Home Left

ଗଞ୍ଜାମର କୋଭିଡ ହସ୍ପିଟାଲ, କେୟାର ସେଣ୍ଟରରେ ସମସ୍ୟା ନେଇ ଅଡିଓ ଭାଇରାଲ: ୨୪ ଘଣ୍ଟିଆ କଲ୍‌ ସେଣ୍ଟରକୁ ଆସିଲା ୨୪୯ଫୋନ୍‌

ଛତ୍ରପୁର,୧୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଶିତଳାପଲିସ୍ଥିତ ଟାଟା କୋଭିଡ ହସ୍ପିଟାଲ, ପାରଳା ମହାରାଜା ଓ ଅନ୍ୟ କୋଭିଡ କେୟାର ସେଣ୍ଟରରେ ଚିକିତ୍ସା, ପାଣି, ଖାଦ୍ୟ, ପରିମଳ ସମ୍ଭନ୍ଧୀୟ ଅବ୍ୟବସ୍ଥା ନେଇ ବାରମ୍ବାର ଭିଡିଓ ଭାଇରାଲ ହେଉଛି। ବୁଧବାର ମଧ୍ୟ ଏସମ୍ପର୍କୀତ ସମସ୍ୟା…

କାର୍‌ ଭିତରେ ଗର୍ଲଫ୍ରେଣ୍ଡଙ୍କ ସହ ବସିଥିଲେ ସ୍ବାମୀ, ଦେଖିଦେଲେ ସ୍ତ୍ରୀ: ତା’ପରେ ଘଟିଲା ଏମିତି

ମୁମ୍ବାଇ ରାସ୍ତାରେ ଏକ ସ୍ବାମୀ-ସ୍ତ୍ରୀ ଝଗଡା ଦେଖିବାକୁ ମିଳଥିଲା। ଝଗଡାର କାରଣ ଜାଣିବା ପାଇଁ କାର ପାଖରେ ଲୋକେ ଭିଡ ଜମାଇଥିଲେ। ଏହା ପରେ ଯାହା ଜଣାପଡିଲା ତାହା ଜାଣି ସମସ୍ତେ ମୁଣ୍ଡରେ ହାତ ଦେଇଥିଲେ। ମୁମ୍ବାଇର ପେଡର ରୋଡରେ ଏକ…

ଏହି ବୃଦ୍ଧଙ୍କ କେଶ ଦେଖିଲେ ଯେକେହି ବି ଆଶ୍ଚର୍ଯ୍ୟ ହେବ

ଲମ୍ବା କେଶ ରଖିବା ସବୁ ନାରୀଙ୍କ ପସନ୍ଦ ହୋଇଥାଏ। ବେଳେ ବେଳେ ଏହି ପସନ୍ଦ ପୁରୁଷଙ୍କ କ୍ଷେତ୍ରରେ ମଧ୍ୟ ଦେଖାଦେଇଥାଏ। ପୁରୁଷମାନେ ଲମ୍ବା ଲମ୍ବା କେଶ ରଖିବା ଏହା ଏବେ ଫ୍ୟାଶନ୍‌ ପାଲଟିଗଲାଣି। ହେଲେ ପରିଣତ ବୟସରେ ଜଣେ ବୃଦ୍ଧ ଲମ୍ବା…

ମିଷ୍ଟର ଇଣ୍ଡିଆ ହୋଇ ଚାଇନା ସହ ଲଢିବାକୁ ଚାହୁଁଛନ୍ତି ଏହି ଶିଶୁ !

ନୂଆଦିଲ୍ଲୀ,୧୬।୭: ଅନିଲ କପୁରଙ୍କ ଅଭିନୀତ ବଲିଉଡ୍‌ ମୁଭି ‘ମିଷ୍ଟର ଇଣ୍ଡିଆ’ ଆଜିବି ଲୋକଙ୍କ ମନରେ ରହିଯାଇଛି। ଶେଖର କପୁରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ସେତେବେଳେ ମିଳିଥିଲା ବେଶ୍‌ ଦର୍ଶକୀୟ ସ୍ବୀକୃତି। ଆଉ ଏହାକୁ ଦେଖିବା ପରେ କେତେଜଣ ମିଷ୍ଟର ଇଣ୍ଡିଆ ପରି…

ମାଲିକ ଗାଈକୁ ବିକିବାକୁ ନେଇ ଷଣ୍ଢର ଉତ୍ପାତ: ଗାଡ଼ି ପଛରେ ୧ କିମି ଯାଏ ଦୌଡ଼ିଲା; ପରେ ଘଟିଲା ଏପରି କିଛି..

ମଦୁରାଇ: କଥାରେ ଅଛି ପ୍ରେମ ଶାଶ୍ୱତ, ସୁନ୍ଦର। ଆଜିର ଅତ୍ୟାଧୁନିକ ଯୁଗରେ ଯେଉଁଠି ମଣିଷମାନେ ସମ୍ପର୍କକୁ ସେତେଟା ଗୁରୁତ୍ୱ ଦେଉନାହାନ୍ତି ସେଠାରେ ପଶୁପକ୍ଷୀମାନେ ନିଆରା ଉଦାହରଣ ସୃଷ୍ଟି କରୁଛନ୍ତି। ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବା…

ବ୍ୟାଣ୍ଡ୍‌ବାଜା ଧରି ଅପରାଧୀଙ୍କ ଘରେ ପହଞ୍ଚିଲା ପୋଲିସ, ଜାଣନ୍ତୁ କାହିଁକି

ପାଟନା, ୧୬।୭: ପୋଲିସ ବ୍ୟାଣ୍ଡବାଜା ଧରି ଅପରାଧୀଙ୍କ ଘରେ ପହଞ୍ଚିଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏଭଳି ଘଟଣା ବିହାରର ଭାଗଲପୁରର ମାଡୱା ଜିଲାରେ ଘଟିଛି। ଭାଗଲପୁର ପୋଲିସ ବ୍ୟାଣ୍ଡବାଜା ଧରି ପଳାତକ ଅପରାଧୀଙ୍କ ଘରେ ପହଞ୍ଚି ତାଙ୍କୁ ଆତ୍ମସମର୍ପଣ କରିବାକୁ…

୮୪ ପ୍ରତିଶତ ଗାଁ ଗ୍ରୀନ୍‌ ଜୋନରେ, ସହର ପାଇଁ ବଢ଼ିଛି ଚିନ୍ତା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ମୃତ୍ୟୁ ହାର ରାଜ୍ୟ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟଇଛି। ଏଥିସହ ସଂକ୍ରମଣ ବ୍ୟାପୁଥିବାରୁ ଜିଲାବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି।…

ପ୍ରବାସୀଙ୍କୁ ଘରକୁ ପଠାଇବାର ଅନୁଭୂତିକୁ ଶେୟାର କରିବେ ସୋନୁ

ମୁମ୍ବାଇ: କରୋନା ଭାଇରସ୍‌ ମହାମାରୀ ମଧ୍ୟରେ ହଜାର ହଜାର ପ୍ରବାସୀଙ୍କୁ ସହୟତା କରି ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ନିଜର ଅନୁଭୂତିକୁ ବହିର ରୂପ ଦେବାକୁ ନିଷ୍ପତ୍ତି କରିଛନ୍ତି। ଏହି ବହି ଜରିଆରେ ପ୍ରବାସୀଙ୍କୁ ଘର ପଠାଇବା…

କରୋନାକୁ ଭୟ ନ କରି ପାଖାପାଖି ୩ ମାସ ମଧ୍ୟରେ ୪୭୦ ମୃତଦେହର ସଂସ୍କାର କରି ସାରିଲେଣି ଏମାନେ

ନୂଆଦିଲ୍ଲୀ,୧୬।୭: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ଏବେ ସବୁଠାରୁ ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣରେ ଯେଉଁମାନଙ୍କର ମୃତ୍ୟୁ ହେଉଛି ସେମାନଙ୍କ ଅନ୍ତିମ ସଂସ୍କାର। ଆଇଟିଓ ଓ ଦିଲ୍ଲୀ ଗେଟ ମଧ୍ୟରେ ଥିବା…

ଏହି ରଙ୍ଗୀନ କାର୍‌ ପାଇଁ ଯିବାକୁ ପଡ଼ିଲା ହାଇକୋର୍ଟ, ଜାଣନ୍ତୁ କାହିଁକି

୨୦୧୯ ଜୁଲାଇରେ ଆଡ୍‌ଭୋକେଟ୍‌ ରଞ୍ଜିତ ମାଲହୋତ୍ରା ଏକ କାର୍‌ କିଣିଥିଲେ। ଏହି କାର୍‌ଟି ଦେଖିବାକୁ ରଙ୍ଗବେରଙ୍ଗ ତଥା ଖୁବ୍‌ ଆକର୍ଷଣୀୟ। ମେକ୍ସିକୋର ଜଣେ କଳାକାର ଏହି କାର୍‌କୁ ସୁନ୍ଦର ରଙ୍ଗ ଦେଇଥିଲେ। ଏହା ଏକ ଆମ୍ବାସଡାର କାର୍‌। ଯାହାକୁ ରଞ୍ଜିତ୍‌ ଦିଲ୍ଲୀସ୍ଥିତ…

କୋଟି କୋଟି ଟଙ୍କାର ଚାକିରି ଛାଡି ସମାଜ ସେବା କରୁଛନ୍ତି ଏହି କ୍ରିକେଟରଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ସ୍ତ୍ରୀ ପ୍ରିୟଙ୍କା ରାଇନା ଆଜି ଗରିବ ଲୋକଙ୍କୁ ସାହାଯ୍ୟ କରୁଛନ୍ତି। ତାଙ୍କ ଝିଅଙ୍କ ନାମରେ ଏକ ଫାଉଣ୍ଡେଶନ୍‌ ଅଛି, ଯାହାକୁ ଉଭୟ ସୁରେଶ ରାଇନା ଏବଂ ପ୍ରିୟଙ୍କାଙ୍କୁ ପରିଚାଳନା କରନ୍ତି। କ୍ରିକେଟରେ ସୁରେଶ ରାଇନା ବ୍ୟସ୍ତ…

ଉଦ୍‌ଘାଟନର ୨୯ ଦିନ ଭିତରେ ଭାଙ୍ଗିଗଲା ୨୬୪କୋଟି ମୂଲ୍ୟର ପୋଲ

ପାଟନା,୧୬।୭: ଚଳିତ ବର୍ଷ ମୌସୁମୀ ଆସିବା ସହ ବିହାରରେ ବର୍ଷା ଓ ବନ୍ୟା ସାଧାରଣ ଜୀବନ ଯାତ୍ରାକୁ ଅସ୍ତବ୍ୟସ୍ତ କରି ଦେଇଛି। ବିହାରର ଗୋପାଳଗଞ୍ଜ ଜିଲାରେ ଗଣ୍ଡକ ନଦୀ ଉପରେ ନିର୍ମାଣ କରାଯାଇଥିବା ପୋଲ ବର୍ଷାରେ ଭାଙ୍ଗିଯାଇ ନଦୀରେ ଭାସି ଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri