ଅଷ୍ଟ୍ରେଲିଆ ମହିଳା ଫୁଟବଲ କୋଚ୍ ପଦ ଛାଡିଲେ ଆଣ୍ଟେ ମିଲିକିକ୍
ସିଡ୍ନୀ,୧୯।୭(ଏପି): ଆଣ୍ଟେ ମିଲିକିକ୍ ଅଷ୍ଟ୍ରେଲିଆ ମହିଳା ଫୁଟବଲ କୋଚ୍ ପଦରୁ ଇସ୍ତଫା ଦେଇଛନ୍ତି। ସେ ଏ- ଲିଗ୍ ଏକ୍ସାପାନ୍ସନ କ୍ଲବ୍ ମାକାର୍ଥୁର ଏଫ୍ସିର ପ୍ରଥମ କୋଚ୍ ଭାବେ ଦାୟିତ୍ୱ ଗ୍ରହଣ କରିବେ। ନୂଆ ଦାୟିତ୍ୱ ଉପରେ ଫୋକସ୍ କରବା ପାଇଁ ସେ…
ବିସିସିଆଇ ଜେନେରାଲ ମ୍ୟାନେଜର ପଦରୁ ସବା କରିମ୍ଙ୍କ ଇସ୍ତଫା
ମୁମ୍ବାଇ,୧୯।୭(ପି.ଟି.): ପୂର୍ବତନ କ୍ରିକେଟର ସବା କରିମ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ରିକେଟ ଅପରେଶନ ଜେନେରାଲ ମ୍ୟାନେଜର ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ପଦରୁ ଇସ୍ତାଫା ଦେବା ପାଇଁ କୁହାଯାଇଥିଲା। ବୋର୍ଡ ମୁଖ୍ୟ କାର୍ଯ୍ୟନିର୍ବାହୀ ରାହୁଲ ଜୋହରି ଇସ୍ତଫା ଦେବାର…
ଅନ୍ତିମ ସଂସ୍କାର ପାଇଁ ଆସିଲେନି ସାହି-ପଡ଼ିଶା: ଦୁଇ ପୁଅଙ୍କୁ ନେଇ ସ୍ତ୍ରୀ କଲେ ଏପରି…
ବେଲଗାମ୍, ୧୯।୭: କରୋନା ମହାମାରୀ ସଙ୍କଟ ସମୟରେ ଲୋକଙ୍କ ମଧ୍ୟରେ ମାନବିକତା ରହୁ ନ ଥିବା ନେଇ ଏବେ ଚର୍ଚ୍ଚା ହେଉଛି। ଏହାର ସଦ୍ୟତମ ଉଦାହରଣ କର୍ନାଟକର ବେଲଗାମ୍ରେ ଘଟିଛି। ଏଠାରେ ୫୫ ବର୍ଷ ବୟସ୍କ ସଦାଶିବ ହିରସ୍ତିଙ୍କ ମୃତ୍ୟୁ ଘଟିଥିଲା।…
ଶିକ୍ଷକଙ୍କୁ ଟ୍ୟୁଶନ କରିବା ପଡ଼ିଲା ମହଙ୍ଗା
ପଦ୍ମପୁର,୧୯।୭(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକ କୋଭିଡ ନିୟମ ଉଲ୍ଲଂଘନ କରି ଟ୍ୟୁଶନ କରିଥିବା ଅଭିଯୋଗ ହୋଇଛି। ଏ ନେଇ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ ରବିବାର ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…
ଗଞ୍ଜାମରେ ଶଟ୍ଡାଉନ ନିୟମ ପରିବର୍ତ୍ତନ, ଲକ୍ଡାଉନ କଟକଣା କୋହଳ; ବ୍ୟବସାୟୀ ଅସନ୍ତୁଷ୍ଟ
ଗଞ୍ଜାମ,୧୯।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍ଡାଉନ୍ କଟକଣା କୋହଳ କରାଯାଇଛି।ସକାଳ ୬ରୁ ଦିନ ୧ଟା ପର୍ଯ୍ୟନ୍ତ ଦୋକାନ ଖୋଲିବାକୁ ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ଏନ୍ଏସି ପ୍ରଶାସନ ପକ୍ଷରୁ ପ୍ରଚାର କରାଯାଇଛି । ଏଥିସହିତ ସାମାଜିକ ଦୂରତା, ମାକ୍ସ ପିନ୍ଧି ନ…
୩୧ ଯାଏ ଭଦ୍ରକ-ଧାମନଗର ଲକ୍ଡାଉନ୍
ଭଦ୍ରକ ଅଫିସ,୧୯।୭ – ଭଦ୍ରକ ପୌରାଞ୍ଚଳ ଓ ଧାମନଗର ଏନ୍ଏସି ଅଞ୍ଚଳକୁ ରବିବାର ଜିଲାପାଳ ଡା. ଜ୍ଞାନ ରଞ୍ଜନ ଦାସ ଲକ୍ଡାଉନ୍ ଘୋଷଣା କରିଛନ୍ତି। ୨୦ ତାରିଖଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଏହି ଲକ୍ଡାଉନ କଟକଣା ଲାଗୁ ହେବ । ପୂର୍ବପରି…
