Home Left

ମୁଖ୍ୟ ସୂଚନା କମିଶନର ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଯଶବର୍ଦ୍ଧନ ସିହ୍ନା

ନୂଆଦିଲ୍ଲୀ,୭ା୧୧: ଯଶବର୍ଦ୍ଧନ କୁମାର ସିହ୍ନା ଦେଶର ନୂତନ ମୁଖ୍ୟ ସୂଚନା କମିଶନର (ସିଆଇସି) ହୋଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶନିବାର ରାଷ୍ଟ୍ରୀୟ ଭବନରେ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ସୂଚନା କମିଶନର ଯଶବର୍ଦ୍ଧନ ପୂର୍ବତନ ଭାରତୀୟ ବୈଦେଶିକ ସେବା…

ଚାଷ ଜମିରେ ପିତାଙ୍କ ସହ ନଜର ଆସିଲେ ତୈମୁର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଓ ଫଟୋ ଭାଇରାଲ ହେଉଛି। ଶନିବାର ବଲିଉଡ ଅଭିନେତା ଶୈଫ ଅଲ୍ଲି ଖାଁ ଓ ତାଙ୍କ ପୁଅ ତୈମୁର ଅଲ୍ଲି ଖାଁ ହରିୟାଣା ପାଟାଉଡିସ୍ଥିତ ଫାର୍ମ ହାଉସରେ ନଜର ଆସିଛନ୍ତି। ଏହି ଫଟୋ ସୋସିଆଲ…

ଫଟୋଗ୍ରାଫରଙ୍କ ଉପରେ ରାଗିଗଲେ ଦୀପିକା, କହିଲେ ପୋଲିସରେ ଦେଇଦେବି

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିଙ୍କୁ ସାଧାରଣତଃ ଫଟୋଗ୍ରାଫରଙ୍କ ସାମ୍ନା କରିବାକୁ ପଡ଼ିଥାଏ। ଯେଉଁଠି ଷ୍ଟାର ସେଠି ଫଟୋଗ୍ରାଫରଙ୍କ ଭିଡ଼। ସେଲିବ୍ରିଟିମାନେ ମଧ୍ୟ ଭିନ୍ନ ଭିନ୍ନ ପୋଜ୍‌ରେ ଫଟୋ ଉଠାଇଥାନ୍ତି। ବେଳେବେଳେ ସେଲିବ୍ରିଟିମାନେ ଫଟୋଗ୍ରାଫରଙ୍କ ଉପରେ ଚିଡ଼ି ଯା’ନ୍ତି। କାରଣ ଫଟୋଗ୍ରାଫରମାନେ ସେଲିବ୍ରିଟିଙ୍କ ବ୍ୟକ୍ତିଗତ…

ଆର୍‌ସିବି କ’ଣ କେବେ ଜିତିପାରିବନି ଆଇପିଏଲ୍‌? ଇଂଲଣ୍ଡର ଏହି ମହିଳା କ୍ରିକେଟର କହିଲେ ‘ଡେଫିନାଇଟଲି ନଟ୍‌’

ନୂଆଦିଲ୍ଲୀ,୭।୧୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଟାଇଟଲ ହାସଲ କରିବାରୁ ଲଗାତାର ୮ମ ଥର ପାଇଁ ବଞ୍ଚିତ ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ଶୁକ୍ରବାର ଖେଳାଯାଇଥିବା ଏଲିମିନେଟର ମ୍ୟାଚ୍‌ରେ ବିରାଟ କୋହଲିଙ୍କ ଟିମ୍‌ ସନରାଇଜର୍ସ ହାଇଦ୍ରାବାଦଠୁ ପରାସ୍ତ ହୋଇଥିଲା। ହେଲେ ଆର୍‌ସିବିର ପ୍ରଶଂସକମାନେ…

ସମାଜରେ ଏପରି ଲୋକଙ୍କୁ କୁହାଯାଏ ଯୋଗ୍ୟ, କେବେ ହୁଅନ୍ତିନି ବିଫଳ

ଜଣେ ମହାନ ଅର୍ଥନୀତିଜ୍ଞ ତଥା ରାଜନେତା ଭାବରେ ବିବେଚିତ ଆଚାର୍ଯ୍ୟ ଚାଣକ୍ୟ ଜୀବନ ସହ ଜଡ଼ିତ ଅନେକ ବିଷୟ ଉପରେ ଗଭୀର ଅଧ୍ୟୟନ କରିଛନ୍ତି। ସେ ତାଙ୍କ ନୀତିଶାସ୍ତ୍ରରେ ଏହା ଉଲ୍ଲେଖ କରିଛନ୍ତି। ସେଥିରେ ଚାଣକ୍ୟ ଯୋଗ୍ୟ ବ୍ୟକ୍ତିଙ୍କ ବିଷୟରେ କହିଛନ୍ତି।…

ବିବାହ କରିବେ ଅର୍ଜୁନ

ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ମହାଭାରତ’ରେ ଅର୍ଜୁନ ଭୂମିକାରେ ଅଭିନୟ କରି ଖୁବ୍‌ ଲୋକପ୍ରିୟ ହୋଇଥିଲେ ଅଭିନେତା ଶାହିର ଶେଖ୍‌। ଏବେ ତାଙ୍କ ବିଷୟରେ ଏମିତି ଏକ ଖବର ସାମ୍ନାକୁ ଆସିଛି, ଯାହାକୁ ଶୁଣିବା ପରେ ମହିଳା ପ୍ରଶଂସକଙ୍କ ମନ…

ଚର୍ଚ୍ଚାରେ ଗୌହରଙ୍କ ଲଭ୍‌ ଲାଇଫ୍‌: ୧୭ ବର୍ଷ ପୂର୍ବେ ସାଜିଦଙ୍କ ସହ କରିଥିଲେ ନିର୍ବନ୍ଧ, ହେଲେ..

ବମ୍ବେ: ଆଜିକାଲି ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଭିନେତ୍ରୀ ଗୌହର ଖାନ। ନିକଟରେ ସେ ପ୍ରେମିକ ଜୈଦ ଦରବାରଙ୍କ ସହ ନିର୍ବନ୍ଧ କରିନେଇଛନ୍ତି। ଆସନ୍ତା ଡିସେମ୍ବର ୨୫ରେ ସେ ବିବାହ କରିବା ନେଇ କୁହାଯାଉଛି। ଏସବୁ ଭିତରେ ଗୌହରଙ୍କ ପୂର୍ବ…

ଲମ୍ବା କେଶ ରଖି ଗିନିଜ୍‌ ରେକର୍ଡ କଲେ ଏହି ଯୁବତୀ

୧୮ ବର୍ଷୀୟା ନୀଲାଂଶୀ ପଟେଲ ନିଜର ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଗୁଜରାଟରେ ରହୁଥିବା ନୀଲାଂଶୀଙ୍କ କେଶର ଲମ୍ବ ୬ ଫୁଟ ୬ ଇଞ୍ଚ। ନୀଲାଂଶୀ ୬ ବର୍ଷ ଦିନରୁ ନିଜର…

ସ୍ବାମୀଙ୍କ ଖୁସି ପାଇଁ ଛାଡ଼ପତ୍ର ଦେଲେ ସ୍ତ୍ରୀ, ପ୍ରେମିକାଙ୍କ ସହ କରାଇଲେ ବିବାହ

ସ୍ବାମୀଙ୍କ ଖୁସି ପାଇଁ ସ୍ତ୍ରୀ ୩ ବର୍ଷର ବିବାହକୁ ଭାଙ୍ଗିବା ସହ ପ୍ରେମିକାଙ୍କ ସହ ବିବାହ କରାଇବାରେ ସାହାଯ୍ୟ କରିଛନ୍ତି। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସ୍ବାମୀସ୍ତ୍ରୀ ସମ୍ପର୍କର ଏଭଳି ଏକ ଚକିତ କଲା ଭଳି ଘଟଣା ନଜରକୁ ଆସିଛି। ଅପରପକ୍ଷେ ଉକ୍ତ…

୧୦୦ ଟଙ୍କାର ଦହି ଚୋରି କରିଥିଲେ ଏହି ଛାତ୍ରୀ, ଧରିବା ପାଇଁ ପୋଲିସ ଖର୍ଚ୍ଚ କଲା ୪୨୦୦୦ ଟଙ୍କା

ଅପରାଧୀଙ୍କୁ ଧରିବା ପାଇଁ ପୋଲିସକୁ ବେଳେବେଳେ ବହୁତ କଷ୍ଟ କରିବାକୁ ପଡ଼ିଥାଏ। କିଛି ମାମଲାରେ ସଫଳତା ମିଳେ ତ ଆଉ କେତେବେଳେ ଅପରାଧୀ ଚକ୍‌ମା ଦେଖାଇ ଖସିଯାଏ। ଏପରିକି ଅପରାଧୀଙ୍କୁ ଧରିବା ପାଇଁ ପୋଲିସ ପ୍ରଶାସନ ବହୁ ଅର୍ଥ ମଧ୍ୟ ଖର୍ଚ୍ଚ…

ଅସୁସ୍ଥ ଅଛନ୍ତି କ୍ରିତି

ମୁମ୍ବାଇ: ବଲିଉଡ୍ ନାୟିକା କ୍ରିତି ଖରବନ୍ଦା ଏବେ ଅସୁସ୍ଥ ଥିବା ଜଣାପଡିଛି । ଅବଶ୍ୟ ଏକଥା ସେ ନିଜେ ଜଣାଇଛନ୍ତି । ଏଥିପାଇଁ ସେ ସୋସିଆଲ ମିଡିଆର ସାହାରା ନେଇଛନ୍ତି । ନିକଟରେ ସେ ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି…

ପୁଅ ସହ ଖେଳୁ ଥିବା ଭିଡିଓ ଶେୟାର କରି ଚର୍ଚ୍ଚାରେ ଏହି କ୍ରିକେଟର

ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ପୁଅ ଅଗସ୍ତ୍ୟଙ୍କ ସହ ନଜର ଆସିଛନ୍ତି। ହାର୍ଦ୍ଦିକଙ୍କ ଏହି ସୁନ୍ଦର ଭିଡିଓକୁ ପ୍ରଶଂସକ ସହ ତାରକାମାନେ ପସନ୍ଦ କରିବା ସହ କମେଣ୍ଟ ଦେଉଛନ୍ତି। ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?