ରାଜଧାନୀରେ ପୁଣି ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍
ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଏଠାରୁ ପୁଣି ୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୮ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪ ଜଣଙ୍କ, ଲୋକାଲ…
ବିବାହ କରିବା ପଡ଼ିଲା ମହଙ୍ଗା: ସିଲ୍ ହେଲା ସମଗ୍ର ସହର
ବିବାହ ଉତ୍ସବକୁ ଲୋକେ ଧୂମ୍ ଧାମ୍ରେ ପାଳନ କରିଥାନ୍ତି। ଏଥିପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ମଧ୍ୟ ପଛାନ୍ତି ନାହିଁ। ହେଲେ କରୋନା ଯୋଗୁ ସବୁକିଛି ବଦଳିଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାଗମ…
ଅମିତାଭଙ୍କ ପାଇଁ ନିଆରା ଢ଼ଙ୍ଗରେ ଆଶୁ ଆରୋଗ୍ୟ କାମନା କଲେ ଏହି କୁନି ପ୍ରଶଂସକ
ଭୋପାଳ,୧୧।୭: ବଲିଉଡ୍ର ମହାନାୟକ ଅଭିତାଭ ବଚ୍ଚନ ଓ ତାଙ୍କ ପରିବାରର ୪ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ସମର୍ଥକ ଓ ପ୍ରଶଂସକମାନେ ନିଜ ନିଜ ଅନ୍ଦାଜରେ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଇତିମଧ୍ୟରେ…
ସେଦିନ ଭାବିଥିଲି ମୁଁ ଅମିତାଭ ବଚ୍ଚନ, କାହିଁକି ଏମିତି କହିଲେ କ୍ରିକେଟର୍
ବିଗ୍ ବି ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇ ଏବେ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଆରୋଗ୍ୟ କାମନା କରି ଦେଶର ଅନେକ ସ୍ଥାନରେ ପୂଜାର୍ଚ୍ଚନା ମଧ୍ୟ ଚାଲିଛି। ଏହି ସମୟରେ ପୂର୍ବତନ କ୍ରିକେଟର ମହମ୍ମଦ କୈଫ୍ ଏକ…
କୋଭିଡ୍ ନିୟମ ଉଲ୍ଲଂଘନ: ମଦ ଡିପୋରେ ଚଢ଼ାଉ କଲା ଜିଲା ପ୍ରଶାସନ
ଖୋର୍ଦ୍ଧା ଅଫିସ,୧୩ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ସୋମବାର ମଦ ଡିପୋରେ ଚଢ଼ାଉ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆସିଷ୍ଟାଣ୍ଟ କଲେକ୍ଟର ବିଜୟ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ଡିପୋରେ ଚଢ଼ାଉ କରିଥିଲେ। କୋଭିଡ୍ ଗାଇଡ୍ ଲାଇନ ପାଳନ ଲାଗି…
ଭୁଲରେ କରନ୍ତୁ ନାହିଁ ଏସବୁ କାମ, ହୋଇପାରେ ଧନହାନି
ସୁଖଶାନ୍ତିରେ ରହିବା ସହ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଓ ସ୍ନେହଶ୍ରଦ୍ଧା ରହୁ ବୋଲି ସମସ୍ତେ ଚାହିଁଥାନ୍ତି। ଘରକୁ କିପରି ଧନର ଆଗମନ ହେବ, ଘରୁ କିପରି ନକାରାତ୍ମକ ଶକ୍ତି ଦୂରେଇ ଯିବ ଏସବୁ ପାଇଁ ସବୁବେଳେ ଚିନ୍ତିତ ଥାନ୍ତି।…
ଗଞ୍ଜାମର ୮୧ ପ୍ରତିଶତ ଗାଁ ଗ୍ରୀନ୍ ଜୋନ୍ରେ: ବୁଝାଇଲେ ଜ଼ିଲାପାଳ
ଛତ୍ରପୁର, ୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଦୈନିକ ୩ରୁ ୪ ଜଣଙ୍କର କରୋନାରେ ମୃତ୍ୟୁ ଘଟୁଛି। ଜିଲାରେ ପ୍ରତିଦିନ ୨ଶହରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚି଼ହ୍ନଟ ହେବାରେ ଲାଗିଛନ୍ତି। ଅପରପକ୍ଷରେ ସୋମବାର…
ନୂଆ ଟାଇଫଏଡ୍ ଟିକା
ନବଜାତ ଶିଶୁକୁ ବିଭିନ୍ନ ରୋଗ କବଳରୁ ରକ୍ଷା କରିବା ପାଇଁ ଜନ୍ମ ପରେ ହିଁ କେତେକ ଟିକା ଦିଆଯାଇଥାଏ। ଏହି ପ୍ରକ୍ରିୟା କିଛି ବର୍ଷ ପର୍ଯ୍ୟନ୍ତ ଚାଲିଥାଏ। ତନ୍ମଧ୍ୟରୁ ଟାଇଫଏଡ୍ ଟିକା ଅନ୍ୟତମ। ନିକଟରେ ଟାଇଫଏଡ୍ ପାଇଁ ଏକ ନୂଆ ଟିକା…
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ
ନୂଆଦିଲ୍ଲୀ,୧୩।୭: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ୮୮.୭୮ ପ୍ରତିଶତ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ପାସ୍ ହାର ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ୫.୩୮ ପ୍ରତିଶତ ବୃଦ୍ଧି…
୬୬ ବର୍ଷ ତଳେ ରାଜସ୍ଥାନ କଂଗ୍ରେସରେ ହୋଇଥିଲା ବିଦ୍ରୋହ: ନେହେରୁ ସାଜିଥିଲେ ନୀରବ ଦ୍ରଷ୍ଟା
ଜୟପୁର,୧୩।୭: ରାଜସ୍ଥାନର କଂଗ୍ରେସ ସରକାରରେ ସଙ୍କଟ ଦେଖାଦେଇଛି। ଏହାପୂର୍ବରୁ ୬୬ ବର୍ଷ ତଳେ ୧୯୫୪ରେ ମଧ୍ୟ ରାଜ୍ୟ ରାଜନୀତିରେ ବିଦ୍ରୋହ ଦେଖାଦେଇଥିଲା। ତତ୍କାଳୀନ କଂଗ୍ରେସ ମୁଖ୍ୟମନ୍ତ୍ରୀ ଜୟନାରାୟଣ ବ୍ୟାସଙ୍କ ବିରୋଧରେ ଦଳର ମୋହନଲାଲ୍ ସୁଖଡ଼ିଆ ବିଦ୍ରୋହ କରିଥିଲେ। ୧୯୫୨ରେ ରାଜ୍ୟ ବିଧାନସଭା…
ଅଧିକ ସମୟ ଭିଡିଓ ଗେମ୍ ଦେଖୁଥିଲେ…
ଭିଡିଓ ଗେମ୍ ଖେଳିବା କେବଳ ଛୋଟ ପିଲା ନୁହନ୍ତି ଯୁବପିଢ଼ି ମଧ୍ୟ ପଛରେ ପଡିନାହାନ୍ତି। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। ହେଲେ ଅନେକଙ୍କର ଏହା ଏକ ଅଭ୍ୟାସରେ ପଡିଯାଇଥାଏ। ଏହାଦ୍ୱାରା ନିଜର ଅନ୍ୟ କାମ ପ୍ରଭାବିତ ହୋଇଥାଏ। ଅଧିକ ସମୟ…
ଅମିତାଭଙ୍କ ୨୬ କର୍ମଚାରୀଙ୍କ ରିପୋର୍ଟ ଆସିଲା ନେଗେଟିଭ
ମୁମ୍ବାଇ,୧୩।୭: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏମାନଙ୍କୁ ନେଇ ବଚ୍ଚନ ପରିବାରର ୪ ସଦସ୍ୟ ଅର୍ଥାତ୍ ଐଶ୍ୱର୍ଯ୍ୟା…
Archives


