Home Left

୩ ବର୍ଷ ଯାଏଁ ରହିବ କରୋନା ମହାମାରୀ

ନୂଆଦିଲ୍ଲୀ, ୧୬।୭: ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ କରୋନା ମହାମାର ସଂକ୍ରମଣ ରହିବ। ଏହାଦ୍ୱାରା ଭାରତୀୟ ବିମାନ କମ୍ପାନୀ ଗୁଡ଼ିକର କ୍ଷତି ପରିମାଣ ଲକ୍ଷେ ୧୦ ହଜାର କୋଟିରୁ ଲକ୍ଷେ ୩୦ ହଜାର କୋଟି ମଧ୍ୟରେ ହେବ ବୋଲି କ୍ରିସିଲ୍‌ ରେଟିଂ…

ଗଛ ଉପରେ ଜଣେ ବ୍ୟକ୍ତିଙ୍କ ଗୋଡକୁ ଜାବୁଡି ଧରିଲା ବିଲେଇ, କାରଣ ଜାଣନ୍ତୁ

ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ମଜାଦାର ଭିଡିଓ ଭାଇରାଲ ହେବାର ଦେଖାଯାଉଛି। ସେମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। କୌଣସି କାରଣବଶତଃ ଏକ ବିଲେଇ ଗଛ ଉପରେ ଚଢି ଯାଇଥିଲା। ଆଉ ଓହ୍ଲାଇ ନ ପାରିବାରୁ ଖୁବ୍‌…

ଖାଦ୍ୟ ଲାଳସାକୁ ନିୟନ୍ତ୍ରଣକରେ ମସ୍ତିଷ୍କ କୋଷିକା

ଲୋଓ୍ବା: ମିଠା ଏବଂ ସ୍ବାଦଯୁକ୍ତ ଖାଦ୍ୟପ୍ରତି କେତେକଙ୍କର ଅଧିକ ଲାଳସା ରହିଥାଏ। ତେବେ ଏଭଳି ଲାଳସାକୁ ମସ୍ତିଷ୍କର ଏକ ପ୍ରକାର କୋଷିକା ନିୟନ୍ତ୍ରିତ କରିଥାଏ। ଏସମ୍ପର୍କରେ ଆମେରିକାର ଲୋଓ୍ବା ବିଶ୍ୱବିଦ୍ୟାଳୟର କାର୍ଭର ମେଡ଼ିସିନ୍‌ କଲେଜରେ ହୋଇଥିବା ଏକ ଗବେଷଣାରୁ ଜଣାଯାଇଛି। ମଣିଷ…

ପୋଲିଓରୁ ଡିପ୍‌ଥେରିଆ ଯାଏ…

ନୂଆଦିଲ୍ଲୀ: ଏକ ଅଦୃଶ୍ୟ ଭୂତାଣୁ ପ୍ରକୋପରେ ଥରହର ହେଉଛି ପୃଥିବୀ। କରୋନା ଭ୍ୟାକ୍ସିନ ବାହାର କରିବା ଲାଗି ସବୁ ଦେଶ ଉଦ୍ୟମ ଜାରି ରଖିଥିବାବେଳେ ଏଯାଏ କାହାରିକୁ ଶତ ପ୍ରତିଶତ ସଫଳତା ମିଳିନାହିଁ। ଏପରି ସଂକ୍ରାମକ ରୋଗର ପ୍ରତିଷେଧକ ବାହାର କରିବା…

ଟିକ୍‌ଟକ୍‌ ଉପରେ ୧ କୋଟିରୁ ଊର୍ଦ୍ଧ୍ୱ ଜରିମାନା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୬ା୭: ଶର୍ଟ ଭିଡିଓ ପ୍ରସ୍ତୁତ ପ୍ଲାଟଫର୍ମ ତଥା ଟିକ୍‌ଟକ୍‌ ଆପ୍‌କୁ ଭାରତରେ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି। ବ୍ୟବହାରକାରୀଙ୍କ ତଥ୍ୟର ସୁରକ୍ଷା ଏବଂ ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି କରାଯାଇଛି। ନିଷେଧ ସତ୍ତ୍ୱେ ଚାଇନିଜ୍‌ ଆପ୍‌ ବିରୋଧରେ ପୁଣି ଥରେ…

୧୦ ଲକ୍ଷ ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୩୨, ୬୯୫ ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୧୬।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖା ବେଳକୁ ବେଳ ରେକର୍ଡ କରିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୨,୬୯୫ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯,୬୮,୮୭୬ରେ ପହଞ୍ଚିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଇସ୍ତଫା ଦେଲେ ‘ଲେଡି ସିଘଂମ’, କହିଲେ ଆଇପିଏସ୍‌ ହୋଇ ଫେରିବି

ସୁରତ,୧୬।୭: ଗୁଜୁରାଟର ଜଣେ ଲେଡି କନଷ୍ଟେବଳ ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସୁନୀତା ଯାଦବ ନାମକ ଏହି କନଷ୍ଟେବଳ ଭାଜପା ସରକାରର ଜଣେ ମନ୍ତ୍ରୀଙ୍କ ପୁଅକୁ କଡା ଜବାବ ଦେବାରୁ ତାଙ୍କୁ ଚାକିରି ଛାଡିବାକୁ ପଡିଛି। ଜୁଲାଇ ୮ରେ କର୍ଫ୍ୟୁରେ…

ନିଜସ୍ବ ଉଦ୍ୟମରେ ରାସ୍ତା ମରାମତି କଲା ସ୍ବେଚ୍ଛାସେବୀ ସଂଗଠନ

ଚୌଦ୍ୱାର,୧୬।୭(ଡ଼ି.ଏନ୍‌.ଏ): ଚୌଦ୍ୱାର ପୌରପାଳିକାର ୧୧ନମ୍ବର ୱାର୍ଡ ରାଧାମୋହନ ମନ୍ଦିର ସମ୍ମୁଖ ରାସ୍ତାଟି ଆଜିକୁ ଦୀର୍ଘଦିନ ହେବ ଖାଲଖମା ହୋଇ ପଡିରହିଥିଲା। ଉକ୍ତ ରାସ୍ତା ଦେଇ ଲୋକଙ୍କୁ ଯିବା ଆସିବା କରିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିଲା। ପ୍ରଶାସନଙ୍କୁ ଏନେଇ…

ଶଟ୍‌ଡାଉନ୍‌ରେ ଗଞ୍ଜାମ ପୋଲିସର କଡ଼ାକଡ଼ି ଯାଞ୍ଚ

ଗଞ୍ଜାମ, ୧୬।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଗଞ୍ଜାମ ଜିଲାରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ୧୬ରୁ…

ଭଦ୍ରକ ଜିଲାରୁ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ

ଭଦ୍ରକ ଅଫିସ,୧୬।୭: ଭଦ୍ରକ ଜିଲାରେ ଗୁରୁବାର ପୁଣି ୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କ ମଧ୍ୟରୁ ୬ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏନେଇ ଭଦ୍ରକ ଜିଲାପାଳ ଟୁଇଟ କରି ସୂଚନା…

ରାଜ୍ୟରେ କରୋନା ନେଲା ଆଉ ୨ଜୀବନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ଜନିତ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗଞ୍ଜାମ ଜିଲାର। ଏହାକୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି। ଗଞ୍ଜାମର ୨ ମୃତକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ…

ବର୍ଷାରେ ଭିଜିଲେ ଏହି କ୍ରିକେଟ କିମ୍ବଦନ୍ତୀ, ଜାଣନ୍ତୁ କାହିଁକି

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଜିକାଲି ମୁମ୍ବାଇରେ ମୌସୁମୀ ବର୍ଷା ଉପଭୋଗ କରୁଛନ୍ତି। ସଚିନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ବର୍ଷାରେ ଭିଜୁଥିବା ଦେଖାଯାଇଛି। ସଚିନ ତେନ୍ଦୁଲକର ଏହି ଭିଡିଓକୁ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri