ମିସ୍ ଇଣ୍ଡିଆ-୨୦୨୦ରେ ଓଡ଼ିଆ ଝିଅଙ୍କୁ ସଫଳତା
ଜୟପୁର,୧୬ା୭ (ନି.ପ୍ର.): ଜାତୀୟ ସ୍ତରରେ ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ପୁଣି ଜଣେ ଓଡ଼ିଆ ଝିଅ। ଜିରୋନ ପ୍ରଡକ୍ସନ ହାଉସ୍ ପକ୍ଷରୁ ଆୟୋଜିତ ମିସ୍ ଇଣ୍ଡିଆ-୨୦୨୦ ସିଜନ-୨ରେ କୋରାପୁଟ ଜିଲାର ଜୟପୁରର ଦୀପ୍ତିରାଣୀ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ତାଙ୍କର ଏହି ସଫଳତା କୋରାପୁଟ…
୩୦୦ କୋଟିର ଯୁଦ୍ଧାସ୍ତ୍ର କିଣିବ ସେନା
ନୂଆଦିଲ୍ଲୀ,୧୬।୭: ଚାଇନା ସହ ସୀମା ବିବାଦ ଲାଗି ରହିଥିବାବେଳେ ଭାରତ ସେନାକୁ ସଶକ୍ତ କରିବା ଓ ଅତ୍ୟାଧୁନିକ ଶସ୍ତ୍ର ଯୋଗାଇ ଦେବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରୟାସ ଚଳାଇଛି। ବୁଧବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବସିଥିବା ଡିଏସି (ଡିଫେନ୍ସ…
ଯୁବପିଢ଼ିଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ୪ଟି ଏମ୍ଓୟୁ ସ୍ବାକ୍ଷର କରିଛନ୍ତି। ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ବୁଧବାର ଭର୍ଚୁଆଲ ପ୍ଲାଟ୍ଫର୍ମରେ ଓଡ଼ିଶା…
ଜବାବୀ କାର୍ଯ୍ୟାନୁଷ୍ଠାନ ନେବ ଚାଇନା
ବେଜିଂ,୧୬ା୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଏହି ପଦକ୍ଷେପ ପରେ ବୁଧବାର ଚାଇନା ଜବାବୀ କାର୍ଯ୍ୟାନୁଷ୍ଠାନ ପାଇଁ ଧମକ ଦେଇଛି। ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ହୁଆ ଚୁନିଙ୍ଗ୍ କହିଛନ୍ତି, ଆମେରିକା ଏହାକୁ କାର୍ଯ୍ୟକାରୀ କରିବା ଅନୁଚିତ। ନିଜ ଭୁଲ୍କୁ ସୁଧାରିବା…
ହଂକଂକୁ ସ୍ବତନ୍ତ୍ର ସୁବିଧା ବାତିଲ
ଓ୍ବାଶିଂଟନ,୧୬ା୭(ପି.ଟି.): ହଂକଂରେ ଚାଇନା ନୂଆ ଆଇନ ଲାଗୁ କରିବା ପରେ ଏବେ ଆମେରିକା ଏହି ସହରର ସ୍ବତନ୍ତ୍ର ମାନ୍ୟତାକୁ ଶେଷ କରିଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଙ୍ଗଳବାର ହଂକଂ ସ୍ବାୟତ୍ତତା ଆଇନରେ ସ୍ବାକ୍ଷର କରିଛନ୍ତି। ଏହାସହ ହଂକଂକୁ ଆମେରିକାଠାରୁ ଅଗ୍ରାଧିକାର…
ସହାୟତା ପାଇଁ ହାଇକୋର୍ଟରେ ମାମଲା: ବର୍ଷେ ଯାଏ ଆଇନଜୀବୀଙ୍କୁ ମିଳୁ ମାସିକ ୨୫ ହଜାର
କଟକ ଅଫିସ,୧୬ା୭: କରୋନା ଯୋଗୁ ଗତ ମାର୍ଚ୍ଚ ୨୨ତାରିଖ ପରଠୁ କୋର୍ଟଗୁଡ଼ିକର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଫଳରେ ଆଇନ୍ଜୀବୀମାନେ ରୋଜଗାର ହରାଇଛନ୍ତି। ଏଣୁ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ପ୍ରତ୍ୟେକ ଆଇନ୍ଜୀବୀଙ୍କୁ ମାସିକ ୨୫ ହଜାର ଟଙ୍କା ଲେଖାଏ ସହାୟତା ରାଶି…
ଦେଖିବାକୁ ଯେମିତି, ମାର୍କ ବି ସେମିତି
ନଏଡା,୧୬।୭: ନିକଟରେ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ହେଲେ ନଏଡାର ଦୁଇ ଯାଆଁଳା ଭଉଣୀ (ଛାତ୍ରୀ) ଦେଖିବାକୁ ଯେମିତି ଏକାଭଳି ମାର୍କ ବି ସେମିତି ସମାନ ରଖି ଚର୍ଚ୍ଚାକୁ ଆସିଛନ୍ତି। ଏହି ଦୁଇଜଣ ହେଉଛନ୍ତି ମାନସୀ ଓ…
‘ପିସିସି ସଭାପତି ବଦଳିବେନି
ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କ ପଦବୀରୁ ହଟିପାରନ୍ତି ବୋଲି ସାଧାରଣରେ ଚର୍ଚ୍ଚା ଜୋର୍ ଧରିବାପରେ କଂଗ୍ରେସ ଭିତରେ ଭିନ୍ନ ଆଲୋଚନା ହେଉଛି। ବର୍ତ୍ତମାନ ଏ ପ୍ରକାର ଚର୍ଚ୍ଚାକୁ ବନ୍ଦ କରାଇବା ଲାଗି ନିରଞ୍ଜନ ପଟ୍ଟନାୟକ…
୬ ହୋଟେଲ ସିଲ୍ କଲା ପ୍ରଶାସନ
ବାସୁଦେବପୁର,୧୬ା୭(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ କୋଭିଡ୍-୧୯ ଆଇନର ଉଲ୍ଲଂଘନ କରି ଚାଲିଥିବା ୬ଟି ହୋଟେଲକୁ ବୁଧବାର ପ୍ରଶାସନ ସିଲ୍ କରିଛି। ଏହି ହୋଟେଲଗୁଡ଼ିକରେ ଲୋକଙ୍କୁ ବସାଇ ଖାଇବାକୁ ଦିଆଯାଉଥିବା ସହିତ ସାମାଜିକ ଦୂରତା ରକ୍ଷା କରାଯାଉ ନ ଥିବା ପ୍ରଶାସନର…
ଫ୍ଲିପ୍କାର୍ଟ ସହ ହାତ ମିଳାଇଲା ଓଡ଼ିଶା
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ବିକ୍ରିବଟା ଏବଂ ପ୍ରଚାର ପ୍ରସାର ଲାଗି ଦେଶର ଲୋକପ୍ରିୟ ଇ-କମର୍ସ ପ୍ଲାଟ୍ଫର୍ମ ‘ଫ୍ଲିପ୍କାଟ’ ସହ ରାଜ୍ୟ ସରକାର ଏକ ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ଫ୍ଲିପ୍କାର୍ଟ ସମର୍ଥ କାର୍ଯ୍ୟକ୍ରମ ଅଧୀନରେ ଷ୍ଟେଟ୍ ଇନ୍ଷ୍ଟିଚ୍ୟୁଟ୍ ଫର୍ ଡେଭ୍ଲପ୍ମେଣ୍ଟ…
ପୂର୍ବତନ ଫୁଟବଲର ହାକିମ୍ କରୋନା ପଜିଟିଭ୍
ନୂଆଦଲ୍ଲୀ,୧୬।୭(ପି.ଟି.): ଧ୍ୟାନଚାନ୍ଦ ପୁରସ୍କାର ପ୍ରାପ୍ତ ପୂର୍ବତନ ଫୁଟବଲର ସୟଦ ସହିଦ୍ ହାକିମ୍ କରୋନ ପଜିଟିଭ୍ ବୋଲି ଟେଷ୍ଟରୁ ଜଣା ପଡିଛି। ଏବେ ସେ ହାଇଦ୍ରାବାଦ୍ ସ୍ଥିତ ଏକ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଚିକିତ୍ସିତ ହେଉଛନ୍ତି। ୧୯୬୦ ରୋମ ଅଲିମ୍ପିକ୍ସ ଭାରତୀୟ ଦଳର ସଦସ୍ୟ…
‘କରୋନା ସହ ଆସିଛି ସୂଚନା ମହାମାରୀ’
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଆମେ ସମସ୍ତେ ଏକ ବୈଶ୍ୱିକ ସଙ୍କଟ ମଧ୍ୟଦେଇ ଗତି କରୁଛୁ। ବର୍ତ୍ତମାନ କରୋନା ମହାମାରୀ ସହ ତାଳଦେଇ ସୂଚନା ମହାମାରୀ (ଇନ୍ଫୋଡେମିକ) ମଧ୍ୟ ଦେଖାଦେଇଛି। ଗଣମାଧ୍ୟମ କେତେକ କ୍ଷେତ୍ରରେ ଅନିୟନ୍ତ୍ରିତ ହୋଇପଡ଼ିଛି, ଯାହା ଏହାର ଛବିକୁ ପ୍ରଭାବିତ କରିବା ସହିତ…
Archives


