କରୋନା ଯୋଦ୍ଧାଙ୍କୁ କରୋନା: ବାଂଶଡା ପଞ୍ଚାୟତ ୩୬ ଘଣ୍ଟା ଶଟ୍ଡାଉନ
ଭଦ୍ରକ ଅଫିସ, ୨୨।୭: ଭଦ୍ରକ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସାଧାରଣ ଲୋକେ ଆକ୍ରାନ୍ତ ହେବା ସାଙ୍ଗକୁ ବହୁ ସରକାରୀ କର୍ମଚାରୀ ଓ କରୋନା ଯୋଦ୍ଧା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହାନ୍ତି। କରୋନା…
ଭଦ୍ରକ ପୌରପାଳିକା, ଧାମନଗର ଏନ୍ଏସିରେ ଲକ୍ଡାଉନ କଟକଣା କଡ଼ାକଡ଼ି
ଭଦ୍ରକ ଅଫିସ, ୨୨।୭: ଭଦ୍ରକ ପୌରପାଳିକା ଓ ଧାମନଗର ଏନ୍ଏସି ଅଞ୍ଚଳରେ ବୁଧବାର ଠାରୁ ଲକ୍ଡାଉନ କଟକଣା କଡାକଡ଼ି କରାଯାଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିୟମ ମୁତାବକ ଗ୍ରୋସରୀ, ପନିପରିବା, କ୍ଷୀର, ମାଛ, ମାଂସ, ଔଷଧ ଓ ଅତ୍ୟାବଶ୍ୟକ ଦୋକାନକୁ…
ଖାଲି ପେଟରେ ମଦ ପିଇଦେଲେ ଏହି ଯୁବତୀ..ଆଉ ତା’ପରେ
ମଦ୍ୟପାନ ଶରୀର ପାଇଁ ହାନିକାରକ ହୋଇଥାଏ। ଏହି ମଦ ପିଇ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ଏଲିସ୍ ବରଟନ୍ ବ୍ରାଡଫୋର୍ଡ ନାମକ ଜଣେ ଯୁବତୀ ଖାଲି ପେଟରେ ମଦ ପିଇଦେବାରୁ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ବ୍ରିଗ୍ଟନରେ ରହୁଥିବା ଏହି ୨୭…
କନ୍ଧମାଳରେ ୭ ଦିନ ବ୍ୟାଙ୍କ ବନ୍ଦ
ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବା ସହ ଲୋକାଲ କେସ୍ ମଧ୍ୟ ବଢ଼ି ଚାଲିଛି। କନ୍ଧମାଳ ଜିଲାରେ ଏକାଧିକ ବ୍ୟାଙ୍କର ଶାଖା ପରିଚାଳକ ସମେତ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଜିଲାପ୍ରଶାସନ ପକ୍ଷରୁ ସମସ୍ତ ବ୍ୟାଙ୍କକୁ…
ଲକ୍ଡାଉନ୍ରେ ଏମିତି ବଦଳିଲା ଶ୍ରମିକଙ୍କ ଭାଗ୍ୟ
ଲକ୍ଡାଉନ୍ ପାଇଁ ରୋଜଗାର ଠାରୁ ଅର୍ଥ ବ୍ୟବସ୍ଥା ସବୁକିଛି ଏବେ ସଙ୍କଟରେ। ମାତ୍ର ଏହି ସମୟରେ ମଧ୍ୟପ୍ରଦେଶର ପନ୍ନାରେ ଜଣେ ଶ୍ରମିକଙ୍କ ଭାଗ୍ୟ ଖୋଲିଯାଇଛି। ଆନନ୍ଦୀ ଲାଲ କୁଶଓ୍ବାହା ନାମକ ଶ୍ରମିକ ଲକ୍ଡାଉନ୍ରେ ହୀରା ଖାଦନରେ କାମ କରୁଥିଲେ। ମଙ୍ଗଳବାର ସେ…
୧୯ ବର୍ଷ ସାନ ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ସ୍ତ୍ରୀ ମାନ୍ୟତା ଦତ୍ତ ମଧ୍ୟରେ ବୟସରେ ପ୍ରାୟ ୧୦ବର୍ଷର ପାର୍ଥକ୍ୟ ଅଛି। ସଞ୍ଜୟଙ୍କୁ ୪୧ ବର୍ଷ ହୋଇଥିବାବେଳେ ସଞ୍ଜୟ ଦତ୍ତଙ୍କୁ ୬୦ ବର୍ଷ ବୟସ ହୋଇଛି। ବ୍ୟବଧାନ ଥାଇ ମଧ୍ୟ ଦୁହେଁ ପରସ୍ପରକୁ…
ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ
ନୂଆଦିଲ୍ଲୀ, ୨୨।୭: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀର ସ୍ଥିତି ଅଣାୟତ୍ତ ରହିଛି। ଏପରିସ୍ଥଳେ ଅଧିକ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦିଲ୍ଲୀ ବିମାନ ବନ୍ଦର ପକ୍ଷରୁ ବିଦେଶୀ ଯାତ୍ରୀଙ୍କ ଲାଗି ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି। ଏଣିକି ବିଦେଶୀ ଯାତ୍ରୀ ୭…
ଅନ୍ଲାଇନ୍ରେ ତଥ୍ୟ ଦେବାକୁ ଡର
ଯାଜପୁର ଅଫିସ,୨୨।୭: ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ (୫-ଟି)କୁ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଯାଜପୁର ଜିଲାରେ ଏହା କେବଳ ପ୍ରଚାର ସର୍ବସ୍ବ ପାଲଟିଛି। ଅପାରଗତା ଲୁଚାଇବାକୁ ଇ-ଡେସପାଚ୍ ଓ ଜିଲା ୱେବପୋର୍ଟାଲକୁ ନବୀକରଣ…
ଅଭିନେତା, ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁଙ୍କ ପରଲୋକ
ବଲାଙ୍ଗୀର ଅଫିସ, ୨୨ା୭: ଜଣାଶୁଣା ଚଳଚ୍ଚିତ୍ର ଓ ମଞ୍ଚ ଅଭିନେତା ତଥା ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ (୫୫)ଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି। ସକାଳେ ସେ ଅସୁସ୍ଥତା ଅନୁଭବ କରି ହଠାତ୍ ପଡି ଯାଇଥିଲେ। ତାଙ୍କୁ ତୁରନ୍ତ ଭୀମ ଭୋଇ…
୨ ଝିଅଙ୍କ ଆଗରେ ଖବରଦାତାଙ୍କୁ ଗୁଳି
ଗାଜିଆବାଦ,୨୨ା୭: ଉତ୍ତରପ୍ରଦେଶର ଗାଜିଆବାଦରେ ଦୁର୍ବୃତ୍ତମାନେ ଜଣେ ଖବରଦାତାଙ୍କୁ ତାଙ୍କ ଦୁଇ ଝିଅଙ୍କ ସାମ୍ନାରେ ଗୁଳି କରିଛନ୍ତି। ଏନେଇ ପୋଲିସ ୯ ଅଭିଯୁକ୍ତଙ୍କୁ ଗିରଫ କରିଛି। ଖବରଦାତା ବିକ୍ରମ ଜୋଷୀ ଏକ ସ୍ଥାନୀୟ ଦୈନିକ ଖବରକାଗଜରେ କାମ କରୁଥିଲେ। ତାଙ୍କ ଝିଆରୀଙ୍କୁ କେତେଜଣ…
ସୌରଶକ୍ତିରେ ଚାଲିବ ସାନିଟାଇଜର ମେଶିନ
ଯାଜପୁର ଅଫିସ,୨୨।୭: ଯାଜପୁର ଜିଲାରେ ଲକ୍ଡାଉନ ଓ ଶଟ୍ଡାଉନ ଚାଲିଥିବା ସମୟରେ ପାଣିକୋଇଲି ଅଞ୍ଚଳର ଜଣେ ଯୁବଛାତ୍ର ଇଞ୍ଜିନିୟର ଏକ ସ୍ବତନ୍ତ୍ର ସାନିଟାଇଜର ମେଶିନ ଉଦ୍ଭାବନ କରିଛନ୍ତି। ଏହା ସୌରଶକ୍ତି ଦ୍ୱାରା ଚାଲିପାରୁଛି। ଏହାବାଦ ବ୍ୟାଟେରୀ ଓ ବିଦ୍ୟୁତ୍ ଶକ୍ତି ଜରିଆରେ…
ଡିଏସ୍ପିଙ୍କ ସମେତ ୧୧ ପୋଲିସ ଦୋଷୀ
ଭରତପୁର(ରାଜସ୍ଥାନ),୨୨।୭: ଦୀର୍ଘ ୩୫ ବର୍ଷ ତଳର ଏକ ଫେକ୍ ଏନ୍କାଉଣ୍ଟର ମାମଲାରେ ଡିଏସ୍ପି କରନ୍ ସିଂ ଭାଟିଙ୍କ ସମେତ ୧୧ଜଣ ପୋଲିସଙ୍କୁ ମଥୁରାର ସ୍ବତନ୍ତ୍ର ସିବିଆଇ କୋର୍ଟ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ୧୯୮୫ ଫେବୃୟାରୀରେ ରାଜା ମାନ୍ ସିଂ ଓ…
Archives


