Home Left

ପ୍ରବାସୀ ଶ୍ରମିକଙ୍କ ପାଇଁ ଆଉ ଗୋଟିଏ ପାଦ ଆଗେଇଲେ ସୋନୁ: ଏହି ଆପ୍‌ ଜରିଆରେ ଯୋଗାଇବେ ରୋଜଗାର

ମୁମ୍ବାଇ: କରୋନା ଲକ୍‌ଡାଉନ ସମୟରେ ଦେବଦୂତ ସାଜି ହଜାର ହଜାର ପ୍ରବାସୀ ଶ୍ରମିକଙ୍କୁ ନିଜ ରାଜ୍ୟ ଓ ଘରକୁ ପଠାଇ ଚର୍ଚ୍ଚାକୁ ଆସିଥିଲେ ବଲିଉଡ୍‌ ଅଭିନେତା ସୋନୁ ସୁଦ। ଏବେ ପୁଣି ପ୍ରବାସୀଙ୍କ ପାଇଁ ସେ ଆଉ ଏକ ପଦକ୍ଷେପ ଗ୍ରହଣ…

ଘର ମଧ୍ୟରୁ ବାହାରିଲା ୧୭ ନାଗ ଛୁଆ

ମଧୁବନୀ, ୨୨।୭: ବିହାରର ମଧୁବନ ଜିଲାରୁ ଚକିତ କଲା ଭଳି ଏକ ଖବର ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ଘର ମଧ୍ୟରୁ ୧୭ଟି ନାଗ ସାପ ଛୁଆ ଉଦ୍ଧାର କରାଯାଇଛି। ଏହି ସମୟରେ ସାପର ଅନେକ ଅଣ୍ଡା ମଧ୍ୟ ଉଦ୍ଧାର…

ଆଡଭାନୀଙ୍କୁ ଭେଟିଲେ ଶାହା: ୩୦ମିନିଟ୍‌ ଧରି ଚାଲିଲା ଆଲୋଚନା

ନୂଆଦିଲ୍ଲୀ,୨୨।୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ବୁଧବାର ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସମୟରେ ଦୁହିଁଙ୍କ ମଧ୍ୟରେ ରାମ ମନ୍ଦିର ଭୂମିପୂଜା କାର୍ଯ୍ୟକ୍ରମ ଓ ବାବ୍ରି ମସ୍‌ଜିଦ୍‌ ଭାଙ୍ଗିବା ଘଟଣାକୁ ନେଇ ଆଲୋଚନା ହୋଇଥିବା…

ସୋନୁଙ୍କୁ ୨୪ବର୍ଷ କାରାଦଣ୍ଡ

ନୂଆଦିଲ୍ଲୀ,୨୨।୭: ରାଜଧାନୀ ଦିଲ୍ଲୀ ସମେତ ଦେଶର ଅନ୍ୟ କେତେକ ରାଜ୍ୟରେ ବଡ଼ ସେକ୍ସ ର଼୍ୟାକେଟ ଚଳାଉଥିବା କୁଖ୍ୟାତ ଗୀତା ଅରୋରା ଅରଫ୍‌ ସୋନୁ ପଞ୍ଜାଓ୍ବନଙ୍କୁ ଦିଲ୍ଲୀ ଦ୍ୱାରକା କୋର୍ଟ ଦଣ୍ଡାଦେଶ ଶୁଣାଇଛନ୍ତି। ବୁଧବାର କୋର୍ଟ ସାନୁଙ୍କୁ ୨୪ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି।…

ଗଲୱାନ ଘାଟିରେ ଶହୀଦ କର୍ନେଲଙ୍କ ପତ୍ନୀ ହେଲେ ଉପଜିଲାପାଳ

ହାଇଦ୍ରାବାଦ,୨୨।୭: ଲଦାଖର ଗଲୱାନ ଘାଟିରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଶହୀଦ ହୋଇଥିବା ଯବାନଙ୍କ ପତ୍ନୀ ହେଲେ ଉପଜିଲାପାଳ। ଦେଶ ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା କର୍ନେଲ ସନ୍ତୋଷ ବାବୁଙ୍କ ଦେଶପ୍ରେମକୁ ଭିନ୍ନ ଢଙ୍ଗରେ ସମ୍ମାନ…

ପୋଷ୍ଟ ପିଅନଙ୍କୁ କରୋନା

ଚିତ୍ରଡ଼ା,୨୨ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳର ଜଣେ ପୋଷ୍ଟ ପିଅନ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ମଙ୍ଗଳବାର ବିଡିଓ ପ୍ରିୟବ୍ରତ ପାଢ଼ୀ ଓ ତହସିଲଦାର ପ୍ରିୟଦର୍ଶନୀ ମଲ୍ଲିକ ପହଞ୍ଚି ପୋଷ୍ଟମାଷ୍ଟରଙ୍କ ସହ…

ଭାରତ ପକ୍ଷରୁ ଟେନିସ ଖେଳିଛନ୍ତି ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ, ୨୨।୭: ଏକଦା ସୀମିତ ଓଭର କ୍ରିକେଟ୍‌ରେ ଭାରତୀୟ ଦଳର ଜଣେ ପ୍ରମୁଖ ସଦସ୍ୟ ରହିଥିବା ରବିନ୍‌ ଉଥ୍‌ପ୍ପା ମାର୍ଚ୍ଚ ୨୦୧୬ରେ ଶୀତଲ ଗୌତମଙ୍କୁ ଜୀବନ ସାଥୀ ରୂପେ ବାଛିଥିଲେ। ଜଣେ ଷ୍ଟାର୍‌ କ୍ରିକେଟର୍‌ଙ୍କ ସ୍ତ୍ରୀ ଭାବେ ପରିଚିତ ଲାଭ କରିବା…

ମନ୍ଦିର ପାଇଁ ନିଜ ଜୀବନକୁ ବାଜି ଲଗାଇଥିଲି, ଯଦି ସୁଯୋଗ ମିଳେ ଭୂମିପୂଜାକୁ ନିଶ୍ଚୟ ଯିବି: ଉମା ଭାରତୀ

ନୂଆଦିଲୀ,୨୨।୭: ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମଲାଲଙ୍କ ମନ୍ଦିରର ଭୂମିପୂଜା ଆୟୋଜିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା କରିବା ସହ ଶିଳାନ୍ୟାସ କରିବେ। ଏହି ଅବସରରେ ପ୍ରାୟ ୧୫୦ଜଣ ଯୋଗଦେବେ ବୋଲି ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ସୂଚନା…

ଭଦ୍ରକରେ ବଢିଲା ଲକ୍‌ଡାଉନ କଟକଣା

ଭଦ୍ରକ ଅଫିସ, ୨୨ା୭- ଭଦ୍ରକ ଜିଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବୁଧବାର ଜିଲାର ସମସ୍ତ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ବ୍ଲକ ମୁଖ୍ୟାଳୟମାନଙ୍କରେ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ କଟକଣା ଜାରି କରାଯାଇଛି। ଏହି…

କ୍ରିକେଟ୍‌ ପଡ଼ିଆରେ କାମ କରୁଥିବା ଲୋକଙ୍କୁ ରାସନ ବାଣ୍ଟୁଛନ୍ତି ସଚିନ

କୋଚି, ୨୨।୭: କରୋନା ମହାମାରୀ ଯୋଗୁ କେବଳ ଯେ କ୍ରୀଡ଼ା ଜଗତ ନୁହେଁ ଏହା ସହିତ ଜଡ଼ିତ ଲୋକମାନେ ମଧ୍ୟ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଦୀର୍ଘ ୪ ମାସ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଥିଲେ ମଧ୍ୟ ଭାରତରେ ଏବେ ମଧ୍ୟ…

ବନ୍ଦ ହେଲା କାଶୀ ବିଶ୍ୱନାଥ ମନ୍ଦିର: ୨ କର୍ମଚାରୀ କରୋନା ପଜିଟିଭ୍‌

ବାରାଣସୀ,୨୨।୭: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହି କ୍ରମରେ ଧର୍ମନଗରୀ କୁହାଯାଉଥିବା ବାରାଣସୀରେ ମଧ୍ୟ ପ୍ରତିଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଉକ୍ତ ସହରରେ ପୋଲିସ, ପିଏସି, ଡାକ୍ତର ଓ ବ୍ୟାଙ୍କ କର୍ମଚାରୀଙ୍କ ପରେ…

ଧୋନୀଙ୍କ ଫାର୍ମ ହାଉସ୍‌ରେ ପାଣ୍ଡ୍ୟା ବ୍ରଦର୍ସ

ରାଞ୍ଚି, ୨୨।୭- ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଗତ ଜୁଲାଇ ୭ରେ ନିଜର ୩୯ତମ ଜନ୍ମଦିବସ ପାଳନ କରିଥିଲେ। ଏହି ଅବସରରେ କ୍ରୀଡ଼ା ଜଗତରୁ ଧୋନୀଙ୍କ ନିକଟକୁ ସୋସିଆଲ ମିଡିଆରେ ଶୁଭେଚ୍ଛାର ସୁଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri