ମଧ୍ୟପ୍ରଦେଶ କଂଗ୍ରେସକୁ ଆଉ ଏକ ଝଟ୍କା: ଭାଜପାରେ ଯୋଗଦେଲେ ସୁମିତ୍ରା
ଭୋପାଳ,୧୮।୭: ରାଜସ୍ଥାନ ରାଜନୀତିରେ ଚାଲିଥିବା କଳି ମଧ୍ୟରେ କଂଗ୍ରେସକୁ ଆଉ ଏକ ବଡ଼ ଝଟ୍କା ଲାଗିଛି। ମଧ୍ୟପ୍ରଦେଶରେ କଂଗ୍ରେସର ଆଉ ଜଣେ ବିଧାୟକ ସୁମିତ୍ରା ଦେବୀ କାସ୍ଡେକର ବିଧାନସଭା ସଦସ୍ୟତାରୁ ଇସ୍ତଫା ଦେବା ପରେ ଭାଜପାରେ ସାମିଲ ହୋଇଥିବା ଜଣାପଡ଼ିଛି। ଏନେଇ…
ରାଜସ୍ଥାନ ରାଜନୀତିକୁ ନେଇ ମୁହଁ ଖୋଲିଲା ଭାଜପା
ନୂଆଦିଲ୍ଲୀ,୧୮।୭: ରାଜସ୍ଥାନ ରାଜନୀତିରେ ଏବେ ଏଣ୍ଟ୍ରି ମାରିଛି ଭାରତୀୟ ଜନତା ପାର୍ଟି(ଭାଜପା)। ଶନିବାର ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଛନ୍ତି। ସେ କହିଛନ୍ତି କଂଗ୍ରେସର ଲଢେଇ ଏବେ ରାସ୍ତା ଉପରକୁ ଚାଲି ଆସିଛି। ଏବେ…
ରାଜରାସ୍ତାରେ ଯମରାଜ-ଚିତ୍ରଗୁପ୍ତ ଯୋଡ଼ି: ଭିଡ଼ିଓ ଭାଇରାଲ
ରାୟପୁର, ୧୮।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଛତିଶଗଡ଼ରେ ଯମରାଜ ଏବଂ ଚିତ୍ରଗୁପ୍ତଙ୍କ ଯୋଡ଼ି ରାଜରାସ୍ତାରେ ବୁଲିବୁଲି ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସଚେତନ କରାଇବା ଆରମ୍ଭ କରିଛନ୍ତି। ସାମାଜିକ ଦୂରତା ଅବଲମ୍ବନ, ମାସ୍କ୍…
୨୪ ଘଣ୍ଟାରେ ୭ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୧୮।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ଦକ୍ଷିଣ କଶ୍ମୀରର ଶୋପିଆନ୍ ଜିଲାର…
ସୁଶାନ୍ତ ଆତ୍ମହତ୍ୟା ମାମଲା: ଓ୍ବାଇଆର୍ଏଫ୍ ମୁଖ୍ୟଙ୍କୁ ଜେରା
ମୁମ୍ବାଇ,୧୮।୭: ବଲିଉଡ୍ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ମୁମ୍ବାଇ ପୋଲିସର ତତ୍ପରତା ନଜର ଆସିଛି। ବହୁ କମ୍ ସମୟ ମଧ୍ୟରେ କେତେକ ବଡ଼ ସେଲିବ୍ରିଟିଙ୍କୁ ପଚରାଉଚରା କରି ଏହି ମାମଲାର ରହସ୍ୟ ଉପରୁ ପର୍ଦ୍ଦା ଉଠାଇବାକୁ ପୋଲିସ…
ଲକ୍ଡାଉନ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ୧ଲକ୍ଷ ଜରିମାନା ଆଦାୟ
ବ୍ରହ୍ମପୁର, ୧୮।୭: ଗଞ୍ଜାମ ଜିଲାରେ କରୋନା ପଜିଟିଭ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍ଡାଉନ ଓ ଶଟ୍ଡାଉନ କଟକଣାକୁ ଜୋରଦାର କରିଛନ୍ତି…
ଫେସ୍ ସିଲ୍ଡ ବ୍ୟବହାର କରୁଥିଲେ ଏସବୁ ପ୍ରତି ଧ୍ୟାନ ଦିଅନ୍ତୁ: ନଚେତ ହୋଇପାରେ କରୋନା
ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାର ପ୍ରତିରୋଧ ପାଇଁ ଔଷଧ ବାହାରି ନ ଥିବାରୁ ମାସ୍କ ଏବଂ ସାମାଜିକ ଦୂରତା ରଖିବା ଉପରେ ଗୁରୁତ୍ୱ ଦିଆଯାଉଛି। ବିଶେଷକରି ନାକ, ଆଖି ଏବଂ ମୁହଁରୁ ଭୂତାଣୁ ଶରୀରକୁ ପ୍ରବେଶ…
କରୋନା ବଦଳାଇଲା ନିୟମ: ବ୍ରସେଲ୍ସ ସମ୍ମିଳନୀରେ ହାତ ବଦଳରେ ପରସ୍ପରଙ୍କୁ କହୁଣୀରେ ଜଣାଇଲେ ଅଭିବାଦନ
ବ୍ରସେଲ୍ସ,୧୮।୭: ସାରା ବିଶ୍ୱରେ କରୋନା ଭାଇରସ୍ ସଂକ୍ରମଣ ଅଣାୟତ ହେବାରେ ଲାଗିଛି। ସାରା ଦେଶରେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କରୋନା ବ୍ୟାପିବାରୁ ରୋକିବା ପାଇଁ ସବୁ ଦେଶର ସରକାରଙ୍କ ପାଇଁ ଏବେ ଚିନ୍ତାର ବିଷୟ ହୋଇଥିବା…
ମଶା କାମୁଡ଼ିଲେ ହେବ କି କରୋନା!
ଓ୍ବାଶିଂଟନ,୧୮।୭: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ପ୍ରାୟ ସମସ୍ତ ବିକାଶଶୀଳ ଦେଶରେ ଗବେଷଣା ଚାଲିଥିବା ବେଳେ ପ୍ରତିଦିନ କରୋନା ଭାଇରସକୁ ନେଇ କିଛି ନା କିଛି ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଅନ୍ୟପଟେ…
ଭାରତ-ପାକିସ୍ତାନ ସୀମାରେ ଯବାନଙ୍କ ଭାଙ୍ଗଡ଼ା ନୃତ୍ୟ: ସାହସକୁ ସମ୍ନାନ ଜଣାଇଲେ ସେହଓ୍ବାଗ୍
ନୂଆଦିଲ୍ଲୀ, ୧୮।୭: ଭାରତ-ପାକିସ୍ତାନ ସୀମାରେ ଥିବା ଭାରତୀୟ ଯବାନଙ୍କ ନୃତ୍ୟ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ୪/୫ ଜଣ ଯବାନ ବିନ୍ଦାସ୍ ହୋଇ ପଞ୍ଜାବୀ ସୁପରହିଟ୍ ଗୀତ ‘ଦାରୁ ବଦନାମ କର ଦି’ ରେ…
ଅଧିକାର ମାଗିଲେ ବୋଲି.. ପ୍ରେମିକାଙ୍କୁ ନଦୀ ବ୍ରିଜ୍ ଉପରୁ ଫିଙ୍ଗି ଚାଲିଗଲେ ପ୍ରେମିକ
କେଗାଁ,୧୮।୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ସିନାପାଲି ନିକଟ ଉଦନ୍ତି ନଦୀ ବ୍ରିଜ ଉପରୁ ନିଜ ପ୍ରେମିକାଙ୍କୁ ଫିଙ୍ଗି ଦେଇ ପ୍ରେମିକ ଫେରାର ହୋବ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଅପରପକ୍ଷେ ଘଟଣାକୁ ନେଇ ଯୁବତୀଙ୍କ ଘରଲୋକେ କେଗାଁ ଥାନାରେ…
ସିଧା ପ୍ରସାରଣ ସମୟରେ ଖସି ପଡିଲା ମହିଳା ଆଙ୍କରଙ୍କ ଦାନ୍ତ
କ୍ୱିଭ,୧୮।୭: ୟୁକ୍ରେନର ଜଣେ ଟେଲିଭିଜନ ନ୍ୟୁଜ ଆଙ୍କର ମରିକା ପଡଲ୍କୋ ସମାଚାର ପଢିବା ସମୟରେ ହଠାତ୍ ତାଙ୍କର ଏକ ଦାନ୍ତ ଖସି ପଡିଥିଲା। ହେଲେ ସେ ଖୁବ୍ ସତର୍କତାର ସହ ହାତରେ ତାଙ୍କ ଦାନ୍ତକୁ ଧରି ନେଇଥିଲେ। ଏହାପରେ ଏହାର ଏକ…
Archives


