ଭଦ୍ରକ-କୋଲକତା ବସ୍ ଚଳାଚଳ ବନ୍ଦ
ଭଦ୍ରକ ଅଫିସ,୧୩।୭-ଭଦ୍ରକରୁ କୋଲକତା କୌଣସି ବସ୍ ଯାଇପାରିବନି କି ଆସିପାରିବନି। କୋଲକତାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗୁରୁବାର ଏପରି ପଦକ୍ଷେପ ନେଇଛି ଭଦ୍ରକ ଜିଲାପ୍ରଶାସନ। ଏ ନେଇ ଭଦ୍ରକ ଜିଲାପାଳ ଟୁଇଟ କରି ସୂଚନା ଦେଇଛନ୍ତି।
ବାପା ହେଲେ ଏହି ଭାରତୀୟ କ୍ରିକେଟର୍
ଗୁଣ୍ଟୁର, ୧୩।୭- ନିଜର ଦମ୍ଦାର ବ୍ୟାଟିଂ ବଳରେ ଭାରତକୁ ଅନେକ ମ୍ୟାଚ୍ରେ ବିଜୟୀ କରାଇଥିବା ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡ଼ୁଙ୍କ ପାଇଁ ଖୁସି ଖବର। ରାୟୁଡ଼ୁ ପିତୃତ୍ୱ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ଚେନ୍ନୁପଲ୍ଲୀ ବିଦ୍ୟା ରବିବାର ଏକ କନ୍ୟା ସନ୍ତାନ ପ୍ରସବ…
ରାଜସ୍ଥାନ ସରକାରଙ୍କୁ ଏବେ ଘୋଡ଼ା ବେପାର ଡର!
ଜୟପୁର,୧୩।୭: ରାଜସ୍ଥାନରେ ଅଶୋକ ଗେହଲଟ ସରକାରଙ୍କୁ ୧୮ ମାସ ପୂରଣ ହୋଇଥିବା ବେଳେ ଏବେ ଏଥିରେ କାହାର ନଜର ଲାଗିଛି ବୋଲି ଆଲୋଚନା ହେଉଛି। ଉପ ମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟ ଏବେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ ଯାଉଥିବା ଦେଖାଯାଇଛି। ଇତି…
ପାଇଲଟଙ୍କୁ ମନାଇବେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୩।୭: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍ ହୁଏତ ଅଶୋକ ଗେହଲଟଙ୍କ ସରକାର ପାଇଁ ସମସ୍ୟା ସୃଷ୍ଟି କରିପାରନ୍ତି। କିନ୍ତୁ ଦଳ ତାଙ୍କୁ ହରାଇବାକୁ ଚାହୁଁନାହିଁ। ରାଜନୈତିକ ଯୁଦ୍ଧରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସୋମବାର ଗଣମାଧ୍ୟମ ସମ୍ମୁଖରେ ନିଜର ଶକ୍ତି ପ୍ରଦର୍ଶନ କରିଥିବା…
କରଡ଼ାକନାରେ ୨ ଦୋକାନ ସିଲ: ୧୦ହଜାର ଜରିମାନା ଆଦାୟ
ଶେରଗଡ଼,୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲ ପ୍ରଶାସନ ପକ୍ଷରୁ ପ୍ରତିଦିନ ଅଞ୍ଚଳରେ ଯାଞ୍ଚ କରାଯାଉଛି। ଶେରଗଡ଼ରେ ଗୋଷ୍ଠୀ ସଂକ୍ରମଣ ଯେପରି ନ ହେବ ସେଥି ପ୍ରତି ତହସିଲ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ପ୍ରତିଦିନ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା, ଅତିରିକ୍ତ…
ଭାରତ-ଚାଇନା କଥାବାର୍ତ୍ତା ପାଇଁ ଆରମ୍ଭ ହେଲାଣି କାଉଣ୍ଟଡାଉନ
ନୂଆଦିଲ୍ଲୀ,୧୩।୭: ଭାରତ-ଚାଇନା ସୀମା ବିବାଦକୁ ନେଇ କିଛିଦିନ ହେବ ଉଭୟଙ୍କ ମଧ୍ୟରେ ଟଣା ଭିଡା ଚାଲିଛି। ଏହାରି ଭିତରେ ଭାରତ-ପାକିସ୍ତାନ ମଧ୍ୟରେ ମଙ୍ଗଳବାର କଥା ହେବେ ବୋଲି ସୂଚନା ମିଳିଛି। ପୂର୍ବ ଲଦ୍ଦାଖର ଚୁସୁଲଠାରେ ଏହା ଅନୁଷ୍ଠିତ ହେବ। ଏହା ବିଶେଷଭାବେ…
ଘରୋଇ ଡାକ୍ତରଖାନାର ଲାଇସେନ୍ସ ହେବ ରଦ୍ଦ!
ବେଙ୍ଗାଲୁରୁ,୧୩।୭: ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ କିଛି ରାଜ୍ୟରେ ଏମାନଙ୍କ ଚିକିତ୍ସା ପାଇଁ ବେଡ୍ କମ୍ ଥିବା ପରିଲକ୍ଷିତ ହେଲାଣି। ଏପରିସ୍ଥଳେ ଘରୋଇ ଡାକ୍ତରଖାନା ଓ ଘରୋଇ ମେଡିକାଲ କଲେଜକୁ କୋଭିଡ-୧୯ ପାଇଁ ଛାଡି…
ଛତ୍ରପୁରରେ ବ୍ୟାଙ୍କ କର୍ମଚାରୀ କରୋନା ପଜିଟିଭ୍: ବ୍ୟାଙ୍କ, ୫ ଗାଁ ଶଟଡାଉନ
ଛତ୍ରପୁର,୧୩।୭(ଡି.ଏନ୍.ଏ.):ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ଏ ନେଇ ଗୋଟିଏ ବ୍ୟାଙ୍କ ଶାଖାକୁ ୫ ଦିନ ଓ ୫ ଟି ଗାଁକୁ ସ୍ଥାନୀୟ ସରପଞ୍ଚମାନେ ୭ ଦିନ ଶଟଡାଉନ ଘୋଷଣା କରିଛନ୍ତି। ମିଳିଥିବା ସୂଚନା…
ବିଗ୍ ବିଙ୍କ ଆଶୁ ଆରୋଗ୍ୟ କାମନା କଲେ ଡ୍ରିମଗର୍ଲ
ମୁମ୍ବାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ ସମେତ ପରିବାରର ୪ ସଦସ୍ୟ କରୋନାରେ ଆକ୍ରାନ୍ତ ହେବା ଘଟଣା ଜଣାପଡିବା ପରେ ତାଙ୍କ ପ୍ରଶଂସକ ସାମନ୍ୟ ନିରାଶ ହୋଇଯାଇଛନ୍ତି। ତେବେ ଅମିତାଭ ଓ ଅଭିଷେକଙ୍କ ଆଶୁ…
ଗୁଗୁଲ ଭାରତରେ ନିବେଶ କରିବ ୭୫ ହଜାର କୋଟି ଟଙ୍କା
ନୂଆଦିଲ୍ଲୀ,୧୩।୭: ଭାରତର ଡିଜିଟାଲ ଅର୍ଥ ବ୍ୟବସ୍ଥାକୁ ଆଗେଇ ନେବାକୁ ଗୁଗୁଲ ଭାରତରେ ୭୫ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିବ। ସୋମବାର ଗୁଗୁଲ ସିଇଓ ସୁନ୍ଦର ପିଚାଇ ଆୟୋଜିତ ଷଷ୍ଠ ଗୁଗୁଲ ଫର ଇଣ୍ଡିଆ କାର୍ଯ୍ୟକ୍ରମରେ ଏହା କହିଛନ୍ତି। ଡିଜିଟାଲ…
କାହିଁକି ଲାଇମ୍ଲାଇଟ୍ରୁ ଦୂରେଇ ଅଛନ୍ତି ଧୋନୀଙ୍କ ବଡ ଭାଇ
ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚା ଲାଗି ରହିଥାଏ। ତେବେ ଧୋନୀଙ୍କ ବଡ ଭାଇ ନରେନ୍ଦ୍ର ସିଂ ଥିଲେ ମଧ୍ୟ ତାଙ୍କ କଥା କୌଣସି ଜାଗାରେ ଆଲୋଚନା ହୋଇ ନ ଥାଏ।…
ଭାଙ୍ଗିପାରେ କପୁର ବଂଶର ୧୦୨ବର୍ଷ ପୁରୁଣା ପୈତୃକ ଘର
ଇସ୍ଲାମାବାଦ୍,୧୩।୭: ପାକିସ୍ତାନ ପେଶାଓ୍ବର ସହରରେ ଥିବା କପୁର ବଂଶଜଙ୍କ ଐତିହାସିକ ଉତ୍ତରଧିକାରୀ ଏବେ ସଙ୍କଟରେ। ପୃଥ୍ବୀରାଜ କପୁର ଓ ଶୋ ମ୍ୟାନ ରାଜ କପୁରଙ୍କ ଜନ୍ମର ସାକ୍ଷୀ ଥିବା ତାଙ୍କ ପୈତୃକ ଘର ଏବେ ମାଟିରେ ମିଶିପାରେ। ପେଶାଓ୍ବର କିଶା ଖାନି…
Archives


