Home Left

ଶଙ୍ଖ ଭବନରେ ବଡ଼ ହଲଚଲ; ଅନସ୍ଥା ପ୍ରସ୍ତାବ ନେଇ ନବୀନ ଦେଲେ ସଙ୍କେତ!

ଭୁବନେଶ୍ୱର,୨୭ା୭(ସୁନିତ୍‌ ମିଶ୍ର): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସଙ୍କ ଦ୍ୱାରା ସରକାର ବିରୋଧରେ ପ୍ରସ୍ତାବିତ ଅନାସ୍ଥା ବିଷୟ ଏବେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି। ବିଜେଡି ଏ ନେଇ କ’ଣ ନିଷ୍ପତ୍ତି ନେବ, ତାହାକୁ ନେଇ ରାଜ୍ୟ ରାଜନୀତି ସରଗରମ।…

ଆଦ୍ୟାଶାଙ୍କୁ ‘ଏକ୍ସଲେନ୍ସ ଇନ୍‌ ପବ୍ଲିଶିଂ’ ଆଓ୍ବାର୍ଡ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଶନିବାର ଓ୍ବେଲ୍‌କମ୍‌ ହୋଟେଲ୍‌ଠାରେ ‘ଫେମିନା ଆଚିଭର୍ସ-୨୦୨୫’ ଆଓ୍ବାର୍ଡ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଏସ୍‌ଏନ୍‌ଏମ୍‌ ଗ୍ରୁପ୍‌ର ଚେୟାରମ୍ୟାନ୍‌ ପ୍ରଦୀପ୍ତ ମହାନ୍ତି, ସୋଆର କୁଳପତି…

ପ୍ରେମିକା ମା’ଙ୍କଠାରୁ ମାଡ଼ ଖାଇବା ପରଠାରୁ ନିଖୋଜ ଥିଲେ ନାବାଳକ, ଗଛରୁ ଝୁଲନ୍ତା ମୃତଦେହ ଠାବ, ଘରଲୋକେ…

ଥୁଆମୂଳ ରାମପୁର,୨୬।୭(ଦୁର୍ଗା କୀର୍ତ୍ତି): ପ୍ରେମିକାଙ୍କ ସହ ଗପୁଥିଲେ। ହଠାତ ସେଠାରେ ତାଙ୍କ ମା’ ପହଞ୍ଚିବା ପରେ ନାବାଳକଙ୍କୁ ମାରପିଟ ସହ ଗାଳିଗୁଲଜ କରିଥିଲେ। ଏହାପରଠାରୁ ନାବାଳକଜଣଙ୍କ ନିଖୋଜ ହୋଇଯାଇଥିଲେ। ଘର ଲୋକେ ଥାନାରେ ଆଶ୍ରା ନେବା ପରେ ଶନିବାର ତାଙ୍କ ଝୁଲନ୍ତା…

ବାର୍ଡ ଫ୍ଲୁ ଚିହ୍ନଟ: ଡମଣଭୂମିରେ ପୋତାହେଲା ୨୪୬୯ କୁକୁଡ଼ା

ନିରାକାରପୁର,୨୬ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ବାର୍ଡ ଫ୍ଲୁ ଚିହ୍ନଟ ପରେ ଶନିବାର କୁକୁଡ଼ା ମରା ଅଭିଯାନ ତୃତୀୟ ଦିବସରେ ଖୋର୍ଦ୍ଧା ଜିଲା ଓଲସିଂହ ପଞ୍ଚାୟତ ଡମଣଭୂମିରେ ଥିବା ଏକ କୁକୁଡ଼ା ଫାର୍ମରୁ ୨୪୫୦ କୁକୁଡ଼ା ସମେତ ୧୯ ଟି ଦେଶୀ କୁକୁଡ଼ାକୁ ମରାଯାଇଛି।…

କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ଯବାନଙ୍କୁ ମନେ ପକାଇଲେ, କହିଲେ ଦେଶ ମାତୃକାର ସେବାରେ…

ଦିଗପହଣ୍ଡି,୨୬ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ସନ୍ଧ୍ୟାରେ ଭାଜପା ପକ୍ଷରୁ କାର୍‌ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଶ୍ରୀଚନ୍ଦ୍ର ଚୂଡ଼େଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଜପା ଶକ୍ତିକେନ୍ଦ୍ର କାର୍ଯ୍ୟକର୍ତ୍ତା ସୁଷମା ଗୌଡ଼ ଅଧ୍ୟକ୍ଷତା କରିଥିଲେ। କାର୍‌ଗିଲ…

ଜିଲାପାଳଙ୍କ ଆଦେଶର ଖୋଲାଖୋଲି ଅବମାନନା: ସଦରମହକୁମା ବାହାରେ ଥିଲେ ବିଡିଓ, ଦୁର୍ଘଟଣା ପରେ ସାମ୍ନାକୁ ଆସିଲା…

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): ଲଘୁଚାପ ଓ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ ଅଫିସ ଖୋଲା ରହିବ ବୋଲି କଟକ ଜିଲାପାଳ ଦତ୍ତାତ୍ରେୟ ଭାଉ ସାହେବ ଶିନ୍ଦେ ନିର୍ଦ୍ଦେଶନାମା ଜାରି କରିଥିଲେ। କଟକ ଜିଲା ସଦରମହକୁମାରେ ଅବସ୍ଥିତ ସଦର…

ହୋଇଗଲା କନ୍‌ଫର୍ମ: ଏହିଦିନ ମୁହାଁମୁହିଁ ଭାରତ-ପାକିସ୍ତାନ, ୨୦ ଦିନ ଯାଏ…

ନୂଆଦିଲ୍ଲୀ,୨୬।୭: ସମସ୍ତ ବିବାଦରେ ପୂର୍ଣ୍ଣଚ୍ଛେଦ। ଖୁବ୍‌ଶୀଘ୍ର କ୍ରିକେଟ ପିଚ୍‌ରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ। ଏସିଆ କପ୍‌ ୨୦୨୫ରେ ଏହି ଦୁଇ ଦେଶ ମଧ୍ୟରେ ମୁକାବିଲା ହେବ, ଯାହାକୁ ନେଇ ଆଧିକାରିକ ଘୋଷଣା ହୋଇସାରିଛି। ଏସିଆନ କ୍ରିକେଟ କାଉନସିଲ ଆୟୋଜିତ ଏହି ଟୁର୍ନାମେଣ୍ଟ…

ସ୍ତ୍ରୀଙ୍କ ସହ ବୁଲିବାକୁ ଆସିଥିଲେ ବିଡିଓ, ଉଛୁଳା ନଦୀକୁ ଖସିପଡ଼ିଲା କାର୍‌, ପ୍ରବଳ ଜଳସ୍ରୋତରେ…

କୋଣାର୍କ,୨୬ା୭(ଜ୍ୟୋତିରାଜ ମହାନ୍ତି): ପୁରୀ-କୋଣାର୍କ ବେଳାମାର୍ଗ ଚନ୍ଦ୍ରଭାଗା ମେରାଇନ ଥାନା ଅନ୍ତର୍ଗତ ଲୋଟସ ରିସର୍ଟ ନିକଟ ରାମଚଣ୍ଡୀ ମୁହାଣ କୁଶଭଦ୍ରା ନଦୀରେ କାର ବୁଡି ଯାଇଥିଲା। କଟକ ସଦର ବିଡିଓ ପ୍ରତୀକ ସାହୁ (୩୩)ଓ ତାଙ୍କ ସ୍ତ୍ରୀ ରଶ୍ମୀ ସାହୁଙ୍କ ସହ ଶନିବାର…

ଭାରତ ତୁଳନାରେ ଦୁବାଇରେ କେତେ ଶସ୍ତା ସୁନା? ସାଙ୍ଗରେ ଆଣିପାରିବେ ଏତିକି ଗ୍ରାମ 

ନୂଆଦିଲ୍ଲୀ,୨୬।୭: ଦୁବାଇ ବିଶ୍ୱବ୍ୟାପୀ ଲୋକଙ୍କ ପାଇଁ ଏକ ସ୍ବର୍ଗ ସଦୃଶ। ଏହାର ଆଧୁନିକ ଅଟ୍ଟାଳିକା, ବିଳାସପୂର୍ଣ୍ଣ ଶପିଂ, ଚମକୁଥିବା ନାଇଟଲାଇଫ ଏବଂ ବୁର୍ଜ ଖଲିଫା ଭଳି ଦର୍ଶନୀୟ ସ୍ଥାନ ପାଇଁ ଏହା ବିଖ୍ୟାତ। ଏହା ବ୍ୟତୀତ ଦୁବାଇ ତା’ର ପ୍ରସିଦ୍ଧ ସୁନା…

ବାଇକ୍‌କୁ ରକ୍ଷା କରିବା ପାଇଁ ଯାଇ ପିଟିହେଲା ଦୁଇ ଟ୍ରକ୍‌: ଚାଲିଗଲା ୨ ଜୀବନ, ୨ ଗୁରୁତର

ନୟାଗଡ଼,୨୬ା୭(ଲୋକନାଥ ମିଶ୍ର): ଶନିବାର ସନ୍ଧ୍ୟାରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନମ୍ବର ଜାତୀୟ ରାଜପଥର ଟାକରା ନିକଟସ୍ଥ ଅସନିବେରେଣା ରାସ୍ତା ନିକଟରେ ଏକ ବାଇକ୍‌କୁ ରକ୍ଷା କରିବାକୁ ଯାଇ ଦୁଇ ମାଲ ବୋଝେଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ…

ନିଜର ପେଟ୍ରୋଲ ପମ୍ପ ଖୋଲିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଲାଇସେନ୍ସଠାରୁ ଆରମ୍ଭ କରି ରୋଜଗାରର ପୂରା ପ୍ରକ୍ରିୟା

ପେଟ୍ରୋଲ ପମ୍ପ ବ୍ୟବସାୟ ବିଶ୍ୱର ଅନ୍ୟତମ ଲାଭଜନକ ବ୍ୟବସାୟ ମଧ୍ୟରୁ ଗୋଟିଏ ଭାବେ ପରିଗଣିତ ହୁଏ। ଭାରତ ଭଳି ଦେଶରେ, ଯେଉଁଠାରେ ପରିବହନ ଓ ଲଜିଷ୍ଟିକ୍ସ ଦ୍ରୁତ ଗତିରେ ବୃଦ୍ଧି ପାଉଛି, ଏହାର ଚାହିଦା ଆହୁରି ଅଧିକ। ଯଦି ଆପଣ ମଧ୍ୟ…

ଲଙ୍କାଧୂଆଁ ଦେଇ ନାଗସାପକୁ ଜଗିଲେ ୮ ଘଣ୍ଟା, ବର୍ଷାଦିନରେ ସମସ୍ୟା ଆଣୁଛି…

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ବର୍ଷାଋତୁରେ ଗାତଗୁଡ଼ିକରେ ପାଣି ଭର୍ତ୍ତି ହୋଇଯାଉଛି। ଫଳରେ ସାପମାନେ ଗାତ ଭିତରୁ ବାହାରି ଏଣେତେଣେ ଘୂରି ବୁଲୁଛନ୍ତି। ଏହି ସମୟରେ ସେମାନଙ୍କ ଆକ୍ରମଣରେ ଲୋକେ ମୃତ୍ୟୁବରଣ କରୁଛନ୍ତି। ଏଥିସହ ଲୋକେ ମଧ୍ୟ ସାପକୁ ବାଡ଼ାଇ ମାରିଦେଉଛନ୍ତି। ତେଣୁ ଅନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri