Home Left

୭ ମାସ ହେବ ବ୍ୟକ୍ତିଙ୍କ ପେଟରେ ବାଜୁଥିଲା ଘଣ୍ଟି: ଅଲ୍‌ଟ୍ରାସାଉଣ୍ଡ ପରେ ଡାକ୍ତର ଯାହା ଦେଖିଲେ ହୋଇଗଲେ ଆଶ୍ଚର୍ଯ୍ୟ

ଦୁନିଆରେ ଅନେକ ପ୍ରକାରର ଲୋକ ରହିଛନ୍ତି। ତେବେ ଅଧିକାଂଶ ଲୋକ ନିଜର ଶଉକ ପୂରଣ କରିବା ପାଇଁ ହେଉ ଅବା ଚର୍ଚ୍ଚାକୁ ଆସିବା ପାଇଁ ସେମାନେ କିଛି ବି କରିବାକୁ ରାଜି ଥାନ୍ତି। ତେବେ ଇଜିପ୍ଟର ସେମିତି ଏକ ଘଟଣା ଏବେ…

ରାହୁଲଙ୍କ ଭବିଷ୍ୟତ ପାଇଁ ବିପଦ ନ ଥିଲେ ମନମୋହନ, ସେଥିପାଇଁ ସୋନିଆ କରିଥିଲେ ପ୍ରଧାନମନ୍ତ୍ରୀ: ଓବାମା

ୱାଶିଂଟନ/ନୂଆଦିଲ୍ଲୀ,୧୭ ।୧୧: ଆମେରିକାର ପୂର୍ବତନ ରାଷ୍ଟ୍ର୍ରପତି ବାରାକ ଓବାମାଙ୍କ ପୁସ୍ତକ ‘ଏ ପ୍ରୋମିଜ୍‌ଡ ଲ୍ୟାଣ୍ଡ’ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ତାଙ୍କ ମା’ସୋନିଆ ଗାନ୍ଧୀ ତଥା ଦଳ ପାଇଁ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି କରିଛି । ଓବାମା…

ବାଘ ଛାଲ ବିକ୍ରି ପାଇଁ ହେଉଥିଲା ଡିଲ୍‌, ଧରାପଡ଼ିଲେ ଯୁବକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ବରମୁଣ୍ଡାରେ କଲରା ପତରିୟା ବାଘ ଛାଲ ବିକ୍ରି ପାଇଁ ମଙ୍ଗଳବାର ଡିଲ୍‌ ଚାଲିଥିଲା। ଏହି ସମୟରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ବାଘ ଛାଲ ଜବତ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ପ୍ରଶାନ୍ତ ନାୟକ।…

୧୧ ବର୍ଷୀୟା ଗର୍ଲଫ୍ରେଣ୍ଡ୍‌ଙ୍କୁ ନେଇ ପଳାଇଲେ ୧୪ ବର୍ଷର ବାଳକ, ଆଉ ତା’ପରେ

ଆମେରିକାରେ ଏକ ରୋଚକ ଘଟଣା ଘଟିଛି। ଜଣେ ୧୪ ବର୍ଷର ବାଳକ ତାଙ୍କ ୧୧ ବର୍ଷର ଗର୍ଲଫ୍ରେଣ୍ଡକୁ ନେଇ ଏକ କାରରେ ଘରୁ ପଳାଇ ଯାଇଛନ୍ତି। ଆମେରିକାରେ ନ୍ୟୁୟର୍କ ସହରରେ ଘଟିଛି ଏହି ଘଟଣା। ପିଲାଟି ପିତାଙ୍କ କାର ବାହାର କରି…

ସୋନୁ ସୁଦଙ୍କ ଜୀବନରେ ପ୍ରଥମ ଥର ଆସିଥିଲେ ଏହି ଝିଅ: ଜାଣନ୍ତୁ ସେ କିଏ…

ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ଅସହାୟ ଲୋକଙ୍କୁ ସହାଯ୍ୟ କରିବା ସହ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ ସେ ସବୁବେଳେ ସମ୍ପର୍କରେ ରହିଥାନ୍ତି। ନିକଟରେ ଜଣେ ପ୍ରଶଂସକ ଭଗବାନଙ୍କ ଫଟୋ ନିକଟରେ ସୋନୁଙ୍କ ଫଟୋରଖି ପୂଜା…

୧୨୫ ଦିନ ପରେ ଆଜି ଦେଶରେ ସବୁଠୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମୁଛି। ୧୨୫ ଦିନ ପରେ ମଙ୍ଗଳବାର ଦେଶରେ ସବୁଠୁ କମ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୧୬୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୪୯…

ପିଟିଶନ କମିଟିରେ ଶକ୍ତି ବିଭାଗର ଆଲୋଚନା

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ପିଟିଶନ୍‌ କମିଟି ବୈଠକ ସଂଖ୍ୟା ୫୪ନଂ ପ୍ରକୋଷ୍ଠରେ ସୋମବାର ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହା କମିଟିର ପ୍ରଥମ ବୈଠକ ହୋଇଥିବା ବେଳେ ଏଥିରେ ଶକ୍ତି ବିଭାଗ ଉପରେ ଆଲୋଚନା ଆରମ୍ଭ ହୋଇଛି। ବିଭିନ୍ନ ବିଭାଗରୁ…

ମହାପ୍ରଭୁଙ୍କ ଆଭୂଷଣ ପାଇଁ ଓଡ଼ିଆ ଭକ୍ତ ଦେବେ ସୁନା

ପୁରୀ ଅଫିସ,୧୭।୧୧: ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢ଼ିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଭକ୍ତ ଆଗେଇ ଆସିଥିବାବେଳେ ଏବେ ଆଉ ଜଣେ ଭକ୍ତ…

ରାମାୟଣ, ମହାଭାରତ ଶୁଣି ବିତିଥିଲା ପୂର୍ବତନ ଆମେରିକା ରାଷ୍ଟ୍ରପତିଙ୍କ ପିଲାଦିନ

ଓ୍ବାଶିଂଟନ,୧୭।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବେ ନିଜ ପୁସ୍ତକ ପାଇଁ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ସେ ପୁସ୍ତକରେ କହିଛନ୍ତି ଯେ ତାଙ୍କ ମନରେ ଭାରତ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ଅଛି। କାରଣ ସେ ପିଲାଦିନେ ଇଣ୍ଡୋନେସିଆରେ ରହୁଥିବାବେଳେ…

ଜାନୁୟାରୀ ୫ରୁ ଧାନ ସଂଗ୍ରହ

ଜଗତ୍‌ସିଂହପୁର ଅଫିସ, ୧୭।୧୧: ଆସନ୍ତା ଜାନୁୟାରୀ ୫ରୁ ଜିଲାରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ୧୦୫ଟି ପାକ୍ସ (ପ୍ରାଥମିକ କୃଷି ସମବାୟ ସମିତି) ମାଧ୍ୟମରେ ୮୫, ୨୯୪.୧୧୭ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ପାଇଁ…

ମୃତ ବଉଳା କୁମ୍ଭୀର ଉଦ୍ଧାର

ରାଜନଗର,୧୭।୧୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରବାହିତ ପାଟ୍ଟଶାଳା ନଦୀରୁ ସୋମବାର ୬ ଫୁଟ ଲମ୍ବର ମାଈ କୁମ୍ଭୀର ମୃତଦେହ ଉଦ୍ଧାର ହୋଇଛି। ମାଈ କୁମ୍ଭୀରର ୪ ଦିନ ତଳୁ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦରୁ ଜଣାପଡିଛି। ଅତିରିକ୍ତ ପ୍ରାଣୀ…

ଅସ୍ତିତ୍ୱ ହରାଉଛି ଚଣ୍ଡିଆ ପାହାଡ଼

ଯାଜପୁର ଅଫିସ୍‌/ବାଲିଚନ୍ଦ୍ରପୁର, ୧୭।୧୧(ସ୍ବ.ପ୍ର): ମୁଗୁନି, ଖଡ଼ି, ଶାଣ ଏବଂ କନ୍ଦା ଆଦି ପଥରରେ ନିର୍ମିତ ମୂର୍ତ୍ତି, ମନ୍ଦିର ଓ ଘରକରଣା ସାମଗ୍ରୀ ପାଇଁ ଯାଜପୁର ଜିଲାର ସୁନାମ ସାରା ରାଜ୍ୟରେ ରହିଛି। ଜିଲାର ପଥର କାରିଗରମାନେ ଦର୍ପଣ ତହସିଲ ଅନ୍ତର୍ଗତ ମଝିପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?