Home Left

‘ମାଇଁ ଲର୍ଡ’ ନୁହେଁ, ‘ସାର୍‌’ ସମ୍ବୋଧନ କର

କୋଲକାତା,୧୭ା୭(ପି.ଟି.):କଲିକତା ହାଇକୋର୍ଟ ମୁଖ୍ୟ ବିଚାରପତି ଟିବିଏନ୍‌ ରାଧାକ୍ରିଷ୍ଣନ୍‌ ବିଚାର ବିଭାଗୀୟ ବ୍ୟବସ୍ଥାରେ ଏକ ନୂଆ ପରମ୍ପରା ଆରମ୍ଭ କରିଛନ୍ତି। ତାଙ୍କୁ ‘ମାଇଁ ଲର୍ଡ’ କିମ୍ବା ‘ଲର୍ଡଶିପ୍‌’ ପରିବର୍ତ୍ତେ ‘ସାର୍‌’ ସମ୍ବୋଧନ କରିବା ପାଇଁ ପଶ୍ଚିମବଙ୍ଗ ଓ ଆଣ୍ଡାମାନର ନ୍ୟାୟିକ ଅଧିକାରୀମାନଙ୍କୁ ଜଷ୍ଟିସ୍‌…

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା ଚିହ୍ନିତ ଜଳସେଚନ ନାଳକୁ କେତେକ ଚାଷୀ ଅବରୋଧ କରିଛନ୍ତି। ଫଳରେ ଚାଷଜମିରୁ ବାଙ୍ଗୋରପଦୀ ମାଇନର…

୩୦ ପରିବାରକୁ ମିଳିଲା ବିଜୁଳି

ବଇଣ୍ଡା, ୧୭ା୭(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଜାମୁଖୋଳ ଗ୍ରାମରେ ବୁଧବାର ୩୦ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହାକୁ ନେଇ ସମ୍ପୃକ୍ତ ପରିବାର ଲୋକେ ଖୁସି ବ୍ୟକ୍ତି କରିଛନ୍ତି। ସୂଚନାଯୋଗ୍ୟ ଯେ, ସୌଭାଗ୍ୟ ଯୋଜନାରେ ସାମିଲ ହୋଇ…

ମାତ୍ର ୨୦ ପ୍ରତିଶତଙ୍କୁ ଅନ୍‌ଲାଇନ୍‌ ଶିକ୍ଷା

ଅନୁଗୋଳ ଅଫିସ, ୧୭।୭ – ମହାମାରୀ କରୋନା ଯୋଗୁ ସ୍କୁଲରେ ପଡ଼ିଛି ତାଲା। ୪ ମାସ ହେଲା ଘରେ ବସିଛନ୍ତି ଛାତ୍ରୀଛାତ୍ର। ଏପରି ସ୍ଥିତିରେ ନୂଆ ଶିକ୍ଷାବର୍ଷ ଆରମ୍ଭରୁ ପ୍ରଭାବିତ ହୋଇଥିବା ପାଠପଢ଼ାକୁ ଆଗେଇ ନେବା ପାଇଁ ସରକାରଙ୍କ ପକ୍ଷରୁ ଅନ୍‌ଲାଇନ୍‌ରେ…

ନେଗେଟିଭ୍‌ ପରେ ପାକିସ୍ତାନ ଦଳରେ କାଶିଫ୍‌

ଲଣ୍ଡନ,୧୬ା୭ (ଏ.ପି.)-ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)ର ପ୍ରୋଟୋକଲ୍‌ ଅନୁସାରେ ବାମହାତୀ ସ୍ପିନର କାଶିଫ ଭଟ୍ଟିଙ୍କର ଦୁଇଥର କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ୍‌ ଆସିବାପରେ ବର୍ତ୍ତମାନ ଓରସେଷ୍ଟରଠାରେ ଥିବା ପାକିସ୍ତାନ କ୍ରିକେଟ ଦଳରେ ଯୋଗଦେବା ଲାଗି ତାଙ୍କୁ ଅନୁମତି ମିଳିଛି। ଆସନ୍ତା…

ଯୁବତୀଙ୍କ ଅଶୀଳ ଭିଡିଓ ଭାଇରାଲ ପରେ…

ଜଳନ୍ଧର, ୧୬।୭- ପଞ୍ଜାବର ଜଳନ୍ଧରରୁ ଜଣେ ବିବାହିତ ଯୁବକ କୌଣସି କାରଣରୁ ତାଙ୍କ ପ୍ରେମିକାଙ୍କ ଅଶୀଳ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିଦେଇଥିଲେ। ଏହି ଘଟଣାରେ ଯୁବତୀଙ୍କ ପରିବାର ଲୋକ ପ୍ରତିଶୋଧ ପରାୟଣ ହୋଇ ଯୁବକଙ୍କ ଘରେ ପଶି ଭଙ୍ଗାରୁଜା କରିବା…

ଶୌଚାଳୟ ନ ଥିବାରୁ ମାସକରେ ଶାଶୁଘର ଛାଡ଼ିଲେ ୧୬ ବୋହୁ

ଲକ୍ଷ୍ନୌ, ୧୬।୭- ସ୍ବଚ୍ଛ ଭାରତ ମିଶନ ଆଧାରରେ ଗ୍ରାମ ଓ ସହର ସବୁଠାରେ ଶୌଚାଳୟ ନିର୍ମାଣ ହୋଇଥିବା ଉତ୍ତର ପ୍ରଦେଶ ସରକାର ଦାବି କରୁଛନ୍ତି। କିନ୍ତୁ ବାସ୍ତବତା ଏହା ବାହାରେ। ଯାହାର ସଦ୍ୟତମ ଉଦାହରଣ ଉତ୍ତର ପ୍ରଦେଶ କୁଶୀନଗର ଜିଲାରେ ଦେଖିବାକୁ…

ପ୍ରେମ ପରେ ପ୍ରତାରଣା ପଡ଼ିଲା ମହଙ୍ଗା: ବନ୍ଧା ହେଲେ ଅଭିଯୁକ୍ତ ପ୍ରେମିକ

ରୂପ୍‌ସା, ୧୬।୭(ଡି.ଏନ.ଏ.)-ଦିଲ୍ଲୀରେ ଜଣେ ଯୁବତୀଙ୍କୁ ପ୍ରେମ ପରେ ପ୍ରତାରଣା ଘଟଣା ଓଡ଼ିଆ ଯୁବକଙ୍କ ପାଇଁ ମହଙ୍ଗା ପଡିଛି। ଶେଷରେ ଅଭିଯୁକ୍ତ ପ୍ରେମିକଙ୍କୁ ପୋଲିସ ଗିରଫ କରିଛି। ବିବାହ ଲାଗି ପ୍ରେମିକା ଅଡିବସିଥିଲେ ମଧ୍ୟ ପ୍ରେମିକଙ୍କ ପରିବାରବର୍ଗ ଅସ୍ବୀକାର କରିବାରୁ ପୋଲିସ ବାଧ୍ୟ…

ଅମିଭାଭଙ୍କ ପାଇଁ ୧୫ ବର୍ଷ ହେଲା ବ୍ରତ ରଖୁଛନ୍ତି ବରେଲିର ଅମିତାଭ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ କରୋନା ପଜିଟିଭ ଜଣାପଡ଼ିବା ପରଠାରୁ ପ୍ରଶଂସକମାନେ ପ୍ରାର୍ଥନାକରି ତାଙ୍କର ଆରୋଗ୍ୟ କାମନା କରୁଛନ୍ତି। ଏହି ସମୟରେ ବିଗ୍‌ବିଙ୍କୁ ନେଇ ଅନେକ ମଜାଦାର କଥା ମଧ୍ୟ ଶୁଣିବାକୁ ମିଳୁଛି। ବରେଲିର ଗୋବର୍ଦ୍ଧନ ନାମକ ଜଣେ ବ୍ୟକ୍ତି ଅମିତାଭଙ୍କର…

କିଲୋ ପ୍ରତି ୨ ଟଙ୍କା ମୂଲ୍ୟରେ କିଣାଯିବ ଗୋବର

ରାୟପୁର, ୧୬।୭- ଚାଷୀଙ୍କଠାରୁ ୨ ଟଙ୍କାରେ ଗୋବର କିଲୋ କିଣିବାକୁ ଛତିଶଗଡ଼ ଭୂପେଷ ବାଘେଲା ସରକାର ନିଷ୍ପତ୍ତି ନେଇଛନ୍ତି। ‘ଗୋଦାନ ନ୍ୟାୟ ଯୋଜନା’ରେ ଚାଷୀଙ୍କଠାରୁ ସିଧାସଳଖ କିଲୋ ପ୍ରତି ୨ ଟଙ୍କା ମୂଲ୍ୟରେ ଗୋବର କିଣାଯିବାକୁ ଛତିଶଗଡ଼ କ୍ୟାବିନେଟ୍‌ ଅନୁମୋଦନ କରିଛି।…

ମା’ଙ୍କ ଦେହ ଖରାପ କହି ମାମୁଘରୁ ଡାକିନେଇ ନାବାଳିକାଙ୍କୁ ବଳାତ୍କାର

ନବରଙ୍ଗପୁର,୧୬।୭(ବି.ପ୍ର.): ନବରଙ୍ଗପୁର ଜିଲାରେ ଜଣେ ଅଷ୍ଟମ ଶ୍ରେଣୀ ନାବାଳିକା ବଳାତ୍କାରର ଶୀକାର ହୋଇଛନ୍ତି। ଏ ନେଇ ନାବାଳିକାଙ୍କ ପରିବାର ସ୍ବେଛାସେବୀ ଅନୁଷ୍ଠାନ ‘ମା ଘର’ ଅଧ୍ୟକ୍ଷାଙ୍କ ସହ ନବରଙ୍ଗପୁର ଥାନାରେ ଗୁରୁବାର ଲିଖିତ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ନାବାଳିକା ବୁଧବାର…

ଜିଲାପାଳଙ୍କ ନିୟମ ନ ମାନି ଘରକୁ ପଳାଇଥିଲେ: ବିଇଓଙ୍କୁ ସଙ୍ଗରୋଧରେ ରଖିଲେ ତହସିଲଦାର

ଦାରିଙ୍ଗବାଡି,୧୬।୭(ଡି.ଏନ୍‌.ଏ.)-ଜିଲା ପ୍ରଶାସନର ନିୟମ ନ ମାନି ଘରକୁ ପଳାଇବା ମହଙ୍ଗା ପଡିଛି ଜଣେ ଶିକ୍ଷା ବିଭାଗ ଅଧିକାରୀଙ୍କୁ। ସୀମା ସିଲ୍‌ ସତ୍ତ୍ୱେ ଗଳାବାଟ ଦେଇ ଘରକୁ ପଳାଇଥିଲେ। ଫେରିବାବେଳେ ଧରାପଡିବାରୁ ସମ୍ପୃକ୍ତ ଅଧିକାରୀ ଓ ସହଯୋଗୀଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖିଛନ୍ତି ତହସିଲଦାର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri