Home Left

ଆଗ୍ନେୟଗିରିରୁ ଉଦ୍‌ଗିରଣ ହେଉଛି ଘନନୀଳ ରଙ୍ଗ ଲାଭା: ଲୋକେ ଆତଙ୍କିତ

ଜାକର୍ତ୍ତା, ୧୩।୭: ଇଣ୍ଡୋନେସିଆର ଏକ ଆଗ୍ନେୟଗିରିରୁ ଘନନୀଳ ରଙ୍ଗର ଲାଭା ଉଦ୍‌ଗିରଣ ହେବାରେ ଲାଗିଛି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଲାଭାର ରଙ୍ଗ ସାଧାରଣତଃ ଲାଲ ରହୁଥିବାବେଳେ ଏଭଳି ରଙ୍ଗ ନେଇ ଲୋକେ ନାନା…

ବିଗୁଡୁଛି ଗ୍ରାମାଞ୍ଚଳ ଅର୍ଥନୀତି

କେନ୍ଦ୍ରାପଡ଼ା ଅଫିସ,୧୩।୭: କରୋନା ସଂକ୍ରମଣ ଭୟ କେନ୍ଦ୍ରାପଡ଼ା ଜିଲାର ଗ୍ରାମାଞ୍ଚଳ ଅର୍ଥନୀତିକୁ ପ୍ରଭାବିତ କରୁଛି। ଜିଲାକୁ ୭୮ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଥିବା ବେଳେ ରୋଜଗାର ପାଇଁ ପନିପରିବା ଚାଷଠାରୁ ଆରମ୍ଭ କରି ହସ୍ତକଳା ଉତ୍ପାଦକୁ ଗୁରୁତ୍ୱ ଦେଇଛନ୍ତି। ତେବେ ଉପଯୁକ୍ତ…

ବାପ ଅଜା ଅମଳରୁ ଅନ୍ଧାରରେ ବିତୁଛି ଜୀବନ

ମହାକାଳପଡ଼ା,୧୩ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତର ପନ୍ଦରମାଇଲି ଆଦିବାସୀପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାରଙ୍କୁ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସେବା ମିଳିପାରିନାହିଁ। ବାପ ଅଜା ଅମଳରୁ ସେମାନେ ଅନ୍ଧାରରେ ଦିନ କାଟୁଛନ୍ତି। ସ୍ବାଧୀନତାର ଏତେବର୍ଷ ବିିତିଯାଇଥିଲେ ମଧ୍ୟ ବିଦ୍ୟୁତ୍‌ ସେବା ଭଳି…

ଯୋକଡ଼ିଆରେ ନିର୍ମାଣ ହେବ ୨ୟ ବ୍ୟାରେଜ

ରସୁଲପୁର,୧୩।୭(ଡି.ଏନ.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକ ଅଧୀନ ଯୋକଡ଼ିଆଠାରେ ୧୩୮ବର୍ଷ ପରେ ୨ୟ ବ୍ୟାରେଜ ନିର୍ମାଣ ହେବାର ପରିକଳ୍ପନା କରାଯାଇଛି। ଉକ୍ତ ବ୍ୟାରେଜ ନିର୍ମାଣ ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତାବ ରଖାଯାଇଥିଲା। ବିଭାଗର ଏହି ପ୍ରସ୍ତାବକୁ ଏକପ୍ରକାର ମଞ୍ଜୁରୀ ମିଳିସାରିଛି।…

ଅଭିଷେକଙ୍କୁ ହସ୍ପିଟାଲରୁ ଛୁଟି, କହିଲେ ମୁଁ ଘରକୁ ଯିବି ନାହିଁ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଏବଂ ପୁଅ ଅଭିଷେକ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏପଟେ ଐଶ୍ଚର୍ଯ୍ୟା ରାୟ ବଚ୍ଚନ ଏବଂ ତାଙ୍କ ଆରାଧ୍ୟା ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ହୋମ ଆଇସୋଲେଶନରେ…

ରାଉସପାଟଣା କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

କଟକ ଅଫିସ,୧୩ା୭: କଟକ ମହାନଗର ନିଗମର(ସିଏମ୍‌ସି)ର ୩୭ ନମ୍ବର ଓ୍ବାର୍ଡ ପୁରୁଣା ରାଉସପାଟଣାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସିଏମ୍‌ସି ପକ୍ଷରୁ ଏହି ଘୋଷଣା ହୋଇଛି। ରବିବାର ଏଠାରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରେ ୩୭ ବର୍ଷୀୟା ମହିଳା…

୩୫ ବର୍ଷ ପୁରୁଣା ଏହି ଗେମ୍‌ର ଜବରଦସ୍ତ ଚାହିଦା, ୮୫.୭୨ ଲକ୍ଷ ଟଙ୍କାରେ ବିକ୍ରି ହେଲା କପି

ସମୟ ସହିତ ଭିଡିଓ ଗେମ୍ସ ଦ୍ରୁତ ଗତିରେ ବଦଳି ଯାଇଛି। ଇତିହାସରେ ସବୁଠାରୁ ଲୋକପ୍ରିୟ ଭିଡିଓ ଗେମ୍‌ ହେଉଛି ସୁପର ମାରିଓ ବ୍ରୋଶ। ଖେଳ ଏତେ ଲୋକପ୍ରିୟ ଯେ ଏହାକୁ ପ୍ରସ୍ତୁତ କରିଥିବା ନିଣ୍ଟେଣ୍ଡୋ, ୨୦୧୭ ରେ ଖେଳର ଏକ ନୂତନ…

୧୪ ଘଣ୍ଟା ପରେ ଉଠାଗଲା ମୃତଦେହ

ଅନୁଗୋଳ ଅଫିସ୍‌, ୧୩ା୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କ ମୃତ୍ୟୁ ପରେ କରୋନା ସନ୍ଦେହରେ ଦୀର୍ଘ ୧୪ ଘଣ୍ଟା ମୃତଦେହ ପକାଇ ରଖାଯାଇଥିଲା। ରବିବାର ଅପରାହ୍ନ ୪ଟାରେ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଶବ ବ୍ୟବଚ୍ଛେଦ କରାଯାଇ…

କଟକ ଆବର୍ଜନାରେ ବେଣ୍ଟୁଆବାସୀ ଅତିଷ୍ଠ

ନରାଜ, ୧୩।୭ (ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ବ୍ଲକ ମୁଣ୍ଡଳି ପଞ୍ଚାୟତର ବେଣ୍ଟୁଆ ଗ୍ରାମବାସୀ ଅଳିଆ ଆବର୍ଜନା ଗନ୍ଧରେ ଛଟପଟ ହେଉଛନ୍ତି। ୧୨ ବର୍ଷ ହେବ କଟକ ସହରର ସମସ୍ତ ଅଳିଆ ଏହି ଗ୍ରାମ ପାଖରେ ପକାଯାଉଛି। ଫଳରେ ଆବର୍ଜନା ପଚିଶଢ଼ି…

ସୁସ୍ଥ ହାର ୬୨.୯୩%କୁ ବୃଦ୍ଧି

ନୂଆଦିଲ୍ଲୀ,୧୩।୭: ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି କରୋନା ପ୍ରକୋପ। ଶନିବାର ୨୮ ହଜାର ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ରବିବାର ରାତି ସୁଦ୍ଧା ୨୦ ହଜାର ମାମଲା ନଜରକୁ ଆସିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮.୭୦ ଲକ୍ଷରେ ପହଞ୍ଚିଥିବାବେଳେ ୨୨,୯୮୦ ମୁଣ୍ଡ…

ତଦନ୍ତ ପାଇଁ କମିଶନ ଗଠିତ

ଲକ୍ଷ୍ନୌ,୧୩।୭: ଏନ୍‌କାଉଣ୍ଟରରେ ପୋଲିସ ଗୁଳିର ଶିକାର ହୋଇ ପ୍ରାଣ ହରାଇଥିବା ଉତ୍ତରପ୍ରଦେଶ କାନପୁରର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେ ଘଟଣାର ତଦନ୍ତ କରାଯିବ। ଜଣିକିଆ କମିଶନ ଏହାର ତଦନ୍ତ କରିବେ। ଦୁର୍ଘଟଣା ପରେ ପୋଲିସ କବଳରୁ ଖସିଯିବାକୁ ଉଦ୍ୟମ କରୁଥିବାବେଳେ ଗତ ସପ୍ତାହରେ…

ଅଭିନେତା ପାର୍ଥ ସମ୍‌ଥାନଙ୍କୁ କରୋନା

ନୂଆଦିଲ୍ଲୀ,୧୩।୭: ଅଭିନେତା ପାର୍ଥ ସମ୍‌ଥାନ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ‘କସୌଟି ଜିନ୍ଦେଗୀ କେ’ ଟିଭି ସିରିୟଲରେ ଅନୁରାଗ ବସୁ ଭୂମିକାରେ ଅଭିନୟ କରି ସେ ଦର୍ଶକଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ରବିବାର ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri