ଦୁଇଦିନ ଥଣ୍ଡା କମିବ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆକାଶ ମେଘାଚ୍ଛନ୍ନ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ପୁରୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ…
ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା
ମାଲକାନଗିରି,୧୦ା୧୧ (ଡି.ଏନ୍.ଏ.): ମାଲକାନଗିରି ଅତିରିକ୍ତ ଜିଲା ଜଜ୍ ମହଲତ୍ ଶାହା ମଙ୍ଗଳବର ଏକ ବଳାତ୍କାର ମାମଲାର ବିଚାରକରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି। ଏଥିସହ ତାଙ୍କୁ ୫୦ ହଜାର ଟଙ୍କା ଜରିମାନା ଦେବାକୁ ଶୁଣାଣିରେ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର…
୧ ହଜାର ତଳକୁ ଖସିଲା ସଂକ୍ରମଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ଦୀର୍ଘ ସାଢ଼େ ୩ମାସ ପରେ ମଙ୍ଗଳବାର ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଛି। ଜୁଲାଇ ୨୧ରେ ପ୍ରଥମ ଥର ପାଇଁ ରାଜ୍ୟରେ ଏକ ହଜାରରୁ ଊର୍ଦ୍ଧ୍ୱ ଅର୍ଥାତ ୧,୦୭୮…
ବେଆଇନ ଭାବେ ଚାଲିଛି ୨୦ ସ’ ମିଲ୍
ଗୋପ,୧୧ା୧୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଳକ ଅଞ୍ଚଳରେ ବେଆଇନ ଭାବେ ୨୦ରୁ ଊର୍ଦ୍ଧ୍ୱ ସ’ ମିଲ ଚାଲୁଛି। ଏହାପରେ ଭିଜିଲାନ୍ସ, ବନ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ କରାଯାଉଥିଲେ ମଧ୍ୟ କିଛିଦିନ ପରେ ପୁଣି ମିଲ ଖୋଲାଯାଇ କାର୍ଯ୍ୟ ହୋଇଥାଏ। ସୁପ୍ରିମକୋର୍ଟ…
ନାବାଳିକା ଗଣବଳାତ୍କାର ମାମଲା: ୧୮ରେ ଶୁଣାଣି
ଭୁବନେଶ୍ୱର,୧୧ା୧୧ (ବ୍ୟୁରୋ): ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲାର ଶୁଣାଣି ଆସନ୍ତା ୧୮ ତାରିଖରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ହେବ। ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗ ଭିତ୍ତିରେ ଶୁଣାଣି କରାଯିବ। ଉକ୍ତ ତାରିଖରେ ହାଜର ହେବାକୁ ଓଟିଭି ଏମ୍ଡି ଜଗିମଙ୍ଗତ ପଣ୍ଡାଙ୍କ…
ବିଏମ୍ସିର ନୂଆ ଗାଇଡ୍ଲାଇନ: ବିବାହରେ ୧୦୦, ଅନ୍ତିମ ସଂସ୍କାରରେ ୫୦
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଶୀତଋତୁରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବିବାହ କାର୍ଯ୍ୟକ୍ରମ ଓ ଅନ୍ତିମ ସଂସ୍କାର ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ…
ଜୋତା ସଫା କଲେ ବିରାଟ କୋହଲି
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ମା’ ହେବାକୁ ଯାଉଛନ୍ତି। ନିକଟରେ ୟୁଏଇରେ ଚାଲିଥିବା ଆଇପିଏଲ୍ ଟୁର୍ଣ୍ଣାମେଣ୍ଟରେ ତାଙ୍କୁ ଅଧିକାଂଶ ସମୟରେ ବେବି ବମ୍ପ୍ସହ ଦେଖିବାକୁ ମିଳୁଥିଲା। ସ୍ବାମୀ ବିରାଟ କୋହଲିଙ୍କୁ ସେ ଚିୟର କରୁଥିବା ଦେଖାଯାଉଥିଲେ। ହେଲେ ଏବେ ସ୍ବାମୀ ବିରାଟ…
ରଘୁରାଜପୁରରେ ଡିଜାଇନ ଦେଖିଲା ଟିମ୍
ପୁରୀ ଅଫିସ, ୧୧ା୧୧: ଶ୍ରୀମନ୍ଦିରର ୮ ଦ୍ୱାର ରୁପା ଛାଉଣି ହେବ। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଏବଂ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ।…
ଓଡ଼ିଆ ଫିଲ୍ମରେ ଗୀତ ଗାଇବେ ରାପର୍ ଦୁଲେ
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): କଳାହାଣ୍ଡିର ରାପର ଦୁଲେ ରକର୍ ଓଡ଼ିଆ ଫିଲ୍ମରେ ଗୀତ ଗାଇବେ। ୟୁଟ୍ୟୁବ୍ ସେନ୍ସେସନ ତଥା ଖପର ଘରର ରାପର ଭାବେ ପରିଚିତ କଳାହାଣ୍ଡିର ଦୁଲେଶ୍ୱର ତାଣ୍ଡି ଓରଫ ଦୁଲେ ରକର୍ଙ୍କୁ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ…
ସଲ୍ମାଙ୍କ ସ୍ପେଲ୍ ନିର୍ଣ୍ଣାୟକ: ସ୍ମୃତି
ଶାରଜା, ୧୧।୧୧(ପି.ଟି.)- ଚଳିତ ବର୍ଷର ମହିଳା ଟି୨୦ ଚ୍ୟାଲେଞ୍ଜ୍ରେ ବାଜି ମାରିଛି ଟ୍ରେଲ୍ ବ୍ଲେଜର୍ସ। ସୋମବାର ଅନୁଷ୍ଠିତ ଫାଇନାଲରେ ଗତ ୨ ବର୍ଷର ଚାମ୍ପିୟନ ସୁପରନୋଭାସକୁ ୧୬ ରନରେ ହରାଇ ପ୍ରଥମଥରପାଇଁ ଚାମ୍ପିୟନ ହୋଇଛି ସ୍ମୃତି ମାନ୍ଧାନାଙ୍କ ନେତୃତ୍ୱାଧୀନ ଏହି ଦଳ।…
ଜାତୀୟ ଚୟନକର୍ତ୍ତା ପଦ ପାଇଁ ଦରଖାସ୍ତ ଆହ୍ବାନ କଲା ବିସିସିଆଇ
ନୂଆଦିଲ୍ଲୀ,୧୧।୧୧(ପି.ଟି.): ଜାତୀୟ ଚୟନକର୍ତ୍ତା ପଦ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆବେଦନ ପତ୍ର ଆହ୍ବାନ କରିଛି। ଜାତୀୟ ସିନିୟର ଚୟନ କମିଟିର ୩ଜଣ ଚୟନକର୍ତ୍ତାଙ୍କ କାର୍ଯ୍ୟକାଳ ପୂରଣ ହେବାକୁ ଯାଉଛି। ନଭେମ୍ବର ୧୫ ଅର୍ଥାତ ରବିବାରକୁ ଦରଖାସ୍ତ ପଠାଇବାର…
କମୁଛି ସଂକ୍ରମଣ: ଭୁବନେଶ୍ୱରରେ ଆଜି ଚିହ୍ନଟ ହେଲେ ୬୩ ଆକ୍ରାନ୍ତ; ୪୮ ଲୋକାଲ କେସ୍
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି। ମଙ୍ଗଳବାର ସହରରେ ୬୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୮୩୭କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍…

