ଟିକା ପ୍ରସ୍ତୁତ ନ ହେବା ଯାଏ ମାନନ୍ତୁ କଟକଣା
ଭୁବନେଶ୍ୱର,୧୮।୭(ବ୍ୟୁରୋ): କରୋନା ସ୍ଥିତି ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି ନ ହେବା ପର୍ଯ୍ୟନ୍ତ ଆମକୁ କଟକଣା ମାନିବାକୁ ପଡ଼ିବ। ମାସ୍କ ପିନ୍ଧିବାକୁ ପଡ଼ିବ।…
ଗେହଲଟଙ୍କୁ ଟାର୍ଗେଟ କଲେ ମାୟାବତୀ
ଲକ୍ଷ୍ନୌ,୧୮।୭: ରାଜସ୍ଥାନ ରାଜନୀତିରେ ଚାଲିଥିବା କନ୍ଦଳକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସ୍ପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ମାୟାବତୀ ଟିପ୍ପଣି ଦେଇଛନ୍ତି। ଏଥିରେ ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଟାର୍ଗେଟ କରିଛନ୍ତି। ଏମିତିକି ରାଜସ୍ଥାନରେ ରାଷ୍ଟ୍ରପତି ଶାାସନ ଜାରି କରିବାକୁ…
ଘର ଦୁଆରକୁ ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି ଡାକ୍ତରୀ ଟିମ୍: ସହଯୋଗ କରିବାକୁ କହିଲେ ସ୍ବତନ୍ତ୍ର ଏଡିଏମ୍
ଛତ୍ରପୁର, ୧୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସହରାଞ୍ଚଳରେ ଘର ଦୁଆରେ ଡାକ୍ତରୀ ଟିମ୍ ତଥା ରାପିଡ୍ ରେସ୍ପନ୍ସ ଟିମ୍ ପହଞ୍ଚି ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି। ଏହି ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂରେ ଉକ୍ତ ଟିମ୍କୁ ସହଯୋଗ କରିବା ସହ ଲକ୍ଷଣଗୁଡିକୁ…
ମାଲକାନଗିରି ୧୦ ଡାକ୍ତରଙ୍କୁ ଗଞ୍ଜାମ ବଦଳି: ଏଭଳି ଚେତାବନୀ ଦେଲା ଜିଲା କଂଗ୍ରେସ
ମାଲକାନଗିରି,୧୮।୭(ଡି.ଏନ୍.ଏ.): ବର୍ତ୍ତମାନ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ରାଜ୍ୟରେ ସର୍ବାଧିକ ପ୍ରଭାବିତ ଜିଲାରେ ଗଞ୍ଜାମକୁ ଗଣାଯାଉଛି। ଫଳରେ କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଡାକ୍ତରଙ୍କ ଅଭାବ ଥିବାରୁ ରାଜ୍ୟ ସରକାର ମାଲକାନଗିରି ଜିଲାରୁ ୧୦ ଜଣ ଡାକ୍ତରଙ୍କୁ ଗଞ୍ଜାମକୁ ବଦଳି କରିଛନ୍ତି।…
ବିକାଶ ଦୁବେଙ୍କୁ ପୁଣି କରାଗଲା ଏନ୍କାଉଣ୍ଟର: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଲକ୍ଷ୍ନୌ, ୧୮।୭: ଉତ୍ତରପ୍ରଦେଶର ଗ୍ୟାଙ୍ଗ୍ଷ୍ଟର ବିକାଶ ଦୁବେଙ୍କୁ ଜୁଲାଇ ୧୦ରେ ଏନ୍କାଉଣ୍ଟର କରାଯାଇଥିଲା। ଏବେ ଏହାର କ୍ରାଇମ୍ ସିନ୍ର ଭିଡ଼ିଓ ପୁଣିଥରେ ରିକ୍ରିଏଟ୍ କରାଯାଇଛି। ପୋଲିସଙ୍କ ମଧ୍ୟରୁ ଜଣେ ବିକାଶ ଦୁବେଙ୍କ ଭଳି ଅଭିନୟ କରିଛନ୍ତି। ପୋଲିସ ଗାଡ଼ି ଓଲଟିଲା ପରେ…
କରୋନାକୁ ହରାଇ ପୁଣି କାର୍ଯ୍ୟରେ ଯୋଗଦେଲେ ବିଡିଓ: ଟୁଇଟ୍ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୧୮ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବିଡିଓ ନାଗଭୂଷଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତେବେ ସେ କରୋନାକୁ ହରାଇ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସେ ଏକ ଭିଡିଓ ବାର୍ତ୍ତା ଜାରି…
କରୋନା ରୋଗୀଙ୍କ ସେବା କରୁଛି ରୋବର୍ଟ: ସମୟରେ ଦେଉଛି ଖାଦ୍ୟ, ଔଷଧ
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସେମାନଙ୍କ ଯତ୍ନ ନେବାରେ ସମସ୍ୟା ମଧ୍ୟ ହେଉଛି। ଏଭଳି ସ୍ଥିତିରେ ଗୁଜୁରାଟର ଭଦୋଦରାସ୍ଥିତ ସର୍ ସୟାଜିରାଓ ଗେକଓ୍ବାଡ୍(ଏସ୍ଏସ୍ଜି) ହସ୍ପିଟାଲ ଏକ ବିଶେଷ ପଦକ୍ଷେପ ନେଇଛି। କରୋନା ରୋଗଙ୍କ ସେବା ପାଇଁ…
ବଢୁଛି କରୋନା କାୟା: କଟକରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୧୮।୭: କଟକ ସହରରେ ଶନିବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ରୁ ୬ଜଣ, ହୋମ୍ କ୍ୱାରାଣ୍ଟାଇନ୍ରୁ ୩ଜଣ, ଲୋକାଲ କେସ୍ ୨ଜଣ ଅଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୩୪କୁ…
୩ଟିସି ସଲିଡାରିଟି କପ୍ରୁ ଓହରିଲେ ଡିକକ୍
ଜୋହାନ୍ସବର୍ଗ,୧୮।୭(ପି.ଟି.): କାଇଟ୍ସ ଅଧିନାୟକ କ୍ୱିଣ୍ଟନ ଡିକକ୍ ୩ ଟିମ କ୍ରିକେଟ (୩ଟିସି) ସଲିଡାରିଟି କପ୍ର ପ୍ରାରମ୍ଭିକ ସଂସ୍କରଣରୁ ଓହରିଯାଇଛନ୍ତି। ଏହି କପ୍ ମାଧ୍ୟମରେ ଦକ୍ଷିଣ ଆଫ୍ରିକାକୁ ପୁଣି କ୍ରିକେଟ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛି। କୋଭିଡ୍- ୧୯ ମହାମାରୀ କାରଣରୁ ଦକ୍ଷିଣ ଆଫ୍ରିକା…
ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ବେରୀ ଜର୍ମନଙ୍କ ପରଲୋକ
ଆଡିଲେଡ,୧୮।୭(ଏପି): ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ ଉଇକେଟକିପର ତଥା ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମ୍ୟାଚ୍ ରେଫରୀ ବେରୀ ଜର୍ମନ ପରଲୋକ ଗମନ କରିଛନ୍ତି। ୮୪ ବର୍ଷ ବୟସରେ ଶନିବାର ତାଙ୍କର ଦେହାନ୍ତ ହୋଇଛି ବୋଲି ସାଉଥ୍ ଅଷ୍ଟ୍ରେଲିଆନ କ୍ରିକେଟ ଆସୋସିଏଶନ…
ବୀର ଯବାନଙ୍କ ଉପରେ ଦେଶ ଗର୍ବ କରେ: ପ୍ରତିରକ୍ଷା ମନ୍ତ୍ରୀ
କୁପଓ୍ବାଡା,୧୮।୭: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଲଦ୍ଦାଖ ଓ ଜମ୍ମୁ-କଶ୍ମୀର ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଶନିବାର ସେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍(ସିଡିଏସ୍) ବିପିନ ରାଓ୍ବତ, ସେନାମୁଖ୍ୟ ମନୋଜ ମୁକୁନ୍ଦ ନରାଓ୍ବଣେ ଓ ଅନ୍ୟ ଅଧିକାରୀଙ୍କ ସହ ମିଶି ପ୍ରଥମେ…
କଂଗ୍ରେସ ବିଧାୟକ ହୋଟେଲରେ ଦେଖୁଛନ୍ତି ସଲିମ୍ର ବିଦ୍ରୋହ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଜୟପୁର, ୧୮।୭: ରାଜସ୍ଥାନରେ ରାଜନୈତିକ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ଗତ ୫ ଦିନ ଧରି ଦିଲ୍ଲୀ ରୋଡ ସ୍ଥିତ ଆଲିଶାନ୍ ରିସୋର୍ଟରେ ରହିଥିବା ୧୦୦ରୁ ଅଧିକ କଂଗ୍ରେସ ବିଧାୟକଙ୍କକୁ ବଡ଼ ପରଦାରେ ହିନ୍ଦୀ ଫିଲ୍ମ ‘ମୋଗଲ-ଇ-ଆଜମ୍’ ଦେଖାଯାଉଛି। ଏଥିରେ ମୋଗଲ…
Archives


