ଜେଲରେ ଆତ୍ମହତ୍ୟା ଉଦ୍ୟମ କଲେ ନଳିିନୀ
ଭେଲୋର, ୨୧।୭: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷର ସାବ୍ୟସ୍ତ ହୋଇ ଜେଲରେ ଥିବା ନଳିନୀ ଶ୍ରୀହରନ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଜେଲରେ ଥିବା ଅନ୍ୟ କଏଦୀଙ୍କ ସହିତ ଝଗଡ଼ା କରି ସେ ଏଭଳି କରିଥିବା କୁହାଯାଉଛି। ସେ…
କରୋନାକୁ ହରାଇ ପୁଣି କାର୍ଯ୍ୟରେ ଯୋଗଦେଲେ ୧୨ ପୋଲିସ କର୍ମଚାରୀ; ଆମେ ଗର୍ବିତ : ଗଞ୍ଜାମ ଏସ୍ପି
ଛତ୍ରପୁର,୨୧।୭(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଅଧୀନ ଆସିକା ଓ ବୁଗୁଡ଼ା ଥାନା ଅଞ୍ଚଳରେ କୋଭିଡ -୧୯ ମୁକାବିଲା କରୁଥିବା ବେଳେ ୧୨ ଜଣ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ସେମାନେ କରୋନାକୁ ହରାଇ ସାମବାର ସୁସ୍ଥ ହେବା ସହ ପୁଣି…
ପିପିଇ କିଟ୍ ପିନ୍ଧି ବୁଢ଼ୀମାଙ୍କୁ ମୁଖାଗ୍ନି ଦେଲେ ନାତି
କୋଦାଡ଼, ୨୧।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। କେତେକ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ନେବାକୁ ଲୋକେ ଆସୁ ନ ଥିବା ଘଟଣାମାନ ଘଟୁଛି। ସମ୍ପ୍ରତି ତେଲଙ୍ଗାନାରେ ଜଣେ ନାତି…
କରୋନା ଯୁଦ୍ଧରେ ସଫଳ ହେଲେ ଗଞ୍ଜାମର ୯୫ ବର୍ଷୀୟ ବୃଦ୍ଧ
ଛତ୍ରପୁର, ୨୧।୭(ଡି.ଏନ୍.ଏ.): କରୋନା ଯୁଦ୍ଧ ଲଢ଼ି ସଫଳ ହୋଇଛନ୍ତି ୯୫ ବର୍ଷୀୟ ବୃଦ୍ଧ ଉଦୟନାଥ ବିଷୋୟୀ। ତାଙ୍କ ଘର ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ ସାରାବାଡ଼ି ରେ। କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ଶିତଳାପଲିସ୍ଥିତ…
ପୁଅ ହେବ ତ ଏମିତି: କରୋନା ସଂକ୍ରମିତ ମା’ଙ୍କୁ ଦେଖିବା ପାଇଁ…
କରୋନା ସମୟରେ ସାମାଜିକ ଦୂରତା ବଜାୟ ରଖିତ୍ବା ନିହାତି ଆବଶ୍ୟକ। କରୋନା ଆକ୍ରାନ୍ତଙ୍କଠାରୁ ଦୂରେଇ ରହିବା ତାଙ୍କ ପରିବାର ପାଇଁ ବେଶ୍ କଷ୍ଟର ସାବ୍ୟସ୍ତ ହୋଇଥାଏ। ଯାହାର ଏକ ନିଚ୍ଛକ ଉଦାହରଣ ପାଲେଷ୍ଟାଇନରେ ଦେଖିବାକୁ ମିଳିଛି। ଏଠାରେ ଜଣେ ମହିଳା କରୋନା…
ମାସ୍କ୍ ନ ପିନ୍ଧିଲେ ୫୦୦, ଦୂରେଇ ନ ରହିଲେ ୩୦୦୦ ଦେବାକୁ ପଡ଼ିବ ଜରିମାନା
ଶ୍ରୀନଗର, ୨୧।୭: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଲୋକେ କରୋନା ସଂକ୍ରମଣ ଲାଗି ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ କରୁ ନ ଥିବାରୁ ଜରିମାନା ବ୍ୟବସ୍ଥାର ପ୍ରଚଳନ କରାଯାଇଛି। ଏନେଇ…
