Home Left

ODI ରୁ ଅବସର ନେଲେ ଏହି ଖେଳାଳି, ଭାରତ ବିପକ୍ଷରେ ମ୍ୟାଚ୍‌ରେ…

ନୂଆଦିଲ୍ଲୀ,୧।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ମହିଳା କ୍ରିକେଟର ଆଲିସା ହିଲି ଓ୍ବାନଡେ କ୍ରିକେଟରୁ ଅବସର ନେଇଛନ୍ତି । ସେ ମାର୍ଚ୍ଚ ୧ ତାରିଖରେ ଭାରତ ବିପକ୍ଷରେ ତାଙ୍କ କ୍ୟାରିୟରର ଶେଷ ମ୍ୟାଚ୍ ଖେଳିଥିଲେ । ତାଙ୍କର ଅବସର ମ୍ୟାଚ୍‌ରେ, ଆଲିସା ହିଲି ୧୫୮…

ମାଓବାଦୀ ଅନ୍ବେଷଙ୍କୁ ସାଥୀ ମାଓବାଦୀଙ୍କ ହତ୍ୟା: ମୃତଦେହ ନେଲେ ପରିବାର ଲୋକେ

ଦାରିଙ୍ଗବାଡ଼ି,୧ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ପକାରୀ ଜଙ୍ଗଲରେ ମାଓବାଦୀ ଅନ୍ବେଷଙ୍କୁ ସାଥୀ ମାଓବାଦୀ ହତ୍ୟା ଘଟଣା ପରେ ରବିବାର ଦାରିଙ୍ଗବାଡ଼ି ପୋଲିସ ବ୍ରହ୍ମପୁର ଏମ୍‌କେସିଜି ପରୀକ୍ଷା ଗାରରେ ଅନ୍ବେଷଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ…

ଉତ୍ତର ପ୍ରଦେଶ ସହ ଖାମେନେଇଙ୍କର ଥିଲା ଗଭୀର ସମ୍ପର୍କ! ମୃତ୍ୟୁ ପରେ ମର୍ମାହତ ବାରବାଙ୍କିର ଏହି ଗାଁ

ଲକ୍ଷ୍ନୌ/ତେହରାନ,୧।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲୀ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଖବର ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ତୀବ୍ର ସଂଘର୍ଷ ଏବେ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ…

ବିରିୟାନି ଦୋକାନରୁ ମିଳିଲା ଗଳିତ ମୃତଦେହ, ଫ୍ରିଜରେ ଥିଲା…

ଲକ୍ଷ୍ନୌ,୧ା୩: ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଏକ ବିରିୟାନି ଦୋକାନରୁ ଏକ ମୃତଦେହ ମିଳିଛି । ଏହି ଘଟଣା ବକ୍ସି କା ତାଲାବ ଅଞ୍ଚଳରେ ଘଟିଛି । ଏଠାରେ ଏକ ବନ୍ଦ ଭେଜ୍ ବିରିୟାନି ଦୋକାନର ଫ୍ରିଜରରୁ ଜଣେ ଯୁବକଙ୍କ ମୃତଦେହ ମିଳିଛି…

ଟି୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କାର ନୈରାଶ୍ୟଜନକ ପ୍ରଦର୍ଶନ: କୋଚ୍‌ ପଦରୁ ଇସ୍ତଫା ଦେବେ…

କଲମ୍ବୋ,୧।୩: ଟି-୨୦ ବିଶ୍ୱକପରେ ଶ୍ରୀଲଙ୍କା କ୍ରିକେଟ ଦଳର ଅତ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ ପରେ, ଦଳର ମୁଖ୍ୟ କୋଚ୍‌ ସନଥ ଜୟସୂରିୟା ନିଜ ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସହ-ଆୟୋଜକ ଶ୍ରୀଲଙ୍କା ସୁପର-୮ ରାଉଣ୍ଡର ସମସ୍ତ ମ୍ୟାଚ୍‌ରେ ପରାଜିତ ହୋଇ ବିଶ୍ୱକପରୁ ବାଦ…

ଚନ୍ଦ୍ରଗ୍ରହଣର ଗୋଟିଏ ଦିନ ପୂର୍ବରୁ ଷଡାଷ୍ଟକ ଯୋଗ, ସତର୍କ ରୁହନ୍ତୁ ଏହି ୩ ରାଶି

ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ୩ ମାର୍ଚ୍ଚ, ୨୦୨୬ ରେ ହେବ । ଏହି ଗ୍ରହଣର ଗୋଟିଏ ଦିନ ପୂର୍ବରୁ ୨ ମାର୍ଚ୍ଚରେ ଚନ୍ଦ୍ର ଏବଂ ଶୁକ୍ର ରାଶି ପରିବର୍ତ୍ତନ କରିବେ । ଶୁକ୍ର ମୀନ ରାଶିରେ ଗୋଚର କରିବେ, ଯେତେବେଳେ ଚନ୍ଦ୍ର…

ଇରାନରୁ ଏସବୁ ଜିନିଷ କିଣେ ଭାରତ, ଯୁଦ୍ଧ ଭିତରେ ବଢିଯିବ ଖଜୁରୀ, ପିସ୍ତା ଓ ଫଳ…

ନୂଆଦିଲ୍ଲୀ,୧।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ କେବଳ ସେହି ଅଞ୍ଚଳରେ ସୀମିତ ନୁହେଁ, ବରଂ ସମଗ୍ର ବିଶ୍ୱ ଅର୍ଥନୀତିରେ ଅନୁଭୂତ ହେଉଛି। ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣ ପରେ ଇରାନର ପ୍ରତିଶୋଧମୂଳକ କାର୍ଯ୍ୟ ପରିସ୍ଥିତିକୁ ଆହୁରି ଖରାପ କରିଛି। ଏହି କାର୍ଯ୍ୟରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ଚିଠି ଲେଖିଲେ ଜିତୁ ପଟଓ୍ବାରୀ

ଭୋପାଳ,୧।୩: ଆମେରିକା-ଇସ୍ରାଏଲ ଆକ୍ରମଣ ଏବଂ ଇରାନ ଉପରେ ପ୍ରତିଶୋଧମୂଳକ ଆକ୍ରମଣ ଯୋଗୁ ଦୁବାଇ ଏବଂ ସାରଜାହା ବିମାନବନ୍ଦରରେ ଫସି ରହିଥିବା ମଧ୍ୟପ୍ରଦେଶର ୧୦୦ ରୁ ଅଧିକ ନାଗରିକଙ୍କ ସମେତ ସମସ୍ତ ଭାରତୀୟଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭଉଣୀ ଘରକୁ ଯିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ…

ଅମରପାଲି,୧।୩(ପୀତାମ୍ବର ସାହୁ): ବୀରମହାରାଜପୁର-ଅମରପାଲି ରାସ୍ତାର ମୁର୍ଷୁଣ୍ଢୀ ବିଦ୍ୟୁତ ଗ୍ରୀଡ ସମ୍ମୁଖରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଯୁବକ ଗୁରୁତର ହୋଇ ପଡିଛନ୍ତି । ମୃତକ…

ଇସ୍ରାଏଲ ଯୁଦ୍ଧରେ ଖାମେନେଇଙ୍କ ମୃତ୍ୟୁ! କେମିତି ହୋଇଥିଲେ ସୁପ୍ରିମ ଲିଡର? ଜାଣନ୍ତୁ…

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଜଣେ ଇସ୍ରାଏଲୀ ଅଧିକାରୀଙ୍କ ଉଦ୍ଧୃତି ଦେଇ ରଏଟର୍ସ ଏହା ଦାବି କରିଛି। ଏହି ଘଟଣା ପରେ, ଇରାନରେ୪୦ ଦିନିଆ ଜାତୀୟ ଶୋକ ଘୋଷଣା କରାଯାଇଛି। ଆୟାତୋଲ୍ଲା ଅଲି ଖାମେନେଇ୧୯୩୯…

ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଲେ ଲୁଟେରା ଗ୍ୟାଙ୍ଗ: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌

କେନ୍ଦ୍ରାପଡ଼ା/ଆଳି,୧ା୩(ଜଗନ୍ନାଥ ଧଳ/ବନମାଳୀ ସେନାପତି): ଆଳି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକ ଲୁଟେରା ଗ୍ୟାଙ୍ଗ ସିରିଜ ଲୁଟ୍‌ କରିବା ସହ ଜଣେ ବ୍ୟବସାୟୀଙ୍କ ଘରେ ଓ ଅଫିସରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ ପଶିବା ଘଟଣା ଆଳି ଅଞ୍ଚଳବାସୀଙ୍କୁ ଆତଙ୍କିତ କରିଦେଇଛି। ଆଳି…

ହୋଟେଲ ଖାଦ୍ୟ ନିୟମିତ ଯାଞ୍ଚ ହେଉନାହିଁ : ପେଟ୍ରୋଲ ପମ୍ପରେ ଗ୍ରାହକଙ୍କୁ ସରକାରୀ ସୁବିଧା ମିଳୁନାହିଁ 

ଭଞ୍ଜନଗର,୧।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଦିନକୁ ଦିନ ଛତୁ ଫୁଟିଲା ଭଳି ଛୋଟରୁ ବଡ ହୋଟେଲ ଖୋଲୁଛି। କିନ୍ତୁ ଉକ୍ତ ହୋଟେଲଗୁଡ଼ିକର ଖାଦ୍ୟ ନିୟମିତ ଯାଞ୍ଚ ହେଉନାହିଁ। ନିର୍ଦ୍ଧିଷ୍ଟ କିଛି ବଡ ବଡ ହୋଟେଲରେ ରାତିର ବଳକା ଖାଦ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?