Home Left

ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ

କୋଲକାତା,୧୫।୧୧: ଲୋକପ୍ରିୟ ବଙ୍ଗାଳି ଅଭିନେତା ସୌମିତ୍ର ଚାଟାର୍ଜୀଙ୍କର ରବିବାର ମଧ୍ୟାହ୍ନ ୧୨ଟା ୧୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ଅସୁସ୍ଥ ହୋଇ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟରେ ସୁଧାର ନ ହେବାରୁ…

ଦଉଡ଼ି ଉପରେ ଚାଲି ଟେନିସ ଖେଳିଲେ ଏହି ଖେଳାଳି, ଲୋକେ କହିଲେ…

ସ୍ବିସ୍‌ ଫ୍ରିଷ୍ଟାଇଲ ସ୍କାଇଅର ସ୍ନୋବୋଲଡର ଆଣ୍ଡ୍ରି ରେଗେଟିଲ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଠି ସେ ଏକ ସ୍କେଟ୍‌ବୋର୍ଡ ଉପରେ ଡେଉଁଛନ୍ତି। ଏକ୍ସରସାଇଜ ବଲ୍‌ର ହପ୍‌ କରୁଛନ୍ତି। ଏହା ବ୍ୟତୀତ ଲୁହା ରଡ୍‌ରେ ସାଇକେଲ ଚଳାଉଛନ୍ତି ଏବଂ…

ପାକିସ୍ତାନ ମାନବାଧିକାରର ଉଲ୍ଲଂଘନ କରିଛି: ବିଏସ୍‌ଏଫ୍‌

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଏହାଦ୍ୱାରା ମାନବାଧିକାରର ମଧ୍ୟ ଉଲ୍ଲଂଘନ ହେଉଛି ବୋଲ ବିଏସ୍‌ଏଫ୍‌ ପକ୍ଷରୁ ରବିବହାର କୁହାଯାଇଛି। ବିଏସ୍‌ଏଫ୍‌ ଆଇଜି ରାଜେଶ ମିଶ୍ର ଏନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପାକିସ୍ତାନ ବିରୋଧରେ ମାନବାଧିକାର…

ସ୍ବାମୀଙ୍କ ମୃତ୍ୟୁ ପରେ ମନ୍ଦିରରେ ବିବାହ କରିଥିଲେ ଏହି ଅଭିନେତ୍ରୀ: ପରେ ଦ୍ୱିତୀୟ ସ୍ବାମୀଙ୍କ ବିରୋଧରେ ଆଣିଥିଲେ ଶାରୀରିକ, ମାନସିକ ନିର୍ଯାତନା ଅଭିଯୋଗ

ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ବିଦ୍ୟା ସିହ୍ନା ଅନ୍ୟତମ। ତେବେ ନଭେମ୍ବର ୧୫ ତାରିଖ ଅର୍ଥାତ ଆଜି ବିଦ୍ୟାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ସମ୍ପର୍କିତ କିଛି କଥା। ସେ ହିନ୍ଦୀ ସିନେମାର ଜଣେ ପ୍ରମୁଖ ଅଭିନେତ୍ରୀ ଥିଲେ। ଏହାସହ…

୨୦ ବର୍ଷରେ ଝାଡ଼ଖଣ୍ଡ: ମୋଦି ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୧୫।୧୧: ଝାଡ଼ଖଣ୍ଡକୁ ରବିବାର ୨୦ ବର୍ଷ ପୂରିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦି ଟୁଇଟ୍‌ କରି ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି। ଏହା ସହିତ ସେ ବିର୍ସା ମୁଣ୍ଡାଙ୍କ ୧୪୫ ତମ ଜନ୍ମ…

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୧୫।୧୧- ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଦ୍ୱିତୀୟ ଦିନରେ ରବିବାର ମହାକାଳୀ ବେଶରେ ମା’ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା ଭଦ୍ରକାଳୀ ରବିବାର ମହାକାଳୀ ବେଶରେ ନାଲି ପାଟ ବସ୍ତ୍ର ପରିଧାନ କରିବା ସହ ମୁଖ…

ମ୍ୟାନ୍‌ମାର୍‌ ନିର୍ବାଚନ: ଶାସକ ଦଳର ପୁଣି କ୍ଷମତା ଦଖଲ

ୟଙ୍ଗୁନ,୧୫।୧୧: ମ୍ୟାନମାର୍‌ ସାଧାରଣ ନିର୍ବାଚନ ଫଳ ପ୍ରକାଶ ପାଇଛି। ଦେଶରେ ଶାସକ ଦଳ ନ୍ୟାଶନାଲ ଲିଗ୍‌ ଫର୍‌ ଡେମୋକ୍ରାସି ପୁଣି ଥରେ କ୍ଷମତା ଦଖଲ କରିଛି। ଶାସକ ଦଳ ୯୨୦ ଆସନରେ ବିଜୟୀ ହୋଇଛି। ନିର୍ବାଚନରେ ୫ ହଜାର ୬୩୯ ଜଣ…

ଆଜିର ଦିନରେ ପାକିସ୍ତାନ ବିପକ୍ଷରେ ଡେବ୍ୟୁ ମ୍ୟାଚ୍‌ ଖେଳିଥିଲେ ମାଷ୍ଟର ବ୍ଲାଷ୍ଟର; ହେଲେ ଏହି ଘଟଣା ଯୋଗୁ…

ନୂଆଦିଲ୍ଲୀ,୧୫।୧୧: ୩୧ ବର୍ଷ ପୂର୍ବେ ଆଜିର ଦିନରେ କରାଚିରେ ନିଜର ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ ସଚିନ ତେନ୍ଦୁଲକର। ମାତ୍ର ୧୬ ବର୍ଷ ବୟସରେ ସଚିନ ପାକିସ୍ତାନ ବିପକ୍ଷରେ ପ୍ରଥମ ଟେଷ୍ଟ ଖେଳିଥିଲେ। ଉକ୍ତ ମ୍ୟାଚ୍‌ରେ ଦ୍ରୁତ ବୋଲର ଓ୍ବାକର…

ସୋମବାରଠାରୁ ମହାରାଷ୍ଟ୍ରରେ ଖୋଲିବ ଧାର୍ମିକ ସ୍ଥଳ: ମାର୍ଗଦର୍ଶିକା ଜାରି

ମୁମ୍ବାଇ,୧୫।୧୧: ସୋମବାର ଠାରୁ ମହାରାଷ୍ଟ୍ରରେ ଧାର୍ମିକ ସ୍ଥଳ ଖୋଲିବ। ଏନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ୬୫ ବର୍ଷ ବୟସରୁ ଅଧିକ ବୟସ୍କ ବ୍ୟକ୍ତି, ଗର୍ଭବତୀ ମହିଳା, ୧୦ ବର୍ଷରୁ କମ୍‌ ବୟସ୍କ ଛୋଟ ପିଲା…

ପିଡ଼ିପିକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ସଂସ୍ଥାପକ ସଦସ୍ୟ

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରରେ ପିପୁଲସ୍‌ ଡେମୋକ୍ରାଟିକ୍‌ ପାର୍ଟି(ପିଡ଼ିପି)କୁ ବଡ଼ ଝଟ୍‌କା ଲାଗିଛି। ଦଳର ସଂସ୍ଥାପକ ସଦସ୍ୟ ମୁଜାଫର ହୁସେନ୍‌ ବେଗ୍‌ ଇସ୍ତଫା ଦେଇଛନ୍ତି। ଜିଲା ବିକାଶ ପରିଷଦ ନିର୍ବାଚନ ପୂର୍ବରୁ ଏଭଳି ଘଟିବା ପିଡ଼ିପି ପାଇଁ କ୍ଷତି କାରକ ବୋଲି ଚର୍ଚ୍ଚା ହେଉଛି।…

ରାଜରାସ୍ତାରେ ଟ୍ରମ୍ପ୍‌ ସମର୍ଥକ: ନିର୍ବାଚନ ଫଳାଫଳ ମାନିବାକୁ ଅରାଜି

ଓ୍ବାଶିଂଟନ,୧୫।୧୧: ଆମେରିକା ରାଜରାସ୍ତାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମର୍ଥକ ଓହ୍ଲାଇଛନ୍ତି। ସେମାନେ ନିର୍ବାଚନ ଫଳାଫଳକୁ ମାନିବାକୁ ଅରାଜି ହୋଇ ପୋଲିସ ସହିତ ଧସ୍ତାଧସ୍ତି ହୋଇଛନ୍ତି। ସମର୍ଥକମାନେ ଓ୍ବାଶିଂଟନ ଡିସିରେ ନାନା ପ୍ରକାର ସ୍ଲୋଗାନ ଦେଇ ଟ୍ରମ୍ପ୍‌ଙ୍କୁ ପଦବୀରେ ରହିବା ଲାଗି ଦାବି…

କିଲର ଡଲଫିନ୍‌ଙ୍କୁ ସୈନ୍ୟ ବାହିନୀରେ ସାମିଲ୍‌ କରୁଛନ୍ତି କିମ୍‌ ଜୋଙ୍ଗ ଉନ୍‌

ପୋୟାଙ୍ଗାୟାଙ୍ଗ୍‌,୧୪।୧୧: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସନ କିମ୍‌ ଜୋଙ୍ଗ୍‌ ଉନ୍‌ ସୈନ୍ୟ ବାହିନୀରେ କିଲର ଡଲଫିନ୍‌ଙ୍କୁ ସାମିଲ୍‌ କରୁଛନ୍ତିି। ଏସବୁ ଡଲଫିନ୍‌ଙ୍କୁ ଆବଶ୍ୟକ ତାଲିମ୍‌ ଦିଆଯିବ। ତାଲିମ ପ୍ରାପ୍ତ ଡଲଫିନ୍‌ ଶତ୍ରୁ ଶିବିରରେ ତାଣ୍ଡବ ରଚିବାକୁ ସକ୍ଷମ ହେବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?