ବିଲରେ ଧାନ ରୋଉଛନ୍ତି ଏହି ଅଭିନେତା, ଗର୍ଲଫ୍ରେଣ୍ଡ୍ ଶେୟାର କଲେ ଫଟୋ
କରୋନା ଭାଇରସ ଯୋଗୁ ଚଳଚ୍ଚିତ୍ର ଶୁଟିଂ ବନ୍ଦ ରହିଛି। ତେବେ ଅନଲକ ସମୟରେ ସର୍ତ୍ତମୂଳକ ଶୁଟିଂକୁ ଅନୁମତି ଦିଆଯାଇଛି। ଅଭିନେତା ସଲମାନ ଖାନ ମଧ୍ୟ ତାଙ୍କ ଫିଲ୍ମର ଶୁଟିଂ ଯୋଗୁ ତାଙ୍କ ଫାର୍ମହାଉସରେ ପୁରା ସମୟ ବିତାଉଛନ୍ତି। ଏହି ସମୟରେ ତାଙ୍କର…
ଷଡ଼ଯନ୍ତ୍ରର ଶିକାର ବ୍ୟାସନଗର ସହର
ଯାଜପୁର ରୋଡ୍,୨୧।୭(ଡି.ଏନ୍.ଏ.): ଯାଜପୁର ଜିଲାର ଅନ୍ୟତମ ପ୍ରମୁଖ ସହର ବ୍ୟାସନଗର ସବୁକ୍ଷେତ୍ରରେ ଅବହେଳିତ ଓ ଷଡଯନ୍ତ୍ରର ଶିକାର ବୋଲି ଅଭିଯୋଗ ହୋଇଆସୁଛି। ରାସ୍ତା, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ଶିକ୍ଷା ଆଦି କ୍ଷେତ୍ରରେ ସହରକୁ ଅଣଦେଖା କରାଯାଉଛି। ଏପରିକି ସହରର ୫ହଜାରରୁ ଉର୍ଦ୍ଧ୍ୱ ପ୍ରଜା…
ଶିଳ୍ପାୟନର ଯକ୍ଷ୍ମା ଅବଦାନ
ଯାଜପୁର ଅଫିସ,୨୧।୭: ଯାଜପୁର ଜିଲାରେ ୧୯୯୫ରୁ ଦ୍ରୁତ ଶିଳ୍ପାୟନ ଘଟିଛି। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତା କୂଳରେ ୧୫ରୁ ଉର୍ଦ୍ଧ୍ୱ ଇସ୍ପାତ ଓ ସିମେଣ୍ଟ କାରଖାନା ସାଙ୍ଗକୁ କ୍ୟାପ୍ଟିଭ ପାୱାର ପ୍ଲାଣ୍ଟ ପ୍ରତିଷ୍ଠା ହୋଇଛି। ଏହାସହିତ ସୁକିନ୍ଦା ବ୍ଲକ ଅଞ୍ଚଳରେ ୧୦ରୁ…
ଲୋକମାନେ ରାସ୍ତାରେ ଯାଉଥିଲେ, ହଠାତ୍ ହେଲା ଭୂସ୍ଖଳନ: ଆଉ ତା’ପରେ
ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। କିଛି ଭିଡିଓ ଆପଣଙ୍କୁ ହସାଇଥାଏ, କିଛି ଭିଡିଓ ଆପଣଙ୍କୁ ଭୟଭୀତ କରେ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବ। ଭିଡିଓରେ ଦେଖାଯାଉଛି…
ପରୀକ୍ଷାମୂଳକ ଭାବେ ଗଡ଼ିଲା ଇଞ୍ଜିନ
ଚଣ୍ଡିଖୋଲ, ୨୧।୭ (ଡି.ଏନ୍.ଏ): ହରିଦାସପୁର-ପାରାଦୀପ ରେଳପଥ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ସୋମବାର ଏଥିରେ ପ୍ରଥମକରି ରେଳ ବିକାଶ ନିଗମ ଲିମିଟେଡ (ଆର୍ଭିଏନ୍ଏଲ୍) ପକ୍ଷରୁ ପରୀକ୍ଷାମୂଳକ ଭାବେ ଏକ ଇଞ୍ଜିନ ଗଡ଼ିଛି। ଚଳିତ ମାସ ଶେଷ ସୁଦ୍ଧା ଏହି ରେଳପଥରେ…
ଶ୍ରୀମୁଖରେ ଝଲସିଲା ରତ୍ନ ଚିତା
ପୁରୀ ଅଫିସ,୨୧।୭: ପବିତ୍ର ଚିତାଲାଗି ଅମାବାସ୍ୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ତିନିଠାକୁରଙ୍କୁ ଦଇତାପତି ସେବକମାନେ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠିଛି ରତ୍ନଚିତା। ଶ୍ରୀମନ୍ଦିରରେ ସକାଳଧୂପ ଓ ଭୋଗମଣ୍ଡପ ନୀତି…
Archives


