ଫିଲ୍ମ ଶୁଟିଂ ପାଇଁ ପ୍ରାଇଭେଟ ଜେଟ୍ରେ ଯିବେ ଅକ୍ଷୟ
ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ବଲିଉଡ୍ରେ ପ୍ରାୟତଃ ଶୁଟିଂ ବନ୍ଦ ଥିବା ବେଳେ ଧୀରେ ଧୀରେ ଟେଲିଭିଜନ ଶୁଟିଂ ଆରମ୍ଭ କରାଗଲାଣି। ଦୀର୍ଘ ପ୍ରାୟ ୩ ମାସ ପରେ ଏବେ ବଲିଉଡ୍ର କିଛି ଫିଲ୍ମ ଶୁଟିଂ ଆରମ୍ଭ କରିବା କଥା ଚିନ୍ତା…
କ୍ୟାଟ୍ରିନାଙ୍କ ପାଇଁ ଜୀବନ ଦେବାକୁ ପ୍ରସ୍ତୁତ ଥିଲେ ରଣବୀର!
ମୁମ୍ବାଇ: ବଲିଉଡ୍ ନାୟିକା କ୍ୟାଟ୍ରିନା କୈଫ ସହଜରେ ପାଖ ଲୋକଙ୍କୁ ଆପଣାର କରି ପାରନ୍ତି ବୋଲି କୁହାଯାଏ। ତାଙ୍କର ସରଳ ସ୍ବଭାବ ସମସ୍ତଙ୍କୁ ଖୁବ୍ ପସନ୍ଦ ଆସିଥାଏ। ଏବେ ଏହି ନାୟିକା ୩୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତେବେ ସେ…
ଗରିବ ଛାତ୍ରଙ୍କ ମହଙ୍ଗା କାର୍, ପୋଲ୍ ଖୋଲିବାରୁ ପରିବାର ଫେରାର
ଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ଧନୀ ବ୍ୟକ୍ତି ନିଜ ସନ୍ତାନକୁ ନାମୀ ସ୍କୁଲରେ ଆଡମିଶନ କରିବା ପାଇଁ ଏମିତି ପନ୍ଥା ଆପଣାଇ ଥିଲେ, ଯାହା ଜଣାପଡିବା ପରେ ମାମଲା କୋର୍ଟରେ ପହଞ୍ଚିଛି। ସୂଚନାଯୋଗ୍ୟ, ଜଣେ…
ଶୂନ୍ୟରେ ବସିଛନ୍ତି ଏହି ବ୍ୟକ୍ତି, ଭିଡିଓ ଭାଇରାଲ
ଅନେକ ସମୟରେ ଆପଣ ହୁଏତ ରାସ୍ତା ପାର୍ଶ୍ୱରେ କିମ୍ବା ବଜାରରେ କୌଣସି ଲୋକ ଯାଦୁ ଦେଖାଉଥିବା ଦେଖିଥିବେ। ସେହି ଯାଦୁଗର ଯାଦୁ ଦେଖାଇବା ପରେ ମନକୁ ପ୍ରଶ୍ନ ଆସେ ଏସବୁ କରୁଛନ୍ତି କେମିତି? ଠିକ୍ ସେହିପରି ଏକ ଯାଦୁଗରି କୌଶଳ ବର୍ତ୍ତମାନ…
ସାରା ବିଶ୍ୱପାଇଁ ଟିକା ପ୍ରସ୍ତୁତ କରିପାରେ ଭାରତ: ଗେଟ୍ସ
ନୂଆଦିଲ୍ଲୀ,୧୬।୭: ମାଇକ୍ରୋସଫ୍ଟର କୋ ଫାଉଣ୍ଡର ବିଲ୍ ଗେଟସ୍ଙ୍କର ଭାରତୀୟ ଫାର୍ମା କମ୍ପାନୀ ଉପରେ ରହିଛି ଭରସା। ସେ କହିଛନ୍ତି ଭାରତୀୟ ଫାର୍ମା କମ୍ପାନୀ ନିକଟରେ ଅଧିକ କ୍ଷମତା ରହିଛି। ସାରା ବିଶ୍ୱକୁ ଭାରତୀୟ ଔଷଧ ଓ ଟିକା କମ୍ପାନୀ ବହୁ ପରିମାଣରେ…
ପୋଲ ଭାଙ୍ଗିବା ଘଟଣା ମିଛ ବୋଲି କହିଲେ ନୀତୀଶ ସରକାର
ପାଟନ, ୧୬।୭: ବିହାରର ଗୋପାଳଗଞ୍ଜ ଜିଲାରେ ପ୍ରାୟ ୨୬୪ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଥିବା ଏକ ପୋଲ ଭାଙ୍ଗିଯିବା ଫଳରେ ଏବେ ଏହାକୁ ନେଇ ଆରମ୍ଭ ହେଲାଣି ରାଜନୀତି। ଏହାକୁ ନେଇ ବିହାର ସରକାର କହିଛନ୍ତି ପୋଲ ଭାଙ୍ଗିବା ଘଟଣା…
ମାସ୍କ ନ ପିନ୍ଧି ଦେଲେ ୭୬ ହଜାର ଟଙ୍କା ଜରିମାନା
ବ୍ରହ୍ମପୁର ଅଫିସ,୧୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍ଡାଉନ ଓ ଶଟ୍ଡାଉନ୍ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…
୧୦ ଦୁର୍ଭାଗ୍ୟଶାଳୀ କ୍ରିକେଟର, ଖେଳୁଥିବାବେଳେ ପଡିଆରେ ଟଳିପଡି ଦୁନିଆକୁ କହିଛନ୍ତି ଅଲବିଦା
କ୍ରିକେଟ ଏକ ଅନିଶ୍ଚିତତାର ଖେଳ। ପଡ଼ିଆରେ ଖେଳା ଯାଉଥିବା ଏହି ଖେଳ କେତେବେଳେ କାହା ଆଡକୁ ଢଳିବ ତାହା ଅନୁମାନ କରିବା ଅତ୍ୟନ୍ତ କଷ୍ଟକର। ବିଜୟ ଏବଂ ପରାଜୟ କ୍ରିକେଟରେ ଏକ ସାଧାରଣ କଥା। କିନ୍ତୁ କ୍ରିକେଟ ପଡ଼ିଆରେ ମୃତ୍ୟୁ ଏହି…
ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ
ମାଲକାନଗିରି,୧୬ା୭(ଡି.ଏନ୍.ଏ.): ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ଗୁରୁବାର ପୋଲିସ ମାଓବାଦୀ ଗୁଳି ବିନିମୟ ହୋଇଛି। ଏହି ସମୟରେ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଏକ ବଡ଼ଧରଣର ମାଓବାଦୀ କ୍ୟାମ୍ପ ଠାବ ହୋଇଥିଲା। ଡିଭିଏଫ୍ ଏବଂ ଏସ୍ଓଜିର ମିଳିତ ଚଢ଼ାଉରେ ଏହି ବଡ଼ଧରଣର ସଫଳତା ମିଳିଛି।…
ହାତ ଟେକିଦେଲେ କର୍ନାଟକ ସରକାର: ଏବେ କେବଳ ଭଗବାନ ଭରସା
ବେଙ୍ଗାଲୁରୁ,୧୬।୭: କରୋନା ଭାଇରସ ସଂକ୍ରମଣ ଧୀରେ ଧୀରେ ବଢିବାକୁ ଲାଗିଛି। ଏହି ସମୟରେ କର୍ନାଟକରେ ମଧ୍ୟ ସ୍ଥିତି ବେଳକୁ ବେଳ ଅଣାୟତ୍ତ ଆଡକୁ ଗତି କରୁଛି। ଏହାକୁ ଦେଖି ଗୁରୁବାର କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ବି.ଶ୍ରୀରାମୁଲୁ କହିଛନ୍ତି, ଏବେ କେବଳ ଭଗବାନ ଭରସା।…
କୃଷକ ପରିବାରକୁ ପ୍ରବଳ ପିଟିଲା ପୋଲିସ, ପ୍ରଶାସନ ଆଗରେ ବିଷ ପିଇଦେଲେ ଦମ୍ପତିି
ଭୋପାଳ,୧୬।୭: ମଧ୍ୟ ପ୍ରଦେଶର ଗୁନା ଜିଲାରେ ପୋଲିସର ଏକ ବର୍ବର କାଣ୍ଡ ସାମ୍ନାକୁ ଆସିଛି। ଗୁନାର ଏକ ବିଜ୍ଞାନ କଲେଜ ନାମରେ ଥିବା ଏକ ଜମିକୁ ଖାଲି କରିବା ପାଇଁ ପହଞ୍ଚିଥିଲା ପୋଲିସ ଟିମ। ଏହି ଜମିରେ ଘର କରି ରହିଥିବା…
ପ୍ରଥମ ମହିଳା ନିର୍ବାଚନ କମିଶନଙ୍କ କରୋନା ସଂକ୍ରମଣରେ ମୃତ୍ୟୁ
ମୁମ୍ବାଇ, ୧୬।୭: ମହାରାଷ୍ଟ୍ରର ପ୍ରଥମ ମହିଳା ନିର୍ବାଚନ କମିଶନ ନୀଲା ସତ୍ୟନାରାୟଣନଙ୍କ କରୋନା ସଂକ୍ରମଣ ଯୋଗୁ ଗୁରୁବାର ମୃତ୍ୟୁ ଘଟିଛି। ସେ ମୁମ୍ବାଇର ସେଭେନ୍ ହିଲ୍ସ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ୧୯୭୨ ବ୍ୟାଚ୍ର…
Archives


