Home Left

ବଡ ଭାଇଙ୍କୁ କରୋନା ହେବା ପରେ କ୍ୱାରାଣ୍ଟାଇନ୍‌ରେ ଏହି ପ୍ରସିଦ୍ଧ କ୍ରିକେଟର

କୋଲକତା,୧୬।୭: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ହୋମ କ୍ୱାରାଣ୍ଟାଇନ୍‌ରେ ରହିିଛନ୍ତି। ତାଙ୍କ ବଡ଼ ଭାଇ ତଥା କ୍ରିକେଟ ଆସୋସିଏସନ ଅଫ ବେଙ୍ଗଲର ଯୁଗ୍ମ ସମ୍ପାଦକ ସ୍ନେହାଶିଷ ଗାଙ୍ଗୁଲିଙ୍କୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେ ଏହି ପଦକ୍ଷେପ ନେଇଛନ୍ତି।  କ୍ରିକେଟ…

ଫେରାର ହେବାକୁଯାଇ ପୋଖରୀକୁ ଡେଇଁପଡ଼ିଲେ

ଢେଙ୍କାନାଳ ଅଫିସ, ୧୬।୭: ରାତିଅଧିଆ ଦୋକାନ ତାଲା ଭାଙ୍ଗି ଚୋରି କରୁଥିବାବେଳେ ମାଡ଼ିବସିଲା ପୋଲିସ। ପୋଲିସ କବ୍‌ଜାରୁ ଖସିଯିବାକୁ ଉଦ୍ୟମ କରି ଜଣେ ଅଭିଯୁକ୍ତ ଡେଇଁପଡ଼ିଲେ ପୋଖରୀକୁ। ହେଲେ ପୋଖରୀ ଭିତରେ ପଶି ପୋଲିସ କର୍ମଚାରୀମାନେ ତାଙ୍କୁ କାବୁ କରିବାରେ ସକ୍ଷମ ହୋଇଛନ୍ତି।…

ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ତତ୍ପରତା

ପୁରୀ ଅଫିସ,୧୬ା୭: ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ସାମିଲ କରାଯାଇଛି। ଦୂରଦୂରାନ୍ତରୁ ମୃତଦେହ ଦାହ ପାଇଁ ଆସୁଥିବା ସମ୍ପର୍କୀୟମାନେ ଯେପରି କୌଣସି ପ୍ରକାର ତିକ୍ତ…

ହସ୍ପିଟାଲରୁ ଜୀବନର ମନ୍ତ୍ର ପଢାଇଲେ ଅମିତାଭ ବଚ୍ଚନ, ଏମିତି ଲୋକଙ୍କଠାରୁ ଦୂରେଇ ରୁହନ୍ତୁ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ନିଜ ବିଷୟରେ ବାରମ୍ବାର ଅପଡେଟ ଦେଉଛନ୍ତି। ନିକଟରେ ସେ ଇନଷ୍ଟାଗ୍ରାମରେ କିଛି ଉପଯୋଗୀ କଥା…

ବିଲ୍‌ ଗେଟସ୍‌-ଜେଫ୍‌ ବେଜୋସ୍‌-ଏଲନ ମସ୍କ୍‌ଙ୍କ ଟୁଇଟର ଆକାଉଣ୍ଟ୍‌ ହ୍ୟାକ୍‌

ଓ୍ବାଶିଂଟନ, ୧୬।୭: ବିଲ୍‌ ଗେଟସ୍‌,ଜେଫ୍‌ ବେଜୋସ୍‌ ଏବଂ ଏଲନ ମସ୍କ୍‌ଙ୍କ ସମେତ ବହୁ ଶିଳ୍ପପତି ତଥା ରାଜନେତାଙ୍କ ଟୁଇଟର ଆକାଉଣ୍ଟ୍‌କୁ ହ୍ୟାକ୍‌ କରାଯାଇଛି। ଏହାକୁ କିଙ୍ଗ୍‌ ବିଟ୍‌କ୍ୱାଇନ୍‌ ସ୍କାମ୍‌ କୁହାଯାଉଛି। ଏସବୁ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଆକାଉଣ୍ଟ ହ୍ୟାକ୍‌ କରି ଏହା ସହାୟତାରେ…

ଅନିଶ୍ଚିତତାରେ ଧଉଳି ରୋପ୍‌ ଓ୍ବେ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୬ା୭(ଡିଏନ୍‌.ଏ.): ଧଉଳିରେ ହେବାକୁ ଥିବା ରୋପ୍‌ ଓ୍ବେ ପାଇଁ ଆଶା ମଉଳିଛି। ରୋପ୍‌ ଓ୍ବେ ନିର୍ମାଣ ପାଇଁ କାର୍ଯ୍ୟଭାର ଦିଆଯାଇଥିବା ସଂସ୍ଥା ଠିକ୍‌ ସମୟରେ କାର୍ଯ୍ୟ ନ କରିପାରିବାରୁ ପର୍ଯ୍ୟଟନ ବିଭାଗ ଏହାକୁ ବାତିଲ କରିଛି। ଫଳରେ ଏହି…

କ୍ୟାଟ୍ରିନା କୈଫ୍‌ଙ୍କ ଫଟୋକୁ ଜୁମ୍‌ କରି ଦେଖିଥାନ୍ତି ଏହି ଅଭିନେତା

ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଅନେକ ହିଟ୍‌ ଫିଲ୍ମ ଦେଇଥିବା କ୍ୟାଟ୍‌ ଆଜି ଯାହା କିଛି ହାସଲ କରିଛନ୍ତି ସବୁ ସୁପରଷ୍ଟାର ସଲମାନ ଖାନଙ୍କ ପାଇଁ। ଏହି କାରଣରୁ ସେ ତାଙ୍କୁ ଗଡଫାଦର ବୋଲି…

ଯୋଡ଼ି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି

କଟକ ଅଫିସ,୧୬ା୭: ଯୋଡ଼ିି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି। ଏଭଳି ବିରଳ ଅସ୍ତ୍ରୋପଚାର ଏସ୍‌ସିବିର ପ୍ଲାଷ୍ଟିକ ସର୍ଜରୀ ବିଭାଗ ଡାକ୍ତରମାନେ କରିଛନ୍ତି। ଫଳରେ ଅସ୍ତ୍ରୋପଚାରର ୧୧ ଦିନ ପରେ ସମ୍ପୃକ୍ତା ମହିଳାଙ୍କ ୪ କଟା ଆଙ୍ଗୁଠି କିଛି ଅଂଶରେ ପୁନଃ…

ଖାଦ୍ୟ ଲାଳସାକୁ ନିୟନ୍ତ୍ରଣକରେ ମସ୍ତିଷ୍କ କୋଷିକା

ଲୋଓ୍ବା: ମିଠା ଏବଂ ସ୍ବାଦଯୁକ୍ତ ଖାଦ୍ୟପ୍ରତି କେତେକଙ୍କର ଅଧିକ ଲାଳସା ରହିଥାଏ। ତେବେ ଏଭଳି ଲାଳସାକୁ ମସ୍ତିଷ୍କର ଏକ ପ୍ରକାର କୋଷିକା ନିୟନ୍ତ୍ରିତ କରିଥାଏ। ଏସମ୍ପର୍କରେ ଆମେରିକାର ଲୋଓ୍ବା ବିଶ୍ୱବିଦ୍ୟାଳୟର କାର୍ଭର ମେଡ଼ିସିନ୍‌ କଲେଜରେ ହୋଇଥିବା ଏକ ଗବେଷଣାରୁ ଜଣାଯାଇଛି। ମଣିଷ…

ପାଇଲଟଙ୍କୁ କଂଗ୍ରେସ ଡରାଇଲା, ଡାକିଲା

ଜୟପୁର/ନୂଆଦିଲ୍ଲୀ,୧୬ା୭: ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଓ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦ ହରାଇଥିବା ସଚିନ ପାଇଲଟ ଭାଜପାରେ ମିଶିବେ ବୋଲି ଯାହା କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା ସେଥିରେ ସେ ନିଜେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ଭାଜପାରେ ଯୋଗଦେବେ ନାହିଁ ବୋଲି…

ସବୁ ଆର୍‌ଟିଓରେ ହେବ ସ୍ବତନ୍ତ୍ର ସିଙ୍ଗଲ୍‌ ୱିଣ୍ଡୋ କାଉଣ୍ଟର୍‌

କଟକ ଅଫିସ,୧୬ା୭: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ର ଆବେଦନରେ ସମସ୍ୟା ଭୋଗୁଥିଲେ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଆର୍‌ଟିଓରେ ସ୍ବତନ୍ତ୍ର…

ଡୋପ୍‌ ଟେଷ୍ଟରେ ବିଫଳ ହୋଇ ସାମୟିକ ବାସନ୍ଦ ହେଲେ ପ୍ରଦୀପ

ନୂଆଦିଲ୍ଲୀ,୧୬।୭(ପି.ଟି.): ଭାରୋତ୍ତୋଳକ ପ୍ରଦୀପ ସିଂ ଡୋପ୍‌ ଟେଷ୍ଟରେ ବିଫଳ ହୋଇ ସାମୟିକ ଭାବେ ବାସନ୍ଦ ହୋଇଛନ୍ତି। ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜେତା ପ୍ରଦୀପଙ୍କ ରକ୍ତ ନମୁନାରେ ହ୍ୟୁମାନ ଗ୍ରୋଥ ହରମୋନ୍‌ (ଏଚ୍‌ଜିଏଚ୍‌) ଥିବା ଜଣାପଡିଥିଲା। ନିଷିଦ୍ଧ ଏଚ୍‌ଜିଏଚ୍‌ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri