Home Left

ନେତାଙ୍କ ଫୋନ୍‌ ଟ୍ୟାପିଂ ଅଭିଯୋଗ

ନୂଆଦିଲ୍ଲୀ/ଜୟପୁର,୧୯ା୭(ପି.ଟି.): ରାଜସ୍ଥାନର କଂଗ୍ରେସ ସରକାର ଯଦି ଅସାମ୍ବିଧାନିକ ଉପାୟରେ ରାଜନେତାମାନଙ୍କୁ ଫୋନ୍‌ ଟ୍ୟାପିଂ କରୁଥାଏ, ତେବେ ଏହାର ସିବିଆଇ ତଦନ୍ତ କରାଯାଉ ବୋଲି ଭାଜପା ପକ୍ଷରୁ ଦାବି ହୋଇଛି। ରାଜ୍ୟରେ ଅଶୋକ ଗେହଲଟ ସରକାର ଭାଙ୍ଗିବା ପାଇଁ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ…

ଭାନୁ, ଧ୍ରୁବଙ୍କୁ ମିଳିବ ଘର

ବଇଣ୍ଡା, ୧୯ା୭(ଡି.ଏନ.ଏ)  ଘର ଖଣ୍ଡିଏ ନ ଥିବାରୁ ଦୁର୍ବିଷହ ଜୀବନ କାଟୁଥିବା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ବିଲେଇନାଳୀ ଗ୍ରାମର ଭାନୁ ଦେହୁରୀ ଓ ନୁନୁକାପଶି ପଞ୍ଚାୟତ ବୈଷ୍ଣବସାହିର ଧ୍ରୁବଚରଣ ପ୍ରଧାନଙ୍କୁ ଚିହ୍ନଟ କରିଛି ପ୍ରଶାସନ। ପଞ୍ଚାୟତ ନିର୍ବାହୀ ଅଧିକାରୀ ସେମାନଙ୍କୁ…

ନୀରୋଗ ଜୀବନର ସୂତ୍ର ‘ଗୋମୂତ୍ର’

ବନ୍ତଳା, ୧୯ା୭ (ଦିନେଶ ଦେହୁରୀ): ସାଧାରଣତଃ କ୍ଷୀର ପାଇଁ ଅନେକେ ଗୋପାଳନ କରୁଛନ୍ତି। ସେମାନେ ଜାଣିନାହାନ୍ତି ଗୋ ସମ୍ପଦର ଅଧିକ ବ୍ୟବହାର କି ଉପକାର। ସେଥିପାଇଁ ଗୋମୂତ୍ର ଓ ଗୋବରକୁ ବର୍ଜ୍ୟ ଦୃଷ୍ଟିରେ ଦେଖାଯାଉଛି। କିନ୍ତୁ ଏହି ବର୍ଜ୍ୟ ଯେ ନୀରୋଗ ଜୀବନର…

ଖେଳରତ୍ନ ପାଇବେ ନାହିଁ ହରଭଜନ

ନୂଆଦିଲ୍ଲୀ, ୧୯ା୭(ପି.ଟି.)-ବର୍ତ୍ତମାନ ସମୟରେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବଗାନ୍ଧୀ ଖେଳ ରତ୍ନ ପୁରସ୍କାର ପାଇବା ପାଇଁ ମୋର ଯୋଗ୍ୟତା ନାହିଁ ବୋଲି କହିଛନ୍ତି ଭେଟେରାନ ଅଫ୍‌ ସ୍ପିନର ହରଭଜନ ସିଂ। ସେଥିଯୋଗୁ ପଞ୍ଜାବ ସରକାର ମୋ ପ୍ରାର୍ଥତ୍ପତ୍ରକୁ ପ୍ରତ୍ୟାହାର କରି…

ଦୃଷ୍ଟିହୀନ ହୋଇ ବି ହାରିନାହାନ୍ତି

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଦୃଷ୍ଟି ହୀନ ହୋଇବି କେବେ ହାର ମାନି ନାହାନ୍ତି ନିବେଦିତା। ନିଜେ ଦେଖିପାରୁ ନ ଥିଲେ ବି ଅନ୍ୟ ମାନଙ୍କୁ ଶିକ୍ଷାର ଆଲୋକ ଦେଖାଇବା ପିଲାଟି ଦିନରୁ ତାଙ୍କ ସ୍ବପ୍ନ। ଏଣୁ ଏଥିପାଇଁ ବିଏ ପରେ ବିଏଡ କରି…

୨ ଦିନ ହେଲା ଜଳ ଯୋଗାଣ ବନ୍ଦ

ଆରଡି, ୧୯ା୭, (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡି ଅଞ୍ଚଳରେ ଏବେ ମେଗା ଜଳପ୍ରକଳ୍ପ ନିର୍ମାଣାଧୀନ କାର୍ଯ୍ୟକୁ ନେଇ ସଙ୍କଟ ଉପୁଜିଛି। ଆଖଣ୍ଡଳ ମଣି – ଭଦ୍ରକ, ଆଖଣ୍ଡଳମଣି-ଯାଜପୁର ରାସ୍ତା ପାର୍ଶ୍ୱ ଏବେ ଠିକାଦାର ନିଜ ଇଚ୍ଛା ଅନୁସାରେ ଖୋଳି ଚାଲିଛନ୍ତି।…

କଣ୍ଟେନ୍‌ମେଣ୍ଟ ଜୋନ୍‌ର ନିର୍ଭୀକ ସେବାକାରୀ

ବଲାଙ୍ଗୀର ଅଫିସ, ୧୯ା୭:  ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ସମୟରେ ଜିଲାର କରୋନା ଯୋଦ୍ଧା ସେମାନଙ୍କର ନିରବଚ୍ଛିନ୍ନ ଓ ସ୍ବେଚ୍ଛାକୃତ ସେବା ଯୋଗାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଲାଙ୍ଗୀର ସହରର ହାତୀଶାଳପଡା…

ଆଇପିଏଲ ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ, ୧୯।୭-ଚଳିତ ବର୍ଷ ଟି୨୦ ବିଶ୍ୱକପ ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏ ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଆନୁଷ୍ଠାନିକ ନିଷ୍ପତ୍ତିକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅପେକ୍ଷା କରିଛି। ଟି୨୦ ବିଶ୍ୱକପ ବାତିଲ ହେଲେ…

ଦିନକରେ ବାହାରିଲେ ୯ ପଜିଟିଭ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ଗୋଟିଏ ଦିନରେ ୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ସେହିପରି ଅଦ୍ୟାବଧି ୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୯ ମାମଲା…

ଚେତାବନୀ ସହ ଆର୍ଚରଙ୍କୁ ଜରିମାନା

ମାଞ୍ଚେଷ୍ଟର, ୧୮।୭(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ପୂର୍ବରୁ ଜୈବ-ସୁରକ୍ଷିତ ପ୍ରୋଟୋକଲ ଭଙ୍ଗ କରିଥିବାରୁ ଦ୍ରୁତ ବୋଲର ଜୋଫ୍ରା ଆର୍ଚରଙ୍କୁ ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ(ଇସିବି) ପକ୍ଷରୁ ଆନୁଷ୍ଠାନିକ ଭାବେ ଚେତାବନୀ ଦିଆଯିବା ସହ ଜରିମାନା(ଅର୍ଥରାଶି ପ୍ରକାଶ କରାଯାଇନାହିଁ)…

ଏଣିକି ବିନା ଆଙ୍ଗୁଳି ଛାପରେ ନେଇପାରିବେ ରାଶନ

ଭୁବନେଶ୍ୱର,୧୮ା୭(ବ୍ୟୁରୋ)-ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ସ୍କିମ୍‌ରେ ଖାଦ୍ୟ ସାମଗ୍ରୀ ପାଉଥିବା ହିତାଧିକାରୀମାନେ ଏଣିକି ସେମାନଙ୍କର ରାଶନ କେବଳ କାର୍ଡ ଦେଖାଇ ନେଇପାରିବେ। ସେମାନଙ୍କୁ ଇ-ପିଓଏସ୍‌ରେ ଆଙ୍ଗୁଳି ଛାପ ଦେବାକୁ ପଡ଼ିବ ନାହିଁ। ପରବର୍ତ୍ତୀ ଆଦେଶ…

ବଳାତ୍କାର ପୀଡ଼ିତା ନାବାଳିକାକୁ ଜୀବନ୍ତ ଜାଳିଦେଲେ

ଭିଓ୍ବାନୀ, ୧୮।୭- ହରିୟାଣାର ଭିଓ୍ବାନୀ ଜିଲାରେ ଏମିତି ଏକ ଘଟଣା ଘଟିଛି ଯାହା ଶୁଣିଲେ ଲୋମ ଟାଙ୍କୁରୀ ଉଠିବ। ଏଠାରେ ଜଣେ ଯୁବକ ନିଜ ବନ୍ଧୁଙ୍କ ସହ ମିଶି ପ୍ରଥମେ ନାବାଳିକାଙ୍କୁ ବଳାତ୍କାର କରି ଏହାର ଭିଡିଓ ଶୁଟିଂ କରିଥିଲେ। ଏହାପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri