ଅଟୋବାଲା ଖୋଲିଲେ ଗ୍ୟାଙ୍ଗ୍ଷ୍ଟାର ବିକାଶ ଦୁବେଙ୍କ ନୂଆ ରାଜ୍
ଉଜୈନ,୧୪।୭: ଗତ ଶୁକ୍ରବାର ଦିନ କାନପୁରରେ ପୋଲିସର ଏନକାଉଣ୍ଟରରେ ନିହତ ହୋଇଥିବା ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଉଜୈନରେ ଦୁଇ ତିନି ଦିନ ରହିବାକୁ ଯୋଜନା ପ୍ରସ୍ତୁତ କରିଥିଲେ। ବିକାଶଙ୍କୁ ଉଜୈନର ମହାକାଳ ମନ୍ଦିରକୁ ନେଇ ଯାଇଥିବା ଅଟୋ ଡ୍ରାଇଭର ବଣ୍ଟି ପୋଲିସକୁ…
ଭୁବନେଶ୍ୱର ରିଜିଅନ୍ରେ ଓଡ଼ିଶା ଦ୍ୱିତୀୟ
ଭୁବନେଶ୍ୱର, ୧୪।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ)ର ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ଭୁବନେଶ୍ୱର ରିଜିଅନ୍ରେ ପାସ୍ ହାର ୯୧.୪୬% ରହିଛି। ଏହି ରିଜିଅନ୍ରେ ମୋଟ ୭୧,୪୨୭ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୬୨,୯୩୧ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି…
ଆଦିତ୍ୟ ମୃତ୍ୟୁ ମାମଲା: ଜିଆର୍ପି ହାତରେ ବଡ଼ ସୁରାକ
ଭୁବନେଶ୍ୱର,୧୪।୭(ବ୍ୟୁରୋ): ଲିଙ୍ଗରାଜ ଷ୍ଟେଶନ ନିକଟ ରେଳଲାଇନ୍ରୁ ସାମାଜିକ କର୍ମୀ ଆଦିତ୍ୟ ଦାଶଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଏବେବି ରହସ୍ୟ ଲାଗି ରହିଛି। ଆତ୍ମହତ୍ୟା ନା ହତ୍ୟା, ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇପାରିନି। ଜବତ ଡାଏରିରେ ରହିଥିବା ଲେଖା ଆଦିତ୍ୟଙ୍କର ନା…
ସାରାଙ୍କ ଘରେ ପହଞ୍ଚିଲା କରୋନା ସଂକ୍ରମଣ
ମୁମ୍ବାଇ, ୧୪।୭: ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାଁଙ୍କ ଘରେ କରୋନା ସଂକ୍ରମଣ ହୋଇଛି। ତାଙ୍କ ଡ୍ରାଇଭରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ତେବେ ଘରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା ସେ ଇନଷ୍ଟାଗ୍ରାମ୍ରେ ନିଜ ଫଲୋରର୍ସଙ୍କୁ…
ଆୟୁଷ ନିର୍ଦ୍ଦେଶକଙ୍କୁ ସର୍ତ୍ତମୂଳକ ଜାମିନ
ଭୁବନେଶ୍ୱର,୧୪।୭(ବ୍ୟୁରୋ): ମହିଳା କର୍ମଚାରୀଙ୍କ ନିକଟକୁ ଅଶ୍ଳୀଳ ଭିଡିଓ ଓ ମେସେଜ୍ ପଠାଇ ଯୌନ ଉପତ୍ୀଡ଼ନ ମାମଲାରେ ଗତ ୯ ତାରିଖରେ ଗିରଫ ହୋଇଥିଲେ ରାଜ୍ୟ ସରକାରଙ୍କ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡ଼ଙ୍ଗୀ। ଜାମିନ ନ ମିଳିବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ…
‘ସବ୍ୟସାଚୀ ବ୍ରାଇଡ୍’ ହେଲେ ଓଡ଼ିଆ ଝିଅ ଅଙ୍କିତା
ଭୁବନେଶ୍ୱର,୧୪।୭(ବ୍ୟୁରୋ): ଏନ୍ଡି ଟିଭି ଗୁଡ୍ଟାଇମ୍ସରେ ପ୍ରସାରିତ ଦେଶର ଖ୍ୟାତନାମା ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀଙ୍କ ବହୁଚର୍ଚ୍ଚିତ ଶୋ ‘ବ୍ୟାଣ୍ଡ୍ ବାଜା ବ୍ରାଇଡ୍’ରେ ସ୍ଥାନ ପାଇଛନ୍ତି ଓଡ଼ିଆ ଝିଅ ଅଙ୍କିତା ମହାନ୍ତି। ପ୍ରଥମଥର ପାଇଁ ଜଣେ ଓଡ଼ିଆଙ୍କୁ ଏଭଳି ଏକ ଓ୍ବେଡିଂ ଶୋ’ରେ…
ଫିଲ୍ମ, ଧାରାବାହିକ ଶୁଟିଂ ପାଇଁ ଏସ୍ଓପି
ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ମହାମାରୀ ପାଇଁ ଦୀର୍ଘଦିନ ଧରି ବନ୍ଦ ଥିବା ଓଡ଼ିଆ ଫିଲ୍ମ ଏବଂ ଧାରାବାହିକର ଶୁଟିଂ ପାଇଁ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍ଓପି) ଜାରି କରିଛନ୍ତି। ଉଭୟ ଇନ୍ଡୋର ଓ ଆଉଟ୍ଡୋର୍ ଶୁଟିଂ ସହ ଓଟିଟି…
୬୦୦ରୁ ୬୦୦ ନମ୍ବର ଆଣି ଇତିହାସ ରଚିଲେ ଦିବ୍ୟାଂଶୀ, ଏହି ବିଷୟରେ କ୍ୟାରିୟର୍ ଗଢିବାକୁ ଚାହୁଁଛନ୍ତି
ଲକ୍ଷ୍ନୌ,୧୪।୭: ସିବିଏସଇ ବୋର୍ଡ ଦ୍ୱାଦଶ ପରୀକ୍ଷାରେ ୬୦୦ରୁ ୬୦୦ନମ୍ବର ଆଣି ଇତିହାସ ସୃଷ୍ଟି କରିଛନ୍ତି ଲକ୍ଷ୍ନୌର ଦିବ୍ୟାଂଶୀ। ୧୭ ବର୍ଷୀୟ ଏହି ଛାତ୍ରୀ ଇଂରାଜୀ, ସଂସ୍କୃତ, ଇତିହାସ, ଅର୍ଥନୀତି ଏବଂ ଇନସ୍ୟୁରାନ୍ସ ପରୀକ୍ଷାରେ ୧୦୦ରୁ ୧୦୦ ନମ୍ବର ଆଣିଛନ୍ତି। କୋଭିଡ -୧୯…
ଜୁନ୍ରେ ୩୬% ଅଧିକ ବର୍ଷା, ଜୁଲାଇରେ ୨%
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଭୁବନେଶ୍ୱର,୧୩ା୭(ବ୍ୟୁରୋ)-ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟକୁ ପ୍ରବେଶ କରିବାର ମାସେ ବିତିଗଲାଣି। ହେଲେ ଆଶାନୁରୂପ ବର୍ଷା ମିଳିପାରୁ ନାହିଁ। ଜୁନ୍ରେ ମୌସୁୀମ ବର୍ଷା ସ୍ବାଭାବିକଠାରୁ ୩୬ ପ୍ରତିଶତ ଅଧିକ ହୋଇଥିବା ବେଳେ ଜୁଲାଇରେ ତାହା ୨ ପ୍ରତିଶତକୁ ଖସି ଆସିଛି।…
ପିଏମ୍ କେୟାର୍ସ ପାଣ୍ଠି ସମୀକ୍ଷା: ବିଜେଡି ସମର୍ଥନକୁ କଂଗ୍ରେସର ବିରୋଧ
ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ପାଇଁ ପିଏମ୍ କେୟାର୍ସ ପାଣ୍ଠିର ସମୀକ୍ଷା ପାର୍ଲାମେଣ୍ଟର ପବ୍ଲିକ ଆକାଉଣ୍ଟସ କମିଟି (ପିଏସି) ପ୍ରୟାସକୁ ଭାଜପା ଅଟକାଇବାରେ ସଫଳ ହୋଇଛି। ତାହା ଯେତିକି ଆଶ୍ଚର୍ଯ୍ୟ ଜନକ ଘଟଣା ନୁହେଁ ସ୍ବଚ୍ଛ ଶାସନର ଡେଙ୍ଗୁରା ପିଟୁଥିବା ବିଜେଡି ପ୍ରତିନିଧି ପିଏମ୍…
ବାହାର ଜିଲାବାସୀଙ୍କୁ ପୁରୀ ସ୍ବର୍ଗଦ୍ୱାର ମନା: ହାଇକୋର୍ଟରେ ମାମଲ
କଟକ ଅଫିସ,୧୪।୭: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀ ସ୍ବର୍ଗଦ୍ୱାରକୁ ବାହାର ଜିଲାବାସୀଙ୍କୁ ବାରଣ କରାଯାଇଛି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଏହି ନିର୍ଦ୍ଦେଶକୁ ବିରୋଧକରି ସୋମବାର ହାଇକୋର୍ଟରେ ଏକ ମାମଲା ରୁଜୁ…
ଆଣ୍ଡ୍ରେଜେଜ୍ ଡୁଡା ପୋଲାଣ୍ଡ ରାଷ୍ଟ୍ରପତି ନିର୍ବାଚିତ
ଓ୍ବାର୍ସ,୧୪ା୭ (ଆଇଏଏନ୍ଏସ୍): ଆଣ୍ଡ୍ରେଜେଜ୍ ଡୁଡା ପୋଲାଣ୍ଡ ରାଷ୍ଟ୍ରପତି ଭାବେ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ପ୍ରତିଦ୍ୱନ୍ଦ୍ୱୀ ଓ୍ବାର୍ସ ମେୟର ରାଫାଲ ଟ୍ରାସ୍କୋସ୍କିଙ୍କଠାରୁ ଅଳ୍ପ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ଜାତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି। ରବିବାର…
Archives