ମୟୂରଭଞ୍ଜ ଜିଲାରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା: କାର୍ଯ୍ୟରେ ଥିବା ସମୟରେ ୨ କରୋନା ଯୋଦ୍ଧାଙ୍କୁ କରୋନା
ବାରିପଦା ଅଫିସ,୧୯ା୭: ମୟୂରଭଞ୍ଜ ଜିଲାରେ ରବିବାର ୧୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ୧୨ ଜଣଙ୍କ ମଧ୍ୟରୁ ୨ଜଣ ସଙ୍ଗରୋଧ ଗୃହରୁ ଚିହ୍ନଟ ହୋଇଥିବା ବେଳେ…
ଟୁଇଟରରେ ମୋଦିଙ୍କ ଫଲୋୟର୍ସଙ୍କ ସଂଖ୍ୟା ୬ କୋଟି
ନୂଆଦିଲ୍ଲୀ,୧୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋ ବ୍ଲଗିଙ୍ଗ ସାଇଟ୍ ଟୁଇଟରରେ ଆଉ ଏକ ସଫଳତା ପାଇଛନ୍ତି। ବେଳକୁ ବେଳ ଟୁଇଟରରେ ମୋଦିଙ୍କ ଲୋକପ୍ରିୟତା ବଢିବାରେ ଲାଗିଛି। ଏବେ ମୋଦିଙ୍କୁ ଟୁଇଟରରେ ପାଖାପାଖି ୬୦ ମିଲିୟନ ବା ୬ କୋଟି ଲୋକ ଫଲୋ…
କାନ୍ଥ ଦେଉଛି କରୋନା ସଚେତନତା ବାର୍ତ୍ତା
ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଏଥିରୁ ବାଦ୍ ପଡିନି ଖୋର୍ଦ୍ଧା ପୌରାଞ୍ଚଳ। ଜନ ସଚେତନତା ଉଦ୍ଦେଶ୍ୟରେ ପୌରାଞ୍ଚଳ ପକ୍ଷରୁ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ସହରର ବିଭିନ୍ନ ସ୍ଥାନରେ କରୋନା ସଚେତନତା…
ଭାଜପା ଯୁବ ମୋର୍ଚ୍ଚାର ମଙ୍ଗ ଧରିଲେ ବିରାପ୍ପାନଙ୍କ ଝିଅ
ଚେନ୍ନାଇ,୧୯।୭: ଅତୀତରେ ଦୁଇ ଦୁଇଟି ରାଜ୍ୟ ସରକାରଙ୍କ ନିଦ ହଜାଇ ଆତଙ୍କ ସୃଷ୍ଟି କରିଥିଲେ ବିରାପ୍ପାନ। ଏବେ କିନ୍ତୁ ତାଙ୍କ ଝିଅ ବିଦ୍ୟା ବିରାପ୍ପାନ ଦେଶସେବା କରିବାକୁ ଆଗେଇ ଆସିଛନ୍ତି। ବିଦ୍ୟାଙ୍କୁ ତାମିଲନାଡୁ ଭାରତୀୟ ଜନତା ପାର୍ଟିି(ଭାଜପା) ଯୁବ ମୋର୍ଚ୍ଚାର ଉପାଧ୍ୟକ୍ଷ…
ଶେରଗଡ଼ ବ୍ଲକର ୧୭ଗାଁ ରେଡ୍ଜୋନରେ: ଜାଣନ୍ତୁ କେଉଁଟି
ଶେରଗଡ଼,୧୯।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ୯୫ଟି ଛୋଟ ବଡ଼ ଗ୍ରାମ ରହିଛି। ଏଥି ମଧ୍ୟରୁ ରବିବାର ସୁଦ୍ଧା ବ୍ଲକର ମୋଟ ୧୭ଟି ଗାଁ ରେଡ୍ଜୋନ୍ରେ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେଗୁଡ଼ିକ ହେଲା ବ୍ରାହ୍ମଣଛାଇ, ସୋଲସଲା, ପୁନାଦ,…
ଖୋର୍ଦ୍ଧାରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୫୨ ଆକ୍ରାନ୍ତ
ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବିଏମ୍ସିକୁ ବାଦ୍ ଦେଇ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରବିବାର ଜିଲାରେ ୪୩ ଏବଂ ଖୋର୍ଦ୍ଧା ପୌରାଞ୍ଚଳରେ ୯କୁ ମିଶାଇ ମୋଟ ୫୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ଟାଙ୍ଗି…
Archives


