Home Left

ଲିଙ୍ଗ ନିରୂପଣ ସୂଚନା ଦେଲେ ମିଳିବ ୧୦ ହଜାର ପୁରସ୍କାର

ଛତ୍ରପୁର,୧୩।୧୧(ଡି.ଏନ୍‌.ଏ.): ଗର୍ଭଧାରଣ ପୂର୍ବ ଓ ପ୍ରସ୍ତୁତି ନିଦାନ କୌଶଳ ଅଧିନିୟମ ଜିଲା ପରାମର୍ଶଦାତା କମିଟିର ବୈଠକ ସ୍ଥାନୀୟ ଜିଲାପାଳଙ୍କ ସଦ୍‌ଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଥିବା କ୍ଲିନିକଗୁଡ଼କର…

ଆୟୁର୍ବେଦ ଆମର ପରମ୍ପରା: ମୋଦି

ନୂଆଦିଲ୍ଲୀ,୧୩ ।୧୧: ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ୨ଟି ଆୟୁର୍ବେଦ ସଂସ୍ଥାନକୁ ସମର୍ପିତ କରିଛନ୍ତିି । ଗୁଜରାଟ ଜାମନଗରର ଆୟୁର୍ବେଦ ଅଧ୍ୟାପନ ଏବଂ ଅନୁସନ୍ଧାନ ସଂସ୍ଥାନ ଓ ଜୟପୁରର ରାଷ୍ଟ୍ରୀୟ ଆୟୁର୍ବେଦ ସଂସ୍ଥାନର ଉଦ୍‌ଘାଟନ କରିଛନ୍ତି ମୋଦି…

ପୋଲିସର ଅତର୍କିତ ଚଢ଼ାଉ: ୩ ଜୁଆଡ଼ି ଗିରଫ

ଦିଗପହଣ୍ଡି,୧୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ରାତିରେ କଇଠଡ଼ା ପଞ୍ଚାୟତ କଲ୍ୟାଣପୁର ଗ୍ରାମରେ ଅତର୍କିତ ଚଢ଼ାଉ କରି ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ କଲ୍ୟାଣପୁର ଗ୍ରାମର କୁନା ଦୋରା , ଗୁହାଳପୁର ଗ୍ରାମର ରବି ସେଠୀ ଓ…

ଟୁଇଟର୍‌କୁ ନୋଟିସ୍‌ ପଠାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୩।୧୧: ଲେହକୁ ଲଦାଖ ପରିବର୍ତ୍ତେ ଜମ୍ମୁ-କଶ୍ମୀରର ଏକ ଅଂଶ ଦେଖାଇବାକୁ ନେଇ କେନ୍ଦ୍ର ସରକାର ଟୁଇଟରକୁ ନୋଟିସ ଜାରି କରିଛନ୍ତି ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର ନଭେମ୍ବର ୯ରେ…

ଜୁହିଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ଅଭିନେତା, ରହିଗଲେ ଅବିବାହିତ

ମୁମ୍ବାଇ: ବଲିଉଡ୍‌ର ସବୁଠୁ ସୁନ୍ଦର ଅଭିନେତ୍ରୀମାନଙ୍କ ମଧ୍ୟରୁ ଜୁହି ଚାଓ୍ବଲା ଅନ୍ୟତମ। ଅଭିନୟ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିଥିବା ଜୁହିଙ୍କର ଆଜି ଜନ୍ମଦିନ। ସେ ୫୩ ବର୍ଷ ବୟସରେ ପାଦ ଦେଇଛନ୍ତି। ୧୯୬୭ ନଭେମ୍ବର ୧୩ରେ ପଞ୍ଜାବରେ ଜନ୍ମ ହୋଇଥିଲେ ଜୁହି।…

ଭାଣିଜୀକୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ ଅଭିନେତା!

ବଲିଉଡ୍‌ ନିର୍ମାତା, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଭୁ ଦେବା ରିଲେଶନ୍‌ସିପ୍‌କୁ ନେଇ ଏବେ ପୁଣିଥରେ ଚର୍ଚ୍ଚାକୁ ଆଶିଛନ୍ତି। ପ୍ରଭୁ ପୁଣିଥରେ ପ୍ରେମରେ ପଡ଼ିଯାଇଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ଗ୍ରୁପ୍‌ ଡ୍ୟାନ୍ସରଭାବେ ନିଜର କ୍ୟାରିୟର ଆରମ୍ଭ କରିଥିବା ପ୍ରଭୁଙ୍କ…

ଗାଈ ପାଟିରେ ବାଣ ପୂରାଇଦେଲେ ଅସାମାଜିକ ବ୍ୟକ୍ତି, ଆଉ ତା’ପରେ…

ଜୟପୁର,୧୩।୧୧: ରାଜସ୍ଥାନର ପାଲି ଜିଲାର ମାରୱାଡ ଜଙ୍କସନ ସବଡିଭିଜନରେ ଏକ ଗାଈ ସହ ଘୃଣ୍ୟ କାର୍ଯ୍ୟକଳାପ ସାମ୍ନାକୁ ଆସିଛି। କିଛି ଅସାମାଜିକ ବ୍ୟକ୍ତି ଗାଈ ପାଟିରେ ବାଣ ରଖିଦେବାରୁ ତାହା ଫାଟିଯାଇଛି। ଫଳରେ ଗାଈଟି ଗୁରୁତର ଆହତ ହୋଇଛି। ମାମଲାର ସମ୍ବେଦନଶୀଳତା…

କାମେଶ୍ୱର ଚୌପାଲ ହୋଇପାରନ୍ତି ବିହାର ଉପମୁଖ୍ୟମନ୍ତ୍ରୀ

ପାଟନା,୧୩।୧୧: ବିହାରରେ ବିଧାନସଭା ନିର୍ବାଚନର ଫଳାଫଳ ସହିତ ସରକାର ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରାବର ଏନଡିଏ ନେତାମାନେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତୀଶ କୁମାରଙ୍କ ନାମ ସ୍ପଷ୍ଟ କରାଯିବ। କୁହାଯାଉଛି ଯେ,…

କାହିଁକି ନୀତୀଶଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁଛି ଭାଜପା

ନୂଆଦିଲ୍ଲୀ,୧୩ ।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପରେ ନ୍ୟାଶନାଲ ଡେମୋକ୍ରାଟିକ୍ ଆଲଏନ୍ସ(ଏନ୍‌ଡିଏ)କୁ ବହୁମତ ମିଳିଛି । ୧୨୫ ଆସନରେ ଏନ୍‌ଡିଏ ବିଜୟ ଲାଭ କରି ଏବେ ସରକାର ଗଠନ କରିବାକୁ ବାହାରିଛି । ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭଜପା)…

ମହିଳା ଆଙ୍କରଙ୍କ ଓଢଣୀ ଟାଣିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଆଇପିଏଲ୍‌ ୨୦୨୦ ଶେଷ ହୋଇଛି। ଲଗାତର ଦ୍ୱିତୀୟଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ୍‌ ହୋଇଛି। ଚଳିତ ଟୁର୍ନାମେଣ୍ଟରେ ଅନେକ ଖେଳାଳି ନିଜର ସ୍ବତନ୍ତ୍ର ଛାପ ଛାଡିବାରେ ସକ୍ଷମ ହୋଇଛନ୍ତି। ଏହି ଲିଗ୍‌ରେ ଅଂଶଗ୍ରହଣ କରିଥିବା ଭାରତର ଅନେକ ଯୁବ ଖେଳାଳିଙ୍କୁ ଆଗାମୀ…

ପିପିଲି ଉପନିର୍ବାଚନ: ଅଧିକ ୭୭ ବୁଥ୍‌ ହେବ

ପୁରୀ ଅଫିସ,୧୩।୧୧: ଆଗକୁ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏହି ଆସନ ଖାଲିପଡ଼ିଛି। ୬ମାସ ଭିତରେ ନିର୍ବାଚନ ହେବାକୁ ନିୟମ ରହିଥିବାରୁ ଆସନ୍ତା ଏପ୍ରିଲ ୩ ତାରିଖ ସୁଦ୍ଧା ଏଠାରେ ଭୋଟ କରାଯିବ।…

ଏନ୍‌ଡିଏ ସ୍ଥିର କରିବ କିଏ ହେବ ମୁଖ୍ୟମନ୍ତ୍ରୀ: ନୀତୀଶ

ପାଟନା,୧୩ ।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପରେ ଗୁରୁବାର ପ୍ରଥମ କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଖବରଦାତାଙ୍କ ସହ କଥା ହୋଇଛନ୍ତି । ଜନତା ଦଳ ୟୁନାଇଟେଡ(ଜେଡିୟୁ) ପ୍ରଦେଶ କାର୍ଯ୍ୟାଳୟରେ ସେ ଖବରଦାତାଙ୍କ ସହ କଥା ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?