Home Left

ଏମ୍‌ଏସ୍‌ଏମ୍‌ଇ ଲାଗି ୧.୨୭ ଲକ୍ଷ କୋଟିର ଋଣ ମଞ୍ଜୁର

ନୂଆଦିଲ୍ଲୀ,୨୧।୭: କରୋନା ପାଇଁ ନଗଦ ସମସ୍ୟା ସହ ଜୁଝୁଥିବା ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ଲାଗି ଦେଶର ବ୍ୟାଙ୍କଗୁଡ଼ିକ ୧.୨୭ ଲକ୍ଷ କୋଟି ଟଙ୍କାର ଋଣ ମଞ୍ଜୁର କରିଥିବା ଜଣାପଡିଛି। ଏହି ଋଣ କେନ୍ଦ୍ର ସରକାରଙ୍କ ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ୍‌ ଦ୍ୱାରା ପ୍ରଦାନ…

ବାହାର ବ୍ୟକ୍ତି ହୋଇପାରିବେ ଟାଟା ଟ୍ରଷ୍ଟର ମୁଖ୍ୟ: ରତନ ଟାଟା

ନୂଆଦିଲ୍ଲୀ,୨୧।୭: ଟାଟା ଟ୍ରଷ୍ଟ ଉପରେ ଟାଟା ପରିବାରର କୌଣସି ବିଶେଷ ଅଧିକାର ନାହିଁ। ଭବିଷ୍ୟତରେ କୌଣସି ବାହାର ବ୍ୟକ୍ତି ଏହାର ମଙ୍ଗ ସମ୍ଭାଳିପାରିବେ। ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ରତନ ଟାଟା ନିକଟରେ ସୁପ୍ରିମକୋର୍ଟଙ୍କୁ ଏହା କହିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ମୁଁ…

ବଜାଜ ଫାଇନାନ୍ସ ଅଧ୍ୟକ୍ଷ ପଦବୀରୁ ଓହରିଲେ ରାହୁଲ ବଜାଜ

ନୂଆଦିଲ୍ଲୀ,୨୧।୭: ପ୍ରତିଷ୍ଠିତ ଉଦ୍ୟୋଗପତି ରାହୁଲ ବଜାଜ, ବଜାଜ ଫାଇନାନ୍ସର ଅଣକାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପବଦୀରୁ ଓହରିଯାଇଛନ୍ତି। ଚଳିତ ମାସ ଶେଷ ଯାଏ ସେ ଏହି ପଦବୀରେ ରହିବେ। ଗତ ୩ ଦଶନ୍ଧି ଧରି କମ୍ପାନୀର ମଙ୍ଗ ସମ୍ଭାଳିବା ପରେ ସେ ପଦବୀ ଛାଡ଼ିବେ।…

୯ ବର୍ଷର ରେକର୍ଡ ଉଚ୍ଚ ସ୍ତରରେ ସୁନା

ନୂଆଦିଲ୍ଲୀ,୨୧।୭: ଅନ୍ତର୍ଜାତୀୟ ବଜାରରେ ମଙ୍ଗଳବାର ସୁନା ଦର ୯ ବର୍ଷର ରେକର୍ଡ ଉଚ୍ଚ ସ୍ତରରେ ରହିଛି। ନୂଆଦିଲ୍ଲୀରେ ଏହା ମଙ୍ଗଳବାର ୧୯୨ ଟଙ୍କା ବୃଦ୍ଧି ହୋଇଥିବା ଜଣାପଡିଛି। ମଙ୍ଗଳବାର ୧୦ ଗ୍ରାମ ପିଛା ସୁନା ଦର ୫୦,୨୧୪ ଟଙ୍କାରେ ବିକ୍ରି ହେଉଛି।…

ପାସେଞ୍ଜର ଯାନ ବିକ୍ରି ୩୮% କମିଲା

ନୂଆଦିଲ୍ଲୀ,୨୧।୭: ଅଟୋମୋବାଇଲ ବଜାର ଉପରେ କରୋନାର ପ୍ରଭାବ ଜାରି ରହିଛି। ଗତ କିଛି ମାସ ଧରି ଘରୋଇ ବଜାରରେ ଯାନ ବିକ୍ରି କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ଜୁନ ମାସରେ ପାସେଞ୍ଜର ଯାନର ରିଟେଲ ବିକ୍ରି ୩୮.୩୪% ହ୍ରାସ ଘଟି ୧.୨୬ ଲକ୍ଷ…

ଚାକରାଣୀଙ୍କୁ ୧୧ ମାସ ଧରି କରିଆସୁଥିଲେ ବଳାତ୍କାର; ଜଣାପଡ଼ିବା ପରେ..

ଉଜୈନ,୨୧।୭: ମଧ୍ୟପ୍ରଦେଶର ଉଜୈନ ଜିଲାରେ ଏକ ସମ୍ବେଦନଶୀଳ ମାମଲା ନଜରକୁ ଆସିଛି। ଘରେ କାମ କରୁଥିବା ୧୭ ବର୍ଷୀୟ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଏକ୍ସାଇଜ୍‌ ଏସ୍‌ଆଇଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ପଙ୍କଜ ଜୈନ। ଉଜୈନ ପୋଲିସ…

ଭିଣୋଇ-ସ୍ତ୍ରୀଙ୍କ ଅନୈତିକ ସମ୍ପର୍କରେ ବଳି ପଡ଼ିଲେ ସ୍ବାମୀ

ନୋଏଡ଼ା, ୨୧।୭: ସ୍ତ୍ରୀଙ୍କ ସହ ଅନୈତିକ ସମ୍ପର୍କ ଓ ସମ୍ପତ୍ତି ଲୋଭ କାରଣରୁ ଗ୍ରେଟର ନୋଏଡାର ଜଣେ ଯୁବକଙ୍କୁ ତାଙ୍କ ଭିଣୋଇ ହତ୍ୟା କରିଛନ୍ତି। ଏହି ଚାଞ୍ଚଲ୍ୟକର ଘଟଣାର ଫର୍ଦ୍ଦାଫାଶ କରି ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ପରେ ଜେଲ୍‌ ପଠାଇ…

ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ

ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍‌.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଟି ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଛି। ସେ ଆସନ୍ତା…

ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୨୧, ୨୦୨୦)

ଭୁବନେଶ୍ୱରରେ ଲକଡାଉନ   କଟକ ଜୋବ୍ରାରେ ଏକ ପାର୍କରେ ଶୋଭା ବଢ଼ାଉଛି ଶିବ ଲିଙ୍ଗ ଆକୃତିର ଗଛ   କଟକ ପ୍ରସିଦ୍ଧ ଦହିବରା, ଆଳୁଦମକୁ ନେଇ ଓଏମପି ଛକରେ ପ୍ରସ୍ତୁତ ଚିତ୍ରକଳା   ମହାନଦୀ ବ୍ରିଜ ଉପରେ ଥିବା ଷ୍ଟ୍ରିଟଲାଇଟ ଗୁଡିକୁ…

କମାଣ୍ଡୋ ଷ୍ଟାରଙ୍କ ବଡ଼ ଉପଲବ୍ଧି: ପୁଟିନ୍‌-ବେୟର ଗ୍ରିଲ୍ସ କ୍ଲବରେ ସାମିଲ ହେଲା ନାମ

ବମ୍ବେ: ଅନ୍ତରାଷ୍ଟ୍ରୀୟସ୍ତରରେ ଭାରତକୁ ଗୌରବାନ୍ବିତ କରିଥିବା ଅନ୍ୟତମ ଅଭିନେତା ପାଲଟିଛନ୍ତି ବିଦ୍ୟୁତ ଜାମଓ୍ବାଲ। ପୂର୍ବରୁ ତାଙ୍କୁ ଜ୍ୟାକି ଚାନ୍‌ ଆକ୍ସନ ମୁଭି ଆଓ୍ବାର୍ଡ ମିଳିସାରିଛି। ଏବେ ତାଙ୍କୁ ଭ୍ଲାଦିମିର ପୁଟିନ୍‌ ଏବଂ ବିୟର ଗ୍ରିଲ୍ସଙ୍କ ଭଳି ବଡ଼ ନାମ ଥିବା ତାଲିକାରେ…

କରୋନା ସଙ୍କଟ: ଫଳ ବିକିବାକୁ ବାଧ୍ୟ ହେଲେ ଯୁବ ଆଥ୍‌ଲେଟ୍‌

ନୂଆଦିଲ୍ଲୀ, ୨୧।୭- କରୋନା ମହାମାରୀ ଲାଗି ଦୀର୍ଘ ୪ ମାସରୁ ଊର୍ଦ୍ଧ୍ୱ ସମୟ ହେବ କ୍ରୀଡ଼ା ଜଗତରେ ବ୍ରେକ୍‌ ଲାଗିଛି। ଲକ୍‌ ଡାଉନ୍‌ କଟକଣା ଲାଗି ବିଶ୍ୱରେ ବିଭିନ୍ନ କ୍ରୀଡ଼ା ଇଭେଣ୍ଟ ସବୁ ସ୍ଥଗିତ କିମ୍ବା ବାତିଲ ହୋଇଯାଇଛି। ବିଭିନ୍ନ କ୍ରୀଡ଼ା…

ସୋସିଆଲ ମିଡିଆରେ ଆପଣଙ୍କ ସାଥୀ ଏହି ୫ କାମ କରୁଥିଲେ ହୋଇଯାଆନ୍ତୁ ସତର୍କ, ଘଟିପାରେ ଏଭଳି କିଛି..

ମହାମାରୀ କରୋନା ଯୋଗୁ ଲୋକମାନେ ଅଧିକରୁ ଅଧିକ ସମୟ ଘରେ ଅତିବାହିତ କରୁଛନ୍ତି। ଏପରି ପରିସ୍ଥିତିରେ ସମୟ ବିତାଇବା ପାଇଁ ଇଣ୍ଟରନେଟ୍‌ ବରଦାନ ପାଲଟିଛି। ତେବେ, ସୋସିଆଲ ମିଡିଆର କିଛି ଭୁଲ ଅଭ୍ୟାସ ହେତୁ, ସମ୍ପର୍କ ମଧ୍ୟରେ ମତଭେଦ ଉପୁଜିପାରେ। ଆପଣଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri