗୁରୁବାର ଅବକାରୀ ବିଭାଗ ଗିରଫ କରିଛି। ଗିରଫ ବେପାରୀ ହେଲେ ମନୋଜ କୁମାର ନାୟକ। ସୂଚନାଯୋଗ୍ୟ, ପଦ୍ମପୁର ବଜାର ନକଟସ୍ଥ ରାସ୍ତା ପାର୍ଶରେ ଥିବା ଏକ…

ପ୍ରେମିକାଙ୍କୁ ଭେଟିବାକୁ ଯାଇଥିଲେ ପ୍ରେମିକ, ଆଉ ତା’ପରେ

ଫତେହପୁର,୨୩।୧୦: ଉତ୍ତର ପ୍ରଦେଶର ଫତେପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକାଙ୍କୁ ଭେଟିବାକୁ ଆସିଥିବା ପ୍ରେମିକଙ୍କୁ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରାଯାଇଛି। ଆରପୁର ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରିବା ପରେ ସମଗ୍ର ଅଞ୍ଚଳରେ ଉତ୍ତେଜନା ପ୍ରକାଶ…

ବେଆଇନ ଗୋରୁ ଚାଲାଣ: ୮ପିକ୍‌ଅପ୍‌ ଭ୍ୟାନ ଜବତ, ୧୧ ଗିରଫ

ରେମୁଣା,୨୩।୭(ଡି.ଏନ୍‌.ଏ): ବାଲେଶ୍ୱର ଖନ୍ତପଡ଼ା ପୋଲିସକୁ ବଡ଼ ସଫଳତା। ବେଆଇନ ଚାଲାଣ ହେଉଥିବା ଗୋରୁଙ୍କୁ ଉଦ୍ଧାର କରିଛି ପୋଲିସ। ସୂଚନାଯୋଗ୍ୟ, ରେମାଣା ବ୍ଲକ୍‌ ଖନ୍ତପଡ଼ା ଥାନା ଅଧୀନ ସାହାସପୁରାରୁ ପଶ୍ଚିମବଙ୍ଗକୁ ୮ଟି ପିକ୍‌ଅପ୍‌ ଭ୍ୟାନରେ ଗୋରୁ ଚାଲାଣ ପାଇଁ ଯାଉଥିଲା। ସୂଚନା ପାଇ…

ବ୍ରାଜିଲ୍‌ ରାଷ୍ଟ୍ରପତି ତୃତୀୟ ଥର ପାଇଁ କରୋନା ପଜିଟିଭ୍‌

ବ୍ରାସିଲିଆ, ୨୩।୭: ବ୍ରାଜିଲ୍‌ ରାଷ୍ଟ୍ରପତି ଜେର୍‌ ବୋଲସୋନାରୋ ତୃତୀୟ ଥର ପାଇଁ କରୋନା ପଜିଟିଭ୍‌ ହୋଇଛନ୍ତି। ଜୁଲାଇ ୭ରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଏହାପରେ ତାଙ୍କର ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ଏହାର ରିପୋର୍ଟ ଜୁଲାଇ ୨୧ରେ ଆସିଥିଲା। ବୋଲସୋନାରୋ କରୋନା…

ଭାଜପାରେ ସାମିଲ ହେବାର ୨୪ ଘଣ୍ଟା ମଧ୍ୟରେ ରାଜନୀତି ଛାଡିଲେ ଏହି ଖେଳାଳି

କୋଲକତା,୨୩।୭: ଭାଜପାରେ ଯୋଗଦେବାର ୨୪ ଘଣ୍ଟା ମଧ୍ୟରେ ଭାରତୀୟ ଫୁଟବଲ ଦଳର ପୂର୍ବତନ ଖେଳାଳି ମେହତବ ହୋସେନ ରାଜନୀତି ଛାଡିଛନ୍ତି। ସେ କହିଛନ୍ତି ଯେ, ସେ କୌଣସି ରାଜନୈତିକ ଦଳ ସହ ଜଡିତ ନାହଁାନ୍ତି। ପଡିଆରେ ‘ମିଡଫିଲ୍ଡ ଜେନେରାଲ’ ଭାବରେ ଜଣାଶୁଣା…

୫୫ ଖବରଦାତାଙ୍କ ନମୁନା ନେଗେଟିଭ୍‌

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ବୁଧବାର ୫୫ ଜଣ ଖବରଦାତାଙ୍କ ନମୁନା ପରୀକ୍ଷା ହୋଇଛି। ସେମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ବିଏମ୍‌ସି ସୂଚନା ଦେଇଛି। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି, ଭୁବନେଶ୍ୱରରେ ବର୍ତ୍ତମାନ କାର୍ଯ୍ୟରତ ଖବରଦାତାମାନେ କେତେ…

ଆଖିବୁଜିଲେ ମହାନ ଡାକ୍ତର, ମାତ୍ର ୧୦ ଟଙ୍କାରେ କରୁଥିଲେ ଚିକିତ୍ସା

ଚେନ୍ନାଇ,୨୩।୭: ଗରିବ ଲୋକଙ୍କୁ ମାତ୍ର ୧୦ ଟଙ୍କାରେ ଚିକିତ୍ସା କରୁଥିବା ଡା. ସି ମୋହନ ରେଡ୍ଡୀଙ୍କ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। କରୋନା ମହାମାରୀ ସମୟରେ ମଧ୍ୟ ରେଡ୍ଡୀ ରୋଗୀଙ୍କ ଚିକିତ୍ସା ଜାରି ରଖିଥିଲେ। ଜୁନ…

ଦେହରେ ପିପିଇ କିଟ୍‌, ହାତ ପାଦ ଖୋଲା

କଟକ ଅଫିସ,୨୩ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସଂକ୍ରମଣକୁ ରୋକିବା ଓ ଆକ୍ରାନ୍ତଙ୍କ ଚିହ୍ନଟ ପାଇଁ ବର୍ତ୍ତମାନ ସହରର ପୁରୁଣା ରାଉସପାଟଣା, ପ୍ରତାପନଗରୀ, ପରିଡ଼ାସାହି ଶଙ୍କରପୁର ଓ ଖଟ୍‌ବିନ୍‌ ସାହିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଛି। ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ…

ଅସହଯୋଗରୁ ବ୍ୟାପୁଛି ସଂକ୍ରମଣ

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ଭୁବନେଶ୍ୱରରେ ଏବେ ନମୁନା ସଂଗ୍ରହ ଓ ପରୀକ୍ଷଣ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ପଜିଟିଭ୍‌ଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ହେଲେ ଅନେକ କ୍ଷେତ୍ରରେ କରୋନା ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲ କିମ୍ବା କୋଭିଡ୍‌ କେୟାର ସେଣ୍ଟର ନେବାରେ ଭୁବନେଶ୍ୱର ମହାନଗର…

ଏଥର ରକ୍ଷାବନ୍ଧନରେ ଚାଇନା ବନାମ ମୋଦି ରାକ୍ଷୀ

ନୂଆଦିଲ୍ଲୀ,୨୩।୭:ଚାଇନା ସାମଗ୍ରୀ ବର୍ଜନ ପାଇଁ ସାରା ଦେଶରେ ଅଭିଯାନ ଆରମ୍ଭ ହୋଇଛି। କନଫେଡେରେସନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି) ନେତୃତ୍ୱରେ ଗତ ଜୁନ ୧୦ରୁ ଚାଇନା ଉତ୍ପାଦ ବୟକଟ୍‌ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଥିଲା, ଯାହାକୁ ଦୃଢ ସମର୍ଥନ…

ସର୍ବଭାରତୀୟ ପ୍ରବନ୍ଧ ପ୍ରତିଯୋଗିତାରେ ଓଡ଼ିଆ ଝିଅ ଲଭ୍‌ଲୀ ପ୍ରଥମ

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ଜାତୀୟ ସ୍ତରର ପତ୍ରିକା କମ୍ପିଟିଶନ୍‌ ସକ୍‌ସେସ୍‌ ରିଭିୟୁ ପକ୍ଷରୁ ଗତ ମାର୍ଚ୍ଚରେ ସର୍ବଭାରତୀୟ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ଓଡ଼ିଶାର ଝିଅ ଲଭ୍‌ଲୀ ମହାନ୍ତି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଦ୍ୱାଦଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri