Home Left

୧୫% ବଢ଼ିବ ବ୍ୟାଙ୍କ କର୍ମଚାରୀଙ୍କ ବେତନ

ମୁମ୍ବାଇ,୨୨।୭: ବ୍ୟାଙ୍କ କର୍ମଚାରୀଙ୍କ ଲାଗି ଖୁସି ଖବର। ଏହି କର୍ମଚାରୀଙ୍କ ବେତନ ୧୫% ବଢ଼ିବ ବୋଲି ଜଣାପଡ଼ିଛି। ସେହିଭଳି ଏମାନେ ୨୦୧୭ ନଭେମ୍ବରରୁ ଏରିୟର ପାଇବେ। ଏହି ସମୟରେ ଇନ୍‌ସେଣ୍ଟିଭର ଫାଇଦା ମଧ୍ୟ କର୍ମଚାରୀଙ୍କୁ ମିଳିବ। ବ୍ୟାଙ୍କର୍ସ ପର୍‌ଫରମାନ୍ସ ଲିଙ୍କ୍‌ଡ ଇନ୍‌ସେଣ୍ଟିଭ…

ବଜାରରେ ମୋଦି ରାଖୀ

ନୂଆଦିଲ୍ଲୀ,୨୨।୭: ଚାଇନା ସେନା ଆକ୍ରମଣରେ ଭାରତର ୨୦ ଯବାନ ଶହୀଦ ହେବା ପରେ ଭାରତରେ ଚାଇନା ସାମଗ୍ରୀ ବର୍ଜନ ଅଭିଯାନ ଜୋର୍‌ଦାର ହୋଇଛି। ଚଳିତ ବର୍ଷ ଚାଇନା ରାଖୀକୁ ଟକ୍କରଦେବା ଲାଗି ବଜାରକୁ ମୋଦି ରାଖୀ ଆସିଛି। ଏହାବାଦ ବଜାରରେ ମୋଦି…

ଜାମାଇକା ମିଟ୍‌ରେ ଭାଗନେଲେ ଶ୍ରାବଣୀ

କିଙ୍ଗଷ୍ଟନ, ୨୨।୭(ପି.ଟି.)- ତାରକା ସ୍ପ୍ରିଣ୍ଟର ଓଡ଼ିଶାର ଶ୍ରାବଣୀ ନନ୍ଦ କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ପରେ ପ୍ରଥମ ଭାରତୀୟ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟଭାବେ କୌଣସି ଏକ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି। ଜାମାଇକାରେ ସେ ବିଶ୍ୱର କେତେଜଣ ଶ୍ରେଷ୍ଠ ଆଥଲେଟ୍‌ଙ୍କ…

ମୁକେଶ ବିଶ୍ୱର ୫ମ ଧନୀ

ନୂଆଦିଲ୍ଲୀ,୨୨।୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବିଶ୍ୱର ୫ମ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଛନ୍ତି। ଜୁଲାଇ ଦ୍ୱିତୀୟ ସପ୍ତାହରେ ସେ ବିଶ୍ୱ ଧନୀ ତାଲିକାରେ ୬ ନମ୍ବର ସ୍ଥାନରେ ରହିଥିଲେ। ସେହି ସମୟରେ ତାଙ୍କ ସମ୍ପତ୍ତି ୭୨.୪ ବିଲିୟନ…

୫୦,୯୨୦ ଟଙ୍କା ଛୁଇଁଲା ସୁନା

ନୂଆଦିଲ୍ଲୀ,୨୨।୭: ଗତ ୨ ଦିନ ଧରି ଅନ୍ତର୍ଜାତୀୟ ବଜାରରେ ସୁନା ଦରରେ ବୃଦ୍ଧି ପରିଲକ୍ଷିତ ହେବା ସହ ୧୦ ଗ୍ରାମ ପିଛା ଦର ୫୦ ହଜାର ଟଙ୍କା ଟପିଛି। ବୁଧବାର ନୂଆଦିଲ୍ଲୀରେ ସୁନା ଦର ୫୦,୯୨୦ ଟଙ୍କା ଛୁଇଁଥିବା ଜଣାପଡିଛି। ଅନ୍ତର୍ଜାତୀୟ…

ମିଥ୍ୟା ଧର୍ମ କହି ମହିଳାଙ୍କୁ ପ୍ରେମ ଜାଲରେ ଫଶାଇଲେ ଯୁବକ; ତାପରେ…

ମିରଟ, ୨୨।୭: ଉତ୍ତର ପ୍ରଦେଶର ମିରଟରୁ ଏକ ଚାଞ୍ଚଲ୍ୟର ଡବଲ୍‌ ମର୍ଡର ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ଓ ତାଙ୍କ ୧୦ ବର୍ଷର ଝିଅକୁ ହତ୍ୟା କରାଯାଇ ମାଟିତଳେ ପୋତି ଦିଆଯାଇଥିବାବେଳେ ପୋଲିସ ଉଭୟଙ୍କ କଙ୍କାଳକୁ ଉଦ୍ଧାର କରିଛି। ଘଟଣାରୁ…

ମାଛ ଧରା ଜାଲରେ ଲାଗିଲା ବ୍ୟାଗ ଭର୍ତ୍ତି ଅଚଳ ଟଙ୍କା

ବାରଙ୍ଗ,୨୨ା୭(ଡି.ଏନ.ଏ.): ପୁରୀ ମେନ କେନାଲରୁ ବୁଧବାର ବ୍ୟାଗ ଭର୍ତ୍ତି ଥିବା ଅଚଳ ଟଙ୍କା ମିଳିଛି। ଅପରାହ୍ନ ସମୟରେ ସ୍ଥାନୀୟ ଗ୍ରାମର ଜଣେ ମାଛଧରାଳି କେନାଲରେ ଜାଲ ପକାଉଥିଲେ। କିଛି ସମୟ ପରେ ଜାଲକୁ ଟାଣିବାବେଳେ ବହୁତ ଭାରି ଜଣାପଡିବାରୁ ବଡ଼ ମାଛ…

କୋଭିଡ୍‌ ହସ୍ପିଟାଲରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ଭଣ୍ଡାରିପୋଖରୀ,୨୨ା୭(ଡି.ଏନ.ଏ)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ଜୁନିଅର କଲେଜ ଅଧ୍ୟକ୍ଷ ବିପିନ ବିହାରୀ ମହାପାତ୍ରଙ୍କର କୋଭିଡ୍‌ ହସ୍ପିଟାଲରେ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ଅଧ୍ୟକ୍ଷ ମହାପାତ୍ର ଥଣ୍ଡା ଜ୍ୱରରେ ଆକ୍ରାନ୍ତ ହୋଇ ବାରିକପୁର…

ମୃତଦେହ ସଂସ୍କାର ପରେ ରିପୋର୍ଟ ପଜିଟିଭ: ଚିନ୍ତାରେ ଶବବାହକ, ପରିବାର ଲୋକେ

ଭଞ୍ଜନଗର,୨୨।୭(ଡି.ଏନ.ଏ)- ସ୍ବାବ୍‌ ସଂଗ୍ରହର ୧୦ ଦିନ ପରେ ରିପୋର୍ଟ ପଜିଟିଭ ଆସିଲା। ସେତେବେଳକୁ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟି ସାରିଥିଲା। ପରିବାର ଲୋକେ ଓ ସମ୍ପର୍କୀୟ ସଂସ୍କାର କରିଦେଇଥିଲେ। ଏହାର କିଛି ଘଣ୍ଟା ପରେ ପ୍ରଶାସନ ପକ୍ଷରୁ କରୋନା ପଜିଟିଭ ନେଇ…

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ପ୍ରତାରଣା, ଗର୍ଭପାତ: ବନ୍ଧା ହେଲେ ସମିତିସଭ୍ୟଙ୍କ ପୁଅ, କ୍ୱାକ୍‌

ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିବା ଓ ପରେ ପ୍ରତାରଣା କରିବା ଏବଂ ଗର୍ଭପାତ କରାଇବା ଅଭିଯୋଗରେ ୨ଜଣଙ୍କୁ ଗିରଫ କରିଛି ପୋଲିସ। ସେମାନେ ହେଲେ ଗ୍ରୀନବାଡ଼ି ସମିତିସଭ୍ୟଙ୍କ ପୁଅ…

କରୋନା ଆକ୍ରାନ୍ତ ଯୁବତୀଙ୍କ ସହ ବଳାତ୍କାର ଉଦ୍ୟମ କରି ଡାକ୍ତର ଗିରଫ

ଆଲିଗଡ଼, ୨୨।୭: ଭାରତରେ କରୋନା ମହାମାରୀ ଗମ୍ଭୀର ରୂପ ଧାରଣ କରିଛି। ଗତ କିଛିଦିନ ଦେଶରେ ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ୩୫ରୁ ୪୦ ହଜାର ମଧ୍ୟରେ ରହୁଛି। ଏହାକୁ ନେଇ ସରକାର ଚିନ୍ତାରେ ରହିଥିବାବେଳେ ଏଭଳି ଏକ ସମୟରେ ଏକ…

ଜୀବନକୁ ବାଜି ଲଗାଇ ଛୁଆକୁ ଉଦ୍ଧାର କଲା ମା’ ମୂଷା: ଦେଖନ୍ତୁ ଭିଡିଓ

ମାଟିରୁ ଆକାଶ ଯାଏ ଯିଏ ପରିବ୍ୟାପ୍ତ ସେ ହେଉଛି ମା’। ମାର ପଣତ ତଳେ ଛୁଆ ଥାଏ ସବୁଠୁ ବେଶି ସୁରକ୍ଷିତ। ଆଉ ଯେତେବେଳେ ନିଜର ସନ୍ତାନ ପ୍ରତି ବିପଦ ଆସେ ନିଜ ଜୀବନକୁ ବାଜି ଲଗାଇ ଦିଏ ମା’ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri