Home Left

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ: ଓ୍ବାର୍ନରଙ୍କ ସହ ବନର୍‌ସ ଓପନ କରିବେ

ମେଲବୋର୍ନ: ଭାରତୀୟ କ୍ରିକେଟ ଦଳ ଗୁରୁବାର ଅଷ୍ଟ୍ରେଲିଆରେ ପହଞ୍ଚିଛି। କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହେବାପରେ ଟିମ୍‌ ଇଣ୍ଡିଆ ସେଠାରେ ଚଳିତମାସ ୨୭ରୁ ଦିନିକିଆ ସିରିଜ ଖେଳିବ। ଏହା ପରେ ଟି୨୦ ଏବଂ ଶେଷରେ ୪ ମ୍ୟାଚବିଶିଷ୍ଟ ଟେଷ୍ଟ ସିରିଜ ଅନୁଷ୍ଠିତ ହେବ।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର

ନୂଆଦିଲ୍ଲୀ, ୧୩।୧୧-ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ନେଇ ରବିବାର ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାର ଶୁକ୍ରବାର କହିଛନ୍ତି। ଏନ୍‌ଡିଏ ଆନୁଷ୍ଠାନିକ ଭାବେ ନେତା ବାଛିବାର ଦୁଇଦିନ ପୂର୍ବରୁ…

ବିନ୍ଦୁସାଗରରେ କୂଳରେ ଏଥର ପିଣ୍ଡ ମନା

ଭୁବନେଶ୍ୱର, ୧୩।୧୧ (ବ୍ୟୁରୋ): ମହାମାରୀ କରୋନାକୁ ଲକ୍ଷ୍ୟକରି ଭୁବନେଶ୍ୱର ବିନ୍ଦୁସାଗରରେ ଏବର୍ଷ ପୟା ଶ୍ରାଦ୍ଧ ତଥା ପିଣ୍ଡଦାନକୁ ବନ୍ଦ ରଖାଯାଇଛି। ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ଓ ବିନ୍ଦୁସାଗରରେ ପୟାଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇ ପାରିବ ନାହିଁ। ଲୋକ ଗହଳିକୁ ଦୃଷ୍ଟିରେ ରଖି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୪ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୧୨୭, କଟକରୁ ୧୨୨, ମୟୂରଭଞ୍ଜରୁ ୯୩, ଅନୁଗୋଳରୁ ୭୬, ନୂଆପଡାରୁ ୭୬, ବଲାଙ୍ଗୀରରୁ ୭୫, ପୁରୀରୁ ୭୨,…

ଅନ୍ତବସ୍ତ୍ରରେ ୨ ମହିଳା ଲୁଚାଇ ନେଉଥିଲେ ୬୨ ଲକ୍ଷ ଟଙ୍କାର ସୁନା: ଧରାଇଦେଲା ମେଟାଲ ଡିଟେକ୍ଟର

ନୂଆଦିଲ୍ଲୀ,୧୩।୧୧-ଅନ୍ତବସ୍ତ୍ରରେ ସୁନା ସ୍ମଗଲିଂ କରୁଥିବାବେଳେ ୨ ମହିଳାଙ୍କୁ ଗିରଫ କରିଛି ସୀମା ଶୁଳ୍କ ବିଭାଗ। ତାମିଲନାଡୁର କୋଏମ୍ବାଟୁର ଅନ୍ତର୍ଜାତୀୟ ବିମାନବନ୍ଦରେ ଶୁକ୍ରବାର ଏଭଳି ଘଟଣା ଘଟିଛି। ଗିରଫ ହୋଇଥିବା ଦୁଇ ମହିଳା ହେଲେ ଦେବନାନୀ ରାଧାକୃଷ୍ଣନ ଓ ବାସନ୍ତୀ ରାମାସ୍ବାମୀ। ଉଭୟେ…

ଆସନ୍ତାକାଲି ଅପରାହ୍ନ ୨ଟା ଯାଏଁ ଗଡିବ ମୋ-ବସ୍‌

ଭୁବନେଶ୍ୱର,୧୩।୧୧(ବ୍ୟୁରୋ)-ଆଲୋକର ପର୍ବ ଦୀପାବଳିକୁ ଆଖି ଆଗରେ ରଖି ଆସନ୍ତା ଶନିବାର ମୋ-ବସ ଚଳାଚଳ ଉପରେ କଟକଣା ଲଗାଯାଇଛି। ଆସନ୍ତାକାଲି ୧୫ଟି ରୁଟରେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୋ-ବସ ଚାଲିବ। ଏହା ପରଠାରୁ ରାତି ଯାଏ ବସ୍‌ ଗଡିବନି ବୋଲି କ୍ରୁଟ ପକ୍ଷରୁ…

ଘରେ ପଶି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କଲା କୁକୁର: ଆଉ ତା ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକଙ୍କୁ ଏକ କୁକୁର ଘରେ ପଶି ଖଣ୍ଡାରେ ଆକ୍ରମଣ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, କୁକୁର ତାର ପାଟିରେ ଖଣ୍ଡାଟିକୁ ଜାବୁଡି ଧରିଛି। ପରେ ନିକଟରେ…

ଡ୍ରଗ୍ସ ଲିଙ୍କ ମାମଲା: ଅର୍ଜୁନଙ୍କୁ ପଚରାଉଚରା କଲା ଏନ୍‌ସିବି

ମୁମ୍ବାଇ,୧୩।୧୧-ଡ୍ରଗ୍ସ ଲିଙ୍କ୍‌ ମାମଲାରେ ବଲିଉଡ ଅଭିନେତା ଅର୍ଜୁନ ରାମପାଳଙ୍କୁ ପଚରାଉଚରା କରାଯାଇଛି। ଶୁକ୍ରବାର ଦକ୍ଷିଣ ମୁମ୍ବାଇର ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) କାର୍ଯ୍ୟାଳୟରେ ଅର୍ଜୁନ ପହଞ୍ଚିଥିଲେ। ପରେ ଏନ୍‌ସିବିର ଅଧିକାରୀମାନେ ତାଙ୍କୁ ଡ୍ରଗ୍ସର ବିଭିନ୍ନ ଆଙ୍ଗେଲକୁ ନେଇ ପ୍ରଶ୍ନ ପଚାରିଥିଲେ। କିଛିଦିନ…

ପ୍ରତିଶୋଧ ନେଲା ଭାରତୀୟ ସେନା: ୮ ପାକ୍ ସେନା ନିହତ

ଶ୍ରୀନଗର,୧୩ ।୧୧: ପାକିସ୍ତାନ ପକ୍ଷରୁ ଶୁକ୍ରବାର ସୀମାରେ ପୁଣିଥରେ ଅନ୍ତ୍ରବିରତି ଉଲ୍ଲଂଘନ କରାଯାଇଛି । ନର୍ଥ କଶ୍ମୀରରେ ଏଲ୍‌ଓସିକୁ ଲାଗି ରହିଥିବା ୩ଟି ସେକ୍ଟରରେ ପାକିସ୍ତାନ ପଟରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି । ଏଥିରେ ୩ ଯବାନ ଶହୀଦ ହେବା ସହ…

ଭିଜିଲାନ୍ସ ଜାଲରେ କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ

କପ୍ତିପଦା,୧୩।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ନେସ୍କୋ କାର୍ଯ୍ୟାଳୟର ଯନ୍ତ୍ରୀ ଇଂ. ଅଶ୍ୱନୀ କୁମାର ଦାସଅଧିକାରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ ସେ ଗାଡ଼ିଭଡା ବାବଦକୁ ବିଲ୍‌ ମଞ୍ଜୁର କରାଇବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ…

ଧାନଖଳାରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ଧାନ, ମେଶିନ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜଗର ପଞ୍ଚାୟତ ନୂଆଗାଁ ଚତୁରି ସାହିରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଧାନ ଅମଳ ପାଇଁ ଗାଁରେ ଥିବା ଚତୁରି ଉପରେ ରଖାଯାଇଥିବା ୧୪ ଜଣ ଚାଷୀଙ୍କ ୧୮ ଟ୍ରିପ୍‌ ଧାନ ବିଡା ଅଗ୍ନିକାଣ୍ଡରେ…

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ସାଢେ ଚାରି କୋଟି ଓଡ଼ିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ରମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତି ପଢ଼ିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?