କଟକରେ ମାଡୁଛି କରୋନା: ଆଜି ଆଉ ୩୨ ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୧।୭: କଟକ ସହରରୁ ମଙ୍ଗଳବାର ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ରୁ ୫, ହୋମ୍ କ୍ୱାରାଣ୍ଟାଇନ୍ରୁ ୨୧, ଲୋକାଲ କେସ୍ ୫ ଏବଂ ପେଡ୍ କ୍ୱାରାଣ୍ଟାଇନ୍ରୁ ଜଣେ ଅଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା…
କରୋନା କାଳରେ ଲୋକଙ୍କୁ ଏଭଳି ସହାୟତା କରୁଛି ରୋବର୍ଟ
ଚାଇନାରୁ ଆରମ୍ଭ ହୋଇଛି ବ୍ୟବହାର କରୋନା ମହାମାରୀ ଯୋଗୁ ଜାରି ହୋଇଥିବା ଲକ୍ଡାଉନ୍ ଯୋଗୁ ସମଗ୍ର ବିଶ୍ୱରେ ଲୋକଙ୍କ ଜୀବନଶୈଳୀ ସହ ଚିନ୍ତାଧାରାରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏହି ସମୟରେ ସବୁଠାରୁ ଅଧିକ ବ୍ୟବହାର କରାଯାଉଛି ରୋବର୍ଟକୁ। ୟୁରୋପର ଅନେକ ଦେଶରେ…
ରାମ ମନ୍ଦିର ମୂଳଦୁଆ ପାଇଁ ୩୩ କି.ଗ୍ରା.ର ରୂପା ଇଟା ଦାନ କଲେ ଜୁଏଲର୍ସ ଆସୋସିଏସନ୍
ଅଯୋଧ୍ୟା,୨୧।୭: ଅଯୋଧ୍ୟାରେ ରାମ ମନ୍ଦିର ନର୍ମାଣ ପାଇଁ ଭୂମିପୂଜା ଅଗଷ୍ଟ ୫ରେ ଆୟୋଜିତ ହେବ। ଏହାକୁ ନେଇ ହିନ୍ଦୁ ସମାଜ ଖୁସି ବ୍ୟକ୍ତ କରିଛି। ଟ୍ରଷ୍ଟର ସଭାପତି ମହନ୍ତ ନୃତ୍ୟଗୋପାଲଦାସ କହିଛନ୍ତି, ମନ୍ଦିର ନିର୍ମାଣ ପାଇଁ ଲୋକଙ୍କଠାରୁ ସହାୟତା ନିଆଯିବ। ଏବେଠାରୁ…
ରିଲିଜ୍ ହେଲା ‘ଶକୁନ୍ତଳା ଦେବୀ’ର ପ୍ରଥମ ଗୀତ
ମୁମ୍ବାଇ: ବଲିଉଡ୍ ନାୟିକା ବିଦ୍ୟା ବଲାନଙ୍କ ଅଭିନୀତ ଫିଲ୍ମ ‘ଶକୁନ୍ତଳା ଦେବୀ’ର ପ୍ରଥମଗୀତ ‘ପାସ ନେହିଁ ତୋ ଫେଲ୍ ନେହିଁ’ ରିଲିଜ୍ ହୋଇଛି। ଏଥିରେ ବିଦ୍ୟା କେତେଜଣ ସ୍କୁଲ ପିଲାଙ୍କ ଗହଣରେ ଦେଖିବାକୁ ମିଳିଛନ୍ତି। ଏଥିରେ ସେ ଭିନ୍ନ ଢଙ୍ଗରେ ପିଲାଙ୍କୁ…
ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରେ ଚାଉଳ ଧୁଆ ପାଣି
ସାଧାରଣତଃ ଭାରତରେ ଅଧିକ ଲୋକ ପ୍ରତିଦିନ ଭାତ ଖାଇଥାନ୍ତି। ଭାତ ପ୍ରସ୍ତୁତ କରିବା ବେଳେ ଚାଉଳ ଭଲ ଭାବେ ଧୋଇ ତା ପାଣି ଫୋପାଡି ଦିଆଯାଏ। କିନ୍ତୁ ଆପଣ ଜାଣନ୍ତି କି ଚାଉଳ ପାଣି ସ୍ବାସ୍ଥ୍ୟ ପାଇଁ କେତେ ଲାଭଦାୟକ। ପ୍ରତିଦିନ…
ଟ୍ରୋଲ୍ ହେଲେ ଛୋଟେ ନଓ୍ବାବଙ୍କ ପରିବାର
ମୁମ୍ବାଇ: କରୋନା ସଂକ୍ରମଣକୁ ନେଇ ଲକ୍ଡାଉନ ଜାରି ରହିଥିବା ବେଳେ ପ୍ରାୟ ସବୁ ସେଲିବ୍ରିଟି ନିଜ ନିଜ ପରିବାର ସହ କ୍ୱାଲିଟି ଟାଇମ୍ ସ୍ପେଣ୍ଡ କରୁଛନ୍ତି। ହେଲେ ଏହି ସମୟରେ ପଟୌଦି ଖାନଦାନର ଛୋଟେ ନଓ୍ବାବ ତଥା ବଲିଉଡ୍ ନାୟକ ଶୈଫ…
ନିଜଠାରୁ ୧୬ ବର୍ଷ ବଡ ବିବାହିତାଙ୍କ ପ୍ରେମରେ ପଡିଥିଲେ ନସିରୁଦ୍ଦିନ
ମୁମ୍ବାଇ: ବଲିଉଡ୍ର ଭେଟେରାନ୍ ଆକ୍ଟର ନସିରୁଦ୍ଦିନ ଶାହ। ଆଜି ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଆଜିବି ତାଙ୍କ ଦମ୍ଦାର ଅଭିନୟ ଦର୍ଶକଙ୍କୁ ବାନ୍ଧି ରଖିବାରେ ସକ୍ଷମ ହୋଇଛି। ମାୟାନଗରୀରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବା ଏହି ଅଭିନେତା…
ରାୟଗଡ଼ାରୁ ୩ ନାବାଳିକା, ୯ କରୋନା ଯୋଦ୍ଧା ଆକ୍ରାନ୍ତ
ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ମଙ୍ଗଳବାର ସର୍ବାଧିକ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୪ ଜଣ ପୁରୁଷ ଥିବାବେଳେ ୧୩ ମହିଳା ଅଛନ୍ତି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ବୟସ୍କ ବ୍ୟକ୍ତି,…
ଅଭିଷେକଙ୍କ ପାଇଁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ପ୍ରସ୍ତୁତ ଏହି ଅଭିନେତା
ମୁମ୍ବାଇ: କରୋନା କବଳରେ ଏବେ ବଲିଉଡ୍। ବଲିଉଡ୍ ଇଣ୍ଡଷ୍ଟ୍ରି ଓ ଟେଲି ଜଗତର କେତେକ କଳାକାର କରୋନାରେ ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ବେଳେ ଆଉ କେତେକ ଚିକିତ୍ସିତ ହେଉଛନ୍ତି। ଏହି କ୍ରମରେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ,…
ରାଜସ୍ଥାନ ସଙ୍କଟ: ଜୁଲାଇ ୨୪ ପର୍ଯ୍ୟନ୍ତ ପାଇଲଟଙ୍କୁ ମିଳିଲା ଆଶ୍ୱସ୍ତି
ଜୟପୁର,୨୧।୭: ରାଜସ୍ଥାନ ରାଜନୀତିରେ ଚାଲିଥିବା ଉତ୍ଥାନପତନ ମଧ୍ୟରେ ମଙ୍ଗଳବାର ରାଜସ୍ଥାନ ହାଇକୋର୍ଟରେ ବାଚସ୍ପତିଙ୍କ ନୋଟିସ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ସରିଛି। ଏଥିରେ କୋର୍ଟ ରାଜେଶ ପାଇଲଟଙ୍କ ଟିମ୍କୁ ଆଶ୍ୱାସନା ଦେଇ ୨୪ ଜୁଲାଇ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। କୋର୍ଟ ବାଚସ୍ପତି…
ରାଜ୍ୟରେ ପ୍ରଥମ: ହାଇସ୍କୁଲ ଛାତ୍ରୀଛାତ୍ର ପାଇବେ ମାଗଣା ଖାଦ୍ୟ,ପୋଷାକ
କେନ୍ଦୁଝର,୨୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରଥମ ଥର ପାଇଁ ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ ଓ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରାଯାଇଛି। ଜିଲାର ନବମ ଓ ଦଶମ ଶ୍ରେଣୀରେ ପଢ଼ୁଥିବା ପାଖାପାଖି ୫୦ ହଜାର ଛାତ୍ରୀଛାତ୍ର ଏହି ସୁବିଧା ପାଇବେ। ଜିଲା ଖଣିଜ…
ସ୍ବଭାବିକ ଅବସ୍ଥାକୁ ଫେରୁଛି ଗଞ୍ଜାମ ସହର: ଖୋଲିଲା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ
ଗଞ୍ଜାମ,୨୧।୭:(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ମାତ୍ର ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ ରହିଛି। ଗତ ୫ ଦିନ ମଧ୍ୟରେ ସହରରେ ଗୋଟିଏ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇ ନାହାନ୍ତି। ଧୀରେ ଧୀରେ…
Archives


