ହେଲ୍ପ ଡେସ୍କରେ କାର୍ଯ୍ୟରତ ୨ କର୍ମଚାରୀ କରୋନା ପଜିଟିଭ୍: କୋରାପୁଟ ଜିଲା ଚିକିତ୍ସାଳୟ ୪୮ ଘଣ୍ଟା ବନ୍ଦ
ଜୟପୁର,୨୦ା୭(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଚିକିତ୍ସାଳୟର ୨ଜଣ ହେଲ୍ପ ଡେସ୍କରେ କାର୍ଯ୍ୟରତ ଅସ୍ଥାୟୀ ମହିଳା କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ତୁରନ୍ତ ଜିଲା ଚିକତ୍ସାଳୟକୁ ଆସନ୍ତା ୪୮ ଘଣ୍ଟା ଗୁରବାର ତ୍ପର୍ଯ୍ୟନ୍ତ ବନ୍ଦ କରାଯାଇଛି ।…
ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ
ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି। ଏ ନେଇ ସମ୍ବଲପୁର ଜିଲାପାଳ ଏକ…
ଛକା ମାରିବାରେ ବେନ୍ ଷ୍ଟୋକ୍ସଙ୍କ ରେକର୍ଡ
ମାଞ୍ଚେଷ୍ଟର, ୨୦।୭- ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ଅନ୍ତିମ ତଥା ୫ମ ଦିବସରେ ସୋମବାର ଇଂଲଣ୍ଡର ବେନ୍ ଷ୍ଟୋକ୍ସ ଏକ କିର୍ତ୍ତୀମାନର ଅଧିକାରୀ ହୋଇଛନ୍ତି। ଟେଷ୍ଟ କ୍ରିକେଟ୍ ସାଧାରଣତଃ ଧିମା କ୍ରିକେଟ୍ ଭାବେ…
ଏହା କେବଳ ଭାରତରେ ସମ୍ଭବ; ଦେଖନ୍ତୁ ଭିଡିଓ
କେଦାରନାଥ,୨୦।୭-ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭିଡିଓ ଭାଇରାଲ ହେଉଛି। ତେବେ ବର୍ତ୍ତମାନ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିକି ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ ଦେଖାଯାଇଛି, ପାହାଡରେ ନିର୍ମାଣ ହୋଇଥିବା ସିଡିରେ ଏକ ଟ୍ରାକ୍ଟର ଚଢୁଛି ଏବଂ…
କୋଭିଡ୍ ହସ୍ପିଟାଲରେ କାର୍ଯ୍ୟରତ ଏହି ସବୁ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ ରାଶି: ଜାଣନ୍ତୁ କାହାକୁ କେତେ
ଭୁବନେଶ୍ୱର,୨୦।୭(ବ୍ୟୁରୋ): କୋଭିଡ୍ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସ, ଫାର୍ମାସିଷ୍ଟ ରେଡିଓଗ୍ରାଫର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ ରାଶି। ଏନେଇ ସୋମବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଡାକ୍ତରମାନଙ୍କୁ ଦୈନିକ ୧ ହଜାର…
ପଶ୍ଚିମବଙ୍ଗରେ ପ୍ରତି ସପ୍ତାହରେ ୨ଦିନ ହେବ ପୂର୍ଣ୍ଣ ଲକ୍ଡାଉନ
କୋଲକାତା,୨୦।୭: କରୋନା ଭାଇରସ୍ ସଂକ୍ରମଣ ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପଶ୍ଚିମବଙ୍ଗରେ ମହାମାରୀ କରୋନା ଭୟାବହ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ପ୍ରତି ସପ୍ତାହରେ ୨ ଦିନ ସମ୍ପୂର୍ଣ୍ଣ ଲକ୍ଡାଉନ୍ କରିବାକୁ…
ବିଦ୍ୟାଳୟ ବନ୍ଦ: ଗାଈ, ମଇଁଷି ଚରାଉଛନ୍ତି ପିଲା
କୋରୁକୋଣ୍ଡା,୨୦।୭(ଡି.ଏନ.ଏ): କରୋନା କଟକଣା ଯୋଗୁ ବିଦ୍ୟାଳୟ କେବେ ଖୋଲିବ ତାହା ରାଜ୍ୟ ସରକାର ଏଯାଏ ସ୍ପଷ୍ଟ ଭାବେ ଘୋଷଣା କରି ନାହାନ୍ତି। ଏହି ସମୟରେ ମାଲକାନଗିରି ଜିଲାର କେତେକ ଛାତ୍ରୀଛାତ୍ର ପାଠପଢ଼ାରୁ ବଞ୍ଚିତ ହୋଇ ନିଜ ପରିବାର ଭରଣପୋଷଣ ନିମନ୍ତେ କାର୍ଯ୍ୟ…
ଉତ୍ତରପ୍ରଦେଶରେ କରୋନା ରୋଗୀଙ୍କୁ ମିଳିବ ହୋମ ଆଇସୋଲେଶନ ସୁବିଧା: ମାନିବାକୁ ପଡ଼ିବ ଏହି ସବୁ ନିର୍ଦ୍ଦେଶ
ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଧିଷ୍ଟ ପ୍ରୋଟୋକଲର ସର୍ତ୍ତାବଳୀ ସହିତ କରୋନା ରୋଗୀଙ୍କୁ ହୋମ ଆଇସୋଲେଶନ୍ ପାଇଁ ରାଜ୍ୟ ସରକାର ଅନୁମତି…
ଧୋନୀଙ୍କ ନିଶ
ନୂଆଦିଲ୍ଲୀ, ୨୦।୭: ଭାରତୀୟ କ୍ରିକେଟ୍ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଗତ ଏକବର୍ଷ ଧରି କ୍ରିକେଟ୍ରୁ ଦୂରେଇ ରହିଛନ୍ତି। ଶେଷଥର ପାଇଁ ଗତ ବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ଏକଦିବସୀୟ ବିଶ୍ୱକପ୍ରେ ଧୋନୀ ଖେଳୁଥିବାର ନଜର…
ଚିତ୍ରକୋଣ୍ଡା ଦୈନିକ ବଜାରର ୭ ଦୋକାନ ସିଲ୍
ଚିତ୍ରକୋଣ୍ଡା,୨୦।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ଥିବା ୭ଟି ଦୋକାନ ଉପରେ ସୋମବାର ଚଢ଼ାଉ କରାଯାଇ ସିଲ୍ କରାଯାଇଛି। ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ନେତୃତ୍ୱରେ ଅତିରିକ୍ତ ତହସିଲଦାର ଚନ୍ଦ୍ରମଣି ସ୍ବାଇଁ ଓ ଏକ ତହସିଲ ଟିମ୍ ବଜାରରେ କରୋନା…
ଗ୍ୟାସ୍ ଟାଙ୍କିରୁ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୯ ପରିବାରର ୪୦ ବଖରା
ମହାକାଳପଡ଼ା,୨୦।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାଜଗଡ଼ ପଞ୍ଚାୟତର ନିୟାମନ୍ତପୁର ଗ୍ରାମରେ ସୋମବାର ଭୟାଭହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୯ ପରିବାରର ୪୦ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ଏଥିରେ ୩ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗ୍ରାମର…
ହିଟ୍ ଫିଲ୍ମ ଦେବା ପରେ ବି କାହିଁକି ବଲିଉଡ୍ରୁ ଦୂରେଇ ଯାଇଛନ୍ତି ଏହି ନାୟିକା
ମୁମ୍ବାଇ: ବଲିଉଡ୍ରେ ଏବେ ନେପୋଟିଜିମକୁ ନେଇ ବହୁ ଚର୍ଚ୍ଚା ଚାଲିଥିବା ବେଳେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ଆସୁଛି। ଏଠି ଏମିତିବି କେତେଜଣ କଳାକାର ଅଛନ୍ତି ଯେଉଁମାନେ ହିଟ୍ ଫିଲ୍ମ ହେବା ପରେ ବି ମୁହଁ ଫେରାଇ ନେଇଛନ୍ତି। ଏମିତି…
Archives


