Home Left

ଜୁଲାଇ ୩୧ ଯାଏ ସମ୍ବଲପୁର ଶଟ୍‌ଡାଉନ୍‌

ସମ୍ବଲପୁର, ୨୧।୭(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସମ୍ବଲପୁର ଜିଲାକୁ ୧୦ ଦିନ ସଟ୍‌ଡାଉନ ଘୋଷଣା କରିଛନ୍ତି ଜିଲାପାଳ। ବୁଧବାରଠାରୁ ଜୁଲାଇ ୩୧ ଯାଏ ଏହି ସଟ୍‌ଡାଉନ ବଳବତ୍ତର ରହିବ। ଦୁଇଟି ପର୍ଯ୍ୟାୟରେ ସଟ୍‌ଡାଉନ ଲାଗୁ ହେବ। ୨୨ରୁ ୨୫ ତାରିଖ…

ଏହି ପ୍ରସିଦ୍ଧ ଅଭିନେତାଙ୍କୁ ଗାଳି ଦେଇଥିଲେ ଶାଶୁ, ଜାଣନ୍ତୁ କାହିଁକି

ଅଭିନେତ୍ରୀ କାଜୋଲ ଏବଂ ଅଭିନେତା ଅଜୟ ଦେବଗନଙ୍କ ବିବାହକୁ ୨୦ ବର୍ଷରୁ ଅଧିକ ହେଲାଣି। ଏହି ଦୁଇଜଣଙ୍କ ମଧ୍ୟରେ ଥିବା ପ୍ରେମ ଏବଂ ପାରସ୍ପରିକ ବୁଝାମଣା ବେଶ୍‌ ଭଲ ରହିଛି। ଲୋକମାନେ ମଧ୍ୟ ଏହି ଷ୍ଟାର୍‌ ଦମ୍ପତିଙ୍କୁ ପସନ୍ଦ କରନ୍ତି କାରଣ,…

ଚାଇନାକୁ ଆଉ ଏକ ଝଟ୍‌କା : ବିଗୋ ଆପ୍‌ ଉପରେ ପାକିସ୍ତାନ ଲଗାଇଲା ପ୍ରତିବନ୍ଧକ

ଇସ୍‌ଲାମାବାଦ,୨୧।୭: ଚାଇନାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ପାକିସ୍ତାନ ଟେଲି କମ୍ୟୁନିକେଶନ ପ୍ରାଧିକାରଣ(ପିଟିଏ)ଲାଇଭ୍‌ ଷ୍ଟ୍ରିମିଙ୍ଗ ଆପ୍‌ ବିଗୋ ଉପରେ ପ୍ରତିବନ୍ଧକ ଲଗାଇ ଦେଇଛି। ଏହାସହ ଟିକ୍‌ଟକ୍‌କୁ ଚେତାବନୀ ଦେଇ କହିଛି ଏହି ଆପ୍‌ରେ ଅଶ୍ଳୀଳତାକୁ ନିୟନ୍ତ୍ରଣ କରିବାକୁ ଏକ ଉପାୟ…

ପ୍ରବାସୀ ପରେ ଏବେ ବିଦେଶରେ ଫସିଥିବା ଛାତ୍ରଙ୍କୁ ସ୍ବଦେଶ ଆଣିବେ ସୋନୁ

ମୁମ୍ବାଇ: କରୋନା ଭାଇରସ୍‌ ଲକ୍‌ଡାଉନରେ ଫସିରହିଥିବା ଲୋକଙ୍କୁ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଛାତ୍ରଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ବିଦେଶରେ ଫସିରହିଥିବା ଭାରତୀୟ ଛାତ୍ରଙ୍କୁ ସ୍ବଦେଶ ଆଣିବାକୁ ସୋନୁ ଯୋଜନା କରୁଥିବା ଜଣାପଡ଼ିଛି।…

ରାଜଧାନୀରୁ ପୁଣି ୨୧ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଏଠାରୁ ପୁଣି ୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୬ ଏବଂ ଲୋକାଲ…

୨୪ ଘଣ୍ଟାରେ ମାସ୍କ ନ ପିନ୍ଧି ଦେଲେ ୧ଲକ୍ଷ ଟଙ୍କାରୁ ଅଧିକ ଜରିମାନା

ଛତ୍ରପୁର,୨୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ କୋଭିଡ-୧୯ ଗାଇଡଲାଇନ୍‌ ଓ ଲକଡାଉନ ନିୟମକୁ କାର୍ଯ୍ୟକାରୀ ପାଇଁ ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ପୋଲିସ ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ବାବଦରେ ୧…

ପଞ୍ଚଭୂତରେ ବିଲୀନ ହେଲେ ବିଜୟ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତା ବିଜୟ ମହାନ୍ତିଙ୍କ ସୋମବାର ରାତିରେ ପରଲୋକ ଘଟିିଛି। ଏହି ଖବର ପ୍ରଚାରିତ ହେବା ପରେ ଶାରା ରାଜ୍ୟରେ ଶୋକର ଲହରୀ ଖେଳିଯାଇଛି। ଗତ ୨ ମାସ ଧରି ସେ ଅସୁସ୍ଥ ଥିଲେ।…

ଶ୍ରାଦ୍ଧ ଭୋଜିକୁ ବାହାଘର ପରି କଲେ ପାଳନ: ଷ୍ଟେଜ୍‌ରେ ନାଚିଲେ ଡ୍ୟାନ୍ସର

ନୂଆଦିଲ୍ଲୀ, ୨୧।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଶ୍ରାଦ୍ଧ ଭୋଜିକୁ ଅତି ଆଡ଼ମ୍ବର ସହକାରେ ପାଳନ କରାଯାଉଥିବା ଦେଖିବାକୁ ମିଳୁଛି। ଷ୍ଟେଜ୍‌ରେ ଜଣେ ଡ୍ୟାନ୍ସର ମଧ୍ୟ ନାଚୁଛନ୍ତି। ଏହି ଶ୍ରାଦ୍ଧ ଭୋଜି…

କରୋନା ପ୍ରଭାବ: ନିଜେ ଟାଇପ୍‌ କରୁଛନ୍ତି ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ,୨୧।୭: ମହାମାରୀ କରୋନା ସଂକ୍ରମଣକୁ ନେଇ ଜନସାଧାରଣ ଭୟଭୀତ ଅବସ୍ଥାରେ ଥିବା ବେଳେ ଏହାର ପ୍ରଭାବ ସବୁ କାର୍ଯ୍ୟରେ ପଡ଼ିଥିବା ଦେଖିବାକୁ ମିଳିଛି। ସୁପ୍ରିମକୋର୍ଟର ବିଚାରପତି ଶୁଣାଣି କରିବା ସମୟରେ ଏବେ ସମସ୍ତ ନିର୍ଦ୍ଦେଶକୁ ନିଜେ ଟାଇପ୍‌ କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…

ବର୍ଷାଦିନିଆ ଯତ୍ନ

ବର୍ଷାଦିନେ ଫ୍ଲୁ ଏବଂ ବ୍ୟାକ୍ଟେରିଆର ସଂକ୍ରମଣ ବହୁତ ବଢ଼ି ଯାଇଥାଏ। ତେଣୁ ଏହି ଋତୁରେ ଖାଦ୍ୟପେୟର ଭଲଭାବେ ଯତ୍ନ ନେବା ଜରୁରୀ। ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏହି ଋତୁରେ କେଉଁ ଖାଦ୍ୟ ଉପରେ ଗୁରୁତ୍ୱ ଦେବାକୁ ହେବ ଜାଣି ରଖନ୍ତୁ……

ହ୍ବାଇଟ ହାଉସରେ ରୋଷେଇ ଦାୟିତ୍ୱ ନେଇଛନ୍ତି ମେଲାନିଆ

ଓ୍ବାଶିଂଟନ,୨୧।୭: କରୋନା ଭାଇରସ ମହାମାରୀ ସମୟରେ ଏବେ ଦ୍ୱିପ୍ରହର ରୋଷେଇର ଦାୟିତ୍ୱ ନେଇଛନ୍ତି ଆମେରିକାର ଫାଷ୍ଟ ଲେଡି ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ। ଆମେରିକାର ରାଜଧାନୀ ଓ୍ବାଶିଂଟନ ଡିସିରେ ଥିବା ଓ୍ବାଇଟ ହାଉସ ଗରିବ ଲୋକଙ୍କୁ ସାହାଯ୍ୟ…

ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ନେଇ ଅନିଶ୍ଚିତତା: ନାମଲେଖା ବିଜ୍ଞପ୍ତିରେ ନାହିଁ ନାଁ

ଛତ୍ରପୁର,୨୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଖୋଲିବା ନେଇ ଅନିଶ୍ଚିତତା ମଧ୍ୟକୁ ଚାଲିଯାଇଛି। ବର୍ତ୍ତମାନ ଜିଲାର ଅନ୍ୟ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ବିଜ୍ଞପ୍ତି ବାହାରି ପ୍ରକ୍ରିୟା ଆରମ୍ଭ ହେଲାଣି। ମାତ୍ର ଉକ୍ତ ବିଜ୍ଞପ୍ତିରେ ଛତ୍ରପୁରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri