Home Left

ଘୋଡ଼ାଚଢି ନିର୍ବାଚନ ପ୍ରଚାରରେ ବାହାରିଲେ ଭାଜପା ନେତା

ଇନ୍ଦୋର,୧୯।୭: ମଧ୍ୟପ୍ରଦେଶର ସାନଓ୍ବର ଆସନ ଲାଗି ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏଠାରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ହେଉଛି। କଂଗ୍ରେସ ଘର ଘର ବୁଲି ପ୍ରଚାର କରୁଥିବା ବେଳେ ଭାଜପା…

ମାସ୍କ ନ ପିନ୍ଧି ଦେଲେ ୮୭ ହଜାରରୁ ଅଧିକ ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୯।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…

ଭୁବନେଶ୍ୱରରେ କରୋନା ସ୍ଥିତି ସାଂଘାତିକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା ନେଇ ପ୍ରତିକ୍ରିୟା ରଖିଛନ୍ତି ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ। ସେ କହିଛନ୍ତି, କରୋନା ସଂକ୍ରମଣ ନ ବ୍ୟାପିବା ଲାଗି ସରକାର ଠିକ୍‌ ପରିଚାଳନା କରିପାରୁନାହାନ୍ତି। ଭୁବନେଶ୍ୱରରେ ସ୍ଥିତି ସାଂଘାତିକ।…

ଆଖୁ ଚୋପରୁ ତିଆରି ହେଉଛି ମାସ୍କ: ୩୦ ଥର ହୋଇପାରିବ ବ୍ୟବହାର

ନୂଆଦିଲ୍ଲୀ,୧୯।୭: କରୋନା ସଂକ୍ରମଣ ରୋକିବାକୁ ମାସ୍କ ପିନ୍ଧିବା ଜରୁରୀ ବୋଲି କହିଛନ୍ତି ସ୍ବାସ୍ଥ୍ୟବଜ୍ଞାନୀ ଓ ଡାକ୍ତର। କରୋନା ଭଳି ଏକ ଅଦୃଶ୍ୟ ମହାମାରୀ ସହ ଲଢିବାକୁ ହେଲେ ହାତ ଧୋଇବା, ସୋସିଆଲ ଡିଷ୍ଟାନସିଂ ରଖିବା, ଫେସମାସ୍କ, ଗ୍ଲୋବ୍ସ ଆଦି ପିନ୍ଧିବାକୁ କୁହାଯାଇଛି।…

କଟକରୁ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୫୦କୁ ବୃଦ୍ଧି

କଟକ ଅଫିସ,୧୯ା୭: ରବିବାର କଟକ ସହରରୁ ପୁଣି ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ହେଲେ ରାଉସପାଟଣାର ୫ ଜଣ।…

ଦାୟିତ୍ୱ ନେଲେ କଟକର ନୂଆ ଡିସିପି

କଟକ ଅଫିସ,୨୯।୭: କଟକର ନୂଆ ଡିସିପି ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ପ୍ରତୀକ ସିଂ। ଡିସିପି କାର୍ଯ୍ୟାଳୟରେ ସେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ପରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।…

ଲକ୍‌ଡାଉନ ଏନ୍‌ଫୋର୍ସମେଣ୍ଟ କଡାକଡ଼ି: ଆଦାୟ ହେଲାଣି ୧୮ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବଡିଭିଜନ ଅଧୀନରେ ୮ ଟି ବ୍ଲକ ଓ ୯ ଟି ସହର ରହିଛି। କୋଭିଡ ସମୟରେ ଜାରି ହୋଇଥିବା ଲକ୍‌ଡାଉନ ଗାଇଡଲାଇନ୍‌ ପାଳନ ସମ୍ପର୍କୀୟ ନିୟମିତ ଏନ୍‌ଫୋର୍ସମେଣ୍ଟ ସହ ଏହାକୁ କଡାକଡି କରାଯାଉଛି। ତହସିଲଦାର, ପୋଲିସ,…

୫ ଦିନ ଲାଗି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୧୯ା୭: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି)ଠାରେ ରହିଥିବା ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ୫ଦିନ ପାଇଁ ଶଟ୍‌ଡାଉନ୍‌ କରାଯାଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଉକ୍ତ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ କରୋନା…

ବଲିଉଡ୍‌ରେ ଶୋକ: ପରପାରିରେ ନିର୍ଦ୍ଦେଶକ ରଜତ

ମୁମ୍ବାଇ,୧୯।୭: ବଲିଉଡ୍‌ ଦୁନିଆକୁ ଲାଗିଛି ଆଉ ଏକ ଧକ୍କା। ନାମୀଦାମୀ ନିର୍ଦ୍ଦେଶକ ରଜତ ମୁଖାର୍ଜୀଙ୍କୁ ହରାଇଛି ସିନେ ଦୁନିଆ। ଶନିବାର ରାତିରେ ଜୟପୁରଠାରେ ତାଙ୍କର ଦେହାନ୍ତ ହୋଇଥିବା କୁହାଯାଉଛି। ତେବେ ଗତ ଏପ୍ରିଲ ମାସରୁ ସେ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ।…

ପ୍ରଭାସଙ୍କ ସହ ନଜର ଆସିବେ ଦୀପିକା

ମୁମ୍ବାଇ: ବାହୁବଳୀ ରିଲିଜ୍‌ ହେବା ପରେ ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଷ୍ଟାରଡମ୍‌ ସାରା ଭାରତରେ ଛାଇ ଯାଇଥିଲା। ଏହି ଫିଲ୍ମ ତାଙ୍କୁ ଇଣ୍ଟରନ୍ୟାଶନାଲ ଷ୍ଟାର ମଧ୍ୟ କରିଦେଇଥିଲା। ସେପଟେ ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ ମଧ୍ୟ ତାଙ୍କ ଅଭିନୟ ପାଇଁ ଦର୍ଶକଙ୍କ…

ଆଇସିସି ବୋର୍ଡ ବୈଠକ ଆଜି: ଟି୨୦ ବିଶ୍ୱକପ୍‌ ନେଇ ନିଷ୍ପତ୍ତି ନିଆଯିବ

ଦୁବାଇ,୧୯।୭(ପି.ଟି.): ସୋମବାର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଭର୍ଚୁଆଲ ବୋର୍ଡ ବୈଠକ ବସିବ। ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ନେଇ ଗତ ଦୁଇମାସ ହେବ କୌଣସି ନିଷ୍ପତ୍ତି ନିଆଯାଇପାରି ନାହିଁ। ଏହି ବୈଠକରେ ବିଶ୍ୱକପ୍‌ ନେଇ ନିର୍ଣ୍ଣାୟକ ନିଷ୍ପତ୍ତି…

ଘରୋଇ କ୍ରିକେଟ ସେସନକୁ ଛୋଟ କଲା ବିସିସିଆଇ: କେବଳ ରଣଜୀ, ବିନୁ ମଙ୍କଡ ଟ୍ରଫି ଖେଳାଯିବ

ମୁମ୍ବାଇ,୧୯।୭(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଆଗାମୀ ଘରୋଇ କ୍ରିକେଟ ସେସନକୁ କାଟଛାଣ୍ଟ କରିବାକୁ ବୋର୍ଡ ନିଷ୍ପତ୍ତି ନେଇଛି। ଏଥର କେବଳ ରଣଜୀ ଟ୍ରଫି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri