ସିରିଜ ବିଜୟୀ ଆଶାରେ ଓ୍ବେଷ୍ଟଇଣ୍ଡିଜ
ମାଞ୍ଚେଷ୍ଟର, ୧୫।୭- ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଟେଷ୍ଟ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ସାଉଥାମ୍ପଟନଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟକୁ ୪ ଉଇକେଟରେ ଜିତି ଓ୍ବେଷ୍ଟଇଣ୍ଡିଜ ସିରିଜ ଅଗ୍ରଣୀ ଲାଭ କରିଛି। ତେଣୁ ଦ୍ୱିତୀୟ ଟେଷ୍ଟରେ…
ମୋଦିଙ୍କ ପରେ ଲଦାଖ ଗସ୍ତ କରିବେ ପ୍ରତିରକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ,୧୫।୭: ଲଦାଖର ଗଲଓ୍ବାନ ଘାଟିରେ ସୀମା ବିବାଦକୁ ନେଇ ନିକଟରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହାପରେ ସେଠାକାର ସ୍ଥିତି ସମୀକ୍ଷା କରିବା ପାଇଁ ଜୁଲାଇ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଥିଲେ। ମୋଦିଙ୍କ…
ଡି ଭିଲର୍ସଙ୍କୁ ଏହି କାରଣ ଲାଗି ଅଭିନନ୍ଦନ ଜଣାଇଲେ ଅନୁଷ୍କା
ନୂଆଦିଲ୍ଲୀ, ୧୫।୭- ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ୩ୟ ସନ୍ତାନର ବାପା ହେବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ଡାନିଏଲ୍ ଡି ଭିଲର୍ସ ଏବେ ଗର୍ଭବତୀ ଥିବା ଜଣାପଡ଼ିଛି। ଡାନିଏଲ୍ ଇନ୍ଷ୍ଟାଗ୍ରାମରେ ନିଜର ଏକ…
ସ୍କୁଲରେ ନାମଲେଖା ଅବଧି ବଢ଼ିଲା
ଭୁବନେଶ୍ୱର, ୧୫।୭(ବ୍ୟୁରୋ)-କରୋନା ମହାମାରୀ ପାଇଁ ରାଜ୍ୟରେ ସ୍କୁଲ ଓ କଲେଜ ବନ୍ଦ ରହିଛି। ଅଗଷ୍ଟ ୩୧ ପର୍ଯ୍ୟନ୍ତ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିଛନ୍ତି। ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ସ୍କୁଲରେ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି। ଏ…
ଆଇଆଇଟି ଦିଲ୍ଲୀର ନୂଆ ଆବିଷ୍କାର: ମାତ୍ର ୬୫୦ ଟଙ୍କାରେ ହେବ କରୋନା ଯାଞ୍ଚ
ନୂଆଦିଲ୍ଲୀ,୧୫।୭: ଆଇଆଇଟି ଦିଲ୍ଲୀ ପକ୍ଷରୁ କରୋନା ଯାଞ୍ଚ ପାଇଁ ଏକ ନୂଆ କିଟ୍ର ଆବିଷ୍କାର କରାଯାଇଛି। ଏହି କିଟ୍ ଉନ୍ନତ ଧରଣର ହୋଇଥିବା ବେଳେ କରୋନା ଯାଞ୍ଚର ସଠିକ୍ ଫଳାଫଳ ମାତ୍ର ୩ଘଣ୍ଟାରେ ଉପଲବ୍ଧ ହୋଇପାରିବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା…
କରୋନାରୁ ସୁସ୍ଥ ହେଲେ ଏହି କ୍ରିକେଟର୍
ଢାକା, ୧୫।୭- ବିଶ୍ୱରେ ଅନେକ କ୍ରୀଡ଼ାବିତ୍ କରୋନା ଭାଇରସ୍ରେ ସଂକ୍ରମିତ ହୋଇ ଆରୋଗ୍ୟ ଲାଭ କରିଛନ୍ତି। ଏହିକ୍ରମରେ ବାଂଲାଦେଶ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମାଶ୍ରାଫି ମୋର୍ତାଜା ଏହି ମହାମାରୀରୁ ସୁସ୍ଥତା ଲାଭ କରିଛନ୍ତି। ସୁସ୍ଥ ହୋଇଥିବା ନେଇ ମୋର୍ତାଜା ନିଜେ…
କେବଳ ସଚିନ ନୁହଁନ୍ତି, ବାପା ରାଜେଶ ମଧ୍ୟ କରିଥିଲେ ଗାନ୍ଧୀ ପରିବାର ବିରୋଧରେ ବିଦ୍ରୋହ: ଗେହଲଟଙ୍କ ସହ ଭଲ ନୁହେଁ ସମ୍ପର୍କ
ନୂଆଦିଲ୍ଲୀ,୧୫।୭: ରାଜସ୍ଥାନରେ ଗେହଲଟ ସରକାରଙ୍କ ବିରୋଧରେ ବିଦ୍ରୋହ କରି ବିଦା ହୋଇଛନ୍ତି ସଚିନ ପାଇଲଟ। ଏହି ନେତାଙ୍କୁ ଉଭୟ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପଦରୁ ମଧ୍ୟ ହଟାଇ ଦିଆଯାଇଛି। କେବଳ ସଚିନ ନୁହନ୍ତି ତାଙ୍କ ଅନୁଗତ…
କରୋନା ଆଗରେ ହାର ମାନିଛି ମାନବିକତା: ୭ଘଣ୍ଟା ଧରି ଘର ବାହାରେ ପଡ଼ିରହିଲା ମୃତଦେହ
କୋଲକାତା,୧୫।୭: ଦେଶରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନାକୁ ନେଇ କେଉଁଠି ଲୋକ ସଚେତନ ନ ଥିବା…
ବାତିଲ୍ ହୋଇପାରେ ଭାରତ-ଇଂଲଣ୍ଡ ସିରିଜ
ନୂଆଦିଲ୍ଲୀ, ୧୫।୭- ମହାମାରୀ କରୋନା ଭାଇରସ୍ ଲାଗି ଘରୋଇ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆସନ୍ତା ସେପ୍ଟେମ୍ବରରେ ହେବାକୁ ଥିବା ସୀମିତ ଓଭର ବିଶିଷ୍ଟ ସିରିଜ ବାତିଲ ହୋଇପାରେ। ସେହିଭଳି ଆସନ୍ତା ମାସରେ ନ୍ୟୁଜିଲାଣ୍ଡ-ଏ ଦଳ ମଧ୍ୟ ଭାରତ ଗସ୍ତରେ ଆସି…
୫୦ ବର୍ଷରେ ଦ୍ୱାଦଶ ପାସ୍ କଲେ ଏହି ମହିଳା: ଶୁଭେଚ୍ଛା ଜଣାଇଲେ ଶିକ୍ଷାମନ୍ତ୍ରୀ
ପାଠ ପଢ଼ିବା ପାଇଁ କୌଣସି ବୟସ ନ ଥାଏ। ମେଘାଳୟର ଜଣେ ୫୦ ବର୍ଷୀୟା ମହିଳା ଦ୍ୱାଦଶ ପାସ୍କରି ଏହା ପ୍ରମାଣ କରି ଦେଖାଇଛନ୍ତି। ସେ ହେଲେ ଲଙ୍କିତେ ସେମ୍ଲିନ୍। ମେଘାଳୟ ବୋର୍ଡରୁ ଲଙ୍କିତେ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି। ତିନି…
କୋଭିଡ୍-୧୯ ନିୟମ ଉଲ୍ଲଂଘନ: ହୋଟେଲ ସିଲ୍
ବଡ଼ବିଲ,୧୫ା୭(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲ ମ୍ରିନାଲ କଲୋନୀସ୍ଥିତ ହୋଟେଲ ନୀଳକଣ୍ଠରେ ମଙ୍ଗଳବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ କରି ହୋଟେଲ ମାଲିକଙ୍କ ସମେତ ୧୦ ଜୁଆଡ଼ିଙ୍କୁ ଗିରଫ କରିଛି। ବେଆଇନ ଜୁଆଖେଳ ଓ କୋଭିଡ୍-୧୯ ନିୟମ ଉଲ୍ଲଂଘନ ଅଭିଯୋଗରେ ଉକ୍ତ ହୋଟେଲକୁ…
ଏକଦା ପ୍ରେମିକାଙ୍କ ପାଇଁ ସୁନିଲଙ୍କ ଆଗରେ ହାତ ଯୋଡ଼ିଥିଲେ ସଲମାନ୍; ଜାଣନ୍ତୁ ପୁରା ଘଟଣା
ବମ୍ବେ: ବଲିଉଡ୍ ଅଭିନେତା ସୁନିଲ ସେଟ୍ଟୀଙ୍କୁ ଇଣ୍ଡଷ୍ଟ୍ରୀର ଅନ୍ନା ବୋଲି କୁହାଯାଏ। ହେଲେ ଯଦି ତାଙ୍କର ବିତୃଷ୍ଣା ଭାବ ଆସେ ତେବେ ସେ ତାଙ୍କ ସହ କଥା ହୁଅନ୍ତି ନାହିଁ। ସୁପରଷ୍ଟାର ସଲମାନ୍ଙ୍କ ସହ ତାଙ୍କ ସମ୍ପର୍କ ବେଶ୍ ଭଲ। ହେଲେ…
Archives


